Poder
O poder de Deus opera nos que creem. A Bíblia revela que o cristão recebe poder do alto para viver, servir e vencer — não por força própria, mas pelo Espírito de Deus.
Poder do Espírito Santo
Jesus prometeu que seus seguidores receberiam poder ao descer sobre eles o Espírito Santo. Esse poder capacita para testemunho e serviço.
ମାତର୍ ସୁକଲ୍ ଆତ୍ମା ତମର୍ ଉପ୍ରେ ଉତର୍ଲେ, ତମେ ପୁରାପୁରୁନ୍ ବପୁ ଅଇସା ଆରି ଜିରୁସାଲମ୍, ଜିଉଦାର୍ ସବୁଟାନେ, ସମିରଣ୍ ଆରି ଜଗତର୍ ସାରାସାରି ଜାକ ମର୍ ନାଉଁ ଦାରି ସାକି ଅଇସା ।"
କାଇକେବଇଲେ ଜନ୍ ଆତ୍ମା ପର୍ମେସର୍ ଆମ୍କେ ଦେଲାଆଚେ, ସେଟା ଆମ୍କେ ଡର୍ବାକେ ନ ଦେଏ । ତାର୍ ବାଦୁଲେ ଆତ୍ମାଇ ବପୁ ଦେଇସି, ବିନ୍ ଲକ୍ମନ୍କେ ଆଲାଦ୍ କର୍ବାକେ ସିକାଇସି ଆରି ନିଜ୍କେ ଜାଗରତ୍ ରଇବାକେ ସିକାଇସି ।
ଦେକା, ମୁଇ ତମ୍କେ ସାଁପ୍ ଆରି ବିସ୍କାକ୍ଡା ଉପ୍ରେ ଇଣ୍ଡ୍ବାକେ ବପୁ ଦେଲିଆଚି, ଆରି ସତ୍ରୁର୍ ଉପ୍ରେ ରଇବା ବପୁ ମିସା ଦେଲିଆଚି । ତମ୍କେ କେ ମିସା କାଇଟା କରିନାପାରତ୍ ।
Poder na Palavra e na fé
A Palavra de Deus é viva e eficaz, mais cortante que espada de dois gumes. O poder não está em palavras, mas na demonstração do Espírito.
ପର୍ମେସରର୍ ବାକିଅ ଜିବନ୍ରଇବାଟା ଆରି ବେସି ବପୁରଇ ଦୁଇବାଟେ ଦାର୍ରଇବା ଗଟେକ୍ ଲାଗନ୍ କାଣ୍ଡା ପାରା । ସେଟା ଆଡର୍ ଗଁଟି ଆରି ଆଡ୍ ବିତ୍ରେ ରଇବାଟା କାଟ୍ସି । ଗଟେକ୍ ଲକର୍ ମନ୍ ବିତ୍ରେ ରଇବା ସବୁ ବିସଇ ବିଚାର୍ କରିପାର୍ସି । ମନ୍ ବିତ୍ରେ ଲୁଚିରଇବା ସବୁ ବିସଇ ମିସା ।
ପରମେସରର୍ ରାଇଜ୍, ଅବ୍କା କାତା ଅଇବା ବିସଇ ନଏଁ, ମାତର୍ ବପୁର୍ ସଙ୍ଗ୍ ରଇବା ବିସଇ ।
ଆରି ବିସ୍ବାସି ଲକ୍ମନ୍ ମର୍ ନାଉଁ ଦାରି ଡୁମାମନ୍କେ ବାର୍କରାଇ କେଦିଦେବାଇ ଆରି ନାଜାନିରଇବା ବାସାଇ କାତା ଅଇବାଇ । ଏନ୍ତି ବିସ୍ବାସ୍ କର୍ବା ଲକ୍ମନର୍ଟାନେ ଗଟେକ୍ ଚିନ୍ ପାରା ଅଇସି । ସେମନ୍ ନାଜାନିକରି ସାଁପ୍ ଆତେ ଦାର୍ଲେ କି ବିସ୍ କାଇଲେ ନ ମରତ୍ । ଜର୍ଦୁକାର୍ ଲକ୍ମନ୍କେ ଆତ୍ ଚିଇ କରି ପାର୍ତନା କଲେ, ସେଲକ୍ମନ୍ ନିମାନ୍ ଅଇଜିବାଇ" ବଲି କଇଲା ।
ମୁଇ ତମ୍କେ ସତ୍ କଇଲିନି, ଜେ ମକେ ବିସ୍ବାସ୍ କର୍ସି ସେ, ମୁଇ କର୍ବା ଏନ୍ତି କାମ୍ମନ୍ କର୍ସି ଆରି ମର୍ତେଇଅନି ଅଦିକ୍ ବଡ୍ ବଡ୍ କାମ୍ମନ୍ ମିସା କର୍ସି । କାଇକେ ବଇଲେ ମୁଇ ମର୍ ବାବାର୍ ଲଗେ ଗାଲିନି ।
Fortalecidos pelo Senhor
Tudo posso naquele que me fortalece. O cristão encontra poder não em si mesmo, mas na força do Senhor e na sua armadura espiritual.
ଏ ସବୁ ଗଟ୍ନା ଆଇଲେ ମିସା ମୁଇ ମୁର୍ଚିକରି ରଇବାକେ ସିକ୍ଲିଆଚି । କାଇକେବଇଲେ, କିରିସ୍ଟ ମକେ ବପୁ ଦେଲାନି ।
ଆତ୍ମାର୍ ଆତ୍ଆତିଆର୍
ସାରାସାରି ପଚେ, ମାପ୍ରୁର୍ ଟାନେ ମିସିକରି ତାର୍ ବପୁପାଇକରି ଡାଟ୍ଅଇରୁଆ ।
ତାର୍ ବଡ୍ ବପୁସଙ୍ଗ୍ ନିଜେ ବପୁଅଇ ତମେ ସାର୍ଦାସଙ୍ଗ୍ ମୁର୍ଚିକରି ରଇପାର୍ସା ।
ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି ।
ସେଡ୍କିବେଲେ ଜିସୁ ଉଟି ପବନ୍କେ ଦମ୍କାଇ ଦେଇ ଲଅଡିକେ କଇଲା, "ତବିର୍ ଅଇ ଚୁପ୍ ର ।" ସେଡ୍କି ବେଲେ ପବନ୍ ବନ୍ଦ୍ ଅଇଲା, ଆରି ସବୁ ତବିର୍ ଅଇଲା । ଆରି ସେ ସିସ୍ମନ୍କେ କଇଲା, "କାଇକେ ଏତେକ୍ ଡର୍ଲାସ୍ନି ? ତମ୍କେ ଏବେଜାକ ମର୍ଲଗେ ବିସ୍ବାସ୍ ନାଇ କି ?"
ସେମନ୍ ବେସି ଡରି ଜାଇକରି ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, "ତେବେ ଏ କେ ଜେ, ପବନ୍ ଆରି ଲଅଡି ମିସା ତାର୍ ଆଦେସ୍ ମାନ୍ଲାଇନି ?"