Oportunidades
As oportunidades são dádivas de Deus que exigem sabedoria e prontidão. A Bíblia nos chama a aproveitar o tempo, agir com diligência e não desperdiçar os kairos divinos.
Aproveitando o tempo
Remindo o tempo, porque os dias são maus. O cristão é chamado a reconhecer e aproveitar cada oportunidade com sabedoria.
ସବୁବେଲେ ନିକ କାମ୍ କର୍ବାକେ କଜ୍ତେ ରୁଆ । କାଇକେବଇଲେ ଏ ଜୁଗର୍ ଲକ୍ମନ୍ ବେସି କାରାପ୍ ଆଚତ୍ ।
ମାପ୍ରୁ ଜିସୁକିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନର୍ତେଇ ଜାଗ୍ରତ୍ ସଙ୍ଗ୍ ଚଲାଚଲ୍ତି କରା । ତମେ ମିଲାଇରଇବା ସବୁ ବେଲା ବୁଦିର୍ ସଙ୍ଗ୍ କରା ।
ବେଲ୍ ରଇତେସେ ମକେ ପାଟାଇରଇବା ପର୍ମେସରର୍ କାମ୍ ଆମେ କର୍ବାର୍ ଆଚେ । ଏନ୍ତି ଆନ୍ଦାର୍ ଆଇଲାନି ସେ ବେଲାଇ କେ ମିସା କାଇ କାମ୍ କରି ନାପାରତ୍ ।
ସେନ୍ତି ବଇଲେ ଜେତେକ୍ ତର୍ ବେଲା ପାଇଲୁନି, ସବୁବେଲା ସବୁର୍ସଙ୍ଗ୍, ଜନ୍ଲକ୍ମନ୍ ଆମର୍ ବିସ୍ବାସି କୁଟୁମେ ମିସ୍ଲାଇ ଆଚତ୍, ସେମନର୍ ପାଇ ନିମାନ୍ କର୍ବାର୍ ଆମର୍ ଦାଇତ୍ ।
Prontidão e ação
Pregue a Palavra a tempo e fora de tempo. As oportunidades às vezes surgem inesperadamente e exigem decisão imediata.
ସୁବ୍ କବର୍ ସବୁକେ ଜାନାଆ । ଲକ୍ମନ୍ ସେଟା ସୁନ୍ବାକେ ମନ୍ କଲାବେଲେ କି ନ ସୁନ୍ବା ବେଲେ ସେଟା ଜାନାଇବାକେ ଜାଗିର । ବୁଲ୍କରି କାରାପ୍ କାମ୍ କର୍ବା ଲକ୍ମନ୍କେ ସେଟା ଚାଡ୍ବାକେ ଡାଟ୍ ସଙ୍ଗ୍ କ । ଆସା ନ ଚାଡି ପର୍ମେସରର୍ ବାକିଅ ସିକାଇତେର । ସେମନ୍କେ ନିକ କାମ୍ କର୍ବାକେ ସାର୍ଦା କରାଆ ।
ପିତର୍ ସେମନ୍କେ କଇଲା, "ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ଆରି କାଇକେ ଅଲ୍ସମ୍ କଲୁସ୍ନି ? ଉଟ୍, ଡୁବନ୍ ନେ, ଆରି ତାକେ ପାର୍ତନା କରି ତର୍ ସବୁ ପାପେଅନି ପରିଚଲ୍ ଅ ।"
ବାଇ ଆପଲର୍ ବିସଇ ମୁଇ କଇଲିନି । ବିନ୍ ବିସ୍ବାସିମନର୍ ସଙ୍ଗ୍ ତମ୍କେ ବେଟ୍ ଅଇବାକେ ମୁଇ ତାକେ ବେସି ତର୍ ସାର୍ଦା କରାଇଲି, ମାତର୍ ସେ ଏବେ ଜିବାକେ ମୁଲ୍କେ ରାଜି ଅଏନାଇ । ପଚେ ସୁଜଗ୍ ମିଲ୍ଲେ ସେ ତମର୍ଟାନେ ଆଇସି ଆକା ।
ପର୍ମେସର୍ ତାର୍ ଜିବନ୍ ଦୁକାଇଲାର୍ ତେଇଅନି ମକେ ଜନ୍ ଦାନ୍ ଦେଇ ଆଚେ, ସେଟାର୍ ଲାଗି ମୁଇ ନିମାନ୍ କବର୍ ଜାନାଇବା ଲକ୍ ଅଇଲିଆଚି । ତାର୍ ବପୁ ମର୍ ବିତ୍ରେ କାମ୍ କଲାର୍ ଲାଗି ଏଟା ଅଇଲା ।
ସେ ମୁକିଅ ପୁଜାରିମନ୍ ଜିଉଦାର୍ କାତା ସୁନିକରି ବେସି ସାର୍ଦା ଅଇଗାଲାଇ । ଏ କାମ୍ କଲେ ସେମନ୍ ଇସ୍କାରିୟତ୍ ଜିଉଦାକେ ଡାବୁ ଦେବୁ ବଲିକରି ପର୍ମାନ୍ କରି କଇଲାଇ । ସେଟାର୍ପାଇଁ ଇସ୍କାରିୟତ୍ ଜିଉଦା ଜିସୁକେ ମୁକିଅ ପୁଜାରିମନ୍କେ ଦାରାଇ ଦେବାକେ ବେଲା କଜ୍ଲା ।