O papel da mulher
A Bíblia honra a mulher como colaboradora essencial no plano de Deus. De Provérbios 31 às mulheres do Novo Testamento, a Escritura celebra a sabedoria, a força e a fé feminina.
A mulher virtuosa
Mulher virtuosa, quem a achará? Seu valor excede o de rubis. Ela é sábia, trabalhadora, generosa e temida pelo Senhor.
ଗୁନ୍ଚଲନ୍ ରଇବା ମାଇଁଜି
ଗୁନ୍ଚଲନ୍ ରଇଲା ମାଇଁଜି କେ ପାଇ ପାର୍ସି? ସେ ମତି ମୁକ୍ତାର୍ ତେଇଅନି ଅଦିକ୍ ମୁଲିଅର୍ ଦନ୍ ପାଇସି । ମୁନୁସର୍ ମନ୍ ତାର୍ ଲଗେ ଆକା ଆସା ବର୍ସା କର୍ସି, ଆରି ସେ କାଇ କାମ୍ କଲେ ମିସା ଉନା ନ ଅଏ । ସେ ତାର୍ ଜିଇବା କାଇବା ଜାକ ତାର୍ ମୁନୁସ୍କେ କାଇ କସ୍ଟ ନ ଦେଇ ଉନତି କର୍ସି ।
ସେ ମେଣ୍ଡା ରମ୍ ଆରି ମସିନା କଜି ସୁସ୍ତା ସଙ୍ଗେ ନିଜର୍ ଆତେ କାମ୍ କର୍ସି । ସେ ବେପାର୍ବାଟ୍ କର୍ବା ଜାଜ୍ ପାରା; ସେ ଦୁର୍କେ ଅନି ନିଜର୍ କାଦିକଣ୍ଡା କଜି ଆନ୍ସି । ଆରି ସେ ସାକାଲ୍ ସାକାଲ୍ ଉଟ୍ସି ଆରି ନିଜର୍ ଗରର୍ ସବୁକେ କାଇବାକେ ଦେଇସି ଆରି ଚାକ୍ରାନି ମନ୍କେ କାମ୍ ତିଆର୍ସି । ସେ ବାଡର୍ ବିସଇ ଟିକିନିକି ବୁଜି କରି ଗେନ୍ସି, ସେ ନିଜେ ବାଡେ, ଅଙ୍ଗୁର୍ ମାଲ୍ ରପ୍ସି । ସେ ନିଜର୍ ଆଁଟା ଡାଟ୍ କର୍ବାକେ ବାନ୍ଦି ଅଇସି ଆରି ନିଜର୍ ଆତେ ବପୁ ଲାଗାଇସି। ସେ ବେବାର୍ ବାଟ୍ କରି ଲାବ୍ କର୍ସି, ସେଟା ସେ ବୁଜ୍ଜି; ଆରି, ରାତିର୍ବେଲେ ତାର୍ ଗରର୍ ଦିପ୍ ନ ଲିବାଏ । ସେ ନିଜର୍ ଆତେ ସୁତା ବେଟ୍ସି ଆରି ଲୁଗା ବୁନ୍ସି । ସେ ଦୁକି ଲକ୍ମନ୍କେ ଲବ୍ ନ କର୍ତେ ଦେଇସି ଆରି କାକୁର୍ତି ଲକ୍ମନ୍କେ ଜିବନ୍ ଦୁକାଇସି ।
ସେ ଦବ୍ଲା ବସ୍ତର୍ ତିଆର୍ କରି ବିକ୍ସି, ଆରି ବେବାରିମନ୍କେ ଆଁଟାବେଡା ମିସା ବିକ୍ସି । ବପୁ ଆରି ଗୁନ୍ଚଲନ୍ ଆକା ତାର୍ ବସ୍ତର୍ ପାରା, ଆରି ଆଇବା ଦିନ୍ମନ୍କେ ସେ କାଇଟାକେ ମିସା ନ ଡରେ । ସେ ବାବିବିଚାରି କରି କାତା କଇସି; ସେ ସବୁବେଲେ ସୁଆଲ୍ ସୁତର୍ ସଙ୍ଗେ ସିକିଆ ଦେଇସି । ସେ ନିଜର୍ ଗର୍କୁଟୁମର୍ ଚାଲିଚଲନ୍କେ ମନ୍ଦିଆନ୍ ଦେଇସି, ଆରି ସେ କାମ୍ ନ କଲେ ସରି ନ କାଏ ।
ବୁଦି ରଇଲା ମାଇଜି ନିଜର୍ ଗର୍କେ ନିମାନ୍ କରି ଜତନ୍ କର୍ସି; ମାତର୍ ବୁଦି ନ ରଇଲା ମାଇଜି ଗର୍କେ ବାଙ୍ଗାଇ ଦେଇସି ।
ଏ ମର୍ ପିଲା, ତର୍ ବାବାର୍ ସିକିଆକେ ସୁନ୍ ଆରି ତର୍ ଆୟାର୍ ସିକିଆକେ ଅମାନିଆଁ କର୍ ନାଇଁ ।
Beleza interior
A beleza verdadeira não é exterior, mas o caráter incorruptível de um espírito manso e tranquilo. Isso tem grande valor diante de Deus.
ମାଇଜି ମୁନୁସର୍ ପାଇ ସିକିଆ
ସେନ୍ତାରିସେ ତମେ ବିବାଅଇ ରଇବା ଏ ମାଇଜିମନ୍, ନିଜର୍ ନିଜର୍ ମୁନୁସ୍ମନର୍ କାତାମାନିକରି ରୁଆ । କାଇକେବଇଲେ ତାକର୍ ବିତ୍ରେ କେ ଜଦି ପର୍ମେସରର୍ ବାକିଅ ବିସ୍ବାସ୍ ନ କରିରଅତ୍, ତମର୍ ନିକ ଚଲାଚଲ୍ତି ଦେକିକରି ସେମନ୍ ମିସା ମନ୍ ବାଦ୍ଲାଇବାଇ । ତମ୍କେ ପଦେକ୍ କଇବାକେ ନ ପଡେ । କାଇକେବଇଲେ ତମର୍ ସୁଆଲ୍ ଚଲାଚଲ୍ତି ଆରି ପର୍ମେସର୍କେ ମାନିକରି ରଇବାଟା ସେମନ୍ ଦେକ୍ବାଇ । ବିନ୍ ମାଇଜିମନ୍ ଜେନ୍ତାରିକି, ପିନ୍ଦାଅଡା ଅଇକରି, ସୁନାବାନା ପିନ୍ଦିକରି, ଚେଣ୍ଡି ସାଜାଡିକରି, ନିଜେ ସୁନ୍ଦର୍ ଅଇବାଇ, ତମେ ସେନ୍ତାରି ଉଆନାଇ । ମାତର୍ ମନ୍ବିତ୍ରେ ସୁଆଲେ ରଇକରି ଆତ୍ମାଇ ସୁସାରେ ରଇବା ଗଟେକ୍ ମାଇଜି ପର୍ମେସର୍ ଦେକ୍ବା ଇସାବେ ସୁନ୍ଦର୍ । ସେନ୍ତାରି ସୁନ୍ଦର୍ ରଇବାଟା ବେସି ମୁଲିଅ ଆରି ସବୁଦିନର୍ପାଇ ରଇସି । ପୁର୍ବେ ରଇବା ସୁକଲ୍ ମାଇଜିମନ୍ ଏନ୍ତାରିସେ ସେମନ୍ ଆସା କର୍ବାଟା ପର୍ମେସର୍କେ ସର୍ପିଦେଇ ନିଜର୍ ମୁନୁସ୍ମନର୍ କାତା ମାନିକରି ସୁନ୍ଦର୍ ଅଇତେରଇଲାଇ । ପୁର୍ବେ ସାରା ସେନ୍ତାରି କର୍ତେରଇଲା । ସେ ତାର୍ ମନସ୍ ଅବ୍ରାଆମ୍କେ ନିଜର୍ ସାଉକାର୍ ଇସାବେ କାତା ମାନିକରି ରଇଲା । ତମେ ଜଦି ସତ୍କାମ୍ କରି କାଇଟାର୍ ପାଇ ଡରି ନ ରଇଲେ, ତମ୍କେ ମିସା ତାର୍ ଟକିମନ୍ ଇସାବେ ଲେକା କର୍ସି ।
ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ ।
ସେନ୍ତାରିସେ ମାଇଜିମନ୍ ମିସା ଜାଗ୍ରତ୍ ରଇକରି ସୁଆଲ୍ସୁତର୍ ଉଆ । ମୁଣ୍ଡର୍ ଚେଣ୍ଡିତେଇ ଚିକ୍ଚାକ୍ ନ କରି, ସୁନା କି ମୁକ୍ତା କି ଅଦିକ୍ ଦାମ୍ ଦେଇରଇବା ଲୁଗା ନ ପିନ୍ଦିକରି, ନିକ ବୁଦିସଙ୍ଗ୍ ମର୍ଜିତା ସଙ୍ଗ୍ ନିଜ୍କେ ମାନ୍ଲାପାରା ତିଆର୍ ଉଆ ।
ସେନ୍ତାରିସେ ତାକର୍ ମାଇଜିମନ୍ ମିସା ବିନ୍ଲକର୍ ସନ୍ମାନ୍ ପାଇଲା ପାରା ଚଲାଚଲ୍ତି କରତ୍ । ସେମନ୍ ତିପୁଲ୍ କାତା କଇବାର୍ ନାଇ । ତାର୍ ବାଦୁଲେ ନିଜେ ଜାଗ୍ରତ୍ ରଇବାର୍ ଆଚେ । ସେମନ୍ ସତ୍ ଲକ୍ ବଲି ବିନ୍ ଲକ୍ ଆସା କର୍ବାର୍ ଆଚେ ।
Parceria e dignidade
Deus criou homem e mulher à sua imagem. A mulher não é inferior, mas parceira e co-herdeira da graça da vida.
ସବୁ ଦିନର୍ ପର୍ମେସର୍ ନିଜର୍ ବାନିମୁର୍ତି ସଙ୍ଗ୍ ନର୍ ଜାତିକେ ତିଆର୍ କଲା, ପର୍ମେସର୍ ତାର୍ ନିଜର୍ ବାନି ମୁର୍ତି ପାରା ତାକେ ମୁନୁସ୍ ଆରି ମାଇଜି କରି ପର୍ମେସର୍ ସେମନ୍କେ ତିଆର୍ କଲା । ଆରି ପର୍ମେସର୍ ସେମନ୍କେ ଆସିର୍ବାଦ୍ କଲା; ଆରି, ପର୍ମେସର୍ ସେମନ୍କେ କଇଲା, ତମର୍ ଜାତିକୁଲ୍ ବେସି ଅଅତ୍, ଆରି ପୁର୍ତିବିସାରା ପୁରାପୁରୁନ୍ ଅଇକରି ବାସା ଅଅତ୍, ଆରି ପାନିଲଗେ ରଇବା ମାଚ୍ ମନ୍କେ ଆରି ଉଡିବୁଲ୍ବା ଚଡଇ ମନ୍କେ ଆରି ପେଟ୍ ସଙ୍ଗ୍ ରାଙ୍ଗ୍ବା ଜିବ୍ଜନ୍ତୁମନର୍ ଉପ୍ରେ ସାସନ୍ କରା ।
ତାର୍ପଚେ ସବୁବେଲର୍ ମାପ୍ରୁ ପର୍ମେସର୍ କଇଲା, ନର୍ଲକ୍ ଏକ୍ଲା ରଇବାଟା ଟିକ୍ ନାଇ, ମୁଇ ତାର୍ ପାଇଁ ସବୁବେଲେ ରଇ ଜିଇବା କାଇବାକେ ଗଟେକ୍ ମାଇଜି ଟକି ତିଆର୍ କର୍ବି ।
ତାର୍ପଚେ ପର୍ମେସର୍ ମାଇଜିକେ କଇଲା, ମୁଇ ମାଇଜିମନର୍ ପିଲା ଜନମ୍ ଅଇବା ବେଲର୍ କସ୍ଟ ବେସି ବଡାଇବି, ତମେ କସ୍ଟ ସଙ୍ଗେ ପିଲା ଜନମ୍ କର୍ସା, ଆରି ମୁନୁସର୍ ଲଗେ ତମର୍ ଆସା ବର୍ସା ରଇସି, ଆରି ସେ ତମର୍ ଉପ୍ରେ ସାସନ୍ କର୍ସି ।
ମାତର୍ ଆମେ ବିସ୍ବାସିମନର୍ପାଇ ମାଇଜି ନଇତେ ମୁନୁସ୍ ରଇ ନାପାରେ କି ମୁନୁସ୍ ନଇତେ ମାଇଜି ରଇ ନାପାରେ । ମାଇଜି ମୁନୁସର୍ ଗାଗ୍ଡେ ଅନି ଜାତ୍ ଅଇଲେମିସା, ମୁନୁସ୍ ମିସା ମାଇଜି ଜନମ୍ ଦେଲାକେ ଜାତ୍ ଅଇଆଚେ । ମାତର୍ ସବୁ ବିସଇ ପର୍ମେସର୍ ଟାନେଅନି ଜାତ୍ ଅଇଆଚେ ।
ଏ ମାଇଜିମନ୍ ତମେ ଜେନ୍ତାର୍ ମାପ୍ରୁକେ ସର୍ପିଅଇ ଆଚାସ୍, ସେନ୍ତାରି ତମର୍ ନିଜର୍ ନିଜର୍ ମୁନୁସ୍କେ ମିସା ସର୍ପି ଉଆ । କାଇକେବଇଲେ କିରିସ୍ଟ ଜେ କି ତାର୍ ଗାଗଡ୍ପାରା ରଇବା ମଣ୍ଡଲିର୍ ନେତା ଆଚେ, ସେନ୍ତାରିସେ ମୁନୁସ୍ ମିସା ତାର୍ ମାଇଜିର୍ ନେତା ଆଚେ । କିରିସ୍ଟସେ ତାର୍ ମଣ୍ଡଲିକେ ରକିଆ କଲାଆଚେ । ତେବର୍ପାଇ ମଣ୍ଡ୍ଲି ଜେନ୍ତାର୍ କିରିସ୍ଟକେ ସର୍ପି ଅଇସି, ସେନ୍ତାରି ଏ ମାଇଜିମନ୍, ତମେ ମିସା ସବୁ ବିସଇତେଇ ତମର୍ ମନସ୍ମନର୍ ଟାନେ ସର୍ପି ଅଇବାର୍ଆଚେ ।
ସେନ୍ତାରିସେ ଡକ୍ରିମନ୍କେ ମିସା ସିକାଆ । ଜେନ୍ତିକି, ସେମନ୍ ସୁକଲ୍ ଚଲାଚଲ୍ତି କର୍ବାଇ । ତିପୁଲ୍ କାତା ନ କଇକରି, ମାତୁଆଲ୍ନିମନ୍ ନ ଅଇକରି, ତାର୍ ବାଦୁଲେ ବିନ୍ ଲକ୍ମନ୍କେ ନିକ ବିସଇ ସିକାଅତ୍ । ଏନ୍ତାରି କଲେ ସେମନର୍ ଟାନେଅନି ଦାଙ୍ଗ୍ଡିମନ୍ ନିକ ଚଲାଚଲ୍ତି କର୍ବାଟା ସିକ୍ବାଇ । ସେମନ୍ ପର୍ତୁମ୍ ନିଜର୍ ମୁନୁସ୍କେ ଆରି ପିଲାଟକିମନ୍କେ ଆଲାଦ୍ କର୍ବାଟା ସିକତ୍ । ନିଜେ ଜାଗ୍ରତ୍ ଅଇକରି ମୁନୁସ୍ମନ୍କେ ସୁକଲ୍ ଚଲାଚଲ୍ତି କରି, ନିଜର୍ ଗର୍ଦୁଆର୍ ଚାଲାଇକରି, ବିନ୍ ଲକ୍ମନ୍କେ ଦୟା ଦେକାଇକରି ଆରି ନିଜର୍ ମୁନୁସର୍ କାତା ମାନିକରି ରଇବାକେ ସିକା । ସେନ୍ତାର୍ କଲେ ପର୍ମେସର୍ ଆମ୍କେ ସର୍ପି ଦେଲା କବର୍ କେ ମିସା ନିନ୍ଦା ନ କରତ୍ ।