Perseguição
Jesus advertiu que seus seguidores seriam perseguidos pelo mundo. Mas a perseguição não é sinal de fracasso — é sinal de fidelidade. Bem-aventurados os que sofrem por causa da justiça.
Perseguição como marca do discípulo
Jesus disse: se o mundo vos odeia, sabei que antes de vós odiou a mim. Todo o que quer viver piedosamente será perseguido.
ଜଗତର୍ ଗିନ୍
"ଜାନିରୁଆ, ତମ୍କେ ଜଦି ଏ ଦୁନିଆ ଗିନ୍ କର୍ସି, ତେବେ ତମ୍କେ ଗିନ୍ କର୍ବା ଆଗ୍ତୁସେ ମକେ ଗିନ୍ କଲାଆଚେ ।
ଦେକ୍ବାକେଗାଲେ ଜେତ୍କି ଲକ୍ ଜିସୁକିରିସ୍ଟକେ ବିସ୍ବାସ୍ କରି ପର୍ମେସର୍ ଦେକ୍ବା ଇସାବେ ଦରମ୍ ଚଲାଚଲ୍ତି କର୍ବାକେ ମନ୍ କଲାଇନି, ସେମନ୍ ସବୁ ବିସ୍ବାସ୍ ନ କଲା ଲକ୍ମନର୍ଟାନେଅନି ଦୁକ୍ କସ୍ଟ ପାଇବାଇ ।
ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କରି ଦୁକ୍ କସ୍ଟ ପାଇବାଇ, ସେମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।
"ମକେ ବିସ୍ବାସ୍ କର୍ବାର୍ ଲାଗି ତମ୍କେ ଲକ୍ମନ୍ ନିନ୍ଦା ଆରି କସ୍ଟ ଦେବାଇ, ଆରି ଚୁଚାଇ ତମର୍ ବିରୁଦେ ମିଚ୍ କାତା କଇବାଇ, ନିଜ୍କେ କେଡେ କରମର୍ ଲକ୍ ବଲି ମନେ କରା ।
ଲକ୍ମନ୍ ଜେବେ ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ଲାଗି ତମ୍କେ ଇନ୍ କର୍ବାଇ, ଆରି ବେଗ୍ଲାଇ ଦେବାଇ, ନିନ୍ଦାକରି ତମର୍ ନାଉଁ ମନ୍ଦ୍ ବଲି ଦାର୍ବାଇ, ତମର୍ କେଡେକ୍ ନିକ କରମ୍ ।
Recompensa na perseguição
Os perseguidos por causa de Cristo receberão grande galardão no céu. Quem perde por amor ao evangelho receberá cem vezes mais.
ଜିସୁ ସେମନ୍କେ କଇଲା, "ମୁଇ ତମ୍କେ ସତ୍ କାତା କଇଲିନି, ଜେ ମର୍ ସଙ୍ଗ୍ ଆଇବାକେ ଆରି ପର୍ମେସରର୍ ନିମାନ୍ କାତା ଜାନାଇବାକେ ଗର୍ ଦୁଆର୍, ବାଇ ବଇନି, ମା ବାବା, ପିଲାଟକି ଆରି ଜମିବାଡି ଚାଡିକରି ଆଚେ, ସେ ସତ୍ସେ, ନିଜର୍ ଚାଡିରଇଲା ସବୁ ବିସଇତେଇଅନି ସଏ ବାଗ୍ ଅଦିକ୍ ଏ ଜୁଗେ ପାଇସି । ଗର୍ ଦୁଆର୍, ବାଇ ବଇନି, ମାଆ ବାବା, ପିଲାଟକି ଆରି ଜମିବାଡି ଏ ସବୁ ଦିନ୍ସୁ ଅଦିକ୍ ପାଇସି ଆରି ତାର୍ ସଙ୍ଗ୍ ଗେଞ୍ଜ୍ନା ମିସା ପାଇସି । ମାତର୍ ଆଇବା ଜୁଗେ ପର୍ମେସରର୍ ରାଇଜେ, ସେ ନ ସାର୍ବା ଜିବନ୍ ପାଇସି ।
ସେନ୍ତାର୍ଆଲେ ତେବେ କେ ମିସା ଆମ୍କେ କିରିସ୍ଟର୍ ଆଲାଦେଅନି ବେଗ୍ଲାଇ ନାପାରତ୍ । ଦୁକେ ରଇଲେ ମିସା, କସ୍ଟ ପାଇକରି ରଇଲେ ମିସା, ନିନ୍ଦା ପାଇକରି ରଇଲେ ମିସା, କାକୁର୍ତି ଅଇକରି ରଇଲେ ମିସା, ବୁକେ ରଇଲେ ମିସା, ବିପଦେ ରଇଲେ ମିସା କି ମରାଇଲେ ମିସା ଏ ସବୁ ବେଗ୍ଲାଇ ନାପାରେ ।
ସେଟାର୍ ପାଇ ମକେ କିରିସ୍ଟର୍ ଲାଗି ଜେତ୍କି ସବୁ ଗଟ୍ସି, ମୁଇ ସାର୍ଦା ଅଇ ରଇବି । ଜେନ୍ତିକି ମର୍ଗାଗଡ୍ ଦୁର୍ବଲ୍ ରଇଲେ ମିସା, ନିନ୍ଦା ପାଇଲେ ମିସା, ଦୁକ୍ କସ୍ଟ ଅଇରଇଲେ ମିସା, ଆରି ସାଦ୍ବାନ୍ଦ୍ ଅଇ ଦୁକ୍ କସ୍ଟ ପାଇଲେ ମିସା । କାଇକେବଇଲେ ଜେଡେବେଲେ ମୁଇ ଦୁର୍ବଲ୍ ଅଇଆଚି, ସେଡ୍କି ବେଲେ ମୁଇ ବପୁ ଅଇଆଚି ।
Amor e confiança em meio à adversidade
A Bíblia nos ensina a amar nossos perseguidores, abençoar os que nos maldizem e confiar que nossos tempos estão nas mãos de Deus.
ମାତର୍ ମୁଇ ତମ୍କେ କଇଲିନି, ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ ତମ୍କେ କସ୍ଟ ଦେଲାଇନି, ତାକର୍ପାଇ ପାର୍ତନା କରା ।
ଜନ୍ଲକ୍ମନ୍ ତମ୍କେ ନିନ୍ଦା କର୍ବାଇ, ସେମନ୍କେ ପରମେସର୍ ଆସିର୍ବାଦ୍ କରବଲି ପାର୍ତନା କରା । ସେମନ୍କେ ଆସିର୍ବାଦ୍ କରା, ସାଇପ୍ ଦିଆସ୍ ନାଇ ।
ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି ।
ମୁଇ ବୁଏଁ ଉମ୍ତାଡିଅଇ ଅଦ୍ରିଗାଲି ଆରି ମର୍ପାଇ ଏ କାତା ସୁନ୍ଲି, ସାଉଲ୍, ସାଉଲ୍ ! ମକେ ତୁଇ କାଇକେ କସ୍ଟ ଦେଲୁସ୍ନି ?