Perdão e misericórdia
O perdão é o coração do evangelho. Deus nos perdoou em Cristo e nos chama a perdoar uns aos outros, assim como fomos perdoados — sem limites e sem condições.
O perdão de Deus
Deus é rico em misericórdia. Ele apaga nossas transgressões e não se lembra mais dos nossos pecados. Quem confessa, alcança perdão.
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।
ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।
ପୂର୍ବରୁ ପଶ୍ଚିମ ଯେତେ ଦୂର,
ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ,
ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ,
ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ,
ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା,
ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।"
Perdoar como fomos perdoados
Jesus ensinou que devemos perdoar setenta vezes sete. Se não perdoarmos aos outros, o Pai celestial também não nos perdoará.
କ୍ଷମା ନ ଦେବା ଦାସର ଦୃଷ୍ଟାନ୍ତ
ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, "ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
କ୍ଷମା ନ ଦେବା ଦାସର ଦୃଷ୍ଟାନ୍ତ
ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, "ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
କ୍ଷମା ନ ଦେବା ଦାସର ଦୃଷ୍ଟାନ୍ତ
ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି? କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, "ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।"
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ,
ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।
ଦୟାଳୁ ଲୋକେ ଧନ୍ୟ,
କାରଣ ସେମାନେ ଦୟା ପ୍ରାପ୍ତ ହେବେ।
A prática do perdão
Perdoar é um ato de obediência e liberdade. A Escritura nos exorta a suportar uns aos outros e perdoar de coração, se alguém tiver algo contra outro.
ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି; ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ।
Misericórdia e graça
Deus é compassivo e tardio em irar-se. A misericórdia triunfa sobre o juízo, e quem se humilha diante de Deus encontra graça abundante.
ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର"
ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ;
କାରଣ ସେ କୃପାମୟ ଓ ସ୍ନେହଶୀଳ,
କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ,
ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।
ପରମେଶ୍ୱରଙ୍କ ପ୍ରେମ ଓ କରୁଣା
ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ?
ତୁମ୍ଭେ ଅଧର୍ମ କ୍ଷମା କରିଥାଅ
ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ;
ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ,
କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।
ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ;
ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।
ନିସ୍ତାର ପର୍ବ ପାଳନ
ଏଥିଉତ୍ତାରେ ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ ଓ ମନଃଶି ନିକଟକୁ ମଧ୍ୟ ପତ୍ର ଲେଖିଲେ। କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ। କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରିପାରି ନ ଥିଲେ। ଏ ବିଷୟ ରାଜାଙ୍କର ଓ ସମଗ୍ର ସମାଜର ଦୃଷ୍ଟିରେ ଯଥାର୍ଥ ବୋଧ ହେଲା। ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ। ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, "ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ। ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ। ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର। କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।"
ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୂନ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ। ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ। ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
ତହୁଁ ଦ୍ୱିତୀୟ ମାସରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ। ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦିସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ। ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ। ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ। କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା। ଅସଂଖ୍ୟ ଲୋକ, ଅର୍ଥାତ୍, ଇଫ୍ରୟିମ ଓ ମନଃଶି, ଇଷାଖର ଓ ସବୂଲୂନ ମଧ୍ୟରୁ ଅନେକେ ଆପଣାମାନଙ୍କୁ ଶୁଚି କରି ନ ଥିଲେ, ତଥାପି ସେମାନେ ଲେଖାର ବିପରୀତରେ ନିସ୍ତାର ପର୍ବର ବଳି ଭୋଜନ କଲେ। କାରଣ ହିଜକୀୟ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରି ଏହା କହିଥିଲେ, "ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।" ପୁଣି, ସଦାପ୍ରଭୁ ହିଜକୀୟଙ୍କର ବାକ୍ୟରେ କର୍ଣ୍ଣପାତ କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ। ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ।
ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ। ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ। ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ। ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା। ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।
Arrependimento e perdão
O arrependimento genuíno abre as portas do perdão. Deus convida todos ao arrependimento e promete perdoar completamente quem volta a Ele.
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ "ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,
ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି, ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି
ଓ ଆପଣା ଅଧର୍ମ ଲୁଚାଇଲି ନାହିଁ;
ମୁଁ କହିଲି, "ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,"
ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ;
ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ;
ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ;
ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
Perdão nos relacionamentos
Se teu irmão pecar contra ti, repreende-o; se se arrepender, perdoa-lhe. Não guarde ressentimento — liberte-se pelo perdão.
ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ। ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ-ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର।"
ଅନ୍ୟର ବିଚାର ନ କରିବା
"ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
ଅନ୍ୟର ବିଚାର ନ କରିବା
"ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
ଅନ୍ୟର ବିଚାର ନ କରିବା
"ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
ସେତେବେଳେ ଯୀଶୁ କହିଲେ, "ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।" ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ। [କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]"
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।
ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ;
ଆପଣା କଣ୍ଠରେ ଉଭୟକୁ ବାନ୍ଧ
ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।
ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ
ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।
ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ;
ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
ଦୋଷୀକୁ କ୍ଷମା
କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେ ଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକ କଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖ ଦେଇଅଛି। ଅଧିକାଂଶଙ୍କ ଦ୍ୱାରା ଏପରି ଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ; ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ। ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି।
ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ,
ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ,
ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’
ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ?
ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ?
ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!
ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ;
ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ?
ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ,
ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ;
ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।
ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ;
ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ,
ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।
ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ,
‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?
ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ?
ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’
ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।"
ଇସ୍ରାଏଲ ଓ ଯିହୁଦାର ଅନୁତାପ ନିମନ୍ତେ ଆହ୍ୱାନ
ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, "ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି। ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।
ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା। ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା। ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।"
ଆଉ, ସଦାପ୍ରଭୁ ମୋତେ କହିଲେ, "ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି। ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।
ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ
ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ
ଓ ଆମ୍ଭ ରବରେ ମନୋଯୋଗ କରି ନାହଁ,
ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର;
କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ;
ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି
ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;
ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା,
ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।
ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।
ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।
ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି
ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ,
ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା?
ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ
ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।
ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା
ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ,
ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି
ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।"
ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର,
ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ;
କାରଣ ସେମାନେ କୁଟିଳ ପଥଗାମୀ
ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।
"ହେ ବିପଥଗାମୀ ସନ୍ତାନଗଣ ଫେର,
ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା।
ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ;
କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ;
ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ
ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।
ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ
ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ;
କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ
ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।"
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।