Louvor e adoração
O louvor e a adoração são o propósito supremo da vida cristã. A Bíblia está repleta de exortações a louvar o Senhor — com cânticos, instrumentos, danças e com todo o nosso ser.
Louvai ao Senhor!
Todo ser que respira louve ao Senhor! O louvor é o sacrifício agradável que oferecemos continuamente a Deus.
ତେବେ ଆସା । ଜିସୁକିରିସ୍ଟକେ ଦେଇକରି ଆମେ ସବୁବେଲେ ପର୍ମେସର୍କେ ବଲି ସର୍ପି ଦେଇତେ ରଉ । ସେଟା ଆମର୍ ଟଣ୍ଡେଅନି ଆଇବା ଉପାସନା । ସେ ଆକା ମାପ୍ରୁ ବଲି ଆମେ କଉଁ ।
ତେବେ ଆସା । ଜିସୁକିରିସ୍ଟକେ ଦେଇକରି ଆମେ ସବୁବେଲେ ପର୍ମେସର୍କେ ବଲି ସର୍ପି ଦେଇତେ ରଉ । ସେଟା ଆମର୍ ଟଣ୍ଡେଅନି ଆଇବା ଉପାସନା । ସେ ଆକା ମାପ୍ରୁ ବଲି ଆମେ କଉଁ ।
Louvor como estilo de vida
Bendirei ao Senhor em todo tempo; o seu louvor estará sempre nos meus lábios. O louvor não depende de circunstâncias.
ସବୁ ସୁକ୍ ଦୁକ୍ ବେଲେ ମାପ୍ରୁକେ ଦନିଅବାଦ୍ ଦିଆସ୍ । କାଇକେବଇଲେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି ଜିଉନା କାଉନା କଲାସ୍ନି ବଲି ପର୍ମେସର୍ ତମର୍ଟାନେ ଅନି ମାଙ୍ଗ୍ଲାନି ।
Adoração em espírito e verdade
Os verdadeiros adoradores adorarão ao Pai em espírito e em verdade. Deus busca os que o adoram com coração sincero.
ବେଲା ଆଇଲାନି ଆରି ସେ ବେଲା କେଟ୍ଲାବେ, ଜେଡେବେଲା କି ସୁକଲ୍ଆତ୍ମାର୍ ବପୁସଙ୍ଗ୍ ଲକ୍ମନ୍, ବାବା ପର୍ମେସର୍କେ ନିକସଙ୍ଗ୍ ଚିନ୍ବାଇ । ସେବେଲେ ସେମନ୍ ତାକର୍ ମନେ ସତ୍ସଙ୍ଗ୍ ଉପାସନା କର୍ବାଇ । ସେନ୍ତି ଉପାସନା କର୍ବା ଲକ୍ମନ୍କେ ବାବା ମନ୍ କଲାନି ।
ପର୍ମେସର୍ ଅଇଲାନି ଆତ୍ମା । ଆରି ଜନ୍ଲକ୍ମନ୍ ତାକେ ଉପାସନା କଲାଇନି, ସେମନ୍ ସତ୍ସଙ୍ଗ୍ ଆତ୍ମାଇ ଉପାସନା କର୍ବାର୍ଆଚେ ।"
A grandeza de Deus
Grande é o Senhor e mui digno de louvor! Sua grandeza é insondável. Os céus declaram sua glória e toda a criação o adora.
ଆମେ ସବୁବେଲ୍ର ମାପ୍ରୁ: ଏଟା ଆମ୍ର ନାଅଁ; ଆରି ଆମେ ଆମର୍ ବପୁ ଅଲ୍ଗା ଲକ୍କେ, ଆରି ନିଜ୍ର ସୁକଲ୍ ଆତେ କର୍ଲା ମୁର୍ତିମନ୍କେ ନ ଦେଉଁ ।
Cânticos e instrumentos
Cantai ao Senhor um cântico novo! Louvai com salmos, hinos e cânticos espirituais, fazendo melodia no coração ao Senhor.
କିରିସ୍ଟର୍ ବାକିଅ ଦିଆନ୍କରି ଲାଗିରୁଆ । ତମର୍ ତମର୍ ବିତ୍ରେ ସିକିକରି ଜାଗ୍ରତ୍ ଅଇରୁଆ । ଏଟା ଗିଆନ୍ ସଙ୍ଗ୍ କରା । ଗିତ୍ ସଙ୍ଗିତା ବଇର୍ ଗିତ୍ମନ୍, ବିନ୍ ଗିତ୍ମନ୍ ଆରି ସୁକଲ୍ ଗିତ୍ମନ୍ କଇତେରୁଆ । ମନ୍ବିତ୍ରେ ଦନିଅବାଦ୍ କଇକରି ପର୍ମେସର୍କେ ଗିତ୍ କଇତେରୁଆ ।
କିରିସ୍ଟର୍ ବାକିଅ ଦିଆନ୍କରି ଲାଗିରୁଆ । ତମର୍ ତମର୍ ବିତ୍ରେ ସିକିକରି ଜାଗ୍ରତ୍ ଅଇରୁଆ । ଏଟା ଗିଆନ୍ ସଙ୍ଗ୍ କରା । ଗିତ୍ ସଙ୍ଗିତା ବଇର୍ ଗିତ୍ମନ୍, ବିନ୍ ଗିତ୍ମନ୍ ଆରି ସୁକଲ୍ ଗିତ୍ମନ୍ କଇତେରୁଆ । ମନ୍ବିତ୍ରେ ଦନିଅବାଦ୍ କଇକରି ପର୍ମେସର୍କେ ଗିତ୍ କଇତେରୁଆ ।
ଗିତ୍ ସଙ୍ଗିତାର୍ ଗିତ୍, ଆତ୍ମାଇ ଅନି ଆଇବା ବିନ୍ ଗିତ୍ମନ୍, ତମର୍ ବିତ୍ରେ କୁଆକୁଇ ଉଆ । ଗିତ୍ କଇକରି ନିଜେ ନିଜେ ମନ୍ବିତ୍ରେ ମାପ୍ରୁକେ ଡାକ୍ପୁଟା କରା । ଆମର୍ ମାପ୍ରୁ ଜିସୁକିରିସ୍ଟର୍ ନାଉଁଦାରି ସବୁବେଲେ ସବୁ ବିସଇର୍ପାଇ ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
Louvor nas lutas
Paulo e Silas louvaram na prisão e houve terremoto. O louvor é arma espiritual que transforma circunstâncias e derrota o inimigo.
ପାଉଲ୍ ଆରି ସିଲା ମଜା ରାତି ବେଲାଇ ପର୍ମେସର୍କେ ପାର୍ତନା କରି ଗିତ୍ ଗାଇତେ ରଇଲାଇ । ବନ୍ଦି ଗରେ ରଇବା ବିନ୍ଲକ୍ମନ୍ ସେଟା ସବୁ ସୁନ୍ତେ ରଇଲାଇ ।
ପାଉଲ୍ ଆରି ସିଲା ମଜା ରାତି ବେଲାଇ ପର୍ମେସର୍କେ ପାର୍ତନା କରି ଗିତ୍ ଗାଇତେ ରଇଲାଇ । ବନ୍ଦି ଗରେ ରଇବା ବିନ୍ଲକ୍ମନ୍ ସେଟା ସବୁ ସୁନ୍ତେ ରଇଲାଇ ।
ଆରି ନିଇମିଆ ସେମନ୍କେ କଇଲା, ନିଜର୍ ନିଜର୍ ବାଟେ ଜାଆ, ନିକ ଜିନିସ୍ କାଆ, ଆରି ସୁଆଦ୍ ଜିନିସ୍ କାଆ, ଆରି, ଜାର୍ପାଇ କାଇଟାମିସା ରାନ୍ଦା ଅଏ ନାଇ, ତାର୍ପାଇ କଣ୍ଡେକ୍ ପାଟାଆ; କାଇକେବଇଲେ ଆଜିର୍ ଦିନ୍ ଆମର୍ ମାପ୍ରୁର୍ ନାଉଁରେ ସୁକଲ୍ ଦିନ୍, ତମେ ଦୁକ୍ ଉଆନାଇ; ଜେନ୍ତାରି କି ସବୁବେଲର୍ ମାପ୍ରୁର୍ ବିସଇ ସାର୍ଦା ଆରି ବପୁ ଅଇସି ।
Gratidão e louvor
Em tudo dai graças. O louvor nasce da gratidão por quem Deus é e pelo que Ele faz. Cada bênção é motivo de adoração.
ଆରି, ସେ ଦିନେ ତମେ କଇସା, ସବୁବେଲର୍ ମାପ୍ରୁକେ ଦନିଅବାଦ୍ କରା ବଲିକରି, ଆରି ତାର୍ ନାଉଁ ଦାରିକରି ପାର୍ତନା କରା, ଲକ୍ମନର୍ ମୁଆଟେ ତାର୍ କାବା ଅଇଜିବା କାମ୍କେ ଜାନାଆ, ତାର୍ ନାଉଁ ବଡ୍ ବଲିକରି ଡାକ୍ପୁଟା କରା।
ଏ ସବୁବେଲର୍ ମାପ୍ରୁ , ତୁଇ ମର୍ ପର୍ମେସର୍ ; ମୁଇଁ ତକେ ଆଦର୍ କର୍ବି, ମୁଇଁ ତର୍ ନାଉଁରେ ମଇମା କର୍ବି ; କାଇକେ ବଇଲେ କାବାଅଇ ଜିବା କାମ୍ କର୍ବା ସବୁବେଲର୍ ମାପ୍ରୁ, କଇବାକେ ଗାଲେ , ପୁରବ୍ କାଲେ ଜଜ୍ନା ସବୁକେ ବିସ୍ବାସ୍ ସଙ୍ଗେ ଆରି ସତ୍ ବାବ୍ରେ ସାଦନ୍ କରି ଆଚାସ୍ ।
ଏ ମର୍ ଆନିଦାଦି ମନର୍ ପର୍ମେସର୍, ମୁଇ ତର୍ ଦନିଅବାଦ୍ ଆରି ପର୍ସଙ୍ଗ୍ସା କଲିନି, ତୁଇ ମକେ ଗିଆନ୍ ଆରି ବପୁ ଦେଇ ଆଚୁସ୍ ଆରି ତର୍ ଲଗେ ଆମର୍ ଗୁଆରି ବିସଇ ଏବେ ମକେ ଜାନାଇ ଆଚୁସ୍; କାଇକେବଇଲେ ତୁଇ ଆମ୍କେ ରାଜାର୍ କାତା ଜାନାଇ ଆଚୁସ୍ ।
A majestade do Rei
Ao nome de Jesus todo joelho se dobrará. A adoração culminará na eternidade, onde os redimidos louvarão ao Cordeiro para sempre.
ସେମନ୍ ଆଉଲି ଅଇକରି ଗିତ୍ କଇତେ ରଇଲାଇ, "ମରାଇଅଇରଇବା ମେଣ୍ଡାପିଲା, ସବୁ ବପୁ, ସବୁ ଦନ୍ସଁପତି, ସବୁ ଗିଆନ୍, ସବୁ ସକ୍ତି, ଡାକ୍ପୁଟା, ମଇମା, ଆରାଦନା ପାଇବା ଅଦିକାର୍ ତର୍ ଲଗେ ଆଚେ ।"
ଜଗତେ ରଇବା ସବୁ ଜିବନ୍ ରଇବାଟାମନ୍ ଜେନ୍ତାରି କି ସର୍ଗେ ରଇବା ସବୁଜାକ, ଜଗତେରଇବା ସବୁଜାକ, ପାତାଲେ ରଇବା ସବୁଜାକ ଆରି ସମ୍ଦୁରେ ରଇବାଟାମନ୍ ଗିତ୍ ଗାଇତେରଇଲାଇ । ଜେ ବସ୍ବା ଜାଗାଇ ବସିଆଚେ ଆରି ମେଣ୍ଡାପିଲାକେ ଆରାଦନା, ଡାକ୍ପୁଟା, ମଇମା, ଆରି ବପୁ କାଲ୍ କାଲ୍ ଜୁଗ୍ ଜୁଗ୍ ଅ ।
ସେ ଆଉଲିଅଇକରି କଇଲା "ପର୍ମେସର୍କେ ଡାକ୍ପୁଟା କରା । ତାର୍ ବଡ୍ ବଡ୍ କାମର୍ ପାଇ ତାକେ ଆରାଦନା କରା । ଲକ୍ମନ୍କେ ବିଚାର୍ କର୍ବାକେ ତାର୍ ବେଲା କେଟ୍ଲାଆଚେ । ସରଗ୍, ଦର୍ତନି, ସମ୍ଦୁର୍, ଆରି ପାଜ୍ରା ପାନି ସବୁଜାକ ସେ ତିଆର୍କଲାଆଚେ, ତାକେ ଜୁଆର୍ କରା ।"
ତାର୍ପଚେ ବସ୍ବା ଜାଗାଇଅନି ଗଟେକ୍ ସବଦ୍ ଆଇଲା । ସେଟା ଏନ୍ତାରି କଇଲା, "ଆମର୍ ପର୍ମେସର୍କେ ଜୁଆର୍ କରା । ତାର୍ ଦାଙ୍ଗ୍ଡାମନ୍, ଆକେ ନାମ୍ବା ଜେତ୍କି ସବୁ ବଡ୍ସାନ୍ ଲକ୍ମନ୍ ତାକେ ଜୁଆର୍କରା ।"
ତାର୍ପଚେ ବସ୍ବା ଜାଗାଇଅନି ଗଟେକ୍ ସବଦ୍ ଆଇଲା । ସେଟା ଏନ୍ତାରି କଇଲା, "ଆମର୍ ପର୍ମେସର୍କେ ଜୁଆର୍ କରା । ତାର୍ ଦାଙ୍ଗ୍ଡାମନ୍, ଆକେ ନାମ୍ବା ଜେତ୍କି ସବୁ ବଡ୍ସାନ୍ ଲକ୍ମନ୍ ତାକେ ଜୁଆର୍କରା ।"
କାଇକେବଇଲେ ସାସ୍ତରେ ଲେକାଆଚେ,
"ମାପ୍ରୁ କଇଲାନି, ମୁଇ ଜିବନ୍ ରଇବା ପରମେସର୍, ତେବର୍ପାଇ ସବୁ ମୁନୁସ୍ଜାତି ମର୍ ମୁଆଟେ ମାଣ୍ଡିକୁଟା ଦେବାଇ ।
ମୁଇ ପରମେସର୍ ବଲି ସବୁ ଲକ୍ ନାମ୍ବାଇ ।"
ସାରାସାରି ପଚେ ଏ ମର୍ ବାଇବଇନିମନ୍, ଜେତ୍କି ସବୁ ବିସଇ ନିକ ରଇସି, ଜେତ୍କି ସବୁ ବିସଇ ସନ୍ମାନ୍ ପାଇସି, ଜନ୍ ସବୁ ବିସଇ ସତ୍ ରଇସି, ଜନ୍ ସବୁ ବିସଇ ପାପ୍ ନଇତେ ରଇସି, ଜନ୍ ସବୁ ବିସଇ ଦରମ୍ ରଇସି, ଆରି ଡାକ୍ପୁଟା ରଇସି, ଏ ସବୁ ବିସଇନେଇ ଚିନ୍ତା କରା ।
Vida de louvor
O louvor transforma, fortalece a fé e nos conecta com o céu. Quem louva a Deus em toda circunstância experimenta sua presença real.
ମାତର୍ ପର୍ମେସର୍ ଦନିଅବାଦ୍ ପାଅ । କିରିସ୍ଟତେଇ ମିସିରଇଲାର୍ପାଇ ତାର୍ ଜିତ୍ଲା ଦଲର୍ ଦାଡିତେଇ ବନ୍ଦି ଲକର୍ ଇସାବେ ପର୍ମେସର୍ ଆମ୍କେ ସବୁବେଲେ ଡାକିନେଲାନି । ସବୁଲକ୍କେ କିରିସ୍ଟର୍ ବିସଇ ଜାନାଇବାକେ ସେ ଆମର୍ ଦେଇକରି କାମ୍ କଲାନି । ଜନ୍ଟା କି ଦୁପ୍ ପାରା ସବୁ ଜାଗାଇ ବାସ୍ନା ମାର୍ସି ।
ତାର୍ ଆଲାଦର୍ ଲାଗି, ଜିସୁ କିରିସ୍ଟର୍ ସଙ୍ଗ୍ ସେ ଆମ୍କେ ତାର୍ ନିଜର୍ ପଅଜି ପାରା କର୍ବାକେ ବାଚିଆଚେ । ଏଟାସେ ତାର୍ ଆଦେସ୍ ଆରି ସାର୍ଦା । ଜେନ୍ତାରିକି ତାର୍ ବଡ୍ ଜିବନ୍ ଦୁକାନିର୍ ଲାଗି ଆମେ ତାକେ ଡାକ୍ପୁଟା କରୁ । ତାର୍ ଆଲାଦର୍ ପଅ କରି ରଇଲା କାମର୍ ଲାଗି, ଇନାମେ ତାର୍ ଜିବନ୍ ଦୁକାଇଲାଟା ସେ ଆମ୍କେ ଦେଲା ଆଚେ ।
ମୁଇ ପାର୍ତନା କଲିନି ଜେନ୍ତିକି ସେ ତାର୍ ନ ସାର୍ବା ମଇମାଇଅନି, ତାର୍ ଆତ୍ମା ତମ୍କେ ବପୁ ଦେଇସି, ଜେନ୍ତିକି ତମର୍ ମନ୍ ଡାଟ୍ ଅଇସି ।
ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ ।
ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ । ଆଗେ ତମେ ତାର୍ ନିଜର୍ ଲକ୍ ନ ରଇଲାସ୍ । ମାତର୍ ଏବେ ତାର୍ ନିଜର୍ ଲକ୍ ଅଇଆଚାସ୍ । ଆଗେ ତାର୍ ଦୟା ପାଇ ନ ରଇଲାସ୍, ମାତର୍ ଏବେ ପାଇଆଚାସ୍ ।
ଗଟେକ୍ ଟଣ୍ଡେଅନିସେ ଦନିଅବାଦ୍ ଦେବାଟା ଆରି ସାଇପ୍ ଦେବାଟା ବାରଇସି । ମର୍ ବାଇବଇନିମନ୍, ଏନ୍ତାରି ଅଇବାଟା ଟିକ୍ ନଏଁ ।
ସେଟାର୍ପାଇଁ ମୁଇ ତକେ କଇଲିନି, ତୁଇ ପିତର୍, ଜାର୍ ଅରତ୍ କି ପାକ୍ନା । ଏ ପାକ୍ନା ଉପ୍ରେ ମୁଇ ମର୍ ମଣ୍ଡଲି ତିଆର୍ କର୍ବି । ଜେନ୍ତିକି ମରନ୍ ପାରା ବପୁ ମିସା ତାକେ କାଇ କରିନାପାରେ ।
କିରିସ୍ଟ ଜିସୁର୍ ଗଟେକ୍ ନିକ ସନିଅ ଅଇ, ମର୍ପାରା ଦୁକ୍ କସ୍ଟ ମୁର୍ଚିକରି ରଅ ।
ଗଟେକ୍ ସନିଅର୍ ବିସଇ ବାବିଦେକା । ସଇନ ଜୁଇଦ୍କେ ଜିବାକେ ଜାଗ୍ରତ୍ ଅଇବାବେଲେ, ଏ ଜଗତର୍ ବିସଇ କର୍ବାକେ ମନ୍ ନ ଦେଏ । କାଇକେବଇଲେ, ସେ ତାର୍ ଉପ୍ରର୍ ଅଦିକାରିକେ ସାର୍ଦା କରାଇବାକେ ମନ୍ କର୍ସି ।
ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ ।
ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ ବାବା ପର୍ମେସର୍କେ ଜାନିଆଚାସ୍ । ଏ ବଡ୍ ଲକ୍ମନ୍ ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ କିରିସ୍ଟକେ ଜାନ୍ବା ଲକ୍ ଅଇଆଚାସ୍ । କାଇଟା ତିଆର୍ ନ ଅଇବା ଆଗ୍ତୁ ସେ ରଇଲା । ଏ ଦାଙ୍ଗ୍ଡାମନ୍ ମୁଇ ତମ୍କେ ଲେକ୍ଲିନି, କାଇକେବଇଲେ ତମେ ବିସ୍ବାସେ ଡାଟ୍ ଅଇଆଚାସ୍ । ପର୍ମେସରର୍ ବାକିଅ ସବୁବେଲେ ତମର୍ ମନେ ଆଚେ । ଆରି ସବୁ ରକାମ୍ ପାପ୍ କାମ୍ କରାଇବା ସଇତାନ୍କେ ଆରାଇଆଚାସ୍ ।
ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ପାଇରଇବା ମୁକ୍ତିର୍ ବିସଇ ତମ୍କେ ଲେକ୍ବି ବଲି ମନ୍ କଲିନି ମିସା, ସତ୍ ବିସଇର୍ପାଇ ଟିଆ ଅଇବାକେ ତମ୍କେ ସାର୍ଦା କରାଇବି ବଲି ମନ୍କଲି । ତାର୍ ସୁକଲ୍ ଲକ୍ମନର୍ପାଇ ପର୍ମେସର୍ ଏ ସତ୍ ସିକିଆ ଗଟେକ୍ ବେଲେ ସବୁଲକର୍ପାଇ ଦେଲାଆଚେ ।
ସବୁଦିନ୍ ପାର୍ତନା କର୍ବା ମନ୍ଦିରେ ଗଟେକ୍ ଦଲ୍ଅଇ ମିସ୍ତେରଇଲାଇ । ଗରେ ଗରେ ମିସିବିଡି କାଇତେରଇଲାଇ । ସାର୍ଦାସଙ୍ଗ୍ ରଇକରି, ମନେ କାଇଟା ନ ବାବି ଦିଆନିଆ ଅଇତେରଇଲାଇ । ସେମନ୍ ପର୍ମେସର୍କେ ଡାକ୍ପୁଟା କର୍ତେରଇଲାଇ ଆରି ଜିରୁସାଲେମର୍ ସବୁଲକ୍ ସେମନ୍କେ ନିକ ବଲି ବାବ୍ତେରଇଲାଇ । ମାପ୍ରୁ ଜନ୍ ଲକ୍ମନ୍କେ ମୁକ୍ତି କର୍ତେରଇଲା, ଦିନ୍କେ ଦିନ୍ ସେମନର୍ ଦଲେ ମିସାଇତେରଇଲା ।