A paixão de Cristo
A paixão de Cristo é o ato de amor supremo da história. Jesus sofreu voluntariamente a cruz, carregando os pecados da humanidade para nos dar vida eterna.
O caminho da cruz
Jesus sabia o que o aguardava. Mesmo em agonia, submeteu-se à vontade do Pai e caminhou resolutamente para o Calvário.
ଜିସୁ ନିଜର୍ ଦୁକ୍ ଡଣ୍ଡ୍ ବିସଇ ଜାନାଇଲା
ସେବେଲେଅନି ଜିସୁ ସିସ୍ମନ୍କେ ବୁଜ୍ଲାପାରା କଇବାର୍ ଦାର୍ଲା, "ମୁଇ ଜିରୁସାଲାମ୍ ଜାଇ ଦରମ୍ଗୁରୁମନ୍, ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନର୍ଟାନେ ବେସି କସ୍ଟ ପାଇବି । ସାରାସାରି ମକେ ମରାଇବାଇ, ମାତର୍ ତିନ୍ ଦିନ୍ ଗାଲାପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।"
ସେମନ୍କେ କଇଲା, "ଦୁକ୍ ଅଇ ମର୍ ଜିବନ୍ ଚିଡିଗାଲା ପାରା ଲାଗ୍ଲାନି । ଇତି ତମେ ମକେ ଜାଗିରୁଆ ।"
ନର୍ଲକ୍ ପାରା ଅଇ ଆଇଲାପଚେ, ସେ ପର୍ମେସରର୍ ଆଦେସ୍ ମାନିକରି, ନିଜ୍କେ ଆରି ଅଦିକ୍ ସାନ୍କଲା । ଲକ୍ମନ୍ ମରାଅତ୍ବଲି ସର୍ପାଇଅଇଲା । ଅବ୍କା ମର୍ବାକେ ନାଇ, ମାତର୍ କୁରୁସ୍ କାଟେ କୁଟିମାରାଇଅଇ ଚଗାଇଅଇବାକେ ମିସା ।
ଇତି ଜନ୍ ଲକ୍ମନ୍କେ ପିଲାମନ୍ ବଲି ଡାକ୍ଲାଇନି, ସେମନ୍ ବନି ମାଉଁସ୍ ରଇବା ଗାଗଡ୍ ସଙ୍ଗର୍ ଲକ୍ମନ୍ । ଜିସୁ ମିସା ସେମନର୍ ପାରା ଗଟେକ୍ ଗାଗଡ୍ ନେଲା ଆରି ତାକର୍ ଗୁନ୍ଚଲନ୍ତେଇ ମିସ୍ଲା । ତାର୍ ମରନର୍ ଲାଗି ସେ ମରନର୍ ଉପ୍ରେ ବପୁ ରଇବା ସଇତାନ୍କେ ପୁରାପୁରୁନ୍ ବାବେ ଆରାଇଲା । ଜନ୍ ଲକ୍ମନ୍ ମରନ୍କେ ଡରିକରି ରଇଲାଇ, ସେଟାର୍ ପାଇ ସେମନ୍ ଜନମେ ଅନି ଗତିଦାଙ୍ଗ୍ଡା ପାରା ଅଇରଇଲାଇ । ସେମନ୍କେ ସେ ମରନର୍ ଡଣ୍ଡେଅନି ମୁକ୍ଲାଇଲା ।
O sacrifício voluntário
Ninguém tirou a vida de Jesus — Ele a deu voluntariamente. Ele veio para servir e dar a sua vida em resgate por muitos.
"ମର୍ ବାବା ମକେ ଆଲାଦ୍ କଲାନି, କାଇକେବଇଲେ ମୁଇ ମର୍ ଜିବନ୍ ଦେବାକେ ମନ୍ କଲିନି । ଆରି ମର୍ ଜିବନ୍ ଦାନ୍ କର୍ବି ବଇଲେ ଆରିତରେକ୍ ସେଟା ପାଇବି । ମର୍ ଜିବନ୍ ବିନ୍ ଲକ୍ ନେଇ ନାପାରତ୍ । ସେଟା ମୁଇ ନିଜେ ମନ୍କରି ଦାନ୍ କର୍ବି କି ଆରିତରେକ୍ ଆନ୍ବାକେ ମିସା ମର୍ ଅଦିକାର୍ ଆଚେ । ମର୍ ବାବା ମକେ ଏ ଅଦିକାର୍ ଦେଇଆଚେ ।"
କାଇକେ ବଇଲେ ପର୍ମେସର୍ଟାନେଅନି ଆସିରଇବା ନର୍ପିଲା ମୁଇ, ବିନ୍ ଲକ୍ମନର୍ଟାନେଅନି ମକେ ସେବା ମିଲ ବଲି ଆସି ନାଇ, ମାତର୍ ସେବା କର୍ବାକେ ଆସି ଆଚି । ଆରି ମୁଇ ଜିବନ୍ ଦେବାର୍ ଲାଗି, ବେସି ଲକ୍ ଦସି ବଲି ଏଜାଇ ନ ଅଇ, ପାପେଅନି ରକିଆ ପାଇବାଇ ।"
ତେଇ ମୁକିଅ ପୁଜାରିମନ୍ ଆରି ବିଚାର୍ କର୍ବା ଜିଉଦି ନେତାମନ୍ ଜିସୁକେ ମର୍ବା ଡଣ୍ଡ୍ ଦେବାକେ ତାର୍ ବିରଦେ ସାକି କଜ୍ତେରଇଲାଇ । ମାତର୍ ସାକି ଦେବାକେ କେ ମିସା ମିଲତ୍ନାଇ ।
ମାତର୍ ଆମେ ପାପି ରଇଲାବେଲେ ଜିସୁ ଆମର୍ ପାଇ ନିଜର୍ ଜିବନ୍ ସର୍ପିଦେଲା । ଇତିଅନି ପରମେସର୍ ଆମ୍କେ କେତେକ୍ ଆଲାଦ୍ କଲାନି, ସେଟା ଜାନାପଡିଆଚେ ।
ସେନ୍ତାରି ଚଲାଚଲ୍ତି କର୍ବାକେ ପର୍ମେସର୍ ତମ୍କେ ଡାକ୍ଲାଆଚେ । କିରିସ୍ଟ ତମର୍ପାଇ ଦୁକ୍କସ୍ଟ ମୁର୍ଚି କରି, ତମେ ଚଲାଚଲ୍ତି କର୍ବାଟା ଦେକାଇଆଚେ । ସେ କେବେ ପାପ୍କରି ନ ରଇଲା ଆରି ତାର୍ ଟଣ୍ଡେଅନି ଗଟେକ୍ ମିସା ମିଚ୍କାତା ନ ବାରଇ ରଇଲା । ଲକ୍ମନ୍ ତାକେ କିଜାଇଲାବେଲେ ସେ ନିନ୍ଦା କାତାକଇ ଟଣ୍ଡ୍ ଲାଗାଏ ନାଇ । ତାକେ ଦୁକ୍ କସ୍ଟ ଦେଲାକେ ସେ ଦମ୍କାଏ ନାଇ । ମାତର୍ କାଇ ଅନିଆଇ ନ କର୍ବା ପର୍ମେସର୍କେ ସବୁ ବିସଇ ଚାଡିଦେଲା । ଆମେ ପାପ୍ କଲାର୍ପାଇ ପାଇବା ଡଣ୍ଡ୍ କୁରୁସ୍କାଟେ ମରିକରି କିରିସ୍ଟ ନିଜେ ବଇନେଲା । ପାପ୍ କର୍ବାଟା ଚାଡିକରି ଦରମ୍ ଚଲାଚଲ୍ତି କର୍ବାକେ ସେ ଏନ୍ତାରି କଲା । ତାର୍ ଗାଗ୍ଡେ ମାରି ରଇବା ଗାଉର୍ ଲାଗି ଆମେ ନିକ ଅଇଆଚୁ ।
ଆମେ ତାକେ ଗିନ୍ ବାବିକରି ଚାଡିଦେଲୁ; ଦୁକ୍ ର୍ଲକ୍ ଆରି ଲକ୍ମନ୍ ଦେକ୍ବାକେ ଇଚାମିସା ନ କଲାପାରା ଲକ୍ ସେ ଅପ୍ମାନ୍ ପାଇଲା, ଆରି ଆମେମନ୍ ତାକେ ନ ମାନ୍ଲୁ ଆରି ଆମେ ତାକେ ମାନୁନାଇଁ । ସତୟ୍ ସେ ଆମର୍ କସ୍ଟକେ ସବୁ ନେଇଗାଲା ଆଚେ ଆରି ଆମର୍ ଦୁକାସବୁ ବଇଆଚେ । ଅଇଲେ ମିସା ଆମେମନ୍ ତାକେ ମାଡ୍ ଅଇଆଚେ ଆରି ପର୍ମେସରର୍ ଲାଗି ମାଡ୍ କାଇ ଆଚେ ଆରି ଦୁକ୍ ପାଇ ଆଚେ ବଲି ବାବ୍ଲୁ । ମାତର୍ ସେ ଆମର୍ ଅଦରମ୍ ପାଇଁ କଣ୍ଡିଆ କାବ୍ରା ଅଇଲା ଆରି ଆମର୍ ପାପ୍ର୍ ପାଇଁ ଚୁନ୍ଚୁନା ଅଇଲା; ଆମ ସାନ୍ତିର୍ ବାଦୁଲେ ସାସ୍ତି ତାର୍ ଉପ୍ରେ ପଡ୍ଲା ଆରି ସେ ମାଡର୍ ଲାଗି ଆମେ ନିମାନ୍ ଅଇଲୁ ।