Mundo
A Bíblia tem muito a dizer sobre o mundo e nossa relação com ele. Cristãos estão no mundo, mas não são do mundo — chamados a ser luz e sal sem se conformar com os padrões seculares.
Não ameis o mundo
Não ameis o mundo nem o que nele há. A cobiça da carne, a cobiça dos olhos e a soberba da vida não vêm do Pai, mas do mundo.
ଜଗତ୍କେ ଆଲାଦ୍ କରାନାଇ
ମୁଇ ତମ୍କେ କଇଲିନି ଏ ଜଗତର୍ ଚଲାଚଲ୍ତି ଆରି ତେଇରଇବା ସବୁ କାରାପ୍ ବିସଇ ଆଲାଦ୍ କରାନାଇ । କାଇକେବଇଲେ ଏ ଜଗତର୍ କାରାପ୍ ବିସଇର୍ ଆଲାଦ୍ କରି, ବାବା ପର୍ମେସର୍କେ ମିସା ଆଲାଦ୍ କରିନାପାରେ ।
ଜଗତ୍କେ ଆଲାଦ୍ କରାନାଇ
ମୁଇ ତମ୍କେ କଇଲିନି ଏ ଜଗତର୍ ଚଲାଚଲ୍ତି ଆରି ତେଇରଇବା ସବୁ କାରାପ୍ ବିସଇ ଆଲାଦ୍ କରାନାଇ । କାଇକେବଇଲେ ଏ ଜଗତର୍ କାରାପ୍ ବିସଇର୍ ଆଲାଦ୍ କରି, ବାବା ପର୍ମେସର୍କେ ମିସା ଆଲାଦ୍ କରିନାପାରେ । ସେ କାରାପ୍ ଚଲାଚଲ୍ତି ତେଇ ଲକ୍ମନ୍ ଜାଇଟା ମନ୍ କର୍ବାଇ, ଲକ୍ମନ୍ ଦେକିକରି ଲାଲ୍ସା ଅଇବାଟା, ସବୁ ବିସଇ ରଇଲାର୍ପାଇ ବଡ୍ପନ୍ ଅଇବାଟା ଏ ସବୁ ରଇସି । ଏ ରକାମ୍ ଚଲାଚଲ୍ତି ଏ କାରାପ୍ ଜଗତର୍ ଲାଗି ଅଇଲାଆଚେ । ଆମର୍ ବାବା ପର୍ମେସର୍ ଏନ୍ତାରି କର୍ବାକେ ଆମ୍କେ ତିଆରେନାଇ ।
ସେ କାରାପ୍ ଚଲାଚଲ୍ତି ତେଇ ଲକ୍ମନ୍ ଜାଇଟା ମନ୍ କର୍ବାଇ, ଲକ୍ମନ୍ ଦେକିକରି ଲାଲ୍ସା ଅଇବାଟା, ସବୁ ବିସଇ ରଇଲାର୍ପାଇ ବଡ୍ପନ୍ ଅଇବାଟା ଏ ସବୁ ରଇସି । ଏ ରକାମ୍ ଚଲାଚଲ୍ତି ଏ କାରାପ୍ ଜଗତର୍ ଲାଗି ଅଇଲାଆଚେ । ଆମର୍ ବାବା ପର୍ମେସର୍ ଏନ୍ତାରି କର୍ବାକେ ଆମ୍କେ ତିଆରେନାଇ ।
ଏ କାରାପ୍ ଜଗତ୍ ଆରି ତେଇର୍ ସବୁ ରକାମ୍ ଚଲାଚଲ୍ତି ଦାପ୍ରେ ଉଟିଜାଇସି । ମାତର୍ ଜେ ପର୍ମେସର୍କେ ମାନ୍ସି, ସେ ନ ସାର୍ବା ଜିବନ୍ ପାଇସି ।
ଏ ବିସ୍ବାସେ ବିସ୍ଦେବା ଲକ୍ମନ୍, ତମେ କାଇ ନାଜାନାସ୍ କି ଜଗତ୍କେ ଆଲାଦ୍ କରୁମନ୍ ପର୍ମେସରର୍ ସତ୍ରୁ ବଲିକରି ? ଜନ୍ଲକ୍ ଏ ଜଗତର୍ ଚଲାଚଲ୍ତି ଆଲାଦ୍ କର୍ବାଇ ସେମନ୍ ପର୍ମେସରର୍ ବିରଦି ।
ଏ ବିସ୍ବାସେ ବିସ୍ଦେବା ଲକ୍ମନ୍, ତମେ କାଇ ନାଜାନାସ୍ କି ଜଗତ୍କେ ଆଲାଦ୍ କରୁମନ୍ ପର୍ମେସରର୍ ସତ୍ରୁ ବଲିକରି ? ଜନ୍ଲକ୍ ଏ ଜଗତର୍ ଚଲାଚଲ୍ତି ଆଲାଦ୍ କର୍ବାଇ ସେମନ୍ ପର୍ମେସରର୍ ବିରଦି ।
O amor de Deus pelo mundo
Porque Deus amou o mundo de tal maneira que deu seu Filho. O mesmo mundo que rejeita a Deus é amado por Ele e objeto de sua redenção.
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।
ଆରି ସେ ବିଚାର୍ନା ଏନ୍ତି ଅଇସି, ସର୍ଗେ ଅନି ଉଜଲ୍ ଏ ଦୁନିଆଇ ଆସିରଇଲା । ମାତର୍ ଏ ଦୁନିଆର୍ ଲକ୍ମନ୍ ସେ ଉଜଲେଅନି ଆନ୍ଦାର୍କେ ବେସି ମନ୍ କଲାଇ । କାଇକେବଇଲେ ସେମନ୍ କର୍ବା କାମ୍ ସବୁ ବେସି କାରାପ୍ ।
ଆମର୍ ବୁଲ୍ କାମର୍ପାଇ ଆମର୍ ବାଦୁଲେ ପର୍ମେସର୍ ଜିସୁକେ ଡଣ୍ଡ୍ ଦେଲା । ତାର୍ଲାଗି ଅବ୍କା ଆମର୍ ପାପ୍ସେ ନଏଁ ମାତର୍ ଗୁଲାଇଟାନେ ରଇବା ସବୁଲକର୍ ପାପ୍ ସେ କେମା କର୍ସି ।
ପର୍ମେସରର୍ ପିଲାଟକିମନ୍
ଅଲପ୍ ବାବିଦେକାପନି, ବାବା ପର୍ମେସର୍ ଆମ୍କେ କେଡେକ୍ ଆଲାଦ୍ କଲାନି । ତାର୍ ଏତେକ୍ ଆଲାଦର୍ ଲାଗି ଆମେ ତାର୍ ପିଲାଜିଲା ବଲାଇ ଅଇଲୁନି । ଆରି ସତଇସେ ଆମେ ତାର୍ ଅଇଆଚୁ ବଲି ଏ ଜଗତର୍ ଲକ୍ ବୁଜତ୍ନାଇ । କାଇକେବଇଲେ ଆମର୍ ବାବା ପର୍ମେସର୍କେ ସେମନ୍ ନାଜାନତ୍ ।
ପର୍ମେସରର୍ ପିଲାଟକିମନ୍
ଅଲପ୍ ବାବିଦେକାପନି, ବାବା ପର୍ମେସର୍ ଆମ୍କେ କେଡେକ୍ ଆଲାଦ୍ କଲାନି । ତାର୍ ଏତେକ୍ ଆଲାଦର୍ ଲାଗି ଆମେ ତାର୍ ପିଲାଜିଲା ବଲାଇ ଅଇଲୁନି । ଆରି ସତଇସେ ଆମେ ତାର୍ ଅଇଆଚୁ ବଲି ଏ ଜଗତର୍ ଲକ୍ ବୁଜତ୍ନାଇ । କାଇକେବଇଲେ ଆମର୍ ବାବା ପର୍ମେସର୍କେ ସେମନ୍ ନାଜାନତ୍ ।
Vencer o mundo
Jesus venceu o mundo e nos dá sua paz e vitória. A fé é a vitória que vence o mundo — e aquele que nasceu de Deus o vence.
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇଁ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।"
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇଁ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।"
କାଇକେବଇଲେ ପର୍ମେସରର୍ ସବୁ ପିଲା ଏ ଜଗତର୍ କାରାପ୍ ଚଲାଚଲ୍ତି ନିଚିକରି ଜିତିପାର୍ସି । ଆମର୍ ବିସ୍ବାସର୍ ଲାଗି ଆମେ ଜଗତ୍କେ ଜିତିଅଇସି ।
କାଇକେବଇଲେ ପର୍ମେସରର୍ ସବୁ ପିଲା ଏ ଜଗତର୍ କାରାପ୍ ଚଲାଚଲ୍ତି ନିଚିକରି ଜିତିପାର୍ସି । ଆମର୍ ବିସ୍ବାସର୍ ଲାଗି ଆମେ ଜଗତ୍କେ ଜିତିଅଇସି ।
ଏ ଜଗତ୍କେ କେ ଆରାଇପାର୍ସି ? ଜିସୁକେ ପର୍ମେସରର୍ ପଅ ବଲି ଜେ ବିସ୍ବାସ୍ କର୍ସି, ସେ ଏ ଜଗତ୍କେ ଆରାଇସି ।
ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।
No mundo sem ser do mundo
Jesus orou: não peço que os tires do mundo, mas que os guardes do mal. Somos enviados ao mundo como embaixadores do Reino.
ମୁଇ ସେମନ୍କେ ତମର୍ ବାକିଅ ସୁନାଇଆଚି । ତେବର୍ପାଇ ଏ ଦୁନିଆ ସେମନ୍କେ ଗିନ୍ କଲାନି । କାଇକେ ବଇଲେ ମୁଇ ଜେନ୍ତି ଏ ଦୁନିଆଇ ଅନି ଜାତ୍ ଅଇଲାଟା ନଇ, ସେନ୍ତି ସେମନ୍ ମିସା ଏ ଦୁନିଆର୍ ନଅତ୍ ।
ତମେ ସେମନ୍କେ ଏ ଦୁନିଆଇଅନି ଦାରିଜା ବଲି ମୁଇ ପାର୍ତନା କରିନାଇ । ମାତର୍ ସଇତାନର୍ ପାନ୍ଦେ ଅନି ରକିଆ କରା ବଲି ଗୁଆରି କଲିନି ।
ତମେ ସେମନ୍କେ ଏ ଦୁନିଆଇଅନି ଦାରିଜା ବଲି ମୁଇ ପାର୍ତନା କରିନାଇ । ମାତର୍ ସଇତାନର୍ ପାନ୍ଦେ ଅନି ରକିଆ କରା ବଲି ଗୁଆରି କଲିନି । ମୁଇ ଜେନ୍ତିକି ଏ ଦୁନିଆର୍ ନଇ, ସେନ୍ତି ସେମନ୍ ମିସା ଏ ଦୁନିଆର୍ ନଅତ୍ । ତମର୍ ସତ୍ସଙ୍ଗ୍ ସେମନ୍କେ ସୁକଲ୍ କରା, ତମର୍ ବାକିଅ ତା ସତ୍ । ତମେ ମକେ ଜେନ୍ତି ଏ ଦୁନିଆଇ ପାଟାଇ ଆଚାସ୍, ସେନ୍ତାରି ମୁଇ ମିସା ସେମନ୍କେ ଏ ଦୁନିଆଇ ପାଟାଇଲିନି ।
ଏ ଦରମର୍ ବାବା, ଏ ଦୁନିଆ ତମ୍କେ ନାଜାନେ, ମାତର୍ ମୁଇ ତମ୍କେ ଜାନିଆଚି । ଆରି ତମେସେ ମକେ ପାଟାଇଆଚାସ୍ ବଲି ସିସ୍ମନ୍ ଜାନିଆଚତ୍ । ମୁଇ ସେମନ୍କେ ତମର୍ ବିସଇ ଜାନାଇ ଆଚି, ଆରି ସବୁ ବେଲେ ଜାନାଇତେରଇବି । ତେବେ ମର୍ଲାଗି ସେମନ୍ ତମର୍ ଆଲାଦ୍ ଏତାଇବାଇ ଆରି ମୁଇ ସେମନର୍ ମନ୍ ବିତ୍ରେ ରଇବି ।
ଏବେ ଏ ଦୁନିଆର୍ ବିଚାର୍ କର୍ବା ଦିନ୍ କେଟ୍ଲା ଆଚେ, ଏ ଦୁନିଆର୍ ସାସନ୍ କରୁକେ ମୁଇ ବାଇରେ ପିଙ୍ଗିଦେବି ।
"ମୁଇ ତମ୍କେ ସାନ୍ତି ଦେଇକରି ଗାଲିନି । ମର୍ ନିଜର୍ ସାନ୍ତି ତମ୍କେ ଦାନ୍ ଦେଇକରି ଗାଲିନି । ଏଟା ଦୁନିଆ ଦାନ୍ ଦେଲାପାରା ସାନ୍ତି ନଏଁ । ସେଟାର୍ ପାଇ ଚିନ୍ତା କରା ନାଇ କି କିଲ୍ବିଲ୍ ଅଇ ଡରା ନାଇ ।
ଜଗତର୍ ଗିନ୍
"ଜାନିରୁଆ, ତମ୍କେ ଜଦି ଏ ଦୁନିଆ ଗିନ୍ କର୍ସି, ତେବେ ତମ୍କେ ଗିନ୍ କର୍ବା ଆଗ୍ତୁସେ ମକେ ଗିନ୍ କଲାଆଚେ । ତମେ ଜଦି ଏ ଦୁନିଆର୍ ଲକ୍ମନ୍ ଅଇରଇତାସ୍ ଆଲେ ଏ ଦୁନିଆ ତମ୍କେ ନିଜର୍ ବାବି ଆଲାଦ୍ କର୍ତା, ମାତର୍ ମୁଇ ତମ୍କେ ବାଚି ଦୁନିଆଇଅନି ବେଗ୍ଲାଇ ଦେଇଆଚି । ସେଟାର୍ ପାଇ ଏ ଦୁନିଆ ତମ୍କେ ଗିନ୍କର୍ସି ।
Sal e luz
Vós sois o sal da terra e a luz do mundo. O cristão transforma o ambiente onde está, sem se conformar com os padrões mundanos.
ନୁନ୍ ଆରି ଉଜଲ୍
"ତମେ ସବୁ ମୁନୁସ୍ ଜାତିର୍ପାଇ ନୁନ୍ ପାରା । ମାତର୍ ନୁନ୍ ଜଦି ସୁଆଦ୍ ଆରାଇସି, ତେବେ ସେଟା କେନ୍ତି କରିଆ ଅଇସି ? ସେଟା ଆରି କାଇ କାମେ ନ ଆସେ, ତେବେ ତାକେ ବାଇରେ ପିଙ୍ଗି ଦେବାଇ ଆରି ସେଟା ଲକ୍ମନ୍ ମାଣ୍ଡି ପାକାଇବାଇ ।"
ତମେ ଗୁଲାଇ ଜଗତର୍ ପାଇ ଉଜଲ୍ ପାରା । ଜନ୍ ଗଡ୍ ଡଙ୍ଗର୍ ଉପ୍ରେ ତିଆର୍ ଅଇଲାଆଚେ, ସେଟା କେବେ ମିସା ଲୁଚି ରଇ ନାପାରେ ।
ରାଇଜର୍ ସବୁ ବାସାର୍ ଲକ୍ମନର୍ ଲଗେ, ମାପ୍ରୁର୍ ସାକିଦେବାକେ ଦୁନିଆର୍ ଗୁଲାଇବାଟେ ତାର୍ କାତା ସୁନାଇବାଇ । ତାର୍ପଚେ ସେ ଜୁଗ୍ ସାର୍ସି ।"
ଜଦି ଗଟେକ୍ ଲକ୍, ଗୁଲାଇ ଜଗତ୍ ଜିତିକରି ନିଜର୍ ଜିବନ୍ ଆରାଇଦେଇସି ବଇଲେ ସେଟା କାଇ ଲାବ୍ ? ଜିବନ୍ ବାଉଡାଇ ପାଇବାକେ ଆଲେ ସେ କାଇଟା ମିସା ଦେଇ ନାପାରେ ।
ଜଦି ଗଟେକ୍ ଲକ୍, ଗୁଲାଇ ଜଗତ୍ ଜିତିକରି ନିଜର୍ ଜିବନ୍ ଆରାଇଦେଇସି ବଇଲେ ସେଟା କାଇ ଲାବ୍ ? ଜିବନ୍ ବାଉଡାଇ ପାଇବାକେ ଆଲେ ସେ କାଇଟା ମିସା ଦେଇ ନାପାରେ ।
ଲକ୍ମନର୍ ବିସ୍ବାସେ ବାଦା ଗଟାଇବାକେ ବେସି ବିସଇ ଆଚେ । ସେଟାର୍ ପାଇ ଏ ଜଗତର୍ ଦସା ବଡେ ଇନସ୍ତା । ସବୁ ବେଲେ ଏନ୍ତି ବାଦା ଆଇସି, ମାତର୍ ଜେ ବାଦା ଗଟାଇସି, ତାର୍ ଦସା କେଡେ ଇନସ୍ତା ଅଇସି !"
ଜିସୁ ସେମନ୍କେ କଇଲା, "ତମେ ଏ ଦୁନିଆର୍ ଗୁଲାଇବାଟେ ଜାଇକରି ସବୁ ଲକ୍ମନ୍କେ ମର୍ ନିମାନ୍ କାତା କୁଆ ।
ଜିସୁ ସେମନ୍କେ କଇଲା, "ତମେ ଏ ଦୁନିଆର୍ ଗୁଲାଇବାଟେ ଜାଇକରି ସବୁ ଲକ୍ମନ୍କେ ମର୍ ନିମାନ୍ କାତା କୁଆ ।
ଜଦି ଗଟେକ୍ ଲକ୍ ଦୁନିଆର୍ ସବୁ ଜିନିସ୍ ପାଇକରି, ନିଜର୍ ଜିବନ୍ ଆରାଇସି, ସେଟା ତାର୍ପାଇ କାଇ ଲାବ୍ ନାଇ ।
Não se conformar
Não vos conformeis com este mundo. A religião pura é guardar-se da corrupção do mundo e viver segundo o Espírito de Deus.
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କୁରାଇସି, ସେଟା ଜାନି ପାର୍ସା ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କୁରାଇସି, ସେଟା ଜାନି ପାର୍ସା ।
ପରମେସର୍ ଜଗତ୍ ତିଆର୍ କଲାତେଇଅନି, ତାର୍ ନ ଦେକାଇଅଇବା ଗୁନ୍ ଅଇଲାନି, ତାର୍ କାବାଅଇଜିବା କାମ୍ ଆରି ନ ସାର୍ବା ବପୁ । ସେ ତିଆର୍ କଲା ବିସଇତେଇ ସେଟା ଦେକିଅଇଲାନି । ସେଟାର୍ ପାଇ ସେମନ୍ ନାଜାନୁବଲି କଇନାପାରତ୍ ।
ପରମେସର୍ ଜଗତ୍ ତିଆର୍ କଲାତେଇଅନି, ତାର୍ ନ ଦେକାଇଅଇବା ଗୁନ୍ ଅଇଲାନି, ତାର୍ କାବାଅଇଜିବା କାମ୍ ଆରି ନ ସାର୍ବା ବପୁ । ସେ ତିଆର୍ କଲା ବିସଇତେଇ ସେଟା ଦେକିଅଇଲାନି । ସେଟାର୍ ପାଇ ସେମନ୍ ନାଜାନୁବଲି କଇନାପାରତ୍ ।
ଆମେ ଜାନୁ, ଜନ୍ ଲକ୍ମନ୍ ନିୟମର୍ ସାସନ୍ ତଲେ ଆଚତ୍, ତେଇର୍ ସବୁ ବିଦିବିଦାନ୍ ମାନ୍ବାକେ ବାଦିଅ । ପରମେସର୍ ଜେଡେବଲ୍ ଗୁଲାଇ ଜଗତର୍ ବିଚାର୍ କର୍ସି, ନିୟମ୍ ନ ମାନ୍ଲା ଲକ୍ମନ୍ କାଇ କାମ୍ ମିସା ଦେକାଇକରି, ଦସ୍ କରିନାଇ ବଲି କଇନାପାରତ୍ ।
ପର୍ମେସର୍ ଦେକ୍ବା ଇସାବେ ଜନ୍ ରିତିନିତି ସତ୍ ଆରି ନିକ, ସେଟା ଅଇଲାନି ଦୁକେ ରଇବା ଟୁରାଟୁରି ପିଲାମନ୍ ଆରି ରାଣ୍ଡିଜୁଣ୍ଡିମନର୍ ଜତନ୍ କର୍ବାଟା । ପଚେ ଜଗତର୍ ଜଞ୍ଜାଲେଅନି ମୁକଲ୍ବାଟା, ଜେନ୍ତାରିକି ସେ ସବୁ ତାକେ ନ ନସାଏ ।
ପର୍ମେସର୍ ଦେକ୍ବା ଇସାବେ ଜନ୍ ରିତିନିତି ସତ୍ ଆରି ନିକ, ସେଟା ଅଇଲାନି ଦୁକେ ରଇବା ଟୁରାଟୁରି ପିଲାମନ୍ ଆରି ରାଣ୍ଡିଜୁଣ୍ଡିମନର୍ ଜତନ୍ କର୍ବାଟା । ପଚେ ଜଗତର୍ ଜଞ୍ଜାଲେଅନି ମୁକଲ୍ବାଟା, ଜେନ୍ତାରିକି ସେ ସବୁ ତାକେ ନ ନସାଏ ।
କାଇକେ ବଇଲେ ପରମେସର୍ ଗୁଲାଇ ମୁନୁସ୍ଜାତିକେ ପାପେଅନି ମୁକ୍ତି କର୍ବାକେ ତାର୍ ଦୟା ଦେକାଇଲା ଆଚେ । ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।
A batalha espiritual
A nossa luta não é contra carne e sangue. Os poderes do mundo são reais, mas o que está em nós é maior que o que está no mundo.
କାଇକେବଇଲେ ଆମେ ଜଗତର୍ ଲକ୍ମନର୍ ବିରୁଦେ ଜୁଇଦ୍ କରୁନାଇ । ମାତର୍ କାରାପ୍ ଆତ୍ମାମନ୍କେ, ଆନ୍ଦାରେ ରଇବା ଜଗତର୍ ସାସନ୍କାରିଆମନ୍କେ, ଆରି ସର୍ଗେ କାରାପ୍ ବପୁ ପାଇରଇବା ଆତ୍ମାମନର୍ ବିରୁଦେ ଜୁଇଦ୍ କଲୁନି ।
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇଁ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।
ଆମେ ଏ ଜଗତେ ବଁଚ୍ଲୁନି ଏଟା ସତ୍, ମାତର୍ ଲକ୍ମନର୍ ଗିଆନ୍ ସଙ୍ଗ୍ ଜୁଜିକରି ରଉନାଇ ।
ଏ ଜଗତର୍ ଲକ୍ମନ୍ ପାଇରଇବା ଆତ୍ମା ପାରା ଆମେ ପାଉନାଇ । ମାତର୍ ପର୍ମେସରର୍ ଆତ୍ମା ପାଇଆଚୁ । ଜେନ୍ତାରିକି ଜନ୍ ସବୁ ବିସଇ ଆମ୍କେ ସେ ଦେଲାଆଚେ, ସେଟା ସବୁ ଆମେ ଜାନ୍ବୁ ।
ତେବେ ଗିଆନ୍ ରଇବା ଲକ୍ମନର୍ ବିସଇ କାଇଟା କଇଅଇସି ? ସାସ୍ତର୍ ସିକାଉମନର୍ ବିସଇ କାଇଟା କଇ ଅଇସି ? ଆରି ଏ ଜୁଗର୍ ଦଦାପେଲା ଅଇବା ଲକ୍ମନର୍ ବିସଇ କାଇଟା କଇଅଇସି ? ପର୍ମେସର୍ ଏ ଜଗତର୍ ଗିଆନ୍ ରଇବା ଲକ୍ମନ୍କେ କାଇ ଲଡାକେ ନ ଆଇବାଟା ବଲି କଏ ନାଇ କି ?
ଏ ଜଗତର୍ ଲକ୍ମନ୍ ତାକର୍ ଚାଲାକିସଙ୍ଗ୍ ପର୍ମେସର୍କେ ନ ଜାନତ୍ ବଲି, ସେ ନିଜର୍ ଗିଆନ୍ ଇସାବେ ଟିକ୍କଲା । ଆମେ ଜାନାଇବା ବିସଇ ଜନ୍ଟା କି କାଇ ମୁଲିଅ ନାଇ ବଲି ଲକ୍ମନ୍ କଇବାଇ, ସେଟା ବିସ୍ବାସ୍ କର୍ବା ଲକ୍ମନ୍କେ ମୁକ୍ତି ଦେବାକେ ପର୍ମେସର୍ ସାର୍ଦା ଅଇଲା ।
ପର୍ମେସର୍ ଗିଆନି ଲକ୍ମନ୍କେ ଲାଜ୍ କରାଇବାକେ ଜଗତର୍ ଦୁର୍ବଲ୍ ଲକ୍ମନ୍କେ ବାଚ୍ଲା, ଜେନ୍ତିକି ଜଗତେ ଗିଆନି ରଇବା ଲକ୍ମନ୍ ଆରି ବପୁ ରଇବା ଲକ୍ମନ୍ ଲାଜ୍ ଅଇଜିବାଇ ।
ତେବର୍ ପାଇ, ପର୍ମେସର୍ ଏ ଜଗତର୍ କାଇ ଲଡାକେ ନ ଆସେ ବଲି କଇବା ଲକ୍ମନ୍କେ, ଆରି ସବୁବେଲେ ତଲେ ରଇ ଲକ୍ମନ୍ ଗିନ୍ କର୍ତେରଇବା ଲକ୍କେ ବାଚ୍ଲାଆଚେ । ଜେନ୍ତାର୍ କି ଜଗତ୍ ବିତ୍ରେ ଜନ୍ ଲକ୍ମନ୍ ବଡ୍ ବଲି ନାମାଇ ଅଇବାଇ, ସେମନ୍ କାଇ ଲଡାକେ ନ ଆସତ୍ ଆରି ପର୍ମେସରର୍ ମୁଆଟେ କେ ମିସା ବଡ୍ପନ୍ ଅଇ ନ କଅତ୍ ।
ନିଜ୍କେ ମିସା ନାଡାଇ ନ ଉଆ । ଜେ ଜଦି ମୁଇ ଜଗତର୍ ଇସାବେ ଗିଆନ୍ ରଇବାଲକ୍ ବଲି ମନେ ମନେ ବାବ୍ସି, ତେବେ ସେ ସତ୍ ଗିଆନ୍ ପାଇବାକେ ଆଲେ, କାଇଟା ନାଜାନ୍ଲା ବକୁଆ ଲକର୍ପାରା ଅଇବାର୍ ଆଚେ ।
କାଇକେବଇଲେ ଆମେ ଜନମ୍ ଅଇଲାବେଲେ ଚୁଚାଆତେ ଆଇଲୁ, ଆରି ଜେଡେବେଲେ ମର୍ବୁ, ଚୁଚା ଆତେସେ ଉଟିଜିବୁ । ତେବେ ଆମ୍କେ ଲଡାକେ ଆଇବା କାଦି ଆରି ପିନ୍ଦ୍ବାକେ ବସ୍ତର୍ ରଇଲେ ସେତ୍କିସଙ୍ଗ୍ ସୁସାରେ ରଇବାର୍ ଅଇସି ।
କାଇକେବଇଲେ ଆମେ ଜନମ୍ ଅଇଲାବେଲେ ଚୁଚାଆତେ ଆଇଲୁ, ଆରି ଜେଡେବେଲେ ମର୍ବୁ, ଚୁଚା ଆତେସେ ଉଟିଜିବୁ । ତେବେ ଆମ୍କେ ଲଡାକେ ଆଇବା କାଦି ଆରି ପିନ୍ଦ୍ବାକେ ବସ୍ତର୍ ରଇଲେ ସେତ୍କିସଙ୍ଗ୍ ସୁସାରେ ରଇବାର୍ ଅଇସି ।
Pertencemos a Deus
Do Senhor é a terra e tudo o que nela existe. Vivemos neste mundo como peregrinos, desejando a pátria celestial.
ସେ ସତ୍ ଏବେ ଉଜଲ୍ ଅଇଲା, ଏ ଉଜଲ୍ ଦୁନିଆଇ ଆଇଲା ଆରି ସବୁ ଲକ୍ମନର୍ ମନ୍ବିତ୍ରେ ରଇବା ଆଁକି ଡିସାଇଲା ।
ବାକିଅ ଏ ଦୁନିଆଇ ରଇଲା । ତାର୍ଟାନେଅନି ପର୍ମେସର୍ ଏ ଦୁନିଆ ତିଆର୍ କରିରଇଲେ ମିସା ଏ ଦୁନିଆର୍ ଲକ୍ମନ୍ ତାକେ ଚିନତ୍ ନାଇ ।
ବାକିଅ ଏ ଦୁନିଆଇ ରଇଲା । ତାର୍ଟାନେଅନି ପର୍ମେସର୍ ଏ ଦୁନିଆ ତିଆର୍ କରିରଇଲେ ମିସା ଏ ଦୁନିଆର୍ ଲକ୍ମନ୍ ତାକେ ଚିନତ୍ ନାଇ ।
ଜିସୁ ଦୁନିଆର୍ ଉଜଲ୍
ଜିସୁ ଆରିତରେକ୍ ପାରୁସିମନ୍କେ କଇଲା, "ମୁଇସେ ଏ ଦୁନିଆର୍ ଉଜଲ୍ । ଜନ୍ ଲକ୍ ମର୍ ପଚେ ପଚେ ଆଇସି, ସେ ଜିବନର୍ ଉଜଲ୍ ପାଇସି । ଆରି କେବେ ମିସା ଆନ୍ଦାରେ ନ ରଏ ।"
ମର୍ ସବୁ ମେଣ୍ଡାମନ୍ ମୁଇ ଡାକ୍ବାଟା ସୁନ୍ବାଇ, ମୁଇ ସେମନ୍କେ ଜାନି, ଆରି ସେମନ୍ ମର୍ ପଚେ ପଚେ ଆଇବାଇ । ଆରି ମୁଇ ସେମନ୍କେ ନ ସାର୍ବା ଜିବନ୍ ଦେବି । ସେମନ୍ କେବେମିସା ନସ୍ଟ ନ ଅଅତ୍ । ସେମନ୍କେ ମର୍ ଆତେଅନି କେ ମିସା ଚାଡାଇ ନେଇ ନାପାରତ୍ ।
ମୁଇ ତମ୍କେ ସତ୍କାତା କଇଲିନି, ମୁଇ ଉଟିଜିବା ବିସଇ ତମର୍ ପାଇ ଗଟେକ୍ ମଙ୍ଗଲର୍ ବିସଇ ଅଇସି । କାଇକେ ବଇଲେ ମୁଇ ନ ଗାଲେ ସାଇଜକାରିଆ ତମର୍ଟାନେ ନ ଆସେ, ମୁଇ ଗାଲେ ତାକେ ତମର୍ଟାନେ ପାଟାଇଦେବି । ସେ ଆସିକରି ଦୁନିଆର୍ ଲକ୍ମନ୍କେ ପାପ୍, ଦରମ୍ ଆରି ନିଆଇ ବିସଇର୍ ସାକି ଦେଇସି । ଏ ଦୁନିଆର୍ ଲକ୍ମନ୍ ପାପ୍ ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । ସେ ଦେକାଇ ଦେଇସି ଜେ, ମକେ ବିସ୍ବାସ୍ ନ କର୍ବାଟାସେ ପାପ୍ । ଟିକ୍ ଇସାବେ ଚଲାଚଲ୍ତି କର୍ବା ବିସଇ, ଦୁନିଆର୍ ଲକ୍ମନ୍ ବୁଲ୍ ବୁଜିଆଚତ୍ । ମୁଇ ମର୍ ବାବାର୍ ଲଗେ ବାଉଡି ଗାଲିନି, ଆରି ତମେ ମକେ ଦେକିନାପାରାସ୍ । ସେଟା ମୁଇ ମାନ୍ବା ଦରମ୍ ବିସଇ ସାକି ଦେଲାନି । ଦୁନିଆର୍ ଲକ୍ମନ୍ ବିଚାର୍ କର୍ବା ବିସଇ ବୁଲ୍ ବୁଜ୍ଲାଇ ଆଚତ୍ । କାଇକେବଇଲେ ଏ ଦୁନିଆର୍ ସାସନ୍କାରିଆ ଦସି ବଲି ବିଚାର୍ ଅଇ ସାରାଇ ଆଚେ ।"
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।
ପର୍ତମେ ଏଟା ଜାନା ଜେ, ସାର୍ଲା ଦିନ୍ମନ୍କେ ଲକ୍ମନ୍ ନିଜର୍ ନିଜର୍ କାରାପ୍ ମନ୍କଲା ଇସାବେ ଚଲାଚଲ୍ତି କର୍ବାଇ । ସାରାସାରି ଦିନେ ସେମନ୍ ସତ୍କେ ନିସାର୍ କରି ପାଚାର୍ବାଇ । ଆରି କିଜାଇକରି କଇବାଇ, "ଜିସୁ ଆଇବି ବଲି କାତା ଦେଇରଇଲାଟା, କେନେ ତେବେ ?" କାଇକେବଇଲେ ପୁର୍ବେଅନି ଆମର୍ ଆନିଦାଦିମନ୍ ମଲାତେଇଅନି ଏବ୍କେ ଜାକ ସବୁ ବିସଇ ଜେନ୍ତି ରଇଲା, ଏବେ ମିସା ସେନ୍ତାର୍ସେ ଆଚେ । ସେମନ୍ ଜାନି ଜାନି ପାସ୍ରିଗାଲାଇନି ଜେ ଆଗର୍ ବେଲ୍ ଆରି ବାଦଲ୍ ସବୁ ମାପ୍ରୁର୍ ବାକିଅର୍ ଲାଗି ଗଟ୍ଲା ଆଚେ, ଦର୍ତନି ପାନି ବିତ୍ରେଅନି ବାରଇଲା ଆଚେ ଆରି ଦର୍ତନି ଚାରିବେଟ୍ତି ପାନି ରଇଲା ବଲି । ତାର୍ଲାଗି ସେ ସେବେଲେ ପୁର୍ନା ଜଗତ୍ ପାନି ସଙ୍ଗ୍ ବୁଡି ନସିଗାଲା । ମାତର୍ ଏବେ ରଇବା ବାଦଲ୍ ଆରି ଦର୍ତନି ସେ ବାକିଅର୍ ଲାଗି, ଦରମ୍ ନଇଲା ଲକ୍ମନ୍କେ ବିଚାର୍ ଆରି ବିନାସର୍ ଦିନ୍ ଜାକ, ଜଇ ସଙ୍ଗ୍ ନସ୍ଟ ଅଇବାକେ ଜମାଇକରି ସଙ୍ଗଇଲା ଆଚେ ।
କାଇକେବଇଲେ ଜଦି ଗଟେକ୍ ଲକର୍ ଦୁକ୍ ପର୍ମେସରର୍ ମନ୍ କଲା ଇସାବେ ଆଇସି, ସେଟା ନିଜର୍ ପାପ୍ କଲାଟା ମାନିଅଇକରି, ମନ୍ ବାଉଡାଇବାକେ ଲଡାକେ ଆଇସି । ତେଇ କାଇ ମିସା ଦୁକ୍ ନାଇ । ମାତର୍ ମୁନୁସ୍ମନର୍ ଟାନେଅନି ଅଇବା ଦୁକ୍ ମରନ୍ବାଟେ ଡାକିନେଇସି ।
ଆରି, ମୁଇ ଜଗତର୍ କାରାପ୍ କାମର୍ ଲାଗି ଆରି କାରାପ୍ କାମ୍ କର୍ବା ଲକ୍ମନ୍କେ ସେମନର୍ ଅଦରମର୍ ଲାଗି ଡଣ୍ଡ୍ ଦେବି ଆରି ମୁଇ ଆଁକ୍ରିଆ ଲକ୍ମନର୍ ବଡ୍ପନ୍ ଅଇବାଟା ନସ୍ଟ କର୍ବି ଆରି ବଏଁକାର୍ ଲକ୍ମନର୍ ବଡ୍ପନ୍କେ କୁରୁପ୍ନାସ୍ କର୍ବି ।
ତେବର୍ପାଇ ଏ ମର୍ ବାଇବଇନିମନ୍, ଏଜଗତର୍ ଲକ୍ମନ୍ ତମ୍କେ ଗିନ୍ କଲେ, କାବା ଅଇବାର୍ନାଇ ।
ଆମେ ଜାନିଆଚୁ, ଆମେ ପର୍ମେସରର୍ ପିଲାଜିଲା ଆରି ଜେ କି ତାକେ ନାଜାନେ, ସଇତାନ୍ ସେମନ୍କେ ସାସନ୍ କଲାନି ।
ଗଟେକ୍ ଲକ୍ ବାରିଜାଇସି ଆରି ଅଲ୍ଗା ଗଟେକ୍ଲକ୍ ଆଇସି; ମାତର୍ ଏ ପୁର୍ତିବି ସବୁଦିନର୍ପାଇଁ ରଇସି। ବେଲ୍ ଉଦ୍ସି ଆରି ବୁଡ୍ସି, ଆରି ନିଜର୍ ଉଜଡ୍ ଜାଗାଇ ଜିବାକେ ସେ ଜାଗର୍ତା ଅଇସି। ପବନ୍ ଦକିନ୍ ଦିଗ୍ବାଟେ ବଇସି ଆରି ଉତର୍ ଦିଗ୍ବାଟେ ଅନି ଲେଉଟି ଆଇସି; ନିଜର୍ ବାଟ୍ବାଟେ ସବୁବେଲେ କିନ୍ଦର୍ସି ଆରି ପବନ୍ ନିଜର୍ ଜାଗାଟାନେ ବାଉଡି ଜାଇସି। ଗାଡ୍ନାଲର୍ ପାନି ସବୁଜାକ ଜାଇକରି ସମ୍ଦୁରେ ମିସ୍ସି ଅଇଲେମିସା ସମ୍ଦୁର୍ ବର୍ତି ନ ଅଏ; ଗାଡର୍ ପାନିସବୁଜାକ ନିଜର୍ ନିଜର୍ ନାଲ୍ବାଟେ ଆରିତରେକ୍ ବଇଜାଇସି।
ବାଦଲ୍ ଆରି ତେଇ ଉଜଲ୍ ଅଇ ରଇବାଟାମନ୍, ଦୁନିଆଇ ଆରି ତେଇରଇବା ସବୁ ଦିନ୍ସୁ ନାସ୍ ଅଇବା ସାରାସାରି ଦିନ୍ ଆଇସି, ମାତର୍ ମର୍ ବାକିଅ କେବେ ମିସା ନ ସାରେ ।"
କାଇକେବଇଲେ, ଜିସୁକିରିସ୍ଟ କେବେ ନ ବାଦ୍ଲେ । ସେ ଆଜିର୍ପାଇ, କାଲିକର୍ପାଇ, ଆରି ସବୁଦିନର୍ ପାଇ ସମାନ୍ ସେ ରଇସି ।
ମାତର୍ ଜିସୁ ଏଟା ସୁନି ଜାଇରସ୍କେ କଇଲା, "ଡରାନାଇ ଅବ୍କା ବିସ୍ବାସ୍ କରା, ସେ ବଁଚ୍ସି ।"
ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
ଆରି, ତାର୍ ନିଜର୍ ବୁଦି ସଙ୍ଗେ ତାର୍ ଆତେ ଚଲ୍ନାର୍ ସପଲ୍ ଅଇସି, ଆରି ସେ ନିଜର୍ ବୁଦି ସଙ୍ଗେ ବଡ୍ ଅଇସି, ଆରି ସେ ନିରାପଦ୍ ବେଲେ ସବୁକେ ବିନାସ୍ କର୍ସି; ଆରି, ସେ ଦୁତ୍ମନର୍ ମୁକିଆ ବିରୁଦେ ଉଟ୍ସି; ମାତର୍ ସେ କେ ନ ମାର୍ତେ ମର୍ସି ।