Perdão e misericórdia
O perdão é o coração do evangelho. Deus nos perdoou em Cristo e nos chama a perdoar uns aos outros, assim como fomos perdoados — sem limites e sem condições.
O perdão de Deus
Deus é rico em misericórdia. Ele apaga nossas transgressões e não se lembra mais dos nossos pecados. Quem confessa, alcança perdão.
ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
ମୁଇ, ତମର୍ ନିଜର୍ ଅଦରମ୍ ସବୁ ଦଇବି ଆରି ତମର୍ ପାପ୍ସବୁ ମୁଇ ନ ଏତାଇ ।
ମୁଇ, ତମର୍ ନିଜର୍ ଅଦରମ୍ ସବୁ ଦଇବି ଆରି ତମର୍ ପାପ୍ସବୁ ମୁଇ ନ ଏତାଇ ।
ମୁଇ ସେମନର୍ ସବୁ ପାପ୍ କେମା କର୍ବି ଆରି
ସେମନ୍ କାଇ ଅନିଆଇ କଲାଟା ମିସା ମନେ ନ ଏତାଇ ।
Perdoar como fomos perdoados
Jesus ensinou que devemos perdoar setenta vezes sete. Se não perdoarmos aos outros, o Pai celestial também não nos perdoará.
କେମା ନ ଦେଇରଇଲା ଦାଙ୍ଗ୍ଡା
ଦିନେକ୍ ପିତର୍ ଜିସୁର୍ ଲଗେ ଆସି ପାଚାର୍ଲା, "ମାପ୍ରୁ, ଗଟେକ୍ ବାଇ ମର୍ ବିରଦେ ତର୍କେ ତର୍ ଦସ୍ କର୍ତେ ରଇଲେ, ତାକେ ମୁଇ କେତେ ତର୍ କେମା କର୍ବି ? କାଇ ସାତ୍ ତର୍ କି ?"
ଜିସୁ କଇଲା, "ନାଇ ସାତ୍ ତର୍ ନାଇ । ସାତ୍ ତରର୍ ସତୁରି ଗୁନ୍ ।

ଜିସୁ ଏ କାତା କଇସାରାଇ କଇଲା, "ତମର୍ ବିରୁଦେ ଦସ୍ କରି ରଇବା ବାଇମନ୍କେ ମନ୍ ବିତ୍ରେଅନି ଜଦି କେମା ନ ଦିଆସ୍, ତେବେ ମର୍ ସରଗର୍ ବାବା ମିସା ତମ୍କେ ଏନ୍ତାରିସେ କର୍ସି ।"
"ତମର୍ ବିରଦେ ଦସ୍ କରିରଇବା ବିନ୍ ଲକ୍ମନ୍କେ ଜଦି ତମେ କେମା କର୍ସା, ତମର୍ ସରଗର୍ ବାବା ପର୍ମେସର୍ ମିସା ତମ୍କେ କେମା କର୍ସି । ମାତର୍ ତମେ ଜଦି ବିନ୍ ଲକ୍ମନ୍କେ କେମା ନ କରାସ୍, ସରଗର୍ ବାବା ମିସା ତମେ କରିରଇବା ପାପ୍ଦସ୍ କେମା ନ କରେ ।"
"ତମର୍ ବିରଦେ ଦସ୍ କରିରଇବା ବିନ୍ ଲକ୍ମନ୍କେ ଜଦି ତମେ କେମା କର୍ସା, ତମର୍ ସରଗର୍ ବାବା ପର୍ମେସର୍ ମିସା ତମ୍କେ କେମା କର୍ସି । ମାତର୍ ତମେ ଜଦି ବିନ୍ ଲକ୍ମନ୍କେ କେମା ନ କରାସ୍, ସରଗର୍ ବାବା ମିସା ତମେ କରିରଇବା ପାପ୍ଦସ୍ କେମା ନ କରେ ।"
"ତମର୍ ବିରଦେ ଦସ୍ କରିରଇବା ବିନ୍ ଲକ୍ମନ୍କେ ଜଦି ତମେ କେମା କର୍ସା, ତମର୍ ସରଗର୍ ବାବା ପର୍ମେସର୍ ମିସା ତମ୍କେ କେମା କର୍ସି ।
ଆମର୍ ବିରଦେ ଦସ୍ କରିରଇବା ଲକ୍ମନ୍କେ
ଆମେ ଜେନ୍ତାର୍ କେମା କଲୁନି, ସେନ୍ତାରି ଆମର୍ ସବୁ ଦସ୍ କେମା କରା ।
ବିନ୍ ଲକ୍ମନ୍କେ ଦୟା ଦେକାଇବା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସେମନ୍କେ ପର୍ମେସର୍ ଦୟା କର୍ସି ।
A prática do perdão
Perdoar é um ato de obediência e liberdade. A Escritura nos exorta a suportar uns aos outros e perdoar de coração, se alguém tiver algo contra outro.
ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ ।

ତାର୍ ବାଦୁଲେ ତମର୍ ତମର୍ ବିତ୍ରେ ମାନାମାନି ଅଇକରି ଆଲାଦ୍ ସଙ୍ଗ୍ ଦରମ୍ ଅଇ ରୁଆ । ଜେନ୍ତିକି କିରିସ୍ଟର୍ ଲାଗି ପର୍ମେସର୍ ତମ୍କେ କେମା କରିଦେଲା ଆଚେ । ତମେମନ୍ ମିସା ସେ ରକାମ୍ ନିଜର୍ ନିଜର୍ ବିତ୍ରେ କେମା କରାକରି ଉଆ ।

କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ !
କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ !
ସେ ଆମ୍କେ ଆନ୍ଦାରର୍ ବପୁତେଇଅନି ମୁକ୍ଲାଇକରି ତାର୍ ଆଲାଦର୍ ପଅର୍ ରାଇଜେ ଡାକିଆନିଆଚେ । ତାର୍ ପଅର୍ଲାଗି ସେ ଆମ୍କେ ମୁକ୍ଲାଇକରି ଆମର୍ ସବୁ ପାପ୍ କେମା କରିଦେଲାଆଚେ ।
Misericórdia e graça
Deus é compassivo e tardio em irar-se. A misericórdia triunfa sobre o juízo, e quem se humilha diante de Deus encontra graça abundante.
ଅଇଲେ ମିସା ତମେ ବେସି ଦୟା କର୍ବାର୍ ଲାଗି ସେମନ୍କେ ନସ୍ଟ କରାସ୍ ନାଇ , କି ସେମନ୍କେ ଚାଡାସ୍ ନାଇ କାଇକେ ବଇଲେ ତମେ ସାନ୍ତି କାରିଆ ଆରି ଦୟା କାରିଆ ପର୍ମେସର୍ ଆକା।
Arrependimento e perdão
O arrependimento genuíno abre as portas do perdão. Deus convida todos ao arrependimento e promete perdoar completamente quem volta a Ele.
ପିତର୍ ସେମନ୍କେ କଇଲା, "ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ସେନ୍ତିଆଲେ ତମେ ମନ୍ବାଦ୍ଲାଇ କରି ପରମେସରର୍ ବାଟେ ବାଉଡି ଆସା । ତେବେ ସେ ତମର୍ ପାପ୍ କେମା କର୍ସି ।"
ତେବର୍ପାଇ ମର୍ ଏ ଇସ୍ରାଏଲର୍ ବାଇମନ୍, ତମେ ଏଟା ଜାନିରୁଆ । ଜିସୁ କରିରଇବା କାମେଅନି ସେ, ତମର୍ ପାପ୍ କେମା ଅଇସି । ମସାର୍ ନିୟମ୍ ମାନିକରି ଆଚୁ ବଇଲେ ପାପ୍ କେମା ନ ଅଇତା । ମାତର୍ ଜିସୁର୍ ଟାନେ ବିସ୍ବାସ୍ କଲାର୍ପାଇ ଆମେ ସବୁଲକ୍ ପାପେ ଅନି ମୁକ୍ଲି ଆଚୁ, ସେଟା ତମେ ଜାନ୍ବାର୍ ଆଚେ ।
ଲକ୍ମନ୍ ପରମେସର୍କେ ଜାନି ନ ରଇଲା ବେଲେ, ସେ ଦସ୍ ଦାରି ନ ରଇଲା, ମାତର୍ ଏବେ ସବୁ ଜାଗାର୍ ସବୁ ଲକ୍ମନ୍କେ, ସେମନର୍ ପାପ୍ ବାଟେଅନି ବାଅଡ୍ବାକେ ଆଦେସ୍ ଦେଲାନି ।
ଜେ ନିଜର୍ ପାପ୍କେ ମନ୍ବିତ୍ରେ ଲୁଚାଇସି, ସେ କେମା ନ ପାଏ; ମାତର୍ ଜନ ଲକ୍ ମାନିକରି ଚାଡ୍ସି, ସେ ଦୟା ପାଇସି ।
କାରାପ୍ ବାଟେ ଜିବା ଲକ୍ମନ୍ ଆରି ଦରମ୍ ନଇଁଲା ଲକ୍ ନିଜର୍ ବାଟ୍ ଚାଡିଦେଅ; ଆରି, ସେ ସବୁବେଲର୍ ମାପ୍ରୁର୍ ତେଇ ବାଉଡି ଆସ, ତାର୍ପଚେ ସେ ତାକେ ଆଲାଦ୍ କର୍ସି; ଆରି ସେ ଆମର୍ ପର୍ମେସରର୍ ଲଗେ ବାଉଡ୍, କାଇକେ ବଇଲେ ସେ ସର୍ତେ ଜାକକେ କେମା କର୍ସି ।

Perdão nos relacionamentos
Se teu irmão pecar contra ti, repreende-o; se se arrepender, perdoa-lhe. Não guarde ressentimento — liberte-se pelo perdão.
ତେବର୍ପାଇ ତମର୍ ଚଲାଚଲ୍ତିତେଇ ବେସି ଜାଗ୍ରତ୍ଅଇ ରୁଆ । ଜଦି ତମର୍ ବାଇ କି ବଇନି ପାପ୍ କଲେ, ସେଟା ନିକ କାମ୍ ନଏଁ ବଲି ଟିକ୍ କରା । ଆରି ସେ କରିରଇବା ବୁଲ୍ ଏତାଇ କରି ମନ୍ ବାଦ୍ଲାଇସି ବଇଲେ, ତାକେ କେମା ଦିଆସ୍ । ଜଦି ସେ ଗଟେକ୍ ଦିନେ ସାତ୍ପାଲି ଜାକ ତମର୍ ବିରଦେ ପାପ୍ କରି, ପଚେ ନିଜର୍ ବୁଲ୍ କଲାଟା ଏତାଇ ମନ୍ ବାଦ୍ଲାଇକରି ତମର୍ ତେଇ ଆସି ଜେତେପାଲି କେମା ମାଗ୍ଲେ, ସେତ୍କିପାଲି ତାକେ କେମା ଦିଆସ୍ ।"
ବିନ୍ ଲକ୍ମନ୍କେ ବିଚାର୍ କରାନାଇ
"ବିନ୍ଲକର୍ ବିଚାର୍ କରାନାଇ, ସେନ୍ତାର୍କଲେ ପର୍ମେସର୍ ତମ୍କେ ବିଚାର୍ କର୍ସି । ଦସ୍ ନ ଦିଆସ୍, ସେନ୍ତାର୍କଲେ ପର୍ମେସର୍ ତମ୍କେ ଦସ୍ ନ ଦାରେ । କେମା କରା, ସେନ୍ତାର୍କଲେ ତମ୍କେ କେମା ମିଲ୍ସି ।

ସେବେଲା ଜିସୁ କଇଲା, "ଏ ବାବା ଏମନ୍କେ କେମା କରିଦିଆସ୍, କାଇକେ ବଇଲେ ଏମନ୍ କାଇଟା କଲାଇନି ସେଟା ନାଜାନତ୍ ।" ସେମନ୍ ଜିସୁର୍ ପଚିଆ ନେଇ କାକେ ମିଲ୍ସି ବଲି କେଡ୍ ପୁଟାଇଲାଇ ।
ମାତର୍ ତମେ ପାର୍ତନା କର୍ବା ବେଲେ ତମର୍ ମନେ କାର୍ ବିରଦେ ମିସା କାଇ କାତା ରଇଲେ, ତାକେ କେମା ଦିଆସ୍ । ଏନ୍ତି କଲେ ତମର୍ ସରଗର୍ ବାବା ମିସା ତମ୍କେ ତମର୍ ପାପେଅନି କେମା ଦେଇସି ।
ମାତର୍ ତମେ ପାର୍ତନା କର୍ବା ବେଲେ ତମର୍ ମନେ କାର୍ ବିରଦେ ମିସା କାଇ କାତା ରଇଲେ, ତାକେ କେମା ଦିଆସ୍ । ଏନ୍ତି କଲେ ତମର୍ ସରଗର୍ ବାବା ମିସା ତମ୍କେ ତମର୍ ପାପେଅନି କେମା ଦେଇସି ।
ମାତର୍ ତମେ ପାର୍ତନା କର୍ବା ବେଲେ ତମର୍ ମନେ କାର୍ ବିରଦେ ମିସା କାଇ କାତା ରଇଲେ, ତାକେ କେମା ଦିଆସ୍ । ଏନ୍ତି କଲେ ତମର୍ ସରଗର୍ ବାବା ମିସା ତମ୍କେ ତମର୍ ପାପେଅନି କେମା ଦେଇସି । ମାତର୍ ତମେ କେମା ନ କଲେ, ତମର୍ ସରଗର୍ ବାବା ମିସା ତମ୍କେ କେମା ନ ଦେଏ ।"
ଦୟା ଆରି ସତ୍ ତମ୍କେ ଚାଡି ନ ଦେଅ; ନିଜର୍ କଁଟେ ମିସ୍ତେ ବାନ୍ଦା ଆରି ନିଜର୍ ମନର୍ ପାଟା ଲଗେ ଲେକା । ସେନ୍ତି କଲେ, ତମେ ପର୍ମେସରର୍ ଆରି ନର୍ଲକର୍ ଆଁକି ଲଗେ ଅନି ଆସିର୍ବାଦ୍ ପାଇସା ଆରି ନିମାନ୍ ବିଚାର୍ କର୍ସା ।
ଜେ ପାପ୍କେ କେମା ଦେଇସି, ସେ ଲାଡ୍ କଜ୍ସି; ମାତର୍ ଜେ ତର୍କେ ତର୍ ଗଟେକ୍ କାତା ବାର୍କର୍ସି, ସେ ତମର୍ ମିତ୍ରମନ୍କେ ବେଗ୍ଲାଇସି ।
ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଜାଗ୍ରତ୍ କରାଆ । ଜେନ୍ତାରି କି ପର୍ମେସର୍ ଜିବନ୍ ଦୁକାଇକରି ଦୟା ଦେକାଇଲାଟାନେଅନି କେ ପଚ୍କେ ନ ଜାଅତ୍ । କାଇକେବଇଲେ ସେନ୍ତାରି ଲକ୍ ପିତା ପଲ୍ ଦାର୍ବା ଗଟେକ୍ ଗଚ୍ ପାରା ରଇସି ଆରି ବେସି ଲକ୍କେ ତାର୍ ବିସ୍ ସଙ୍ଗ୍ ଅଇରାନ୍ କର୍ସି ।
ଦସିକେ କେମା ଦେବାଟା
ଏବେ ତମର୍ ବିତ୍ରେ ଜେ ପାପ୍ କରି ତମ୍କେ ଦୁକ୍ ଦେଲା ଆଚେ, ସେ ଅବ୍କା ମକେ ଦୁକ୍ ଦେଏନାଇ, ମାତର୍ ତମ୍କେ ସବୁକେ ଦୁକ୍ ଦେଲାଆଚେ । ସବୁକେ ନଇଲେ ମିସା, କେତେଲକ୍କେ ଦେଇଆଚେ । ତାର୍ ପାପ୍ କଲାଟା ଅଦିକ୍ ବଡ୍ ଅଇକରି ଡିସ ବଲି ମୁଇ ମନ୍ କରିନାଇ । ତମର୍ ବିତ୍ରେ ଜବର୍ ଲକ୍ ତାକେ ଡଣ୍ଡ୍ ଦେଲାଇ ଆଚତ୍ । ଆରି ସେମନ୍ ତାକେ ଦେଇରଇବା ଡଣ୍ଡ୍ ତାର୍ପାଇ ଅଇଜାଇସି । ଏବେ ତମେ ତାକେ କେମା ଦେଇକରି ସାଆସ୍ ଦେବାର୍ ଆଚେ । ସେନ୍ତାରି ନ କଲେ, ସେ ବେସି ଦୁକ୍ ଅଇକରି ତାର୍ ମନ୍ ବାଙ୍ଗିଜାଇସି । ସେଟାର୍ପାଇଁ ତାକେ ଆରିତରେକ୍ ଆଲାଦ୍ କରା ବଲି ମୁଇ ତମ୍କେ ବାବୁଜିଆ କଲିନି ।
ଆମର୍ ବୁଲ୍ କାମର୍ପାଇ ଆମର୍ ବାଦୁଲେ ପର୍ମେସର୍ ଜିସୁକେ ଡଣ୍ଡ୍ ଦେଲା । ତାର୍ଲାଗି ଅବ୍କା ଆମର୍ ପାପ୍ସେ ନଏଁ ମାତର୍ ଗୁଲାଇଟାନେ ରଇବା ସବୁଲକର୍ ପାପ୍ ସେ କେମା କର୍ସି ।
ସେ କଇଲା, "ନାଇ ମାପ୍ରୁ କେ ମିସା ମକେ ଦସି ବଲି ବିଚାର୍ କରତ୍ ନାଇ ।" ଜିସୁ ତାକେ କଇଲା, "ମୁଇ ମିସା ତକେ ଦସି ବଲି ବିଚାର୍ ନ କରି । ମାତର୍ ଜା ଆରି ପାପ୍ କର୍ ନାଇ ।"
କେ ଜଦି ଜର୍ଦୁକା ଅଇ ରଇଲେ ସେ ମଣ୍ଡଲିର୍ ପାର୍ଚିନ୍ମନ୍କେ ଡାକାଆ, ସେମନ୍ ମାପ୍ରୁର୍ ନାଉଁଦାରି ଚିକନ୍ ରକଇ କରି ତାକେ ଲାଗାଇ, ପାର୍ତନା କର୍ବାଇ । ବିସ୍ବାସ୍ ସଙ୍ଗ୍ ସରପ୍ଲା ପାର୍ତନା ଜରର୍ ଲକ୍କେ ନିମାନ୍ କରି ଉଟାଇସି । ଜଦିସେ ପାପ୍କରି ରଇସି ବଇଲେ ମାପ୍ରୁ ତାକେ କେମା କର୍ସି । ନିଜର୍ ନିଜର୍ ଲଗେ ପାପ୍ କଲାଟା ଜାନାଆ ଆରି ନିଜର୍ ନିଜର୍ ପାଇ ପାର୍ତନା କରା । ସେନ୍ତାର୍ କଲେ, ତମେ ନିକ ଅଇସା ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ତମର୍ ତମର୍ ବିତ୍ରେ ଆଲାଦ୍ କରାକରି ଅଇବାଟା । କାଇକେବଇଲେ, ସେନ୍ତାରି ଆଲାଦ୍ କଲେ, ତମର୍ ତମର୍ ପାପ୍ ବିସଇ ଚିନ୍ତା ନ କରି ମୁର୍ଚିକରି କେମା ଦିଆଦିଇ ଅଇସା ।