A nova jerusalém
A Nova Jerusalém é a cidade de Deus que desce do céu, morada eterna dos redimidos. Nela não haverá mar, morte, choro nem dor — Deus habitará com seu povo para sempre.
A cidade celestial
João viu a santa cidade, a Nova Jerusalém, descendo do céu como noiva adornada para o esposo. Ali Deus morará com seu povo.
ଆରି ସେ ସୁକଲ୍ ନଅର୍ ଦେକ୍ଲି । ସେଟା ରଇଲା ନୁଆ ଜିରୁସାଲେମ୍ । ସର୍ଗେଅନି, ପର୍ମେସର୍ଟାନେଅନି, ସେଟା ଉତ୍ରି ଆଇତେରଇଲା । ଗଟେକ୍ ଦାଙ୍ଗ୍ଡି ଦାଙ୍ଗ୍ଡାକେ ବେଟ୍ ଅଇବାକେ ଗାଲେ କେନ୍ତାଟା ପିନ୍ଦିରଇସି, ସେନ୍ତାରି ତିଆର୍ ପିଆର୍ ଅଇରଇଲା । ବସ୍ବା ଜାଗାଇଅନି ଗଟେକ୍ ବଡ୍ ସବଦ୍ କାତାଅଇବାଟା ମୁଇ ସୁନ୍ଲି "ସାରାସାରି ବେଲେ ପର୍ମେସର୍ ମୁନୁସ୍ଜାତି ସଙ୍ଗ୍ ବାସା ଅଇବାକେ ଆଇଲାଆଚେ । ସେ ତାକର୍ ସଙ୍ଗ୍ ବାସା ଅଇସି । ଆରି ସେମନ୍ ତାର୍ ଲକ୍ ଅଇବାଇ । ପର୍ମେସର୍ ନିଜେ ତାକର୍ ସଙ୍ଗ୍ ରଇସି । ଆରି ସେ ତାକର୍ ପର୍ମେସର୍ ଅଇସି ।" ସେ ତାକର୍ ଆଁସୁ ପୁଚିଦେଇସି । କେ ଆରି ନ ମରତ୍ । କାନ୍ଦାବୁବା, ଦୁକାସୁକା ନ ରଏ । ପୁର୍ନା ବିସଇ ଆରି ନ ଡିସେ ।
ସୁକଲ୍ ଆତ୍ମା ମକେ ଦାର୍ଲା, ଦୁତ୍ ମକେ ଗଟେକ୍ ଉଁଚ୍ ଡଙ୍ଗର୍ ଟିପେ ଦାରିଗାଲା । ସେ ମକେ ସୁକଲ୍ ନଅର୍ ଜିରୁସାଲେମ୍ ପର୍ମେସର୍ ଟାନେଅନି, ସର୍ଗେଅନି ଉତ୍ରି ଆଇବାଟା ଦେକାଇଲା । ସେ ନଅର୍ ପର୍ମେସରର୍ ମଇମାସଙ୍ଗ୍ ଜକ୍ମକି ଜାଇତେରଇଲା । ଗଟେକ୍ ବେସି ଦାମ୍ ରଇବା ଜାସ୍ପର୍ ନାଉଁର୍ ଇରାପାକ୍ନା ପାରା ଜକ୍ମକି ଜାଇତେରଇଲା । ସେ ପାକ୍ନାଇ ଦେକ୍ଲେ ଏବାଟେ ଅନି ସେବାଟର୍ଟା ସବୁ ଡିସ୍ତେରଇଲା । ସେ ନଅରେ ଗଟେକ୍ ବେସି ଉଁଚର୍ କତି ରଇଲା । ତେଇ ବାର୍ଟା ଗେଟ୍ ରଇଲା ଆରି ବାର୍ଟା ଦୁତ୍ମନ୍ ସେ ଗେଟ୍ମନର୍ ଦେକାରକା କର୍ତେରଇଲାଇ । ଇସ୍ରାଏଲ୍ ଲକ୍ମନର୍ ବାର୍ଟା ବଁସର୍ ନାଉଁମନ୍ ସେ ଗେଟେ ଲେକାଅଇରଇଲା । ସବୁ ଦିଗେ ତିନ୍ଟାଲାକା କାପାଟ୍ ରଇଲା, ଉତର୍ ଦିଗେ ତିନ୍ଟା କାପାଟ୍ ଦକିନ୍ଦିଗେ ତିନ୍ଟା କାପାଟ୍ ଆରି ପଚିମ୍ଦିଗେ ତିନ୍ଟା କାପାଟ୍ ରଇଲା । ବାର୍ଟା ମୁଲ୍ ପାକ୍ନାଇ ସେ ନଗରର୍ କତି ଉଟାଇରଇଲାଇ । ଆରି ସେ ପାକ୍ନା ଉପ୍ରେ ମେଣ୍ଡାପିଲାର୍ ବାର୍ଟା ପେରିତ୍ ମନର୍ ନାଉଁ ଲେକା ଅଇରଇଲା ।
ସେ ନଅରେ ମୁଇ ଗଟେକ୍ ମିସା ମନ୍ଦିର୍ ଦେକିନାଇ । କାଇକେବଇଲେ, ତାର୍ ମନ୍ଦିର୍ ରଇଲା ମାପ୍ରୁ ପର୍ମେସର୍ । ଜେ କି ସବୁର୍ ଉପ୍ରେ ଆଚେ, ଆରି ମେଣ୍ଡାପିଲା । ସେ ନଅର୍ ଉପ୍ରେ ଉଜଲ୍ ଦେବାକେ ବେଲ୍ କି ଜନ୍ ଦର୍କାର୍ ନ ରଇଲା । କାଇକେବଇଲେ, ପର୍ମେସରର୍ ମଇମା ତେଇ ଉଜଲ୍ ଦେଇତେରଇଲା ଆରି ମେଣ୍ଡାପିଲା ତେଇର୍ ବତି ରଇଲା ।
ତାର୍ପଚେ ଦୁତ୍ ମକେ ଜିବନର୍ ପାନି ରଇବା ଗାଡ୍ ଦେକାଇଲା, ଜନ୍ଟା କି କାଁଚ୍ପାରା ଡିସ୍ତେରଇଲା । ପର୍ମେସରର୍ ବସ୍ବା ଜାଗାଇଅନି ଆରି ମେଣ୍ଡାପିଲାର୍ଟାନେଅନି ସେ ଗାଡର୍ ପାନି ଆଇତେରଇଲା । ନଅରର୍ ବାଟର୍ ମଜାଇ ସେଟା ବଇ ଆଇତେରଇଲା । ଗାଡର୍ ଦୁଇବାଟେ ଜିବନର୍ ଗଚ୍ ରଇଲା । ସେ ଗଚ୍ ମାସ୍କେ ଗଟେକ୍ ତର୍ ଅଇ ବରସ୍କେ ବାରତର୍ ପଲ୍ ଦାର୍ସି । ରାଇଜ୍ମନ୍ ନିକ ଅଇବାକେ ତାର୍ ପତର୍ମନ୍ ରଇଲା । ପର୍ମେସରର୍ ଅବିସାପ୍ ରଇବା କାଇଟାମିସା ସେ ନଅରେ ନ ଡିସେ । ପର୍ମେସରର୍ ଆରି ମେଣ୍ଡାପିଲାର୍ ବସ୍ବାଜାଗା ସେ ନଅରେ ରଇସି । ଆରି ତାର୍ ଦାଙ୍ଗ୍ଡାମନ୍ ତାକେ ଜୁଆର୍ କର୍ବାଇ । ସେମନ୍ ତାକେ ଦେକ୍ବାଇ ଆରି ତାର୍ ନାଉଁ ସେମନର୍ କାପାଲେ ଲେକାଅଇ ରଇସି । ତେଇ ଆରି ରାତି ନ ରଏ । ବତିର୍ ଉଜଲ୍ କି ବେଲର୍ ଉଜଲ୍ ଦର୍କାର୍ ନ ପଡେ । କାଇକେବଇଲେ ମାପ୍ରୁ ପର୍ମେସର୍ ତାକର୍ ଉଜଲ୍ ରଇସି । ସେମନ୍ ରାଜା ଇସାବେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ବାଇ ।
A pátria celestial
Os patriarcas aguardavam uma cidade que tem fundamentos, cujo arquiteto e construtor é Deus. Nosso lar eterno está além desta vida.
ସେମନ୍ ଚାଡିଆଇଲା ନଅର୍ତେଇଅନି ଅଦିକ୍ ନିକ ଗଟେକ୍ ନଅରର୍ ପାଇ ତାକର୍ ଆଁକି ରଇଲା । କାଇକେବଇଲେ, ସେମନ୍ ସରଗ୍ ଦେସ୍ ପାରାଟା କଜ୍ତେରଇଲାଇ । ସେମନ୍ ତାକେ ପର୍ମେସର୍ ବଲି ଡାକ୍ଲାର୍ ପାଇ, ସେ ଲାଜ୍ ଅଏନାଇ । କାଇକେବଇଲେ ସେ ତାକର୍ପାଇ ଗଟେକ୍ ନଅର୍ ତିଆର୍କଲା ଆଚେ ।
ମାତର୍ ଏବେ ଆମେ ସିଅନ୍ ପର୍ବତେ ଆସିଆଚୁ । ସେଟା ଅଇଲାନି ସର୍ଗେ ରଇବା ଜିରୁସାଲେମ୍ । ଜିବନ୍ ରଇବା ପର୍ମେସରର୍ ନଅରେ ଆଇଲୁ ଆଚୁ । ଜନ୍ଟାନେ କି ଅଜାର୍ ଅଜାର୍ ଦୁତ୍ମନ୍ ଆଚତ୍ । ପର୍ମେସରର୍ ପଣୁଆ ପିଲାମନ୍ ସାର୍ଦାସଙ୍ଗ୍ ରୁଣ୍ଡିରଇବା ଜାଗାଇ ଆମେ ଆଇଲୁଆଚୁ । ତାକର୍ ନାଉଁମନ୍ ସର୍ଗେ ଲେକାଅଇଲା ଆଚେ । ଆମେ ପର୍ମେସରର୍ ଲଗେ ଆଇଲୁ ଆଚୁ । ସେ ସବୁକେ ବିଚାର୍ କର୍ସି । ସେ ସିଦ୍ କରିରଇବା ଦରମ୍ଲକର୍ ଆତ୍ମାମନର୍ଟାନେ ଆଇଲୁ ଆଚୁ । ଆରି ନୁଆ ରାଜିନାମା ତିଆର୍ କରିରଇବା ଜିସୁକିରିସ୍ଟର୍ ଲଗେ ଆଇଲୁଆଚୁ । ସେ ତାର୍ ବନି ଜରାଇରଇଲା । ସେଟା ଏବଲର୍ ବନିତେଇଅନି ନିକ ଆଚେ ।
ମାତର୍ ଅବ୍ରାଆମର୍ ବିବାଇ ମାଇଜି ଜେ କି ଗତିଦାଙ୍ଗ୍ଡା ନଏଁ, ତାକେ ସରଗର୍ ଜିରୁସାଲାମ୍କେ ସମାନ୍ କରିଅଇସି । ସେ ଆମେ ବିସ୍ବାସ୍ କର୍ବା ସବୁ ଲକର୍ ମାଆ ।
ଆରି ଜିସୁ କଇଲା, "ତମେ କିଲ୍ବିଲ୍ ନ ଉଆ, ପର୍ମେସରର୍ଟାନେ ବିସ୍ବାସ୍ କରା । ଆରି ମର୍ଟାନେ ମିସା ବିସ୍ବାସ୍ କରା । ମର୍ ବାବାର୍ ଗରେ ରଇବାକେ ବେସି ବାକ୍ରା ଆଚେ । ଆରି ତେଇ ମୁଇ ତମର୍ ପାଇ ଜାଗା ଟିକ୍ କର୍ବାର୍ ଗାଲିନି । ଜଦି ଏଟା ସତ୍ ନଇତା ଆଲେ, ମୁଇ ତମ୍କେ ଏନ୍ତି ବଲି ନ କଇତି । ଆରି ମୁଇ ଜାଇ ତମର୍ ପାଇ ଜାଗା ଟିକ୍ କଲା ପଚେ, ଆରି ତରେକ୍ ବାଉଡି ଆସି ତମ୍କେ ମର୍ ସଙ୍ଗ୍ ଡାକିନେବି । ମୁଇ ଜନ୍ ଜାଗାଇ ରଇବି, ସେ ଜାଗାଇ ତମେ ମର୍ ସଙ୍ଗ୍ ରଇସା ।
A glória da Nova Jerusalém
Deus habitará no meio do seu povo. Sua presença será a luz da cidade, e o rio da vida fluirá do trono de Deus e do Cordeiro.
ମୁଇ ଦାପ୍ରେ ଆଇଲିନି । ଜନ୍ ସତ୍ ସିକିଆ ତମେ ପାଇଆଚାସ୍, ସେଟା ମାନିକରି ରୁଆ । ଜେନ୍ତାରି କି ତମର୍ ଇନାମ୍ କେ ମିସା ଚରାଇନେଇ ନାପାରତ୍ । ଜେ ଜିତ୍ସି, ମୁଇ ତାକେ ଆମର୍ ପର୍ମେସରର୍ ମନ୍ଦିରର୍ ମୁଲ୍ଡେଲି କର୍ବି । ଆରି ସେମନ୍ ତେଇଅନି କେବେ ମିସା ଚାଡି ନ ଜାଅତ୍ । ତାକର୍ ଉପ୍ରେ ମୁଇ, ମର୍ ପର୍ମେସରର୍ ନଅରର୍ ନାଉଁ ଆରି ନୁଆ ଜିରୁସାଲମର୍ ନାଉଁ ଲେକ୍ବି । ସେଟା ମର୍ ପର୍ମେସରର୍ ଟାନେଅନି ସର୍ଗେଅନି ଉତ୍ରି ଆଇସି । ତାକର୍ ଉପ୍ରେ ମିସା ମର୍ ନୁଆ ନାଉଁ ଲେକ୍ବି ।
ଏ ବବିସତ୍ କାତାର୍ ବଇଟାନେଅନି କେ ଜଦି କାଇ ବିସଇ ମିସା ଲୁଚାଇଦେଲେ, ଏ ବଇଟାନେ ଲେକାଅଇରଇବା ଜିବନର୍ ଗଚର୍ ପଲ୍ ଆରି ସୁକଲ୍ ନଅରେଅନି ସେମନ୍ ପାଇରଇବାଟା ତାକର୍ଟାନେଅନି ଦାରିଜାଇସି ।