Ouvir
Ouvir é uma disciplina espiritual essencial. A Bíblia exorta: 'Quem tem ouvidos, ouça.' A fé vem pelo ouvir, e ouvir é mais que escutar — é obedecer e agir.
A fé vem pelo ouvir
Sem ouvir a Palavra, não há fé. A pregação do evangelho gera fé nos corações de quem ouve com disposição e humildade.
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
ମାତର୍ ସେମନ୍ ତାକେ ବିସ୍ବାସ୍ ନ କଲେ, କେନ୍ତି ତାର୍ ନାଉଁ ଦାରି ପାର୍ତନା କର୍ବାଇ ? ଆରି ତାର୍ ବିସଇର୍ ସୁବ୍କବର୍ ନ ସୁନିରଇଲେ କେନ୍ତି ବିସ୍ବାସ୍ କର୍ବାଇ ? ଆରି ସେମନ୍କେ କବର୍ ନ ସୁନାଇଲେ, କେନ୍ତି ସୁନ୍ବାଇ ?
ଜିସୁ ଉଦାଅରଣ୍ ସାରାଇକରି କଇଲା, "ଜାକେ ସୁନ୍ଲା ପାରା କାନ୍ ଆଚେ, ସେ ସୁନ ।"
ଜିସାୟ ବବିସତ୍ବକ୍ତା କଇରଇବା ବାକିଅ ପୁରାପୁରୁନ୍ ଅଇଲା ।
ଏ ଲକ୍ମନ୍ ସୁନି ସୁନି ମିସା କାଇଟା ନ ବୁଜତ୍
ଦେକ୍ତେରଇବାଇ, ମାତର୍ ନ ଦେକ୍ଲା ପାରା ।
କାଇକେ ବଇଲେ ସେମନର୍ ବୁଦି ଉନା ।
ସେମନ୍ କାନେ ଚୁଟିଅଇ ଦେଇଆଚତ୍
ଆରି ଆଁକି ଲିମିଦେଇ ଆଚତ୍ ।
ସେନ୍ତାର୍ ନ ଅଇରଇଲେ ସେମନ୍ ଦେକିପାର୍ତାଇ,
ସୁନିପାର୍ତାଇ ଆରି ମର୍ ଲଗେ ବାଉଡି ଆଇତାଇ ।
ସେମନ୍କେ ମୁଇ ନିକ କରିଦେଇତି ।
Ouvir e obedecer
Não basta ouvir — é preciso praticar. Quem ouve a Palavra e a pratica é como o homem sábio que edificou sobre a rocha.
ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
ଏ ମର୍ ଆଲାଦର୍ ବାଇବଇନିମନ୍, ମନେ ରକିରୁଆ । ତମେ ଆଗ୍ତୁ ନିକକରି ସୁନା । ମାତର୍ ବାବିଚିନ୍ତିକରି କାତା କୁଆ । ଦାପ୍ରେ ରିସା ଉଆନାଇ ।
ଏ ମର୍ ଆଲାଦର୍ ବାଇବଇନିମନ୍, ମନେ ରକିରୁଆ । ତମେ ଆଗ୍ତୁ ନିକକରି ସୁନା । ମାତର୍ ବାବିଚିନ୍ତିକରି କାତା କୁଆ । ଦାପ୍ରେ ରିସା ଉଆନାଇ । କାଇକେବଇଲେ ମୁନୁସର୍ ରିସାର୍ ଲାଗି ପର୍ମେସର୍ ସୁକଲ୍ସଙ୍ଗ୍ ଜଜ୍ନା କଲାଟା ନସିଜାଇସି ।
"ଜେ ମର୍ କାତା ସୁନି, ସେ ଇସାବେ ଚାଲ୍ସି, ସେ ବଡ୍ ରାଙ୍ଗ୍ନି ପାକ୍ନା ଉପ୍ରେ ଗର୍ କର୍ବା ଗିଆନ୍ଲକର୍ ପାରା ।
"ଜେ ମର୍ କାତା ସୁନି, ସେ ଇସାବେ ଚାଲ୍ସି, ସେ ବଡ୍ ରାଙ୍ଗ୍ନି ପାକ୍ନା ଉପ୍ରେ ଗର୍ କର୍ବା ଗିଆନ୍ଲକର୍ ପାରା । ଅପର୍ବଲ୍ ବର୍ସା ମାର୍ଲାକେ ଗାଡ୍ ଉଚ୍ଲି ଗାଲା ଆରି ସେ ଗର୍ ଉପ୍ରେ ବେସି ପବନ୍ ଦାର୍ଲା । ମାତର୍ ସେ ଗର୍ ବସ୍ଲେ ନାଇ । କାଇକେ ବଇଲେ ସେଟା ପାକ୍ନା ଉପ୍ରେ ତିଆର୍ ଅଇରଇଲା ।"
"ମାତର୍ ଜନ୍ ଲକ୍ମନ୍ ମର୍ କାତା ସୁନିକରି ମିସା ସେ ଇସାବେ ଚଲାଚଲ୍ତି ନ କରତ୍, ସେମନ୍ ବାଲି ଗାଦି ଉପ୍ରେ ଗର୍ ତିଆର୍ କରି ରଇବା ବକୁଆ ଲକ୍ ପାରା । ଅପର୍ବଲ୍ ବର୍ସା ଅଇଲାକେ ଗାଡ୍ ପୁରି ଉଚଲ୍ଲା, ଜବର୍ ବାଉଦୁକା ଆଇଲା ଆରି ଗର୍ କୁରୁପ୍ନାସ୍ ଅଇଗାଲା । ସେ କୁରୁପ୍ନାସ୍ ଅଇଲାଟା କେଡେ ଇନସ୍ତା ରଇଲା ! "
ମାତର୍ ଜିସୁ କଇଲା, "ସାସ୍ତରେ ଲେକାଆଚେ ମୁନୁସ୍ ଅବ୍କା ରୁଟି କାଇକରି ନ ବଁଚେ, ମାତର୍ ପର୍ମେସରର୍ ଟଣ୍ଡେ ଅନି ବାରଇବା ସବୁ ବାକିଅ ଟାନେ ବଁଚ୍ସି ।"
ମାତର୍ ଜିସୁ କଇଲା, "ନାଇ, ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ସେଟା ମାନ୍ବାଇ, ସେମନ୍ ନିକ କରମର୍ ଲକ୍ ।"
ମାତର୍ ଜିସୁ କଇଲା, "ନାଇ, ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ସେଟା ମାନ୍ବାଇ, ସେମନ୍ ନିକ କରମର୍ ଲକ୍ ।"
ତମ୍କେ ମୁଇ ଜେତ୍କି ସବୁ ବିସଇ ସିକାଇରଇଲି, ଆରି ତମେ ମାନିରଇଲାସ୍ ସେଟା ସବୁ କର୍ତେରୁଆ । ମୁଇ ଜେତ୍କି ବିସଇ କଇତେରଇଲି, ସେଟା ସୁନ୍ତେରଇଲାସ୍ ଆରି ଜେତ୍କି ବିସଇ କର୍ତେରଇଲି, ସେଟା ଦେକିରଇଲାସ୍, ସେଟା ସବୁ କର୍ତେରୁଆ । ପର୍ମେସର୍ ତମର୍ସଙ୍ଗ୍ ରଇ ତମ୍କେ ସାନ୍ତି ଦେଇସି ।
Deus ouve nossas orações
O Senhor ouve os que clamam a Ele de coração sincero. Ele inclina os ouvidos para as nossas súplicas e responde com fidelidade.
ପର୍ମେସର୍କେ ପାର୍ତନା କର୍ବାବେଲେ ଆମେ ଡରିକରି ରଉନାଇ । କାଇକେବଇଲେ ତାର୍ ମନ୍ କଲା ଇସାବେ ଆମେ କାଇଟା ମାଙ୍ଗ୍ଲେ ମିସା ସେ ଆମ୍କେ ଦେଇସି ।
ଜେଡେବେଲେ ଆମେ ତାକେ ମାଙ୍ଗ୍ଲେ, ସେ ଆମର୍ କାତା ସୁନ୍ସି । ଆମେ ତାକେ ପାର୍ତନାଇ ଜାଇଟା ମାଙ୍ଗ୍ଲେ ସେଟା ଆମ୍କେ ଦେଇସି ।
ଦେକା, ସବୁବେଲର୍ ମାପ୍ରୁର୍ ଆତ୍ ଚଟ୍ ନାଇଁ ଜେ, ସେ ମୁକ୍ତି କରି ନାପାରେ, କି ତାର୍ କାନ୍ ବଇରା ନାଇଁ ଜେ, ସେ ସୁନି ନାପାରେ ।
Ouvir a voz de Deus
Jesus disse: 'As minhas ovelhas ouvem a minha voz.' Deus fala através da Palavra, do Espírito e das circunstâncias — cabe a nós ouvir.
ମର୍ ସବୁ ମେଣ୍ଡାମନ୍ ମୁଇ ଡାକ୍ବାଟା ସୁନ୍ବାଇ, ମୁଇ ସେମନ୍କେ ଜାନି, ଆରି ସେମନ୍ ମର୍ ପଚେ ପଚେ ଆଇବାଇ ।
"ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ । ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।
ଦେକା, ମୁଇ କାପାଟେ ଟିଆଅଇ ମାର୍ଲିନି । ଜେ ଜଦି ମର୍ ମାର୍ବା ସବଦ୍ ସୁନି କାପାଟ୍ ଉଗାଡ୍ଲେ ମୁଇ ବିତ୍ରେ ପୁର୍ବି ଆରି ସେମନର୍ ସଙ୍ଗ୍ କାଇବି ।
ଦେକା, ମୁଇ କାପାଟେ ଟିଆଅଇ ମାର୍ଲିନି । ଜେ ଜଦି ମର୍ ମାର୍ବା ସବଦ୍ ସୁନି କାପାଟ୍ ଉଗାଡ୍ଲେ ମୁଇ ବିତ୍ରେ ପୁର୍ବି ଆରି ସେମନର୍ ସଙ୍ଗ୍ କାଇବି ।
ପର୍ମେସର୍ କାଇକେ ତାର୍ ଆତ୍ମା ଦେଇ ତମର୍ ବିତ୍ରେ କାବାଅଇଜିବା କାମ୍ମନ୍ କଲା ? ତମେ ମସାର୍ ନିୟମ୍ ମାନ୍ଲାର୍ ପାଇ କି ଜନ୍ ସୁବ୍କବର୍ ତମ୍କେ ଜାନାଇରଇଲାଇ ସେଟା ବିସ୍ବାସ୍ କଲାକେ ?
Sabedoria no ouvir
Seja pronto para ouvir e tardio para falar. A sabedoria começa com a disposição de ouvir instrução e aceitar correção.
ଜେ ସୁନ୍ବା ଆଗ୍ତୁ ଉତର୍ ଦେଇସି, ସେଟା ତାର୍ ଲଗେ ଅଗିଆନ୍ ଆରି ଲାଜର୍ କାତା ।
ଜନ୍ ଲକ୍ ପର୍ମେସରର୍ ବାକିଅକେ ମନ୍ଦିଆନ୍ ଦେଇସି, ସେ ଆସିର୍ବାଦ୍ ପାଇସି, ଆରି ସବୁବେଲର୍ ମାପ୍ରୁର୍ ଲଗେ ଜେ ଆସା କର୍ସି, ସେ କରମର୍ ଲକ୍ ।
ଏ ମର୍ ପିଲା, ତୁଇ ତର୍ ବାବା କଇଲା କାତାକେ ପାଲନ୍ କର୍, ଆରି, ତର୍ ଆୟାର୍ ସିକିଆକେ ପାସ୍ରି ଦେସ୍ନାଇଁ ।
ନିମାନ୍ ସିକିଆ ଜେ ମାନ୍ସି, ସେ ତାର୍ ଜିବନର୍ ନିମାନ୍ ବାଟେ ଇଣ୍ଡ୍ସି; ମାତର୍ ଜେ ସିକିଆକେ ଦଦାପେଲା କର୍ସି, ସେ କାରାପ୍ ବାଟେ ଜାଇସି ।
ଜନ୍ ଲକ୍ ନିଅମ୍ କାତା ସୁନ୍ବାକେ ମନ୍ ନ କରେ, ସେ ପାର୍ତନା କର୍ବାକେ ଗିନ୍ ଗର୍ସି ।
କାରାପ୍ ଲକ୍ମନର୍ ଗିତ୍ ସୁନ୍ବା ବାଟା ଗିଆନି ମନର୍ ଉଡା ସୁନ୍ବାଟା ବଲ୍ ।
ସବୁଜାକ ବିସୟ୍ କାମ୍ଦାମ୍ କରି ତାକି ଆଚତ୍; ମାତର୍ ଲକ୍ମନ୍ ସେଟାକେ ବାବିନାପାରେ; ଆଁକି ଦେକ୍ବାଟାକେ କେବେ ସାନ୍ତି ନ ଅଏ, କି କାନ୍ମିସା ସୁନ୍ବାଟାକେ କେବେ ନ ସୁନିବଲିକରି ନ କଏ।
ପାଉଲ୍ ଆରି ସିଲା ମଜା ରାତି ବେଲାଇ ପର୍ମେସର୍କେ ପାର୍ତନା କରି ଗିତ୍ ଗାଇତେ ରଇଲାଇ । ବନ୍ଦି ଗରେ ରଇବା ବିନ୍ଲକ୍ମନ୍ ସେଟା ସବୁ ସୁନ୍ତେ ରଇଲାଇ ।
ତେବର୍ପାଇ, ତମେମନ୍ ଜନ୍ ଜନ୍ଟା ଆନ୍ଦାରେ କଇଆଚାସ୍, ସେ ସବୁଜାକ ଉଜ୍ଲେ ସୁନ୍ବାଇ, ଆରି ଜନ୍ ଜନ୍ଟା ବିତର୍ଗରେ, କେ ନ ସୁନ୍ତେ କଇଆଚାସ୍, ସେଟା ଗରର୍ ଚାନିଉପ୍ରେ ଅନି ସୁନାଇଅଇସି ।"
"ଜଦି ତମର୍ ବାଇ ତମର୍ ବିରୁଦେ ପାପ୍ କର୍ସି, ତାର୍ ଲଗେ ଜାଇ ତାର୍ ପାପ୍ ତାକେ ଦେକାଇ ଦିଆସ୍ । ମାତର୍ ତମେ ଦୁଇ ଲକ୍ ରଇଲା ବେଲେ ଏଟା ଲୁଚ୍ତେ କରା । ଜଦି ସେ ତମର୍ କାତା ସୁନ୍ସି, ତମର୍ ବାଇକେ ତମେ ଆରି ତରେକ୍ ପାଇସା ।
"ଜଦି ତମର୍ ବାଇ ତମର୍ ବିରୁଦେ ପାପ୍ କର୍ସି, ତାର୍ ଲଗେ ଜାଇ ତାର୍ ପାପ୍ ତାକେ ଦେକାଇ ଦିଆସ୍ । ମାତର୍ ତମେ ଦୁଇ ଲକ୍ ରଇଲା ବେଲେ ଏଟା ଲୁଚ୍ତେ କରା । ଜଦି ସେ ତମର୍ କାତା ସୁନ୍ସି, ତମର୍ ବାଇକେ ତମେ ଆରି ତରେକ୍ ପାଇସା । ଆରି ଜଦି ସେ ନ ସୁନ୍ଲେ, ଗଟେକ୍ ଲକ୍କେ ନଇଲେ ଦୁଇ ଲକ୍କେ ଡାକି ନେଇ ତାର୍ ଲଗେ ଜାଆ । ଆମର୍ ସାସ୍ତର୍ ନିୟମ୍ ଇସାବେ, ଦୁଇଟା ନଇଲେ ତିନ୍ଟା ସାକିର୍ ମୁଆଟେ ତମର୍ ଦାବି ସତ୍ ବଲି ଜାନା ପଡ୍ସି । ଏଲେ ମିସା ଜଦି ସେ ତମର୍ କାତା ନ ସୁନେ, ମଣ୍ଡଲିତେଇ ଜାନାଇ ଦିଆସ୍ । ସାରାସାରି ଜଦି ମଣ୍ଡଲିର୍ କାତା ମିସା ନ ସୁନେ ବଇଲେ, ତାକେ ଗଟେକ୍ ସିସ୍ତୁମାଙ୍ଗୁ, ବିସ୍ବାସ୍ ନ କର୍ବା ଲକ୍ ବଲି ବାବିକରି, ତାର୍ ସଙ୍ଗ୍ ମିଲାମିସା କର୍ବାଟା ଚାଡି ଦିଆସ୍ ।
କାଇକେବଇଲେ ସବୁବେଲର୍ ମାପ୍ରୁ ଇସ୍ରାଏଲର୍ ଲକ୍କେ କେନ୍ତି ମିସର୍ ଦେସେ ଅନି ଉଦାର୍ କରି ଆନ୍ଲା ଆଚେ, ସେଟା ମସାର୍ ସାତ୍ରା ଜିତ୍ର ଜାନି ବେସି ସାର୍ଦା ଅଇଲା, ।