Oração
A oração é o fôlego da vida cristã. É conversa íntima com Deus, pedido de socorro, ação de graças e intercessão. Jesus ensinou seus discípulos a orar e praticou a oração constantemente.
O convite a orar
Jesus disse: pedi e recebereis, buscai e achareis, batei e abrir-se-vos-á. Deus convida seus filhos a orar com fé e persistência.
ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!
ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।"
ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।"
ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ। କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।
କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ, "ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ, ସେ ଈଶ୍ବରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ।
ସେହି ନଗରରେ ଜଣେ ବିଧବା ଥିଲା, ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା। ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’"
ସେଥିରେ ପ୍ରଭୁ କହିଲେ, "ଏହି ଅଧାର୍ମିକ ବିଚାରକର୍ତ୍ତା କଅଣ କହୁଅଛନ୍ତି, ତାହା ଶୁଣ। ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି? ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?"
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।
Orar em nome de Jesus
Tudo o que pedirmos em nome de Jesus, Ele fará, para que o Pai seja glorificado no Filho. A oração em seu nome tem autoridade.
ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।
ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି। ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।"
ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି। ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।"
ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।"
Orar sem cessar
A Bíblia nos exorta a orar em todo tempo. A oração constante nos mantém conectados com Deus e nos fortalece espiritualmente.
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।
ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର।
ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
A oração do modelo
Jesus ensinou a oração do Pai Nosso como modelo. Ela cobre adoração, submissão, provisão, perdão, proteção e louvor.
ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର,
‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା,
ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।
ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ,
ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ।
ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ,
ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।
ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ,
ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’
ଏଥିରେ ସେ ସେମାନଙ୍କୁ କହିଲେ, "ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ,
‘ପିତଃ,
ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।
ତୁମ୍ଭର ରାଜ୍ୟ ଆସୁ।
ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।
ଆମ୍ଭମାନଙ୍କର ପାପସବୁ କ୍ଷମା କର,
କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ।
ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’"
ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି।
Oração eficaz
A oração do justo é poderosa e eficaz. Ore com fé, sem duvidar, pois quem duvida é como onda do mar levada pelo vento.
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ। କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ; ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର।
କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।
କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
Deus ouve e responde
Clama a mim e te responderei. O Senhor ouve os que clamam a Ele com sinceridade e responde com poder e fidelidade.
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।
ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ,
ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି।
କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି;
ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।
ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ;
ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।"
ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି
ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ,
ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ,
ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି,
ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ,
କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।
ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି,
ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।
ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି,
ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି
ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ
ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।
ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ,
ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
Confiança nas promessas
Se pedimos algo segundo a sua vontade, Ele nos ouve. A confiança na oração vem de conhecer e confiar em Deus e suas promessas.
ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି। ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।
ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।
ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।
ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
Diversas formas de oração
A oração inclui adoração, intercessão, súplica e ação de graças. Levante mãos santas, ore pelos outros e clame em todo tempo.
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।
ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। ଆଉ, ସେ ମୋତେ କହିଅଛନ୍ତି, "ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।" ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
ବରଂ ଈଶ୍ବରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ, କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।
Oração e perseverança
Persevere na oração. Mesmo quando parece que não há resposta, Deus está agindo. O que impossível aos homens é possível a Deus.
ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,
ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ।
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।"
କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ।"
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, "ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଃଖର ପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।"
କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
"ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି; କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।"
ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା,
ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
ପାତାଳର ବନ୍ଧନ ମୋତେ ବେଷ୍ଟନ କଲା,
ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।
ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି,
ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି;
ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ
ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର;
ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ;
ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।
ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ।
ତଥାପି ସଦାପ୍ରଭୁ କହନ୍ତି,
"ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି
ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।
ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ;
କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ;
ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବାମାତ୍ରେ ତୁମ୍ଭକୁ ଉତ୍ତର ଦେବେ।
ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି,
"ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
Postura na oração
Ore no secreto, e o Pai que vê em secreto recompensará. A oração não precisa de muitas palavras, mas de coração sincero.
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ;
ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ
ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି;
ଆଉ, ସେ ମୋʼ ରବ ଶୁଣିବେ।
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର;
ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ;
ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]
ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର;
ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି;
ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ
ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।
ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି,
ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି;
ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ;
ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ;
ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ,
ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,