Palavras de conforto
Deus é o Deus de todo conforto. Ele consola os que choram, restaura os quebrantados e promete que a dor presente dará lugar à alegria eterna.
O Deus de toda consolação
Bendito seja o Deus e Pai de nosso Senhor Jesus Cristo, Pai das misericórdias e Deus de toda consolação, que nos consola em todas as tribulações.
ପର୍ମେସର୍କେ ପାଉଲର୍ ଦନିଅବାଦ୍
ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । ସେ ଆମର୍ ଦୟାକାରିଆ ବାବା ଆରି ଜାର୍ ଟାନେଅନି କି ଆମ୍କେ ସବୁ ବିସଇର୍ ସାଇଜ ଆଇସି । ସେ ଆମ୍କେ ସବୁ ଦୁକ୍ କସ୍ଟ ଆଇଲେ ସାଇଜ କର୍ସି । ସେନ୍ତାରିସେ ବିନ୍ ବିନ୍ ରକାମର୍ କସ୍ଟ ପାଇତେରଇବା ଲକ୍ମନ୍କେ ଆମେ ଜେନ୍ତି ଦୁକ୍ ସାରାଇବୁ । ପର୍ମେସର୍ ଟାନେଅନି ଜନ୍ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍ ଲାଗି, ଆମେ ମିସା ବିନ୍ ଲକ୍କେ ସାଇଜ କର୍ବୁ ।
ପର୍ମେସର୍କେ ପାଉଲର୍ ଦନିଅବାଦ୍
ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । ସେ ଆମର୍ ଦୟାକାରିଆ ବାବା ଆରି ଜାର୍ ଟାନେଅନି କି ଆମ୍କେ ସବୁ ବିସଇର୍ ସାଇଜ ଆଇସି । ସେ ଆମ୍କେ ସବୁ ଦୁକ୍ କସ୍ଟ ଆଇଲେ ସାଇଜ କର୍ସି । ସେନ୍ତାରିସେ ବିନ୍ ବିନ୍ ରକାମର୍ କସ୍ଟ ପାଇତେରଇବା ଲକ୍ମନ୍କେ ଆମେ ଜେନ୍ତି ଦୁକ୍ ସାରାଇବୁ । ପର୍ମେସର୍ ଟାନେଅନି ଜନ୍ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍ ଲାଗି, ଆମେ ମିସା ବିନ୍ ଲକ୍କେ ସାଇଜ କର୍ବୁ । କାଇକେବଇଲେ ଜେନ୍ତିକି କିରିସ୍ଟର୍ତେଇ ମିସ୍ଲାର୍ପାଇ ଆମର୍ ଦୁକ୍, କସ୍ଟ ଅଦିକ୍ ଅଦିକ୍ ଅଇଆଚେ, ସେନ୍ତାରିସେ କିରିସ୍ଟର୍ ଲାଗି ଆମର୍ ଦୁକ୍ ସାରାଇବାଟା ମିସା ଅଦିକ୍ ଅଦିକ୍ ଅଇଲାନି । ମାତର୍ ଆମ୍କେ ଦୁକ୍ କସ୍ଟ ଅଇଲେ, ସେଟା ତମର୍ ଦୁକ୍ ସାରାଇବାକେ ଆରି ନ ସାର୍ବା ଜିବନ୍ ପାଇବାକେ । ସେନ୍ତାରିସେ ଜେଡେବେଲେ ଆମେ ପର୍ମେସରର୍ ଟାନେଅନି ସାଇଜ ମିଲାଇବୁ, ସେଟା ତମର୍ପାଇ ମିସା ସାଇଜ ମିଲ୍ଲା ପାରା । ଏନ୍ତାରି ସେ ତମର୍ ବିସ୍ବାସ୍ କର୍ବାଟା ଡାଟ୍ କୁରାଇସି, ଜେନ୍ତିକି ଆମେ ଦୁକ୍କସ୍ଟ ଆଇଲେ ମିସା ମୁର୍ଚି କରି ଆଚୁ, ସେନ୍ତାରି ଦୁକ୍ କସ୍ଟ ଆଇଲେ ତମେ ମିସା ମୁର୍ଚି କରି ରଇପାରାସ୍ । ଏଟାର୍ଲାଗି ତମର୍ଟାନେ ଆସା କର୍ବାଟା ଡାଁଟ୍ ଅଇଲାଆଚେ । କାଇକେବଇଲେ, ଆମେ ଜାନିଆଚୁ, ଆମ୍କେ ଦୁକ୍ କସ୍ଟ ଆଇଲେ ମିସା ମୁର୍ଚିକରି ଆଚୁ, ତମେ ମିସା ସେନ୍ତାରି ମୁର୍ଚିକରି ଆଚାସ୍ । ଜେନ୍ତାରି କି ପର୍ମେସର୍ ଟାନେଅନି ଆମେ ସାଇଜ ମିଲାଇଆଚୁ । ସେନ୍ତାରିସେ ତମେ ମିସା ସାଇଜ ମିଲାଇଆଚାସ୍ ।
କାଇକେବଇଲେ ଜେନ୍ତିକି କିରିସ୍ଟର୍ତେଇ ମିସ୍ଲାର୍ପାଇ ଆମର୍ ଦୁକ୍, କସ୍ଟ ଅଦିକ୍ ଅଦିକ୍ ଅଇଆଚେ, ସେନ୍ତାରିସେ କିରିସ୍ଟର୍ ଲାଗି ଆମର୍ ଦୁକ୍ ସାରାଇବାଟା ମିସା ଅଦିକ୍ ଅଦିକ୍ ଅଇଲାନି ।
Promessas de restauração
Deus sarará o quebrantado de coração e atará as suas feridas. Quem semeia em lágrimas, colherá com júbilo.
Paz e descanso
Jesus disse: 'Vinde a mim, todos os cansados e sobrecarregados, e eu vos aliviarei.' A paz de Deus que excede todo entendimento guarda o coração.
"ବେସି ବଜ୍ ବଇକରି ତାକ୍ଲା ଲକ୍ମନ୍, ମର୍ ଲଗେ ଆସା । ମୁଇ ତମ୍କେ ପୁଣ୍ଡାଇବି ।
"ବେସି ବଜ୍ ବଇକରି ତାକ୍ଲା ଲକ୍ମନ୍, ମର୍ ଲଗେ ଆସା । ମୁଇ ତମ୍କେ ପୁଣ୍ଡାଇବି । ମର୍ ଜୁଆଡି ବଇ ମର୍ଟାନେଅନି ସିକା । କାଇକେବଇଲେ ମୁଇ ନିଜେ ସୁଆଲ୍ ଆରି ମର୍ ମନ୍ କୁଉଁଲ୍ ଅଇଲାର୍ ଲାଗି ତମେ ମର୍ଲଗେ ପୁଣ୍ଡ୍ସା ।
ଦୁକେ ରଇବା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ପର୍ମେସର୍ ସେମନର୍ ଦୁକ୍ ସାରାଇସି ।
"ମୁଇ ତମ୍କେ ସାନ୍ତି ଦେଇକରି ଗାଲିନି । ମର୍ ନିଜର୍ ସାନ୍ତି ତମ୍କେ ଦାନ୍ ଦେଇକରି ଗାଲିନି । ଏଟା ଦୁନିଆ ଦାନ୍ ଦେଲାପାରା ସାନ୍ତି ନଏଁ । ସେଟାର୍ ପାଇ ଚିନ୍ତା କରା ନାଇ କି କିଲ୍ବିଲ୍ ଅଇ ଡରା ନାଇ ।
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇଁ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।"
ସେନ୍ତାରିସେ ତମ୍କେ ମିସା ଅଇସି । ଏବେ ତମେ ଦୁକ୍ଅଇ ଆଚାସ୍, ମାତର୍ ଆରି ତରେକ୍ ମୁଇ ତମ୍କେ ଦେକାଇଅଇବି, ତାର୍ ପଚେ ତମେ ବେସି ସାର୍ଦା ଅଇସା । ଆରି କେମିସା ତମର୍ ସାର୍ଦା ତମର୍ଟାନେଅନି ଚାଡାଇ ନେଇ ନାପାରତ୍ ।
କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ ।
ଏନ୍ତାରି କଲେ, ପର୍ମେସର୍ ତମ୍କେ ସାନ୍ତି ଦେଇସି । ଏ ସାନ୍ତି ଲକ୍ମନ୍ ବୁଜ୍ବା ସାନ୍ତିର୍ପାରା ନାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସ୍ଲାର୍ପାଇ ଜଦି ଏ ସାନ୍ତି ତମେ ପାଇଲେ, ତମର୍ ଜିବନେ କସ୍ଟ ଆଇଲେ ମିସା ନ ଡରିକରି, ଚିନ୍ତାକରି ଦାନ୍ଦା ନ ଅଇବାକେ ସାଇଜ କର୍ସି ।
Esperança eterna
Deus enxugará toda lágrima. A dor presente é momentânea, mas a glória futura é eterna. O Senhor transforma luto em dança.
ବସ୍ବା ଜାଗାଇଅନି ଗଟେକ୍ ବଡ୍ ସବଦ୍ କାତାଅଇବାଟା ମୁଇ ସୁନ୍ଲି "ସାରାସାରି ବେଲେ ପର୍ମେସର୍ ମୁନୁସ୍ଜାତି ସଙ୍ଗ୍ ବାସା ଅଇବାକେ ଆଇଲାଆଚେ । ସେ ତାକର୍ ସଙ୍ଗ୍ ବାସା ଅଇସି । ଆରି ସେମନ୍ ତାର୍ ଲକ୍ ଅଇବାଇ । ପର୍ମେସର୍ ନିଜେ ତାକର୍ ସଙ୍ଗ୍ ରଇସି । ଆରି ସେ ତାକର୍ ପର୍ମେସର୍ ଅଇସି ।" ସେ ତାକର୍ ଆଁସୁ ପୁଚିଦେଇସି । କେ ଆରି ନ ମରତ୍ । କାନ୍ଦାବୁବା, ଦୁକାସୁକା ନ ରଏ । ପୁର୍ନା ବିସଇ ଆରି ନ ଡିସେ ।
ତାର୍ପଚେ ଜେ ବସ୍ବା ଜାଗାଇ ବସିରଇଲା, ସେ କଇଲା "ମୁଇ ଏବେ ସବୁ ବିସଇ ନୁଆ କଲିନି ।" ସେ ମକେ ଆରି କଇଲା "ଏଟା ଲେକିକରି ସଙ୍ଗ । କାଇକେବଇଲେ ଏ ବାକିଅ ସବୁ ସତ୍ । ଆରି ବିସ୍ବାସ୍ କରିଅଇସି ।"
ପରମେସର୍ ଜେକି ସବୁ ଆସାର୍ ମୁଲ୍ଡେଲି । ତମର୍ ବିସ୍ବାସର୍ ଲାଗି ସେ ତମ୍କେ ସବୁ ସାନ୍ତି ସାର୍ଦା ଦେଅ । ସୁକଲ୍ ଆତ୍ମାର୍ ବପୁ ସଙ୍ଗ୍ ତମର୍ ଆସା ଅଦିକ୍ ଅଇଜାଅ ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କୁରାଇସି, ସେଟା ଜାନି ପାର୍ସା ।
ତମେ ଡରା ନାଇ, କାଇକେ ବଇଲେ ମୁଇଁ ତମର୍ ସଙ୍ଗେ ଆଚି; ମନ୍କେ ଉନା କରା ନାଇ, କାଇକେ ବଇଲେ ମୁଇଁ ତର୍ ପର୍ମେସର୍, ମୁଇଁ ତମ୍କେ ବପୁ କର୍ବି; ଉଁ, ମୁଇଁ ତମ୍କେ ସାଇଜ କର୍ବି; ଉଁ, ମୁଇଁ ମର୍ ନିଜର୍ ଦରମ୍ ଉଜା ଆତେ ତମ୍କେ ଦାରି ଇଣ୍ଡାଇବି ।
ମୁକ୍ତି ପାଇବା ସୁବ୍କବର୍
ସବୁବେଲର୍ ମାପ୍ରୁ ପର୍ମେସରର୍ ଆତ୍ମା ମର୍ ଲଗେ ବାସା ଅଇସି; କାଇକେ ବଇଲେ ଦରମ୍ ଲକ୍ମନର୍ ଲଗେ ସୁବ୍କବରର୍ କାତା ଜାନାଇବାକେ ସବୁବେଲର୍ ମାପ୍ରୁ ମକେ ଅବିସେକ୍ କରି ଆଚେ; ଦୁର୍ବଲ୍ ଅଇ ରଇବା ଲକ୍ମନ୍କେ ସଗତ୍ କର୍ବାକେ, ବନ୍ଦି ଲକ୍ମନର୍ ମୁକ୍ତି ଆରି ଜଇଲେ କାନାଇ ରଇଲା ଲକ୍ମନର୍ ପାଇଁ ବନ୍ଦି ଲଗେ ଅନି ମୁକ୍ଲାଇବା କାତା ଜାନାଇବାକେ; ସବୁବେଲର୍ ମାପ୍ରୁର୍ ଆଇବା ଦିନ୍ ଆରି ଆମର୍ ପର୍ମେସରର୍ ବାଦ୍ଲା ନେବା ଦିନର୍ ବିସଇରେ ଜାନାଇବାକେ; ଦୁକର୍ ଲକ୍ମନ୍କେ ସାନ୍ତନା ଦେବାକେ; ସିଅନର୍ ଦୁକର୍ ଲକର୍ ପାଇଁ ଜଜ୍ନା କର୍ବାକେ, କୁରୁପ୍ନାସ୍ ଅଇବା ବାଦୁଲେ ଉଦାର୍ ପାଇବାକେ , ଦୁକର୍ ବାଦୁଲେ ସୁକ୍ ପାଇବାକେ , ମନ୍ଉନା କରି ରଇବା ଆତ୍ମାର୍ ବାଦୁଲେ ଚଚଁଲ୍ ଅଇକରି ରଇବା ବସ୍ତର୍ ଦେବାକେ ସେ ମକେ ପାଟାଇଲା ଆଚେ; ତାର୍ ପଚେ ସବୁବେଲର୍ ମାପ୍ରୁ ଜେନ୍ତାରି କି ମଇମା ପାଇସି, ସେଟାର୍ ପାଇଁ ସେମନ୍ ପର୍ମେର୍ ବାଡେ ନିଜେ ରପ୍ଲା ଗଚ୍ ପାରା ଉଡ୍ରା ଅଇବାଇ ।
ଜେନ୍ତିକି ଗଟେକ୍ ପିଲାକେ ତାର୍ ଆୟା ଅଅ କରି ବୁଜାଇସି, ଟିକ୍ ସେନ୍ତି କରି ଆମେ ବୁଜାଇବୁ ଆରି ତମେ ଜିରୁସାଲାମ୍ ଟାନେ ସାନ୍ତି ପାଇସା ।
Nunca sozinhos
Deus nunca nos abandona. Ele está ao nosso lado em cada vale, segura nossa mão e promete que o choro não durará para sempre.
ଡାବୁ ଆସା ଅଇକରି ତାର୍ପଚେ ପାଲାଆ ନାଇ । କାଇକେବଇଲେ ପର୍ମେସର୍ କଇଲାଆଚେ, "ମୁଇ ତମ୍କେ କେବେ ନ ପାସ୍ରି କି ନ ଚାଡି ।"
ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
ତେବର୍ପାଇ ପର୍ମେସର୍ ମନ୍ କଲାକେ ତମେ ଜଦି ଦୁକ୍ କସ୍ଟ ମୁର୍ଚିକରି ଆଚାସ୍, ସେନ୍ତାର୍ ଆଲେ ନିକ କାମ୍ କର୍ବାକେ ଲାଗିରୁଆ ଆରି ନିଜେ ତାକେ ସର୍ପିଉଆ । ସେ କାତା ଦେଇରଇଲାଟା ସିଦ୍ କର୍ସିଆକା ।
ସବୁର୍ଟାନେ ଅନି ବପୁ ରଇବା ପର୍ମେସର୍କେ ନିଜେ ସର୍ପିଉଆ । ତାର୍ ସମାନ୍ ବେଲାଇ ସେ ତମ୍କେ ଉଟାଇସି । ତମର୍ ସବୁଜାକ ଚିନ୍ତା କର୍ବାଟା ପର୍ମେସର୍କେ ସର୍ପି ଦିଆସ୍, କାଇକେବଇଲେ, ସେ ତମ୍କେ ଜତନ୍ କଲାନି ।
ଜିସୁ ସେମନ୍କେ କଇଲା, "ମୁଇ ତମ୍କେ ସତ୍ କାତା କଇଲିନି, ଜେ ମର୍ ସଙ୍ଗ୍ ଆଇବାକେ ଆରି ପର୍ମେସରର୍ ନିମାନ୍ କାତା ଜାନାଇବାକେ ଗର୍ ଦୁଆର୍, ବାଇ ବଇନି, ମା ବାବା, ପିଲାଟକି ଆରି ଜମିବାଡି ଚାଡିକରି ଆଚେ, ସେ ସତ୍ସେ, ନିଜର୍ ଚାଡିରଇଲା ସବୁ ବିସଇତେଇଅନି ସଏ ବାଗ୍ ଅଦିକ୍ ଏ ଜୁଗେ ପାଇସି । ଗର୍ ଦୁଆର୍, ବାଇ ବଇନି, ମାଆ ବାବା, ପିଲାଟକି ଆରି ଜମିବାଡି ଏ ସବୁ ଦିନ୍ସୁ ଅଦିକ୍ ପାଇସି ଆରି ତାର୍ ସଙ୍ଗ୍ ଗେଞ୍ଜ୍ନା ମିସା ପାଇସି । ମାତର୍ ଆଇବା ଜୁଗେ ପର୍ମେସରର୍ ରାଇଜେ, ସେ ନ ସାର୍ବା ଜିବନ୍ ପାଇସି ।
ମୁଇ ମର୍ ବାବାକେ ଗୁଆରି କର୍ବି । ଆରି ତମର୍ ସଙ୍ଗ୍ ସବୁବେଲା ରଇବା ପାଇ, ସେ ଗଟେକ୍ ସାଇଜକାରିଆକେ ପାଟାଇସି । ସେ ଅଇଲାନି ସତ୍ ଆତ୍ମା, ଜେକି ସତ୍ସଙ୍ଗ୍ ପର୍ମେସରର୍ ବିସଇ ଦେକାଇସି । ଏ ଦୁନିଆର୍ ଲକ୍ମନ୍ ତାକେ ନ ନାମତ୍, କାଇକେ ବଇଲେ ତାକେ ଦେକତ୍ ନାଇ କି ଜାନତ୍ ନାଇ । ମାତର୍ ତମେ ତାକେ ଜାନି ଆଚାସ୍ । କାଇକେ ବଇଲେ ସେ ତମର୍ ସଙ୍ଗ୍ ଆଚେ ଆରି ତମର୍ ମନ୍ ବିତ୍ରେ ରଇସି ।
ମୁଇ ଜେଡେବଲ୍ ଜିବି, ତମ୍କେ ଟୁରା ପିଲାମନର୍ ପାରା କରି ଚାଡି ନ ଜାଇ । ଆରିତରେକ୍ ତମର୍ ଲଗେ ବାଉଡି ଆଇବି ।