Medo
O medo é uma das emoções mais paralisantes. Mas a Bíblia repete mais de 300 vezes: 'Não temas.' O perfeito amor lança fora o medo, porque Deus está conosco.
O antídoto contra o medo
No amor não existe medo; o perfeito amor lança fora o medo. O medo tem a ver com castigo, mas quem ama está em Deus.
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।

କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।

Deus é refúgio
O Senhor é a minha luz e minha salvação — de quem terei medo? Ele é fortaleza da minha vida — de quem me recearei?
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି?
ସଦାପ୍ରଭୁ ମୋʼ ଜୀବନର ବଳ;
ମୁଁ କାହାଠାରୁ ଭୀତ ହେବି?
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି?
ସଦାପ୍ରଭୁ ମୋʼ ଜୀବନର ବଳ;
ମୁଁ କାହାଠାରୁ ଭୀତ ହେବି?
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି?
ସଦାପ୍ରଭୁ ମୋʼ ଜୀବନର ବଳ;
ମୁଁ କାହାଠାରୁ ଭୀତ ହେବି?
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି?
ସଦାପ୍ରଭୁ ମୋʼ ଜୀବନର ବଳ;
ମୁଁ କାହାଠାରୁ ଭୀତ ହେବି?
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ;
ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ;
ସେ ମୋତେ ଶୈଳ ଉପରକୁ ଉଠାଇବେ।
ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,
ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ
ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ,
ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ
ଆମ୍ଭେମାନେ ଭୟ କରିବା ନାହିଁ। [ସେଲା]
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ;
ମନୁଷ୍ୟ ମୋହର କଅଣ କରିପାରେ?
Confiar e não temer
Quando o medo chegar, confie em Deus. O Senhor é escudo e refúgio — Ele acalma tempestades e silencia todo medo.
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି;
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ;
ମନୁଷ୍ୟ ମୋର କଅଣ କରି ପାରିବ?

ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ
ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।
ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି,
ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ;
ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ,
ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ,
ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ,
ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
Não temas — Eu estou contigo
Deus repete: não temas, porque eu sou contigo. Ele segura nossa mão direita e nos fortalece em cada situação de medo.
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର;
ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା,
"ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।"
ଭୀତାନ୍ତଃକରଣମାନଙ୍କୁ କୁହ, "ସାହସିକ ହୁଅ, ଭୟ କର ନାହିଁ;
ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ,
ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।"
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।"
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।"
ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।"
ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।"
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।"
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ;
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।"
Paz que vence o medo
A paz de Cristo e a confiança no Pai celestial dissipam todo temor. Jesus disse: não se turbe o vosso coração, nem se atemorize.
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
"ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।

ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ; କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।"
Coragem e segurança
O Senhor é meu pastor, nada me faltará. Mesmo no vale da sombra da morte, não temerei mal algum, porque Tu estás comigo.
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ
ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।
ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ,
ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
କାରଣ ସେ କଦାପି ବିଚଳିତ ନୋହିବ;
ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ।
ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି;
କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
Exemplos de coragem
Gideão, Josué, Eliseu e os apóstolos enfrentaram o medo pela fé. Deus encorajou cada um deles pessoalmente.
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, "ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।"
ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, "ହାୟ, ମୋହର ପ୍ରଭୋ! ଆମ୍ଭେମାନେ କଅଣ କରିବା?" ତହିଁରେ ସେ ଉତ୍ତର କଲେ, "ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।" ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, "ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।" ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।
ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ? ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, "ତୁନି ହ, ଚୁପ୍ କର୍।" ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା। ପୁଣି, ଯୀଶୁ ସେମାନଙ୍କୁ କହିଲେ, "ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?"
କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ, କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, "ସାହସ ଧର, ଏ ତ ମୁଁ, ଭୟ କର ନାହିଁ।"
ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
"ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।
ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ।
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି,
"ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ,
ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।"
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ,
"ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ।
ମନୁଷ୍ୟ ମୋହର କଅଣ କରିବ?"
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ,
"ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ।
ମନୁଷ୍ୟ ମୋହର କଅଣ କରିବ?"
ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରିପାରନ୍ତି; ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
ତହିଁରେ ମୋଶା ଲୋକମାନଙ୍କୁ କହିଲେ, "ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।"
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।
ହେ ଦେଶ, ଭୟ କର ନାହିଁ,
ଉଲ୍ଲସିତ ହୋଇ ଆନନ୍ଦ କର;
କାରଣ ସଦାପ୍ରଭୁ ମହତ୍ କର୍ମମାନ କରିଅଛନ୍ତି।
କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ
ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।"
ଲୋକଭୟ ଫାନ୍ଦଜନକ;
ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ,
ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;