Livro da vida
O Livro da Vida é o registro celestial dos nomes daqueles que pertencem a Deus. Estar escrito no Livro da Vida é a garantia da salvação eterna e da entrada na Nova Jerusalém.
Registrados no céu
Alegrai-vos por terem vossos nomes escritos nos céus. O Livro da Vida pertence ao Cordeiro de Deus desde a fundação do mundo.
ଏଲେମିସା ଆତ୍ମାମନ୍ ଆମର୍ କାତା ମାନ୍ଲାଇନି ବଲି ସାର୍ଦା ଉଆନାଇ । ତମର୍ ନାଉଁମନ୍ ସର୍ଗେ ଲେକାଅଇଆଚେ ବଲି ସାର୍ଦାଉଆ ।"
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
ଦର୍ତନିଟାନେ ରଇବା ସବୁଲକ୍ ତାକେ ଜୁଆର୍କର୍ବାଇ । ଜିବନ୍ ରଇବା ଲକ୍ମନର୍ ବଇଟାନେ ନାଉଁ ଲେକାଅଇରଇବା ଲକ୍ମନ୍ସେ ତାକେ ଜୁଆର୍ ନ କରତ୍ । କାଇଟା ତିଆର୍ ନ ଅଇରଇବା ଆଗ୍ତୁ ଲେକା ଅଇଜାଇରଇଲା । ସେ ବଇ ମରାଇଜାଇରଇବା ମେଣ୍ଡାପିଲାର୍ଟା ।
ଆଗ୍ତୁ ତରେକ୍ ସେ ପସୁ ବଁଚିରଇଲା । ମାତର୍ ଏବେ ଆରି ସେ ନ ବଁଚେ । ପାତାଲେଅନି ସେଟା ବାରଇ ଆଇସି । ତାକେ ଆରି ତରେକ୍ ସେ ଡଣ୍ଡ୍ ପାଇବା ଜାଗାଇ ନିଆଅଇସି । ଜଗତେରଇବା ଲକ୍ମନ୍, ସବୁ ତିଆର୍ ନ ଅଇବା ଆଗ୍ତୁ, ଜାର୍ ନାଉଁ ଜିବନ୍ରଇବା ବଇଟାନେ ଲେକାଅତ୍ନାଇ, ସେମନ୍ ସେ ପସୁକେ ଦେକି କାବାଅଇଜିବାଇ । କାଇକେବଇଲେ ସେ ଆଗ୍ତୁ ବଁଚିରଇଲା, ଏବେ ଆରି ସେଟା ବଁଚିରଏନାଇ । ମାତର୍ ସେଟା ଆରିତରେକ୍ ଆଇସି ।
O juízo final
No dia do julgamento, os livros serão abertos. Quem não for encontrado no Livro da Vida será lançado no lago de fogo.
ସାରାସାରି ବିଚାର୍
ତାର୍ପଚେ ମୁଇ ଗଟେକ୍ ବଡ୍ଟା ଦବ୍ ବସ୍ବା ଜାଗା ଆରି ଜେ ତାର୍ ଉପ୍ରେ ବସିରଇଲା, ତାକେ ଦେକ୍ଲି । ସରଗ୍ ଆରି ଦର୍ତନି ତାର୍ ମୁଆଟେଅନି ପାଲାଇଲାଇ ଆରି କେବେ ଡିସତ୍ନାଇ । ତାର୍ପଚେ ମୁଇ ଜେତ୍କି ମଲା ବଡ୍ ସାନ୍ ଲକ୍କେ ଦେକ୍ଲି । ସେମନ୍ ବସ୍ବା ଜାଗାର୍ ମୁଆଟେ ଟିଆଅଇରଇବାଟା ମୁଇ ଦେକ୍ଲି । ବଇମନ୍ ଉଗାଡି ଅଇଲା, ଜିବନ୍ ରଇବା ଲକ୍ମନର୍ ବଇ ମିସା ଉଗାଡି ଅଇଲା । ସେମନ୍ କଲା କାମ୍ ଇସାବେ ମଲା ଲକ୍ମନ୍କେ ବିଚାର୍ କଲାଇ । ସେମନ୍ କରିରଇବା କାମ୍ମନ୍ ବଇଟାନେ ଆଗ୍ତୁଅନି ଲେକା ଅଇରଇଲା । ତାର୍ ପଚେ ସମ୍ଦୁରେ ଜେତ୍କିଲକ୍ ମରିରଇଲାଇ, ସେମନ୍ ବାରଇଆଇଲାଇ । ମରନ୍ ଆରି ପାତାଲ୍ ମିସା ସେମନ୍ ଦାରିରଇବା ମଲାଲକ୍ମନ୍କେ ଚାଡିଦେଲାଇ । ସେମନ୍କେ ସବୁକେ କରିରଇବା କାମ୍ ଇସାବେ ବିଚାର୍ନା କଲାଇ । ତାର୍ପଚେ ମଲା ଲକର୍ ଜାଗାଇଅନି ଆଇଲା ସବୁଲକର୍ ଗାଗଡ୍ ଆରି ଆତ୍ମା, ଜଇର୍ ଗାଡେ ପିଙ୍ଗ୍ଲାଇ । ସେ ଗାଡ୍ ଅଇଲାନି ଦୁଇ ଲମରର୍ ମରନ୍ ସେ ବେଲେ ଜେତ୍କି ଲକର୍ ନାଉଁ ଜିବନ୍ ରଇବା ବଇଟାନେ ଲେକା ନ ଅଇରଇଲା, ସେ ସବୁଲକ୍କେ ଜଇଲାଗ୍ବା ଗାଡେ ପିଙ୍ଗା ଅଇଲା ।
ମାତର୍ ଅସୁକଲ୍ ରଇବା କାଇ ବିସଇ ମିସା ସେ ନଅରେ ନ ପୁରେ । ଲାଜ୍ ଅଇବା କାମ୍ମନ୍ କର୍ବା ଲକ୍ କି ମିଚ୍ କଇବା ଲକ୍ କେ ମିସା ତେଇ ପୁରି ନାପାରତ୍ । ମେଣ୍ଡାପିଲାର୍ ବଇଲଗେ ଜାର୍ ନାଉଁ ଲେକାଅଇଆଚେ, ସେମନ୍ସେ, ସେ ନଅରେ ଜାଇପାରତ୍ ।
ସାରାସାରି ବେଲା
ସେଡ୍କିବେଲେ ତମର୍ ଲକ୍ମନର୍ ପିଲାମନ୍ ସାଇଜ କର୍ବା ମିକାଏଲ୍ ଦୁତ୍ ବାବ୍ରେ ଟିଆ ଅଇସି , ଆରି, ତର୍ ଲକର୍ ସର୍ତେ ଲକର୍ ନାଅ ଜିବନ୍ ପୁସ୍ତକ ଲଗେ ଲେକା ଅଇରଇସି, ସେମନ୍ ସର୍ତେ ଲକ୍ ସେ ବେଲାଇ ଉଦାର୍ ପାଇବାଇ । ଆରି, ପୁର୍ତିବିର୍ ମାଟି ତେଇ ଜନ୍ ଲକ୍ମନ୍ ମରିଆଚତ୍, ସେ ଲକର୍ ବିତ୍ରେ ଅନି କେତେକ୍ ଲକ୍ ଉଟ୍ବାଇ; କେତେକ୍ ଲକ୍ ନ ମର୍ବା ଜିବନ୍ ସଙ୍ଗେ ଉଟ୍ବାଇ ଆରି କେତେକ୍ ଲକ୍ ଲାଜ୍ ସରମ୍ ସଙ୍ଗେ ଆରି ସାରାସାରି ଜାକ ଦୁକ୍ ପାଇବାକେ ଉଟ୍ବାଇ ।
ଜେ ଜିତ୍ସି ସେ ଏ ରକାମ୍ ସୁକଲ୍ ବସ୍ତର୍ ପିନ୍ଦ୍ସି । ଆରି ମୁଇ ଜିବନ୍ ବଇଲଗେଅନି ଜେନ୍ତିଆଲେ ମିସା ତମର୍ ନାଉଁ ନ ଲିବାଇ । ମର୍ ବାବା ଆରି ତାର୍ ଦୁତ୍ମନର୍ ମୁଆଟେ ତମର୍ ନାଉଁ ମର୍ ଲକ୍ମନ୍ ବଲି ସର୍ପି ଦେବି ।
O registro divino
Deus registra cada vida, cada lágrima e cada momento. Nada passa despercebido diante daquele que tudo vê e tudo guarda.
ମୁଇ ଗୁଆରି କଲିନି ତୁଇ ସେମନର୍ ପାପ୍ କେମା କର୍, ଆରି ଜଦି ସେମନର୍ ପାପ୍ କେମା ନ କଲେ, ତର୍ ପୁସ୍ତକ୍ ଲଗେ ଲେକ୍ଲା ମର୍ ନାଅ କାଟିଦେସ୍
ତାର୍ପଚେ ସବୁବେଲର୍ ମାପ୍ରୁ ମସାକେ କଇଲା, ଜନ୍ ଲକ୍ ମର୍ ବିରୁଦେ ପାପ୍ କରି ଆଚତ୍, ମୁଇ ମର୍ ପୁସ୍ତକ୍ ଲଗେ ଅନି ସେମନର୍ ନାଅ କାଟିଦେବି ।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.