Mudança
A mudança é constante na vida, mas Deus é imutável. A Bíblia nos ensina a abraçar a transformação espiritual enquanto confiamos no Deus que é o mesmo ontem, hoje e sempre.
Deus é imutável
Jesus Cristo é o mesmo ontem, hoje e para sempre. Deus não muda — Ele é a rocha firme em meio às mudanças constantes da vida.
କାଇକେବଇଲେ, ଜିସୁକିରିସ୍ଟ କେବେ ନ ବାଦ୍ଲେ । ସେ ଆଜିର୍ପାଇ, କାଲିକର୍ପାଇ, ଆରି ସବୁଦିନର୍ ପାଇ ସମାନ୍ ସେ ରଇସି ।
ସବୁ ନିକ ଆରି ସିଦ୍ ରଇବା ଦାନ୍ ପର୍ମେସର୍ ଦେଲା ଆଚେ । ବାଦ୍ଲେ ଉଜଲ୍ ଅଇବା ସବୁଜାକ ସେ ତିଆର୍କଲା ଆଚେ । ସେଟାମନ୍ ବାଦ୍ଲେ ବୁଲ୍ବାବେଲେ ବାଦଲ୍ସି ଆରି ଚାଇଁ ଏନେତେନେ ଅଇସି । ମାତର୍ ପର୍ମେସର୍ ଅଲପ୍ ମିସା ସେନ୍ତାରି ନ କରେ ।
ବାଦଲ୍ ଆରି ତେଇ ଉଜଲ୍ ଅଇ ରଇବାଟାମନ୍, ଦୁନିଆଇ ଆରି ତେଇରଇବା ସବୁ ଦିନ୍ସୁ ନାସ୍ ଅଇବା ସାରାସାରି ଦିନ୍ ଆଇସି, ମାତର୍ ମର୍ ବାକିଅ କେବେ ମିସା ନ ସାରେ ।"
Transformação em Cristo
Se alguém está em Cristo, é nova criação. Somos transformados de glória em glória à imagem do Senhor pelo poder do Espírito.
ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
ତେବେ ଆମେ ଜେତ୍କି ଲକ୍ ସବୁ ମାପ୍ରୁକେ ବିସ୍ବାସ୍ କରିଆଚୁ, ଆମର୍ ମୁଁ ଡାବି ଅଏନାଇ । ପର୍ମେସରର୍ ବପୁ ଆରି ମଇମା ଦେକାଇଅଇବା ଗଟେକ୍ ଦର୍ପନ୍ ପାରା ଆମେ ଆଚୁ । ଆମେ ତାର୍ପାରା ଅଇବା ଜାକ ଦିରେ ଦିରେ ବାଦ୍ଲାଇ ଅଇ ଆଇଲୁନି । ପର୍ମେସରର୍ ଆତ୍ମାସେ ଆମ୍କେ ବାଦ୍ଲାଇଲାନି ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କୁରାଇସି, ସେଟା ଜାନି ପାର୍ସା ।
ଏ ମର୍ ଆଲାଦର୍ ମଇତର୍ମନ୍, ଏବେ ଆମେ ପର୍ମେସରର୍ ପିଲାଜିଲା ଅଇଆଚୁ । ପଚ୍କେ ଆମେ କେନ୍ତାର୍ ଅଇରଇବୁ ବଲି ଏବେଜାକ ନାଜାନୁ । ମାତର୍ ଜେଡେବେଲେ କିରିସ୍ଟ ଏଜଗତେ ବାଉଡି ଆଇସି, ସେବେଲେ ସେ ଜେନ୍ତାରି ଆଚେ, ସେନ୍ତାରି ତାକେ ଆମେ ଦେକ୍ବୁ । ଆମେ ମିସା ତାର୍ପାରା ଅଇଜିବୁ । ଏଟା ସତ୍ ।
ଜେନ୍ତିକି ତାକେ ଜଗତର୍ ସବୁ ବିସଇ ସର୍ପିଅଇବାଇ, ସେନ୍ତାରି ତାର୍ଟାନେ ବପୁ ଆଚେ । ସେ ବପୁସଙ୍ଗ୍ ଆମର୍ ମର୍ବା ଗାଗଡ୍ମନ୍କେ ନୁଆ କରି ବାଦ୍ଲାଇସି । ପର୍ମେସର୍ ତାକେ ଜିବନ୍ କରି ଉଟାଇଲାବେଲେ, ସେ ଜନ୍ ମଇମାର୍ ଗାଗଡ୍ ପାଇରଇଲା, ସେନ୍ତାରି ରଇବା ମଇମାର୍ ଗାଗଡ୍ ଆମ୍କେ ମିସା ଦେଇସି ।
ସୁନା, ମୁଇ ତମ୍କେ ଗଟେକ୍ ଆଗ୍ତୁ ନ ଜାନାଇରଇବା ବିସଇ କଇବି । ଆମେ ସବୁଲକ୍ ନ ମରୁ, ମାତର୍ ଆମର୍ ଗାଗଡ୍ ସବୁ ବାଦ୍ଲି ଜାଇସି । ଗଟେକ୍ ଲକ୍ ଆଁକି ମିଟ୍କା ମାର୍ଲା ବିତ୍ରେ ସେଟା ଗଟ୍ସି । ସାରାସାରିର୍ ମଇରି ବାଜ୍ଲା ବେଲେ ମଲା ଲକ୍ମନ୍ ଜିବନ୍ ଅଇ ଉଟ୍ବାଇ । ସେମନ୍ ଆରି କେବେ ମିସା ନ ମରତ୍ ଆରି ଆମେ ସବୁ ବଦ୍ଲି ଜିବୁ ।
Arrependimento como mudança
Arrependei-vos, pois, e convertei-vos. O arrependimento é a mudança mais radical — da morte para a vida, do pecado para a graça.
ତେବର୍ ପାଇ, ଜଦି ପାପ୍ କାମ୍ କର୍ବାଟା ଚାଡିଆଚାସ୍, ସେନ୍ତାର୍ଆଲେ ନିକ କାମ୍ କରି ଦେକାଆ ।
ମୁଇ ତମ୍କେ କଇଲିନି, ଜେଡେବେଲେ ଜାକ ପାପେଅନି ମନ୍ ନ ବାଦ୍ଲାଆସ୍, ତମେ ସବୁ ଲକ୍ ସେନ୍ତାରି କୁରୁପ୍ନାସ୍ ଅଇଜାଇସା ।
ସେନ୍ତିଆଲେ ତମେ ମନ୍ବାଦ୍ଲାଇ କରି ପରମେସରର୍ ବାଟେ ବାଉଡି ଆସା । ତେବେ ସେ ତମର୍ ପାପ୍ କେମା କର୍ସି ।"
Tempos e ciclos
Para tudo há uma estação e um tempo para cada propósito debaixo do céu. Deus faz novas todas as coisas no tempo certo.
ସବୁ ବିସଇର୍ ପାଇଁ ଗଟେକ୍ ସମୟ୍ଆଚେ
ସବୁ ବିସଇର୍ ସାର୍ବା ଦିନ୍ ଗଟେକ୍ ଆଚେ ଆରି ଆକାସ୍ ତଲେ ସବୁର୍ଜାକ ଇଚାର୍ ସମୟ୍ ଆଚେ;
ଗଟେକ୍ ଲକ୍ ବାରିଜାଇସି ଆରି ଅଲ୍ଗା ଗଟେକ୍ଲକ୍ ଆଇସି; ମାତର୍ ଏ ପୁର୍ତିବି ସବୁଦିନର୍ପାଇଁ ରଇସି। ବେଲ୍ ଉଦ୍ସି ଆରି ବୁଡ୍ସି, ଆରି ନିଜର୍ ଉଜଡ୍ ଜାଗାଇ ଜିବାକେ ସେ ଜାଗର୍ତା ଅଇସି। ପବନ୍ ଦକିନ୍ ଦିଗ୍ବାଟେ ବଇସି ଆରି ଉତର୍ ଦିଗ୍ବାଟେ ଅନି ଲେଉଟି ଆଇସି; ନିଜର୍ ବାଟ୍ବାଟେ ସବୁବେଲେ କିନ୍ଦର୍ସି ଆରି ପବନ୍ ନିଜର୍ ଜାଗାଟାନେ ବାଉଡି ଜାଇସି। ଗାଡ୍ନାଲର୍ ପାନି ସବୁଜାକ ଜାଇକରି ସମ୍ଦୁରେ ମିସ୍ସି ଅଇଲେମିସା ସମ୍ଦୁର୍ ବର୍ତି ନ ଅଏ; ଗାଡର୍ ପାନିସବୁଜାକ ନିଜର୍ ନିଜର୍ ନାଲ୍ବାଟେ ଆରିତରେକ୍ ବଇଜାଇସି।
ଜାଇଟା ଗଟ୍ବାର୍ ଆଚେ, ସେଟା ଗଟ୍ବାଟା ଗଟ୍ସି ଆକା ଆରି ଜାଇଟା କରାଜାଇ ଆଚେ, ସେଟାସେ କରା ଜାଇସି; ଆରି, ବେଲ୍ତଲେ କାଇ ନୁଆଁ ବିସୟ୍ ମିସା ନାଇଁ । ଜନ୍ ବିସୟ୍କେ ଲକ୍ମନ୍ କଇବାଇ, ଦେକା , ଏଟା ନୁଆଁଟା, ଏ ରକାମ୍ କାଇ ବିସୟ୍ ଆଚେକି? ସେ ବିସୟ୍ତା ଏଟା ନ ଅଇବା ଆଗ୍ତୁ ଅନି ଆମର୍ ଆଗର୍ କାଲେ ରଇଲା ।
ଦେକା, ମୁଇ ଗଟେକ୍ ନୁଆ କାମ୍ କର୍ବି; ସେଟା ଏବେ ଆଁକର୍ସି; ତମେ କାଇ ସେଟା ନାଜାନାସ୍? ଆରି, ମୁଇ ବନ୍ ରଇଲା ତେଇ ବାଟ୍ ଆରି ମରୁବାଲି ବୁଏଁ ଗାଡ୍ମନ୍ ତିଆର୍ କରି ଆଚି ।
ପର୍ତମେ ଏଟା ଜାନା ଜେ, ସାର୍ଲା ଦିନ୍ମନ୍କେ ଲକ୍ମନ୍ ନିଜର୍ ନିଜର୍ କାରାପ୍ ମନ୍କଲା ଇସାବେ ଚଲାଚଲ୍ତି କର୍ବାଇ । ସାରାସାରି ଦିନେ ସେମନ୍ ସତ୍କେ ନିସାର୍ କରି ପାଚାର୍ବାଇ । ଆରି କିଜାଇକରି କଇବାଇ, "ଜିସୁ ଆଇବି ବଲି କାତା ଦେଇରଇଲାଟା, କେନେ ତେବେ ?" କାଇକେବଇଲେ ପୁର୍ବେଅନି ଆମର୍ ଆନିଦାଦିମନ୍ ମଲାତେଇଅନି ଏବ୍କେ ଜାକ ସବୁ ବିସଇ ଜେନ୍ତି ରଇଲା, ଏବେ ମିସା ସେନ୍ତାର୍ସେ ଆଚେ । ସେମନ୍ ଜାନି ଜାନି ପାସ୍ରିଗାଲାଇନି ଜେ ଆଗର୍ ବେଲ୍ ଆରି ବାଦଲ୍ ସବୁ ମାପ୍ରୁର୍ ବାକିଅର୍ ଲାଗି ଗଟ୍ଲା ଆଚେ, ଦର୍ତନି ପାନି ବିତ୍ରେଅନି ବାରଇଲା ଆଚେ ଆରି ଦର୍ତନି ଚାରିବେଟ୍ତି ପାନି ରଇଲା ବଲି । ତାର୍ଲାଗି ସେ ସେବେଲେ ପୁର୍ନା ଜଗତ୍ ପାନି ସଙ୍ଗ୍ ବୁଡି ନସିଗାଲା । ମାତର୍ ଏବେ ରଇବା ବାଦଲ୍ ଆରି ଦର୍ତନି ସେ ବାକିଅର୍ ଲାଗି, ଦରମ୍ ନଇଲା ଲକ୍ମନ୍କେ ବିଚାର୍ ଆରି ବିନାସର୍ ଦିନ୍ ଜାକ, ଜଇ ସଙ୍ଗ୍ ନସ୍ଟ ଅଇବାକେ ଜମାଇକରି ସଙ୍ଗଇଲା ଆଚେ ।