Negação de Cristo
Negar a Cristo é o ato mais grave que um ser humano pode cometer. Jesus advertiu: quem me negar diante dos homens, eu o negarei diante do meu Pai que está nos céus.
A advertência de Jesus
Jesus alertou sobre as consequências eternas de negá-lo. Quem se envergonha dele, dele o Filho do Homem se envergonhará quando vier em glória.
ମାତର୍ ଜନ୍ ଲକ୍ ମକେ ସବୁର୍ ମୁଆଟେ ‘ତାକେ ନାଜାନି’ ବଲି କଇସି, ମୁଇ ମିସା ମର୍ ସରଗର୍ ବାବାର୍ ମୁଆଟେ ‘ତାକେ ନାଜାନି’ ବଲି କଇବି ।"
ପର୍ମେସର୍କେ ଚାଡିକରି ରଇବା ଏ କାରାପ୍ ଦୁନିଆଇ, ଲକ୍ମନ୍ ଜଦି ମର୍ ଲାଗି ଆରି ମର୍ କାତାର୍ ଲାଗି ଲାଜ୍ ଅଇବାଇ, ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମୁଇ ମିସା ମର୍ ବାବାର୍ ବେସି ଉଜଲ୍ ଆରି ଡାକ୍ପୁଟା ସଙ୍ଗ୍ ଆରି ସରଗର୍ ସୁକଲ୍ ଦୁତ୍ମନର୍ ସଙ୍ଗ୍ ଆଇଲାବେଲେ, ସେମନ୍କେ ମର୍ଲକ୍ମନ୍ ବଲି କଇବାକେ ମୁଇ ମିସା ଲାଜ୍ ଅଇବି ।"
ଜଦି ଆମେ ମୁର୍ଚିକରି ରଇବୁ
ତେବେ ତାର୍ ସଙ୍ଗ୍ ସାସନ୍ ମିସା କର୍ବୁ ।
ଆମେ ଜଦି ତାକେ ନ ନାମୁ,
ସେ ଆମ୍କେ ମିସା ନ ନାମେ ।
Exemplos e alertas
Pedro negou Jesus três vezes, mas foi restaurado. A Bíblia alerta contra falsos mestres que negam o Senhor que os resgatou.
ଜିସୁ ପିତର୍କେ କଇଲା, "ମୁଇ ସତ୍ କଇଲିନି ଆଜି ରାତି କୁକ୍ଡା ନ ଡାକ୍ତେ, ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।"
ମାତର୍ ପିତର୍ ସବୁର୍ ମୁଆଟେ ନାଡାଇ କରି ଏ କାତା କଇଲା, "ତୁଇ କାଇ ବଲି କଇଲୁସ୍ନି ମୁଇ ନାଜାନି ।"
ମିଚ୍ ସିକିଆ ଦେଉମନ୍
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।
ତେବେ କେ ମିଚ୍ କଇଲାଇନି ? ଜିସୁକେ ମସିଅ ନଏଁ ବଲି ଜେ କଇଲାନି, ସେ ଆକା ସବୁର୍ଟାନେଅନି ବଡ୍ ମିଚୁଆ । ସେନ୍ତାରି ଲକ୍ମନ୍ କିରିସ୍ଟର୍ ବିରଦି ଲକ୍ମନ୍ । ସେମନ୍ ଉଜେ ବାବା ପର୍ମେସର୍କେ ଆରି ତାର୍ ପଅ ଜିସୁ କିରିସ୍ଟକେ ନାମତ୍ନାଇ ।
ସେ ଆକା ଗଟେକ୍ସେ ସୁକଲ୍ ଆରି ଦରମ୍ ଲକ୍ ରଇଲା । ମାତର୍ ତମେ ତାକେ ନାମାସ୍ ନାଇ ଆରି ତାର୍ ବାଦୁଲେ ଗଟେକ୍ ନର୍ମାରୁକେ ମୁକ୍ଲାଇବାକେ ପିଲାତ୍କେ ଗୁଆରି କଲାସ୍ ।