Ouvir a voz de Deus
Ouvir a voz de Deus é o privilégio supremo do cristão. Ele fala por sua Palavra, pelo Espírito e em circunstâncias — e as ovelhas reconhecem a voz do bom Pastor.
As ovelhas ouvem a voz do Pastor
Jesus disse: minhas ovelhas ouvem minha voz, eu as conheço e elas me seguem. A relação com Deus é íntima e pessoal.
ମର୍ ସବୁ ମେଣ୍ଡାମନ୍ ମୁଇ ଡାକ୍ବାଟା ସୁନ୍ବାଇ, ମୁଇ ସେମନ୍କେ ଜାନି, ଆରି ସେମନ୍ ମର୍ ପଚେ ପଚେ ଆଇବାଇ ।
ବବିସତ୍ବକ୍ତାମନ୍ ଦରମ୍ ସାସ୍ତରେ ଲେକିଆଚତ୍, ପର୍ମେସର୍ଟାନେଅନିସେ ସବୁଲକ୍ ସିକ୍ବାଇ । କେ ମିସା ବାବାର୍ କାତା ସୁନି ତାର୍ ସିକିଆ ପାଇସି, ସେ ମର୍ଲଗେ ଆଇସି ।
ଜେତ୍କି ଲକ୍ ପର୍ମେସରର୍ ଅଇଲାଇ ଆଚତ୍, ସେମନ୍ ପର୍ମେସରର୍ କାତା ସୁନ୍ବାଇ । ଆରି ତମେ ପର୍ମେସରର୍ତେଇଅନି ଆଇଲା ଲକ୍ ନୁଆସ୍ । ସେଟାର୍ପାଇଁ ତମେ ମର୍ ବାକିଅ ସୁନାସ୍ ନାଇ ।"
"ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ । ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।
ଜିବନ୍ ବାକିଅ
କାଇଟା ତିଆର୍ ନ ଅଇରଇଲା ପୁର୍ବେ ବାକିଅ ରଇଲା । ସେ ବାକିଅ ପର୍ମେସରର୍ ସଙ୍ଗ୍ ରଇଲା । ସେ ଆରି ପର୍ମେସର୍ ଗଟେକ୍ ରଇଲାଇ ।
ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
Deus fala pela Palavra
Toda Escritura é inspirada por Deus. A Bíblia é a voz confiável de Deus registrada para nos guiar em toda verdade.
ସବୁ ସାସ୍ତର୍ ପର୍ମେସରର୍ ଟାନେଅନି ଆଇଲା ଆଚେ, ଆରି ସେଟା ଲକ୍ମନ୍କେ ସିକାଇବାକେ, ବୁଲ୍ ଅଇଲାଟା ଟିକ୍ କର୍ବାକେ, ଟିକ୍ ବିସଇ କର୍ବାକେ, ଆରି ଲକ୍ମନ୍କେ ସିକାଇବାକେ ଆମ୍କେ ସାଇଜ କର୍ସି । ଜେନ୍ତାରି କି, ପର୍ମେସର୍କେ ସେବା କର୍ବା ଗଟେକ୍ ଲକ୍ ପୁରାପୁରୁନ୍ ତିଆର୍ ଅଇ, ସବୁ ଦରମ୍ କାମ୍ କର୍ବାକେ ବପୁ ପାଇସି ।
ବବିସତ୍ବକ୍ତାମନ୍ କେ ମିସା ନିଜେ ବାବିକରି ସାସ୍ତର୍ଟାନେ ଲେକତ୍ନାଇ । ଏଟା ତମେ ବାଇଦରେ ଜାନ୍ବାର୍ ଆଚେ । କାଇକେବଇଲେ, ସେମନ୍ କେବେମିସା ନିଜର୍ତେଇଅନି କାଇ ବବିସତ୍ କାତା କଅତ୍ ନାଇ । ମାତର୍ ପର୍ମେସର୍ଟାନେଅନି ଆଇଲା କାତା ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ କଇରଇଲାଇ ।
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
ଦୁଇଟା ଗର୍ ବାନ୍ଦୁମନ୍
"ଜେ ମର୍ କାତା ସୁନି, ସେ ଇସାବେ ଚାଲ୍ସି, ସେ ବଡ୍ ରାଙ୍ଗ୍ନି ପାକ୍ନା ଉପ୍ରେ ଗର୍ କର୍ବା ଗିଆନ୍ଲକର୍ ପାରା । ଅପର୍ବଲ୍ ବର୍ସା ମାର୍ଲାକେ ଗାଡ୍ ଉଚ୍ଲି ଗାଲା ଆରି ସେ ଗର୍ ଉପ୍ରେ ବେସି ପବନ୍ ଦାର୍ଲା । ମାତର୍ ସେ ଗର୍ ବସ୍ଲେ ନାଇ । କାଇକେ ବଇଲେ ସେଟା ପାକ୍ନା ଉପ୍ରେ ତିଆର୍ ଅଇରଇଲା ।"
ମାତର୍ ଜିସୁ କଇଲା, "ନାଇ, ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ସେଟା ମାନ୍ବାଇ, ସେମନ୍ ନିକ କରମର୍ ଲକ୍ ।"
Buscar e ouvir
Deus promete: 'Clama a mim, e te responderei.' Quando buscamos sinceramente sua voz, encontramos direção e revelação.
ଆରି, ଉଜାବାଟେ କି ଡେବ୍ରିବାଟେ ବାଉଡ୍ବା ବେଲେ ତମର୍ କାନ୍ ପଚ୍ବାଟେ ଅନି ଏ କାତା ସୁନ୍ସା, ଏଟା ଅଇଲାନି ତମର୍ ବାଟ୍, ଏ ବାଟେ ଆକା ତମେ ଇଣ୍ଡ୍ସା ।