Obediência
A obediência a Deus é a resposta natural do amor. Jesus disse: 'Se me amais, guardareis os meus mandamentos.' A obediência abre portas de bênção e nos aproxima do coração de Deus.
Obedecer é melhor que sacrificar
Deus deseja obediência acima de rituais. O sacrifício sem submissão ao Senhor é vazio de significado espiritual.
ପିତର୍ ଆରି ବିନ୍ ସିସ୍ମନ୍ କଇଲାଇ, "ଆମେ ତମର୍ ଆଦେସ୍ ମାନ୍ବା ବାଦୁଲେ ପର୍ମେସରର୍ ଆଦେସ୍ ମାନ୍ବୁ ।
ଆମେ ଏ ସବୁ ବିସଇର୍ ସାକି ଆଚୁ । ଆରି ଜନ୍ ସୁକଲ୍ ଆତ୍ମାକେ ପର୍ମେସର୍ ତାକର୍ ଆଗିଆଁକାରିମନ୍କେ ଦାନ୍କଲାଆଚେ, ସେ ମିସା ଏଟାର୍ ସାକି ।"
ଜିସୁ ପର୍ମେସରର୍ ପଅ ଅଇରଇଲେ ମିସା, ସେ ଦୁକ୍ କସ୍ଟ ପାଇରଇଲାର୍ ଲାଗି, ତାର୍ କାତା ମାନ୍ବାକେ ସିକ୍ଲା । ସେ ପର୍ମେସରର୍ କାତା ମାନ୍ଲାକେ ପୁରାପୁରୁନ୍ ସିଦ୍ ଅଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ କେବେ ନ ସାର୍ବା ମୁକ୍ତି ଦେବା ଲକ୍ ଅଇଲା ।
Obedecer aos mandamentos de Cristo
Jesus vinculou amor a obediência. Quem ama a Deus guarda seus mandamentos, e seus mandamentos não são pesados.
ସୁକଲ୍ ଆତ୍ମାର୍ ଦାନର୍ ସପତ୍
ତମେ ଜଦି ମକେ ଆଲାଦ୍ କର୍ସା, ମର୍ ଆଦେସ୍ ମିସା ମାନ୍ସା ।
ଜିସୁ ତାକେ କଇଲା, "ଜନ୍ ଲକ୍ ମକେ ଆଲାଦ୍ କର୍ସି ସେ ମୁଇ ସିକାଇବା ବାକିଅ ମାନ୍ସି । ସେନ୍ତି କଲେ ମର୍ ବାବା ପର୍ମେସର୍ ତାକେ ଆଲାଦ୍ କର୍ସି । ବାବା ଆରି ମୁଇ ଆସି ସେ ଲକର୍ ଟାନେ ରଇବୁ ।
ଆମେ ଜଦି ସତଇସେ ପର୍ମେସର୍କେ ଆଲାଦ୍ କଲେ, ତାର୍ ଆଦେସ୍ ସବୁ ମାନ୍ବୁ । ସେ ଆମ୍କେ ତିଆର୍ଲା ବିସଇ ମାନ୍ବାକେ ଆମ୍କେ ଆବଡ୍ ନ ଲାଗେ ।
ଏ ଆଲାଦର୍ ମଇତର୍ମନ୍, ଆମର୍ ବିବେକ୍ ଜଦି ଆମ୍କେ ଦସି ବଲି ନ ଜାନାଇଲେ, ଆମେ ପର୍ମେସର୍କେ ପାର୍ତନା କଲାବେଲେ ନ ଡରୁ । ଆମେ ତାକେ ଜେତ୍କି ମାଙ୍ଗ୍ଲୁନି, ସେଟା ସବୁ ପର୍ମେସର୍ ଆମ୍କେ ଦେଇସି । କାଇକେବଇଲେ ସେ ତିଆର୍ଲାଟା ସବୁ ଆମେ କଲୁନି ।
ଦୁଇଟା ରକାମର୍ ଗର୍ବାନ୍ଦ୍ବା ଲକ୍
"ଆରି ତମେ କାଇକେ ମକେ ଏ ମାପ୍ରୁ ଏ ମାପ୍ରୁ, ବଲି ଡାକିକରି ମର୍ ଆଦେସ୍ ମାନାସ୍ ନାଇ ?
ସେଡ୍କିବେଲେ ଜିସୁ ସବୁଲକ୍କେ କଇଲା, "ତେବେ କେ ମିସା ମର୍ସଙ୍ଗ୍ ଆଇବାକେ ମନ୍ କର୍ସି, ସେ ନିଜର୍ ମନ୍କଲାଟା ସବୁ ଚାଡିଦେବାର୍ ଆଚେ, ଆରି ସବୁଦିନ୍ ତାର୍ ନିଜର୍ କୁର୍ସ ବଇ ମର୍ ସଙ୍ଗ୍ ଆସ ।
Obedecer e praticar a Palavra
Sejam praticantes da Palavra. Quem ouve e pratica é como o homem sábio que construiu sobre a rocha firme — inabalável.
ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି ।
ଦାରିଆ କାମ୍ କରୁ ଜାଗର୍ତା
ଏ ମର୍ ପିଲା, ତୁଇ ତର୍ ବାବା କଇଲା କାତାକେ ପାଲନ୍ କର୍, ଆରି, ତର୍ ଆୟାର୍ ସିକିଆକେ ପାସ୍ରି ଦେସ୍ନାଇଁ ।
ନିମାନ୍ ସିକିଆ ଜେ ମାନ୍ସି, ସେ ତାର୍ ଜିବନର୍ ନିମାନ୍ ବାଟେ ଇଣ୍ଡ୍ସି; ମାତର୍ ଜେ ସିକିଆକେ ଦଦାପେଲା କର୍ସି, ସେ କାରାପ୍ ବାଟେ ଜାଇସି ।
Bênçãos da obediência
A obediência abre caminho de bênçãos e prosperidade. Deus promete vida, saúde e vitória aos que andam em seus caminhos.
ତେବର୍ପାଇ ଜେ ମିସା ନିୟମ୍ ତେଇ ରଇବା ସବୁଟାନେଅନି ସାନ୍ ଆଦେସ୍ ନ ମାନେ ଆରି ସେନ୍ତି କର୍ବାକେ ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ସାନ୍ ଲକ୍ ବଲି ଏଜାଇଅଇସି । ମାତର୍ ଜେ ନିୟମର୍ ସବୁ ବିସଇର୍ ସାନ୍ ଆଦେସ୍ ମାନ୍ସି ଆରି ସେଟା ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ବଡ୍ ଲକ୍ ବଲି ଏଜାଇଅଇସି ।
ସେଟାର୍ପାଇଁ ଏ ମର୍ ଆଲାଦର୍ ବାଇବଇନିମନ୍, ଡାଁଟ୍ ଅଇକରି ରୁଆ । ମାପ୍ରୁ ଜିସୁକିରିସ୍ଟର୍ ସେବା କାମ୍ ଆବଡ୍ ଅଇକରି କରା । କାଇକେବଇଲେ ତମେ ଜାନାସ୍, ତାର୍ପାଇ ଜନ୍ କାମ୍ ସବୁ କର୍ସା, ସେଟା ସବୁ ଲଡାକେ ଆଇସି ।
ଗଟେକ୍ ଲକ୍ ଆଦେସ୍ ନ ମାନ୍ଲାର୍ ପାଇ ଜେନ୍ତିକି ସବୁ ଲକ୍ ପାପି ଅଇଲାଇ, ସେନ୍ତି ଗଟେକ୍ ଲକ୍ ଆଦେସ୍ ମାନ୍ଲେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାଇ ।
ନିୟମ୍ ଚାଲ୍ଲାର୍ ପାଇ କାରାପ୍ କାମ୍ ବଡ୍ଲା । ମାତର୍ ପାପ୍ ବଡି ବଡି ଗାଲାକେ ପରମେସରର୍ ଜିବନ୍ଦୁକାନି ମିସା ବେସି ବଡ୍ଲା ।
Submissão e consagração
Apresentar o corpo como sacrifício vivo é o culto racional. A obediência se expressa em submissão, serviço e consagração total a Deus.
ପରମେସର୍କେ ସେବା କର୍ବା ଜିବନ୍
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କୁରାଇସି, ସେଟା ଜାନି ପାର୍ସା ।
ନିସତ୍ ନଅଇକରି ଲାଗିରୁଆ । ଜିବନ୍ ପରାନ୍ ଦେଇକରି ପର୍ମେସର୍କେ ସେବା କରା ।
ଜନ୍ ଲକ୍ମନ୍ ପରମେସରର୍ ଆତ୍ମା ଇସାବେ ଚାଲ୍ଲାଇନି, ସେମନ୍ସେ ପରମେସରର୍ ପିଲାଟକି ।
ସାସନ୍ କରୁମନ୍କେ ନାମ୍ବାଟା
ସାସନ୍କାରିଆମନର୍ କାତା ସବୁ ଲକ୍ ମାନ୍ବାକେ ବାଦିଅ, କାଇକେବଇଲେ ପରମେସର୍ ଆଦେସ୍ ନ ଦେଲେ କେ ମିସା ସାସନ୍ କର୍ବାକେ ଅଦିକାର୍ ନ ପାଏ । ଗାଦିଟାନେ ରଇଲା ସାସନ୍କାରିଆମନ୍କେ ପରମେସର୍ ବସାଇଲା ଆଚେ ।
ସାସନ୍ କରୁମନ୍କେ ନାମ୍ବାଟା
ସାସନ୍କାରିଆମନର୍ କାତା ସବୁ ଲକ୍ ମାନ୍ବାକେ ବାଦିଅ, କାଇକେବଇଲେ ପରମେସର୍ ଆଦେସ୍ ନ ଦେଲେ କେ ମିସା ସାସନ୍ କର୍ବାକେ ଅଦିକାର୍ ନ ପାଏ । ଗାଦିଟାନେ ରଇଲା ସାସନ୍କାରିଆମନ୍କେ ପରମେସର୍ ବସାଇଲା ଆଚେ । ସେଟାର୍ ପାଇ ଜେ ଗାଦିତେଇ ବସ୍ଲା ସାସନ୍କାରିଆମନ୍କେ ବିରଦ୍ କର୍ସି, ସେ ପରମେସର୍ ତିଆର୍କଲା ଗାଦିର ବିରଦ୍ କଲାନି । ଜେ ଏଟା କର୍ସି ସେ ପର୍ମେସରର୍ ବିଚାର୍ନା ଜାଗାଇ ଟିଆଅଇସି ।
ସେଟା ସାର୍ଲାପଚେ ପରମେସର୍ ମନ୍ କଲେ ମୁଇ ତମର୍ ଲଗେ ଆଇବି । ଆରି ତମର୍ ସଙ୍ଗ୍ ସାର୍ଦାସଙ୍ଗ୍ କେତେଦିନ୍ ରଇକରି ମର୍ ମନେ ସାନ୍ତି ପାଇବି ।
ଆରି ସବୁ ଲକ୍ ଜିସୁକିରିସ୍ଟସେ ମାପ୍ରୁ ବଲି ମାନିଅଇବାଇ । ଏନ୍ତାରି ଅଇଲେ ବାବା ପର୍ମେସର୍ ଡାକ୍ପୁଟା ପାଇସି ।
ପର୍ମେସରର୍ ଆଦେସ୍ ମାନିକରି ରୁଆ । ତାର୍ ସତ୍ ସିକିଆ ଜାନ୍ବା ଆଗ୍ତୁ ତମେ କେନ୍ତାରି ନିଜେ ମନ୍ କଲାଟା ପୁରାପୁରୁନ୍ କର୍ତେରଇଲାସ୍, ସେନ୍ତାରି ଆରି କରାନାଇ ।
ସେ କଇଲା, "ତମେ ନିଜର୍ ସବୁ ଗାଗଡ୍, ମନ୍, ଆତ୍ମା ଆରି ବପୁ ଦେଇ ପର୍ମେସର୍କେ ଆଲାଦ୍ କରା । ଆରି ପଡିସାର୍ ଲକ୍ମନ୍କେ ନିଜର୍ ସମାନ୍ ଆଲାଦ୍ କରା ।"
ସତ୍ରୁମନ୍କେ ମିସା ଆଲାଦ୍ କରା
"ମାତର୍ ତମେମନ୍ ସୁନି ଆଚାସ୍ଜେ ମୁଇ ତମ୍କେ କଇଲିନି, ତମର୍ ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ମନ୍ ତମ୍କେ ଇନ୍ କର୍ବାଇ, ସେମନର୍ ମଙ୍ଗଲ୍ କରା । ଜନ୍ ଲକ୍ମନ୍ ତମ୍କେ ସାଇପ୍ ଦେବାଇ, ସେମନ୍କେ ଆସିର୍ବାଦ୍ କରା । ଜନ୍ ଲକ୍ମନ୍ ତମ୍କେ ଇଜତ୍ ଜିକ୍ବାଇ, ସେମନର୍ପାଇ ପାର୍ତନା କରା ।
ତମେ ମକେ ବାଚାସ୍ ନାଇ, ମାତର୍ ମୁଇ ତମ୍କେ ବାଚ୍ଲି ଆଚି । ଆରି ଜାଇକରି ଅଦିକ୍ ଅଦିକ୍ ପଲ୍ ଦାର୍ବାକେ ତମ୍କେ ଦାଇତ୍ ଦେଲି । ତମର୍ ପଲ୍ ସବୁ ଦିନର୍ ପାଇ ରଇସି । ତେବେ ତମେ ମର୍ ନାଉଁ ଦାରି ବାବାକେ କାଇଟା ମାଙ୍ଗ୍ଲେ ମିସା ସେ ତମ୍କେ ଦେଇସି ।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.