O papel do homem
A Bíblia define o papel do homem na família e na sociedade: líder servidor, provedor fiel, pai presente e marido amoroso, seguindo o exemplo de Cristo.
Marido e pai
O marido deve amar a esposa como Cristo amou a Igreja. O pai é chamado a criar os filhos na disciplina e instrução do Senhor.
ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା ।
ଏ ବାବାମନ୍, ପିଲାମନ୍କେ ରିସା କରାଆ ନାଇ । ତାର୍ ବାଦୁଲେ ସେମନ୍କେ ମାପ୍ରୁର୍ ବାକିଅ ଇସାବେ ସିକାଇକରି ବଡାଆ ।
ଏ ମୁନୁସ୍ମନ୍, ତମେ ନିଜର୍ ନିଜର୍ ମାଇଜିମନ୍କେ ଆଲାଦ୍ କରି ଦରମ୍ ଉଆ ।
ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ ।
Provedor e responsável
Quem não cuida dos seus é pior que o descrente. O homem deve trabalhar com diligência e prover para sua família com honra.
କେ ଜଦି, ତାର୍ ନିଜର୍ ଲକ୍ମନ୍କେ କି କୁଟୁମର୍ ଲକ୍ମନ୍କେ ଲଡାକେ ରଇବା ବିସଇ ନ ଦେଲେ, ସେ ଜନ୍ଟା ବିସ୍ବାସ୍ କଲିନି ବଲି କଇସି, ସେ ସତଇସେ ସେଟା ବିସ୍ବାସ୍ କରେନାଇ । ସେ ବିସ୍ବାସ୍ ନ କରିରଇବା ଲକର୍ଟାନେଅନି ଅଦିକ୍ ଇନ୍ ।
ତମର୍ ସଙ୍ଗ୍ ରଇଲାବେଲେ ଆମେ ତମ୍କେ କଇରଇଲୁ, ଜନ୍ ଲକ୍ ପାଇଟି କାବାଡ୍ ନ କରେ, ସେ ବାତ୍ପେଜ୍ ନ କାଅ ।
ତମେ ଜାଇଟା କଲେମିସା ପୁରାପୁରୁନ୍ ମନ୍, ଦିଆନ୍, ଜିବନ୍, ପରାନ୍ ଦେଇ ମାପ୍ରୁର୍ପାଇ କଲା ଇସାବେ କରା । ଲକ୍ମନର୍ ପାଇ କାମ୍ କଲାପାରା କରାନାଇ ।
ତେବର୍ପାଇ ଜେନ୍ତିକି ତାର୍ ଜିବନେ ବିନ୍ ଲକ୍ମନର୍ କାଇ ନିନ୍ଦା ନ ରଇବାର୍ । ସେ ଗଟେକ୍ ମାଇଜି ସଙ୍ଗଇରଇବାର୍ ଆଚେ । ନିଜେ ଜାଗ୍ରତ୍ ରଇକରି, ନିଜର୍ ଜିବନେ ସୁସ୍ତା ରଇକରି, ସବୁଲକର୍ ସନ୍ମାନ୍ ପାଇକରି, ଆଇଲା ଲକ୍ମନ୍କେ ଡାକିନେବା ପାରା ଲକ୍ ଅଇକରି, ଲକ୍ମନ୍କେ ବୁଦିର୍ କାତା ସିକାଇବା ଲକ୍ ଅଇ, ନ ମାତି କରି, କିରମାର୍ ନ ଅଇକରି ସାନ୍ତିସଙ୍ଗ୍ ରଇ, ଦଦାପେଲା ନ ଅଇକରି, ଦନ୍ ମିଲାଇବାକେ ଆସା ନ ଅଇକରି ରଇବାର୍ ଆଚେ । ନିଜର୍ କୁଟୁମ୍କେ ନିକକରି ଚାଲାଇତେରଇବାର୍ ଆଚେ । ଆରି ତାର୍ ପିଲାଟକିମନ୍କେ ସେ ତିଆର୍ଲାଟା ମାନ୍ବାକେ ବାଦିଅ କରାଇବା ସିକିଆ ଦେଇରଇବାର୍ ଆଚେ ।
Caráter e liderança
O homem de Deus é corajoso, íntegro e cheio do Espírito. Ele lidera pelo exemplo e guia sua casa nos caminhos do Senhor.
ସାରାସାରିର୍ କାତା
ତମେ ଜାଗ୍ରତ୍ ରଇକରି ବିସ୍ବାସେ ଡାଁଟ୍ ରୁଆ । ବପୁ ଅଇକରି ସାଆସେ ରୁଆ ।
କାଇକେ ବଇଲେ ତାର୍ ପେଟର୍ ପିଲାଟକି ମନ୍ ଆରି କୁଟୁମ୍ ସବୁ ଜେନ୍ତାର୍ ସତ୍ ଦରମ୍ କାତାବାର୍ତା କର୍ବାକେ ସବୁବେଲର୍ ମାପ୍ରୁର୍ ବାଟେ ଇଣ୍ଡ୍ବାଇ, ସେଟାର୍ ପାଇ ସେମନ୍କେ ସେ ଜେନ୍ତାର୍ ଆଦେସ୍ ଦେଇସି, ସେଟାର୍ ପାଇ ଆମେ ତାକେ ଆସିର୍ବାଦ୍ କରିଆଚୁ, ତାର୍ପଚେ ସବୁବେଲର୍ ମାପ୍ରୁ ଅବ୍ରାଆମର୍ ବିସଇରେ ନିଜର୍ କଇଲା ବାକିଅ ସିଦ୍ କର୍ସି ।
ମଦ୍ ପେଣ୍ଡମ୍ କାଇ ମାତା ନାଇ । କାଇକେବଇଲେ ସେଟା ତମ୍କେ ଡିଲା ଚାଡ୍ବା ଗରୁଗାଇର୍ ପାରା ଚଲାଚଲ୍ତି କର୍ବାକେ ଡାକିନେଇସି । ତାର୍ବାଦୁଲେ ସୁକଲ୍ଆତ୍ମା ବାନ୍ଦିନେବାକେ ସର୍ପିଉଆ ।