Mediador
Jesus é o único mediador entre Deus e os homens. Ele é o caminho, a verdade e a vida — ninguém vem ao Pai senão por Ele. Sua intercessão é eterna e perfeita.
O único mediador
Há um só Deus e um só mediador entre Deus e os homens — Cristo Jesus. Ele intercede por nós diante do Pai com autoridade eterna.
କାଇକେବଇଲେ ଗଟେକ୍ ସେ ପର୍ମେସର୍ ଆଚେ । ଆରି ଗଟେକ୍ସେ ଲକ୍ ଆଚେ, ଜେ କି ପର୍ମେସର ଆରି ଲକ୍ମନର୍ ବିତ୍ରେ ସାନ୍ତି ଆନିପାର୍ସି । ସେ ଲକ୍ ଅଇଲାନି ଜିସୁ କିରିସ୍ଟ ।
ଜିସୁ ତାକେ କଇଲା, "ମୁଇ ସତ୍, ବାଟ୍ ଆରି ଜିବନ୍ । ମର୍ବାଟେ ନ ଗାଲେ ବାବା ପର୍ମେସର୍ ଲଗେ କେ ମିସା ଜାଇନାପାରେ ।"
ଏ ଜଗତର୍ ପୁଜାରିମନର୍ କାମ୍ତେଇଅନି ଜନ୍ କାମ୍ ପର୍ମେସର୍ ଜିସୁକେ ସର୍ପିଦେଲା, ସେ କାମ୍ ଅଦିକ୍ ଗୁର୍ତୁ ରଇବାଟା । ସେନ୍ତାରିସେ ଜନ୍ ନୁଆ ରାଜିନାମାସଙ୍ଗ୍ ସେ ପର୍ମେସର୍ ଆରି ମନୁସ୍ଜାତିକେ ଆରିତରେକ୍ ମିସାଇଲା, ସେଟା ପୁର୍ନା ରାଜିନାମାତେଇ ଅନି ନିକ । କାଇକେବଇଲେ, ନୁଆ ରାଜିନାମାତେଇ ରଇବା ପର୍ମେସରର୍ ସପତ୍ ସବୁ ବେସି ନିକ ଆଚେ ।
ଏଟାର୍ପାଇ କିରିସ୍ଟସେ ନୁଆ ନିୟମ୍ ସାଦନ୍ କଲାଆଚେ । ଜେନ୍ତାରି କି, ଜେତ୍କି ଲକ୍ମନ୍କେ ପରମେସର୍ ଡାକିଆଚେ, ସେମନ୍ ପରମେସର୍ ସପତ୍ କରି କଇରଇବା ନ ସାର୍ବା ଆସିର୍ବାଦ୍ ପାଇବାଇ । କିରିସ୍ଟ ମଲାର୍ପାଇ ଆଗର୍ ରାଜିନାମାତେଇ କରିରଇବା ସବୁ ପାପେଅନି ସେମନ୍ ମୁକଲ୍ଲାଇ ।
Intercessão e proteção
Jesus rogou ao Pai que nos guarde do mal. O Espírito intercede por nós com gemidos inexprimíveis, e nada nos separa do amor de Cristo.
ତମେ ସେମନ୍କେ ଏ ଦୁନିଆଇଅନି ଦାରିଜା ବଲି ମୁଇ ପାର୍ତନା କରିନାଇ । ମାତର୍ ସଇତାନର୍ ପାନ୍ଦେ ଅନି ରକିଆ କରା ବଲି ଗୁଆରି କଲିନି ।
ପରମେସର୍ ଆମର୍ ମନର୍ କାତା ଜାନେ । ସୁକଲ୍ଆତ୍ମାର୍ ମନର୍ ଚିନ୍ତା ସେ ଜାନେ । କାଇକେବଇଲେ ସୁକଲ୍ଆତ୍ମା ପରମେସର୍ ମନ୍ କଲା ଇସାବେ, ତାକର୍ ଲକ୍ମନର୍ ପାଇ ଗୁଆରି କର୍ତେ ରଇସି ।
ମୁଇ ସତଇସେ ଜାନ୍ଲିନି ଜେ, ପର୍ମେସର୍ ଜନ୍ ବଡ୍ ଆଲାଦ୍ ଆମ୍କେ ଦେକାଇଲାଆଚେ, ସେ ଆଲାଦେଅନି କାଇଟା ମିସା ଆମ୍କେ ବେଗ୍ଲାଇ ନାପାରେ । ଆମେ ମରିଗାଲେ କି ଜିବନ୍ ରଇଲେ, ସରଗର୍ ଦୁତ୍ ଅଅତ୍ କି ସାସନ୍କାରିଆମନ୍, କି କାଇ ବିନ୍ ବପୁ, କି ଏବେ ଜନ୍ଟା ଅଇଲାନି, ପଚ୍କେ ଜନ୍ଟା ଅଇସି, ଉପ୍ରର୍ ଦୁନିଆ କି ତଲର୍ ଦୁନିଆ, ଏ ଜଗତେ ତିଆର୍ ଅଇରଇବା କାଇ ବିସଇ ମିସା ପର୍ମେସରର୍ ବଡ୍ ଆଲାଦେ ଅନି ଆମ୍କେ ବେଗ୍ଲାଇ ନାପାରେ । ଆମର୍ ମାପ୍ରୁ ଜିସୁକିରିସ୍ଟକେ ଦେଲା ପରମେସରର୍ ସେ ବଡ୍ ଆଲାଦେ ଅନି, ଏ ସବୁ ବିସଇ ଆମ୍କେ ଦେକାଇଲା ଆଚେ । ଏଟା ମୁଇ ଜାନିଆଚି ।
କିରିସ୍ଟକେ କାଇ ପାପ୍ ନ ରଇଲା । ମାତର୍ ଆମର୍ ପାପର୍ ପାଇ ଆକା ସେ ଡଣ୍ଡ୍ ପାଅ ବଲି ପର୍ମେସର୍ ଟିକ୍ କଲା । କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ଏବେ ପର୍ମେସର୍ ଆମ୍କେ ଦରମ୍ ଲକ୍ ଇସାବେ ଦେକ୍ଲାନି ।