A Palavra de Deus
A Palavra de Deus é viva, eficaz e eterna. Desde 'No princípio era o Verbo' até 'O céu e a terra passarão, mas as minhas palavras não hão de passar', ela é a revelação suprema do Criador.
No princípio era o Verbo
A Palavra é Deus encarnado. No princípio era o Verbo, o Verbo estava com Deus, e o Verbo era Deus. Todas as coisas foram feitas por Ele.
କାଇଟା ତିଆର୍ ନ ଅଇରଇଲା ପୁର୍ବେ ବାକିଅ ରଇଲା । ସେ ବାକିଅ ପର୍ମେସରର୍ ସଙ୍ଗ୍ ରଇଲା । ସେ ଆରି ପର୍ମେସର୍ ଗଟେକ୍ ରଇଲାଇ ।
କାଇଟା ତିଆର୍ ନ ଅଇରଇଲା ପୁର୍ବେ ବାକିଅ ରଇଲା । ସେ ବାକିଅ ପର୍ମେସରର୍ ସଙ୍ଗ୍ ରଇଲା । ସେ ଆରି ପର୍ମେସର୍ ଗଟେକ୍ ରଇଲାଇ ।
ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
ତାର୍ପଚେ ପର୍ମେସର୍ କଇଲା, ଉଜଲ୍ ଅ, ତେବର୍ ପାଇ ଉଜଲ୍ ଅଇ ଗାଲା।
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ଆମର୍ ବିସ୍ବାସର୍ଲାଗି, ଏ ଜଗତ୍ ଆରି ତେଇ ରଇବା ସବୁଜାକ ପର୍ମେସରର୍ ଆଦେସ୍ ଇସାବେ ତିଆର୍ ଅଇଲାଆଚେ ବଲି ଆମେ ଜାନ୍ଲୁନି । ତେବେ ଜନ୍ଟା ଦେକି ଅଇଲାନି, ସେଟା ଦେକି ନ ରଇଲା ଟାନେଅନି ତିଆର୍ ଅଇଆଚେ ।
A Palavra é viva e eficaz
A Palavra de Deus é mais cortante que espada de dois gumes. Ela julga pensamentos e intenções do coração, transforma e liberta.
ପର୍ମେସରର୍ ବାକିଅ ଜିବନ୍ରଇବାଟା ଆରି ବେସି ବପୁରଇ ଦୁଇବାଟେ ଦାର୍ରଇବା ଗଟେକ୍ ଲାଗନ୍ କାଣ୍ଡା ପାରା । ସେଟା ଆଡର୍ ଗଁଟି ଆରି ଆଡ୍ ବିତ୍ରେ ରଇବାଟା କାଟ୍ସି । ଗଟେକ୍ ଲକର୍ ମନ୍ ବିତ୍ରେ ରଇବା ସବୁ ବିସଇ ବିଚାର୍ କରିପାର୍ସି । ମନ୍ ବିତ୍ରେ ଲୁଚିରଇବା ସବୁ ବିସଇ ମିସା ।
ପର୍ମେସରର୍ ବାକିଅ ଜିବନ୍ରଇବାଟା ଆରି ବେସି ବପୁରଇ ଦୁଇବାଟେ ଦାର୍ରଇବା ଗଟେକ୍ ଲାଗନ୍ କାଣ୍ଡା ପାରା । ସେଟା ଆଡର୍ ଗଁଟି ଆରି ଆଡ୍ ବିତ୍ରେ ରଇବାଟା କାଟ୍ସି । ଗଟେକ୍ ଲକର୍ ମନ୍ ବିତ୍ରେ ରଇବା ସବୁ ବିସଇ ବିଚାର୍ କରିପାର୍ସି । ମନ୍ ବିତ୍ରେ ଲୁଚିରଇବା ସବୁ ବିସଇ ମିସା ।
ଆରି ମାପ୍ରୁ ଦେଇରଇବା ମୁକ୍ତି, ଗଟେକ୍ ଟପିପାରା ମୁଣ୍ଡ୍ ରକିଆ କର୍ବାକେ ପିନ୍ଦିରୁଆ । ସୁକଲ୍ଆତ୍ମା ଦେଇରଇବା କାଣ୍ଡା ଦାରିରୁଆ । ସେ କାଣ୍ଡା ଅଇଲାନି ପର୍ମେସରର୍ ବାକିଅ ।
Toda Escritura é inspirada
Toda a Escritura é inspirada por Deus e útil para ensino, correção e instrução na justiça. Ela é perfeita e imutável.
ସବୁ ସାସ୍ତର୍ ପର୍ମେସରର୍ ଟାନେଅନି ଆଇଲା ଆଚେ, ଆରି ସେଟା ଲକ୍ମନ୍କେ ସିକାଇବାକେ, ବୁଲ୍ ଅଇଲାଟା ଟିକ୍ କର୍ବାକେ, ଟିକ୍ ବିସଇ କର୍ବାକେ, ଆରି ଲକ୍ମନ୍କେ ସିକାଇବାକେ ଆମ୍କେ ସାଇଜ କର୍ସି ।
ସବୁ ସାସ୍ତର୍ ପର୍ମେସରର୍ ଟାନେଅନି ଆଇଲା ଆଚେ, ଆରି ସେଟା ଲକ୍ମନ୍କେ ସିକାଇବାକେ, ବୁଲ୍ ଅଇଲାଟା ଟିକ୍ କର୍ବାକେ, ଟିକ୍ ବିସଇ କର୍ବାକେ, ଆରି ଲକ୍ମନ୍କେ ସିକାଇବାକେ ଆମ୍କେ ସାଇଜ କର୍ସି । ଜେନ୍ତାରି କି, ପର୍ମେସର୍କେ ସେବା କର୍ବା ଗଟେକ୍ ଲକ୍ ପୁରାପୁରୁନ୍ ତିଆର୍ ଅଇ, ସବୁ ଦରମ୍ କାମ୍ କର୍ବାକେ ବପୁ ପାଇସି ।
ସବୁ ସାସ୍ତର୍ ପର୍ମେସରର୍ ଟାନେଅନି ଆଇଲା ଆଚେ, ଆରି ସେଟା ଲକ୍ମନ୍କେ ସିକାଇବାକେ, ବୁଲ୍ ଅଇଲାଟା ଟିକ୍ କର୍ବାକେ, ଟିକ୍ ବିସଇ କର୍ବାକେ, ଆରି ଲକ୍ମନ୍କେ ସିକାଇବାକେ ଆମ୍କେ ସାଇଜ କର୍ସି । ଜେନ୍ତାରି କି, ପର୍ମେସର୍କେ ସେବା କର୍ବା ଗଟେକ୍ ଲକ୍ ପୁରାପୁରୁନ୍ ତିଆର୍ ଅଇ, ସବୁ ଦରମ୍ କାମ୍ କର୍ବାକେ ବପୁ ପାଇସି ।
Luz para o caminho
A Palavra é lâmpada para os pés e luz para nosso caminho. Ela ilumina, orienta e protege o que nela medita dia e noite.
Obedecer a Palavra
Seja praticante da Palavra e não apenas ouvinte. Jesus disse que quem ouve e pratica é como o homem sábio que edificou sobre a rocha.
ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି ।
ବାକିଅ ଜନ୍ଟା କରା ବଲି କଇଲାନି, ସେଟା କରା । ଅବ୍କା ସୁନିକରି ରଇବା ଲକ୍ମନର୍ପାରା ଉଆ ନାଇ । ଏନ୍ତାରିକଲେ ତମେ ନିଜେ ନାଡାଇ ଅଇଲାସ୍ନି । ଜନ୍ଲକ୍ ପର୍ମେସରର୍ ବାକିଅ ଅବ୍କା ସୁନ୍ସି, ମାତର୍ ତେଇର୍ କାତା ନ ନାମେ, ସେ ତାର୍ ମୁଏ ରଇବା ଆର୍ଲା, ଦର୍ପନେ ଦେକ୍ବା ଲକ୍ ପାରା । ସେ ନିକ କରି ନିଜର୍ ଚାଁଇ ଦେକି ଅଇତେରଇସି । ମାତର୍ ତେଇଅନି ଉଟିଗାଲା ପଚେ ତାର୍ ବାନିମୁର୍ତି ପାସ୍ରି ଜାଇସି ।
ସେଟାର୍ ପାଇ ତମର୍ ଚଲାଚଲ୍ତି ଟାନେଅନି ବାରଇବା ସବୁ ରକାମର୍ କାରାପ୍ ଅବିଆସ୍ ଚାଡିଦିଆସ୍ । ପର୍ମେସର୍କେ ନିଜର୍ ମନ୍ ସର୍ପି ଦିଆସ୍ । ତମର୍ ମନ୍ ବିତ୍ରେ ସେ ଜନ୍ ବାକିଅ ରପିଆଚେ ସେଟାକେ ଦିଆନ୍ ଦିଆ । ସେ ବାକିଅ ତମ୍କେ ରକିଆ କର୍ସି ।
"ଜେ ମର୍ କାତା ସୁନି, ସେ ଇସାବେ ଚାଲ୍ସି, ସେ ବଡ୍ ରାଙ୍ଗ୍ନି ପାକ୍ନା ଉପ୍ରେ ଗର୍ କର୍ବା ଗିଆନ୍ଲକର୍ ପାରା ।
ମାତର୍ ଜିସୁ କଇଲା, "ସାସ୍ତରେ ଲେକାଆଚେ ମୁନୁସ୍ ଅବ୍କା ରୁଟି କାଇକରି ନ ବଁଚେ, ମାତର୍ ପର୍ମେସରର୍ ଟଣ୍ଡେ ଅନି ବାରଇବା ସବୁ ବାକିଅ ଟାନେ ବଁଚ୍ସି ।"
ମାତର୍ ଜିସୁ କଇଲା, "ସାସ୍ତରେ ଲେକାଆଚେ ମୁନୁସ୍ ଅବ୍କା ରୁଟି କାଇକରି ନ ବଁଚେ, ମାତର୍ ପର୍ମେସରର୍ ଟଣ୍ଡେ ଅନି ବାରଇବା ସବୁ ବାକିଅ ଟାନେ ବଁଚ୍ସି ।"
ମାତର୍ ଜିସୁ କଇଲା, "ନାଇ, ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ସେଟା ମାନ୍ବାଇ, ସେମନ୍ ନିକ କରମର୍ ଲକ୍ ।"
ଜିସୁ ତାକେ କଇଲା, "ପର୍ମେସରର୍ ସାସ୍ତରେ ଲେକାଅଇ ଆଚେ, ମୁନୁସ୍ ଅବ୍କା କାଦି କାଇ ନ ବଁଚେ । "
ତେଇ ସବୁଲକ୍ କାବାଅଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, "ଏଟା କାଇ କାତା, ସେ ବପୁ ଆରି ଅଦିକାର୍ ସଙ୍ଗ୍ ଡୁମାମନ୍କେ ମିସା ଆଦେସ୍ ଦେଲାନି । ସେମନ୍ ମିସା ବାରଇ ଗାଲାଇନି ।"
A Palavra que permanece
Céus e terra passarão, mas as palavras de Jesus jamais passarão. A Palavra do Senhor permanece para sempre — eterna e infalível.
ସରଗ୍ ଆରି ମଚ୍ପୁର୍ କୁରୁପ୍ନାସ୍ ଅଇଜାଇସି, ମାତର୍ ମର୍ ସବୁ ବାକିଅ କେବେ ମିଚ୍ ନ ଅଏ ।
ବାଦଲ୍ ଆରି ତେଇ ଉଜଲ୍ ଅଇ ରଇବାଟାମନ୍, ଦୁନିଆଇ ଆରି ତେଇରଇବା ସବୁ ଦିନ୍ସୁ ନାସ୍ ଅଇବା ସାରାସାରି ଦିନ୍ ଆଇସି, ମାତର୍ ମର୍ ବାକିଅ କେବେ ମିସା ନ ସାରେ ।"
ଗାଁସ୍ ସୁକି ଜାଇସି, ପୁଲ୍ ସୁକି ଜଡି ଜାଇସି, ମାତର୍ ସବୁବେଲର୍ ମାପ୍ରୁର୍ ବାକିଅ ନ ସାରେ ସବୁବେଲର୍ ପାଇଁ ରଇସି ।
ପର୍ମେସରର୍ ସବୁ ବାକିଅକେ ପରିକା କରି ସିଦ୍ ଅଇଲା ଆଚେ; ଜନ୍ ଲକ୍ମନ୍ ତାକେ ଆସା ବର୍ସା କର୍ବାଇ, ସେ ସେମନର୍ ଆଡ୍ନା ପାରା ।
କାଇକେବଇଲେ ସବୁବେଲର୍ ମାପ୍ରୁ ଗିଆନ୍ ଦେଇସି, ତାର୍ ଟଣ୍ଡେ ଅନି ଗିଆନ୍ ଆରି ବୁଦିର୍ କାତା ବାରଇସି ।
କାଇକେବଇଲେ ସବୁବେଲର୍ ମାପ୍ରୁ ଗିଆନ୍ ଦେଇସି, ତାର୍ ଟଣ୍ଡେ ଅନି ଗିଆନ୍ ଆରି ବୁଦିର୍ କାତା ବାରଇସି ।
O poder da Palavra
A Palavra transforma, sara e liberta. Quem permanece na Palavra de Jesus conhece a verdade, e a verdade o liberta.
ଜିସୁ ତାର୍ଟାନେ ବିସ୍ବାସ୍ କରିରଇବା ଜିଉଦି ଲକ୍ମନ୍କେ କଇଲା, "ଜଦି ତମେ ମର୍ ସିକିଆ ମାନିକରି ତବିର୍ ଅଇ ରଇସା, ବଇଲେ ସତଇସେ ମର୍ ସିସ୍ ଅଇସା ।
ଜିସୁ ତାର୍ଟାନେ ବିସ୍ବାସ୍ କରିରଇବା ଜିଉଦି ଲକ୍ମନ୍କେ କଇଲା, "ଜଦି ତମେ ମର୍ ସିକିଆ ମାନିକରି ତବିର୍ ଅଇ ରଇସା, ବଇଲେ ସତଇସେ ମର୍ ସିସ୍ ଅଇସା । ଆରି ତମେ ସତ୍ ବିସଇ ଜାନ୍ସା, ସେ ସତ୍ ତମ୍କେ ମୁକ୍ଲାଇସି ।"
ମୁଇ ତମ୍କେ ସତ୍କାତା କଇଲିନି, ଜେ ମୁଇ ସିକାଇବା କାତା ମାନ୍ସି, ସେ କେବେ ମିସା ନ ମରେ ।"
"ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ ।
ଜିସୁ ତାକେ କଇଲା, "ଜନ୍ ଲକ୍ ମକେ ଆଲାଦ୍ କର୍ସି ସେ ମୁଇ ସିକାଇବା ବାକିଅ ମାନ୍ସି । ସେନ୍ତି କଲେ ମର୍ ବାବା ପର୍ମେସର୍ ତାକେ ଆଲାଦ୍ କର୍ସି । ବାବା ଆରି ମୁଇ ଆସି ସେ ଲକର୍ ଟାନେ ରଇବୁ ।
ମର୍ତେଇ ଅନି ପାଇରଇବା ସିକିଆଇ ଅନି ତମେ ପରିଚଲ୍ ଅଇସାରି ଆଚାସ୍ ।
ତମର୍ ସତ୍ସଙ୍ଗ୍ ସେମନ୍କେ ସୁକଲ୍ କରା, ତମର୍ ବାକିଅ ତା ସତ୍ ।
ସେ ମରିକରି ଆରିତରେକ୍ ଜିବନ୍ ଅଇ ଉଟ୍ଲା ପଚେ ସିସ୍ମନର୍ ମନେ ପଡ୍ଲା ଜେ, ସେ ଏନ୍ତାରି କଇରଇଲା । ତେବର୍ପାଇ ସେମନ୍ ଦରମ୍ ସାସ୍ତର୍ ଆରି ଜିସୁର୍ ବାକିଅ ବିସ୍ବାସ୍ କଲାଇ ।
ଜିସୁର୍ କାତା ସୁନି ତାକେ ବେସି ଲକ୍ମନ୍ ବିସ୍ବାସ୍ କଲାଇ ।
ଜେ ମକେ ବିସ୍ବାସ୍ କର୍ସି, ସେ ଆସି କାଅ । କାଇକେବଇଲେ ପର୍ମେସରର୍ ସାସ୍ତରେ ଏନ୍ତି ଲେକା ଆଚେ, ଜେ ମର୍ଟାନେ ବିସ୍ବାସ୍ କର୍ସି ତାର୍ ମନ୍ ବିତ୍ରେଅନି ନ ସାର୍ବା ଜିବନ୍ ଦେବା ପାନି ଉଚ୍ଲି କରି ବାରଇସି ।"
Meditar na Palavra
A meditação na Palavra traz prosperidade e bom sucesso. Ela é fonte de sabedoria, consolo e orientação para toda a vida.
ଜଦି ଉଁ, କିରିସ୍ଟସେ ମାପ୍ରୁ ବଲି କଇଲାସ୍ନି ଆରି ଉଁ, ପରମେସର୍ ତାକେ ମଲାତେଇଅନି ଉଟାଇଲା ଆଚେ ବଲି ମନେ ମନେ ବିସ୍ବାସ୍ କଲାସ୍ନି, ସେନ୍ତାର୍ ଆଲେ ତମେ ମୁକ୍ତି ପାଇସା । ଆମର୍ ବିସ୍ବାସର୍ ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ ବଲି ଏଜ୍ଲାନି । ଆରି ଟଣ୍ଡେ ଉଁ ବଲି ମାନିଆଇଲୁନିଜେ ଆମେ ମୁକ୍ତି ପାଇଆଚୁ ।
ଏବେ ଜନମ୍ ଅଇଲା କଅଁଲା ପିଲାମନ୍ ଦୁଦ୍ କାଇବାକେ ଜେନ୍ତାରି ମନ୍ କର୍ବାଇ, ସେନ୍ତାରିସେ ତମେ ଆତ୍ମାର୍ ଦୁଦ୍ କାଇବାକେ ମନ୍ କରା । ସେଟା ଅଇଲାନି ପର୍ମେସରର୍ ସତ୍ ବାକିଅ । ସେଟା କାଇବାକେ ମନ୍ କଲେ, ତମର୍ ମୁକ୍ତି ସିଦ୍ ଅଇବାଜାକ ତମେ ବିସ୍ବାସେ ଅଦିକ୍ ଅଦିକ୍ ବଡି ଆଇସା ।
ଜଦି କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ତମର୍ ମନ୍ ସାର୍ଦା ଅଇଲାଆଚେ, ଆରି ତାର୍ ଆଲାଦର୍ ଲାଗି ସାନ୍ତି ପାଇଆଚାସ୍, ଜଦି ସୁକଲ୍ଆତ୍ମାର୍ ସଙ୍ଗ୍ ମିସିବିଡିକରି ଆଚାସ୍, ଆରି ଜଦି କିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା ଦେକାଇଆଚେ, ସେନ୍ତାର୍ଆଲେ, ମୁଇ ତମ୍କେ ଜୁଆର୍ କରି କଇଲିନି, ତମର୍ ତମର୍ ବିତ୍ରେ ଗଟେକ୍ ମନ୍ ଉଆ । ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ସମାନ୍ ଇସାବେ ଆଲାଦ୍ କରା । ଗଟେକ୍ ଚିନ୍ତା କରା ଆରି ତମର୍ ଆତ୍ମାଇ ଗଟେକ୍ ଅଇକରି ତମର୍ ବାବ୍ବାଟା ଗଟେକ୍ ଅ । ଏନ୍ତାରି କରି ମକେ ପୁରାପୁରୁନ୍ ସାର୍ଦା କରାଆ । ବିନ୍ ଲକ୍ମନର୍ ଟାନେଅନି ନିଜେ ବଡ୍ ଅଇବାକେ ଚେସ୍ଟା କରାନାଇ । ଅବ୍କା ବଡ୍ପନ୍ କାତା କଇବାକେ କାଇ ବିସଇ ମିସା କରାନାଇ । ତାର୍ ବାଦୁଲେ ନିଜ୍କେ ସାନ୍ କରା । ବିନ୍ ଲକର୍ ଟାନେଅନି, ନିଜେ ମୁଇ ବଡ୍ ବଲି ବାବାନାଇ । ମର୍ ନିଜର୍ପାଇ କାଇଟାକଲେ ଅଦିକ୍ ନିକ ରଇସି ବଲି ଅବ୍କା ସେଟାସେ ବାବି ବାବି ରୁଆନାଇ । ବିନ୍ ଲକର୍ପାଇ ଜନ୍ ବିସଇ ନିକ ରଇସି, ସେଟାମିସା ଏତାଇରୁଆ । କିରିସ୍ଟ ଜିସୁର୍ ମନ୍ ଜେନ୍ତି ରଇଲା, ତମର୍ ମନ୍ମିସା ସେ ରକାମ୍ ଅ ।
ସେ ପର୍ମେସରର୍ ପାରା ସବୁ ରକାମ୍ ରଇଲେ ମିସା, ତାର୍ ସଙ୍ଗ୍ ସମାନ୍ଅଇ ରଇବା ଅଦିକାର୍ ନିଜର୍ପାଇ ଦାରିକରି ରଇବି ବଲି ମନ୍ କରେ ନାଇ ।
ତାର୍ ବାଦୁଲେ ସେ ନିଜେ ମନ୍କରି, ତାକେ ରଇଲା ସବୁଟା ଚାଡିଦେଇ ଗଟେକ୍ ଗତିଦାଙ୍ଗ୍ଡାର୍ ରୁପ୍ ଦାରିଆଇଲା । ନର୍ ଲକ୍ ପାରା ଅଇକରି ନର୍ ଲକର୍ ବାନିମୁର୍ତି ଦାରି ଜାତ୍ଅଇଲା ।
ନର୍ଲକ୍ ପାରା ଅଇ ଆଇଲାପଚେ, ସେ ପର୍ମେସରର୍ ଆଦେସ୍ ମାନିକରି, ନିଜ୍କେ ଆରି ଅଦିକ୍ ସାନ୍କଲା । ଲକ୍ମନ୍ ମରାଅତ୍ବଲି ସର୍ପାଇଅଇଲା । ଅବ୍କା ମର୍ବାକେ ନାଇ, ମାତର୍ କୁରୁସ୍ କାଟେ କୁଟିମାରାଇଅଇ ଚଗାଇଅଇବାକେ ମିସା ।
ତେବର୍ପାଇ ପର୍ମେସର୍ ତାକେ ସବୁର୍ତେଇଅନି ଉପ୍ରେ ଉଟାଇଲା । ଆରି ସବୁର୍ ନାଉଁଟାନେଅନି ଅଦିକ୍ ଡାକ୍ପୁଟା ଆରି ଅଦିକାର୍ ରଇବା ନାଉଁ ତାକେ ଦେଲା ।
ଜେନ୍ତିକି ସରଗ୍ପୁରେ, ମଚ୍ପୁରେ ଆରି ପାତାଲେ ରଇବା ସବୁ, ଜିସୁକେ ମାଣ୍ଡିକୁଟା ଦେଇ ଜୁଆର୍ କର୍ବାଇ । ସେଟାର୍ପାଇଁ ପର୍ମେସର୍ ଏ ସବୁ କଲାଆଚେ ।
ଆରି ସବୁ ଲକ୍ ଜିସୁକିରିସ୍ଟସେ ମାପ୍ରୁ ବଲି ମାନିଅଇବାଇ । ଏନ୍ତାରି ଅଇଲେ ବାବା ପର୍ମେସର୍ ଡାକ୍ପୁଟା ପାଇସି ।
ତେବର୍ ପାଇ, ଏ ମର୍ ଆଲାଦର୍ ମଇତର୍ମନ୍, ତମେ ଜେନ୍ତାରିକି, ମାପ୍ରୁର୍ ଆଦେସ୍ ମାନିକରି ରଇଆଚାସ୍, ଜାଗିରଇ ଡରିକରି ତମର୍ ମୁକ୍ତିର୍ କାମ୍ ପୁରାପୁରୁନ୍ କରା । ମୁଇ ରଇଲାବେଲେସେ ନାଇ, ମାତର୍ ମୁଇ ଦୁରିକେ ରଇଲେ ମିସା ଏଟା କରା । ପର୍ମେସର୍ ନିଜେ ତମର୍ ବିତ୍ରେ ଏ କାମ୍ କଲାର୍ପାଇ ତମେ ଏଟା କରିପାର୍ସା । ତମ୍କେ ଜାଇଟା କରତ୍ ବଲି ସେ ମନ୍ କଲାନି, ସେ ସମାନ୍ ମନ୍ କର୍ବାଟା, ତମ୍କେ ମିସା ଦେଇସି । ଆରି ସେଟା କର୍ବାକେ ବପୁ ମିସା ଦେଇସି ।
ମୁର୍ମୁରା ଆରି କିରଜାଟି ନ ଅଇକରି ସବୁ ଲକ୍ଜାକ କାମ୍ କରା । ଏନ୍ତାରିକଲେ, ତମେ କାରାପ୍ କାମ୍ କଲାସ୍ନି ବଲି ବିନ୍ଲକ୍ କାଇ ଦସ୍ ନ ଦାରତ୍ ଆରି ତମେ ସୁକଲ୍ ଅଇସା । ପାପ୍କରି କାରାପ୍ କାମ୍ କର୍ବା ଲକ୍ମନର୍ ମଜାଇ ପର୍ମେସରର୍ ସିଦ୍ ପିଲାଟକି ଇସାବେ ତମେ ରଇସା । ତାକର୍ ବିତ୍ରେ ଆନ୍ଦାର୍ ଜଗତେ ଉଜଲ୍ ଜଟକ୍ଲା ପାରା ତମର୍ ଚଲାଚଲ୍ତି ଡିସ୍ସି । ନ ସାର୍ବା ଜିବନର୍ କବର୍ ସବୁ ଲକ୍କେ ଜାନାଆ । ଏନ୍ତାରିକଲେ, କିରିସ୍ଟ ବାଅଡ୍ବା ଦିନେ ମୁଇ ତମର୍ ବିସଇର୍ ଲାଗି ବଡ୍ପନ୍ ଅଇବି । ତମର୍ ବିତ୍ରେ ଆବଡ୍ ଅଇକରି କରିରଇବା କାମ୍ ଚୁଚାଇ ଅଏ ନାଇ ବଲି ସେ ଦିନେ ଡିସ୍ସି ।
ସୁବ୍କବର୍ ବିସ୍ବାସ୍ କଲାର୍ପାଇ, ତମେ ଜେନ୍ତାରି ଦୁକ୍ କସ୍ଟ ପାଇକରି ମୁରଚ୍ଲାସ୍ନି, ସେନ୍ତାରିସେ ମୁଇ ମିସା ସୁବ୍କବର୍ ଜାନାଇଲାର୍ ପାଇ ଦୁକ୍ କସ୍ଟ ପାଇକରି ମରିମିସା ଜିବି । ସେନ୍ତାରିଅଇଲେ ମିସା ମୁଇ ନିଜେ ସାର୍ଦା ଅଇ ତମର୍ସଙ୍ଗ୍ ସାର୍ଦା କର୍ବି । ସେନ୍ତାରିସେ ତମେମିସା ସାର୍ଦା ଅଇକରି ମର୍ସଙ୍ଗ୍ ସାର୍ଦା କର୍ବାର୍ ଆଚେ ।
ଜଦି ମାପ୍ରୁ ମନ୍କଲେ, ତିମତିକେ ତମର୍ଟାନେ ଦାପ୍ରେ ପାଟାଇବାକେ ମନ୍ କଲିନି । ତାର୍ଟାନେଅନି ତମେ ନିକ ଆଚାସ୍ ବଲି ସୁନ୍ଲେ, ମୁଇ ମିସା ସାର୍ଦା ଅଇବି । ତିମତିକେ ଚାଡିଦେଲେ ଆରି ତମର୍ ବିସଇ କେ ମିସା, ଅଦିକ୍ ଚିନ୍ତା କର୍ବା ଲକ୍ ମର୍ ଲଗେ ନାଇ । ସେ ତମର୍ ଦୁକ୍ ସୁକ୍ ବିସଇନେଇ ସତଇସେ ଚିନ୍ତା କର୍ସି । ମୁଇ କାଇକେ ଏନ୍ତାରି କଇଲିନି ବଇଲେ, ସବୁ ଲକ୍ ନିଜର୍ ନିଜର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ । ଜିସୁକିରିସ୍ଟ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କରତ୍ ନାଇ । ତମେତା ଜାନିଆଚାସ୍, ତିମତି ନିଜ୍କେ ସତ୍ବାବେ କାମ୍ କର୍ବା ଲକ୍ ପାରା ଦେକାଇଅଇଆଚେ । ସେ ଜେନ୍ତିକି ଗଟେକ୍ ପଅ, ତାର୍ ବାବା ସଙ୍ଗ୍ ସେବା କର୍ସି, ସେନ୍ତାରିସେ ସେ ମର୍ସଙ୍ଗ୍ ସୁବ୍କବର୍ ଜାନାଇବା କାମେ ମିସିଆଚେ । ତେବର୍ ପାଇ, ମକେ କାଇଟା ଗଟ୍ସି, ସେଟା ଜାନ୍ଲା ଦାପ୍ରେ, ତାକେ ତମର୍ ଲଗେ ପିଲିପିତେଇ ପାଟାଇବି ବଲିକରି ଆସା କଲିନି । ମୁଇ ମାପ୍ରୁର୍ ଲଗେ ବିସ୍ବାସ୍ କଲିନିଜେ, ମୁଇ ନିଜେ ମିସା ଦାପ୍ରେ ତମ୍କେ ଦେକ୍ବାକେ ଆଇବି ।
ମାତର୍ ଆମର୍ ବାଇ ଏପାପର୍ଦିତକେ ତମର୍ଟାନେ ପାଟାଇବି ବଲି ମୁ ମନେ ମନେ ବାବ୍ଲିନି । ସେ ମର୍ ସଙ୍ଗ୍ କାମ୍ କରି ସୁବ୍କବରର୍ ଦେକାରକା ପାଇ ଆବଡ୍ କଲା । ତମର୍ ବାଦୁଲେ ମର୍ ସବୁ ବିସଇ ପୁରାପୁରୁନ୍ କର୍ବାକେ ତାକେ ତମେ ପାଟାଇରଇଲାସ୍ । କାଇକେ ବଇଲେ ସେ ତମ୍କେ ଦେକ୍ବାକେ ବେସି ମନ୍ କଲାନି । ଆରି ତାକେ ବେମାର୍ ଦାରାଇ ଅଇଆଚେ ବଲିକରି ତମେ ସୁନିକରି ଦାନ୍ଦାପାନ୍ଦା ଅଇରଇଲାସ୍ ବଲି ସେ ଜାନିରଇଲା । ଉଁ, ସେ ମର୍ବା ଉପ୍ରେ ରଇଲା । ଆରି ପର୍ମେସର୍ ତାକେ ଦୟାକଲା । ଅବ୍କା ତାକେସେ ନାଇ, ମାତର୍ ଜେନ୍ତିକି ମର୍ପାଇ ଦୁକ୍ଉପ୍ରେ ଦୁକ୍ ନ ଆସ ବଲି ମକେ ମିସା ଦୟାକଲା । ତେବର୍ପାଇ ମୁଇ ତାକେ ଆରିତରେକ୍ ବେସି ସାର୍ଦା ସଙ୍ଗ୍ ପାଟାଇଲିନି । ଜେନ୍ତିକି ତମେ ତାକେ ଆରିତରେକ୍ ଦେକି ସାର୍ଦା ଅଇସା ଆରି ମୁଇ ମିସା ଦୁକ୍ ନ କରି । ତେବର୍ପାଇ ତାକେ ଗଟେକ୍ ବିସ୍ବାସି ବାଇ ଇସାବେ ସାର୍ଦା ସଙ୍ଗ୍ ଡାକିନିଆ । ତାର୍ପାରା ଲକ୍ମନ୍କେ ସନ୍ମାନ୍ ଦିଆସ୍ । କାଇକେବଇଲେ କିରିସ୍ଟର୍ ଲାଗି ବଲିକରି ସେ ତାର୍ ଜିବନ୍ ବିପଦେ ପାକାଇଲା । ଆରି ତମେ ମର୍ଲାଗି ବଲିକରି ସେବାକାମେ ଜାଇଟାସବୁ ଉନା ଅଇଲାଆଚେ, ସେଟା ସବୁଜାକ ସେ ପୁରାପୁରୁନ୍ କଲା ।
Palavras de vida
As palavras de Deus são espírito e vida. Quem fala deve falar como oráculos de Deus, com verdade, sabedoria e edificação.
କାର୍ କାର୍ କାତା ବାର୍ତା କାଟ୍ରା ସଙ୍ଗେ କାଟ୍ଲା ପାରା ଲାଗ୍ସି; ମାତର୍ ବୁଦି ରଇଲା ଲକର୍ ଜିବ୍ ନିମାନ୍ କାତା କଇସି ।
ଚିନ୍ତା ଲକ୍କେ ନସାଇ ଦେଇସି; ମାତର୍ ନିମାନ୍ କାତା ତାକେ ସାର୍ଦା କରାଇସି ।
ଦରମ୍ ଲକର୍ ଟଣ୍ଡ୍ ଅଇଲାନି ଜିବନର୍ ଜର୍ନା ପାନି ପାରା, ମାତର୍ ଦୁସ୍ଟଲକ୍ କାରାପ୍ କାତା ଡାବ୍ସି।
ସୁଆଲ୍ ସୁତର୍ ସଙ୍ଗେ କାତା କଇଲେ ରିସାକେ ସାନ୍ତି କର୍ସି; ମାତର୍ ଦାକା ପୁକା ଦେଇ କଇବା କାତା ରିସା କରାଇସି ।
ନର୍ଲକର୍ ପେଟ୍ ତାର୍ ଟଣ୍ଡର୍ ପଲ୍ ସଙ୍ଗ୍ ପେଟ୍ ପୁର୍ସି, ଆରି ସେ ନିଜର୍ ଟଣ୍ଡ୍ସଙ୍ଗ୍ ଅରଜ୍ଲାର୍ ଲାଗି ସାନ୍ତି ଅଇସି । ମରନ୍ ଆରି ଜିବନ୍ ଜିବର୍ ତଲିଆ ଲଗେ ରଇବାଇ; ଜନ୍ ଲକ୍ ତାକେ ନିମାନ୍ ସଙ୍ଗ୍ ଜାନ୍ବାଇ, ସେମନ୍ ତାର୍ ପଲ୍ ପାଇବାଇ ।
ମାତର୍ ଜନ୍ଟା ସବୁ ମୁନୁସର୍ ଟଣ୍ଡେଅନି ବାରଇସି, ସେଟା ତାର୍ ମନ୍ବିତ୍ରେଅନି ଜନମ୍ ଅଇସି ଆରି ସେଟାସେ ତାକେ ଅସୁଚି କର୍ସି । କାଇକେବଇଲେ ତାର୍ ମନେ ଜନମ୍ ଅଇଲା କାରାପ୍ ଚିନ୍ତାଇଅନି ସେ ନର୍ମାର୍ବାଟା, କାରାପ୍ କାମ୍ କର୍ବାଟା, ବେସିଆ କାମ୍ କର୍ବାଟା, ଚର୍ବାଟା, ମିଚ୍କାତା କଇବାଟା ଆରି ବିନ୍ଲକର୍ କୁଟ୍କାତା କଇବା ପାରା, ବିନ୍ ବିନ୍ ରକାମର୍ ନିୟମ୍ ନଇଲା କାମ୍ମନ୍ କର୍ସି ।"
"ତମେ କଇରଇଲା କାଇ ଲଡାକେ ନଇବା ସବୁ କାତା, ବିଚାର୍ନା ଦିନେ ତମ୍କେ ଇସାବ୍ ଦେବାକେ ଅଇସି । ତମର୍ କାତାଇଅନି ତମେ ବିଚାର୍ କରାଇଅଇ, ଦସି ନଇଲେ ଦସ୍ ନ କଲା ଲକ୍ ବଲାଇଅଇସା ।"
ଏ ସାଁପ୍ ପାରା କାରାପ୍ ଲକ୍ମନ୍ ! ତମେ କାରାପ୍ ଅଇ ନିମାନ୍ କାତା କଇପାରାସ୍ କି ? ମନେ ଚିନ୍ତାକଲାଟା ଟଣ୍ଡ୍ବାଟେ ବାରଇସି ।
ଆମେ ସବୁ ତର୍କେତର୍ ବୁଲ୍ କଲୁନି । ମାତର୍ ଜେ ମିସା ତାର୍ କାତାବାର୍ତା କଇଲାବେଲେ ବୁଲ୍ ନ କରେ, ତେବେ ସେ ସିଦ୍ ଲକ୍ । ଆରି ସେ ତାର୍ ସବୁଜାକ ମିସା ଜାଗ୍ରତ୍କରି ସଙ୍ଗଇ ଆଚେ ।
ଗଟେକ୍ ଗଡାର୍ ବିସଇ ବାବିଦେକୁ । ଜଦି ଗଡା ଆମର୍ କାତା ମାନ୍ବାର୍ ଆଚେ ବଇଲେ, ତାର୍ ଟଣ୍ଡେ ଲାଗନ୍ ଚାବାଇଲୁନି । ଜେନ୍ତାରିକି ଗଡାର୍ ଗୁଲାଇ ଗାଗଡ୍ ମିସା ବୁଲାଇକରି, ଆମେ ଜନ୍ବାଟେ ମନ୍ କର୍ବୁ, ସେବାଟେ ନେଲୁନି । ସେନ୍ତାରିସେ ଗଟେକ୍ ବଡ୍ ପାନିଜାଜର୍ ବିସଇ ଚିନ୍ତା କରିଦେକା । ସେଟା ବେସି ବଡ୍ ରଇଲେ ମିସା ଜବର୍ ପବନ୍ ଆଇତେରଇଲେସେ ସେଟା ଚାଲାଇଅଇସି । ମାତର୍ ଗଟେକ୍ ଜାଜ୍ଚାଲାଉ ସାନ୍ଟା ବୁଲାଇବା ଚକା ମାରିକରି ସେ ଜନ୍ତି ମନ୍ କର୍ସି, ଜାଜ୍ ସେ ବାଟେ ଚାଲାଇ ନେଇସି । ସେ ରକାମ୍ ଆକା ଆମର୍ ଟଣ୍ଡେ ରଇବା ଜିବ୍ ମିସା ଆମର୍ ଗାଗଡର୍ ଗଟେକ୍ ସାନ୍ ଜିନିସ୍, ମାତର୍ ଏଟା ବେସି ବଡ୍ବଡ୍ କାତା କଇସି ।
ଗଟେକ୍ ଡଙ୍ଗରର୍ ବିସଇ ବାବିଦେକା, ସେଟା ବଡେଟା ରଇଲେ ମିସା କଣ୍ଡେକ୍ ଜଇ ଇଙ୍ଗ୍ରା ଲାଗିକରି ସବୁ ପଡାଇଦେଇସି ।
ସେନ୍ତାରି ଜିବ୍ ମିସା ଜଇପାରା, ଜିବ୍ ବିତ୍ରେ ମିଚ୍ଟାମନ୍ ବର୍ତିଅଇ ଆଚେ । ସେଟା ଆମର୍ ଗାଗଡ୍ ବିତ୍ରେ ବାସାଅଇ ଆଚେ । ଆମର୍ ଗୁଲାଇ ଗାଗଡ୍କେ କାରାପ୍ ଡାବିଦେଇସି । ଆମର୍ ଜିବନ୍ ଜଇଟାନେ ପଡାଇଲାପାରା ପଡାଇ ଦେଇସି । ଆରି ସେ ଜଇ ନର୍କେଅନି ଆଇସି ।
କାଇକେବଇଲେ ସବୁ ରକାମର୍ ଡଙ୍ଗରର୍ ଜଁତ୍, ଉଡିବୁଲ୍ବାଟାମନ୍, ରାଙ୍ଗିବୁଲ୍ବାଟାମନ୍ ଆରି ପାନିତେଇ ରଇବାଟାମନ୍, ପୁର୍ବେଅନି ଲକ୍ମନ୍ ସେଟାମନ୍କେ ମାନାଇକରି ଆଚତ୍ । ମାତର୍ ଏବେଜାକ ଜିବ୍କେ କେ ମିସା ମାନାଅତ୍ ନାଇ । ତେଇ କାରାପ୍ ବିସଇ ପୁରୁନ୍ ଅଇଆଚେ । ସେ ତାର୍ ନିଜର୍ ମନ୍ କର୍ବା ଇସାବେ ଜାଇସି । ଆରି ମରନ୍ ଡାକିଆନ୍ବା ବିସ୍ ବର୍ତି ଅଇଆଚେ ।
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
ମାତର୍ ମୁଇ ପାଚାର୍ଲିନି ଇସ୍ରାଏଲର୍ ଲକ୍ମନ୍ କାଇ, ସେ କବର୍ ସୁନତ୍ ନାଇ କି ? ବାଇଦରେ ସୁନିଆଚତ୍, କାଇକେବଇଲେ ଲେକାଆଚେ,
"ଜାନାଉମନର୍ ସବଦ୍ ଗୁଲାଇ ଜଗତ୍ ଡାବିଅଇଗାଲା ଆଚେ, ସେମନର୍ କାତା ରାଇଜ୍ ଚିଡ୍ଲା ଜାକ କେଟ୍ଲା ଆଚେ ।"