Paixão
A Bíblia nos chama a dominar as paixões e desejos da carne. O cristão é chamado a viver pelo Espírito, crucificando as obras da carne e buscando a santidade em tudo.
Crucificar a carne
Os que são de Cristo crucificaram a carne com suas paixões e concupiscências. O domínio próprio é fruto do Espírito Santo.
ଜନ୍ ଲକ୍ମନ୍ କିରିସ୍ଟ ଜିସୁର୍, ସେମନ୍ ତାକର୍ ଗାଗଡ୍କେ ତାର୍ ମନ୍ କର୍ବାଟା ଆରି ଆସା କର୍ବାଟା ସଙ୍ଗ୍ କୁର୍ସତେଇ ମରାଇ ଆଚତ୍ ।
ତମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ପାପ୍ କାମ୍ କର୍ତେରଇଲାସ୍, ସେଟାମନ୍ ଆରି କରାନାଇ । ଜେନ୍ତାରି କି ବେସିଆ କାମ୍, ସୁକଲ୍ ନ ରଇବା ଚଲାଚଲ୍ତି, ଗାଗଡର୍ ଲାଲ୍ସାଅଇବାଟା, କାରାପ୍ ବିସଇ ମନ୍ କର୍ବାଟା, ଆରି ଲବ୍ ଅଇବାଟା, ଏ ସବୁ ବିସଇ ପୁତ୍ଲାମନ୍କେ ଜୁଆର୍ କର୍ବାଟା ସଙ୍ଗ୍ ସମାନ୍ ।
ଏ ମର୍ ମଇତର୍ମନ୍, ତମେ ଏ ଜଗତେ ବିଦେସି ପାରା ଆଚାସ୍ ଆରି ଚନେକର୍ ପାଇସେ ଇତି ରଇଲାସ୍ନି । ତମର୍ ଗାଗ୍ଡେ ରଇବା ପାପର୍ ଗୁନ୍ଚଲନେ ଅନି ଆଇବା ସବୁ ରକାମ୍ କାରାପ୍ ମନ୍କର୍ବା ଟାନେଅନି ଦୁରିକେ ରୁଆ ।
ସବୁଲକ୍ ସୁକଲ୍ ଆରି ଆଲାଦ୍ସଙ୍ଗ୍ ନିଜର୍ ନିଜର୍ ମାଇଜିମନର୍ ସଙ୍ଗ୍ ରଇବାକେ ସିକା । ଆରି, ଜେନ୍ତିକି ବିସ୍ବାସ୍ ନ କଲା ଲକ୍ମନର୍ପାରା ପର୍ମେସରର୍ ବାକିଅ ନ ମାନିକରି ଆସାର୍ କାମ୍ କରାନାଇ ।
Tudo para a glória de Deus
Quer comamos, quer bebamos, tudo deve ser feito para a glória de Deus. Devemos fugir das paixões que guerreiam contra a alma.
ତେବର୍ପାଇ ବାତ୍ କା, କି ପାନି କା, କି ଜାଇଟା ମିସା କରା, ପର୍ମେସର୍ ଡାକ୍ପୁଟା ପାଇବାକେ ସବୁ କରା ।
ମାତର୍ ତମେ ଜଦି ମନର୍ ଲାଲ୍ସା ମୁର୍ଚିକରି ରଇ ନାପାର୍ଲାସ୍ନି ବଇଲେ, ବିବା ଅଇବାଟା ନିକ । କାଇକେବଇଲେ ଲାଲ୍ସାଇ ପଡିଜିବା ବାଦୁଲେ ବିବା ଅଇବାଟା ନିକ ।
ସେମନ୍ ଲାଜ୍ଅଇଜିବା ପାପ୍କାମେ ବୁଡି ରଇଲାର୍ ପାଇ ପରମେସର୍ ସେମନ୍କେ ଚାଡି ଦେଲାଆଚେ । ତାକର୍ ମାଇଜିମନ୍ ନିଜର୍ ମୁନୁସ୍ମନର୍ ସଙ୍ଗ୍ ସୁଆବସା ନ ଅଇ, କାରାପ୍ ଇସାବେ ବିନ୍ ମୁନୁସ୍ମନର୍ ସଙ୍ଗ୍ ସୁଆବସା କଲାଇନି । ସେନ୍ତାରିସେ ମୁନୁସ୍ମନ୍ ମିସା ଆଲାଦେ ମାଇଜି ସଙ୍ଗ୍ ସୁଆବସା ନ କରି ନିଜର୍ ନିଜର୍ ବିତ୍ରେ କାରାପ୍ ଅଇ ମିସାବିଡା ଅଇବା ଚିନ୍ତାଇ ଜଲି ଗାଲାଇନି । ମୁନୁସ୍ମନ୍ ତାକର୍ ତାକର୍ ବିତ୍ରେ ଲାଜ୍ ଅଇବା ଚଲାଚଲ୍ତି କଲାଇନି ଆରି ସେଟାର୍ ପାଇ ଡଣ୍ଡ୍ ପାଇବାକେ ତିଆର୍ ଅଇଲାଇନି ।
ଗଟେକ୍ ବେଲା ଆଇସି, ଜେଡେବେଲେ ସତ୍ ସିକିଆ ସୁନ୍ବାକେ ଲକ୍ମନ୍ ମନ୍ ନ କରତ୍ । ତାର୍ ବାଦୁଲେ ସେମନ୍ ଜନ୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେଟା କର୍ତେରଇବାଇ । ବିନ୍ ବିନ୍ଟା ସିକାଉମନ୍କେ ଡାକିକରି, ତାକର୍ ଟାନେ ଜନ୍ ସାର୍ଦାର୍ ବିସଇ ସୁନ୍ବାକେ ମନ୍ କର୍ବାଇ, ସେନ୍ତାରି ଲକ୍ମନ୍କେ ଡାକିଆନ୍ବାଇ । ସତ୍ ବିସଇ ଦିଆନ୍ ନ ଦେଇକରି କାତାନିମନ୍ ସୁନ୍ବାକେ ମନ୍ କର୍ବାଇ ।
ତମେ ମାଙ୍ଗ୍ତେରଇସା, ମାତର୍ ସେ ତମ୍କେ ଦେଏ ନାଇ । କାଇକେବଇଲେ ସେଟା କାରାପ୍ କର୍ବାକେ ମାଙ୍ଗ୍ଲାସ୍ନି । ସୁକେ ରଇକରି ସାଇସାର୍ଦା ସଙ୍ଗ୍ ରଇବୁ ବଲି ମାଙ୍ଗ୍ଲାସ୍ନି ।