Preservação das escrituras
A Palavra de Deus permanece para sempre. As Escrituras foram preservadas por Deus ao longo dos milênios para instrução, consolação e guia de todas as gerações.
A Palavra eterna
Céus e terra passarão, mas as palavras de Deus jamais passarão. Sua Palavra é eterna, infalível e imutável — a verdade que sustenta tudo.
ସରଗ୍ ଆରି ମଚ୍ପୁର୍ କୁରୁପ୍ନାସ୍ ଅଇଜାଇସି, ମାତର୍ ମର୍ ସବୁ ବାକିଅ କେବେ ମିଚ୍ ନ ଅଏ ।
ମନେରକିରୁଆ, ମୁଇ ତମ୍କେ ସତ୍ କଇଲିନି ସରଗ୍ ଆରି ଦର୍ତନି ତବିର୍ ଅଇ ରଇବା ଜାକ ମସାର୍ ନିୟମର୍ ଗଟେକ୍ ଚିନ୍ ମିସା ନ ବୁଡେ । ସବୁ ବିସଇ ପୁରାପୁରୁନ୍ ନ ଅଇତେ ଏ ସବୁ ନ ଗଟେ ।
ଗାଁସ୍ ସୁକି ଜାଇସି, ପୁଲ୍ ସୁକି ଜଡି ଜାଇସି, ମାତର୍ ସବୁବେଲର୍ ମାପ୍ରୁର୍ ବାକିଅ ନ ସାରେ ସବୁବେଲର୍ ପାଇଁ ରଇସି ।
ସାସ୍ତରେ ଲେକାଅଇଲାପାରା,
ଗୁଲାଇ ମୁନୁସ୍ ଜାତି ଗାଁସ୍ ପାରା ।
ତାକର୍ ବାନିମୁର୍ତି ଗାଁସର୍ ପୁଲ୍ପାରା ।
ଗାଁସ୍ ସୁକିଜାଇସି ଆରି ପୁଲ୍ ଜଡିଜାଇସି ।
ମାତର୍ ପର୍ମେସରର୍ ବାକିଅ ସବୁଦିନ୍ ପାଇ ରଇସି ।
ଏ ବାକିଅ ଅଇଲାନି ତମ୍କେ ଜାନାଇରଇବା ସୁବ୍କବର୍ ।
ତମେ ଆରିତରେକ୍ ଜନମ୍ ଅଇଲାସ୍କେ ଏନ୍ତାରି କଲାସ୍ନି । କେବେ ନ ମର୍ବା ବାବାମାଆର୍ ପିଲାମନର୍ ଇସାବେ । ତାର୍ ବାକିଅ ତମ୍କେ ନୁଆ ଜିବନ୍ ଦେଲାଆଚେ । ତାର୍ ବାକିଅ ସବୁଦିନର୍ପାଇ ରଇସି । ସାସ୍ତରେ ଲେକାଅଇଲାପାରା,
ଗୁଲାଇ ମୁନୁସ୍ ଜାତି ଗାଁସ୍ ପାରା ।
ତାକର୍ ବାନିମୁର୍ତି ଗାଁସର୍ ପୁଲ୍ପାରା ।
ଗାଁସ୍ ସୁକିଜାଇସି ଆରି ପୁଲ୍ ଜଡିଜାଇସି ।
ମାତର୍ ପର୍ମେସରର୍ ବାକିଅ ସବୁଦିନ୍ ପାଇ ରଇସି ।
ଏ ବାକିଅ ଅଇଲାନି ତମ୍କେ ଜାନାଇରଇବା ସୁବ୍କବର୍ ।
A inspiração divina
Toda Escritura é inspirada por Deus. Homens santos falaram da parte do Senhor, e a Palavra escrita é a expressão fiel da vontade divina.
ବବିସତ୍ବକ୍ତାମନ୍ କେ ମିସା ନିଜେ ବାବିକରି ସାସ୍ତର୍ଟାନେ ଲେକତ୍ନାଇ । ଏଟା ତମେ ବାଇଦରେ ଜାନ୍ବାର୍ ଆଚେ । କାଇକେବଇଲେ, ସେମନ୍ କେବେମିସା ନିଜର୍ତେଇଅନି କାଇ ବବିସତ୍ କାତା କଅତ୍ ନାଇ । ମାତର୍ ପର୍ମେସର୍ଟାନେଅନି ଆଇଲା କାତା ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ କଇରଇଲାଇ ।
ପଅର୍ ଲାଗି ମାପ୍ରୁର୍ ବାକିଅ
ପର୍ମେସର୍ ପୁର୍ବେ ବିନ୍ ବିନ୍ ବେଲାଇ ଆରି ବିନ୍ ବିନ୍ ବାଟେ ବବିସତ୍ବକ୍ତା ମନ୍କେ ପାଟାଇକରି, ଆମର୍ ଆନିଦାଦିମନର୍ ସଙ୍ଗ୍ କାତା ଅଇଲା । ମାତର୍ ଏ ସେସ୍ କାଲେ ତାର୍ ପଅକେ ପାଟାଇକରି ତାର୍ କାତା ଜାନାଇ ଆଚେ । ତାର୍ଲାଗି ଏ ଜଗତ୍ ତିଆର୍ କଲାଆଚେ ଆରି ଜଗତର୍ ସବୁ ବିସଇର୍ ଉପ୍ରେ ତାକେ ଅଦିକାର୍ ଦେଲାଆଚେ । ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
ମୁଇଁ ଜାନି ଆଚି ଜେ, ପର୍ମେସର୍ ଜାଇଟା ସବୁ କର୍ସି, ସେଟା ସବୁ ଦିନର୍ପାଇଁ ରଇସି; ସେଟାକେ ଅଦିକ୍ କରି ନଅଏ କି ଉନାକରି ନ ଅଏ; ଆରି ନର୍ଲକ୍ମନ୍ ପର୍ମେସରର୍ ମୁଆଟେ ଡର୍ବା ପାଇଁ ସେ, ସେଟାମନ୍ କଲା ଆଚେ ।
A Palavra como guia e tesouro
A Palavra de Deus é lâmpada para os pés, espada do Espírito e tesouro para o coração. Guardá-la e meditá-la nos protege do pecado.
କାଇକେବଇଲେ ସାସ୍ତରେ ଏନ୍ତାରି ମିସା ଲେକାଅଇଆଚେ, "ପରମେସରର୍ କବର୍ ତମର୍ ଲଗେ, ତମର୍ ଟଣ୍ଡେ ଆରି ମନେ ଆଚେ ।" ବିସ୍ବାସ୍ ବିସଇର୍ ଏ କବର୍ସେ ଆମେ ଜାନାଇଲୁନି ।
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
ମାତର୍ ମୁଇ ପାଚାର୍ଲିନି ଇସ୍ରାଏଲର୍ ଲକ୍ମନ୍ କାଇ, ସେ କବର୍ ସୁନତ୍ ନାଇ କି ? ବାଇଦରେ ସୁନିଆଚତ୍, କାଇକେବଇଲେ ଲେକାଆଚେ,
"ଜାନାଉମନର୍ ସବଦ୍ ଗୁଲାଇ ଜଗତ୍ ଡାବିଅଇଗାଲା ଆଚେ, ସେମନର୍ କାତା ରାଇଜ୍ ଚିଡ୍ଲା ଜାକ କେଟ୍ଲା ଆଚେ ।"
କାଇକେବଇଲେ ସାସ୍ତରେ ଜେତ୍କି ଲେକା ଅଇଲାଆଚେ, ସେ ସବୁ ଆମ୍କେ ସିକାଇବାକେ । ଜେନ୍ତାରିକି, ସାସ୍ତରେଅନି ଜନ୍ ମୁର୍ଚି ରଇବାଟା ଆରି ସାର୍ଦା କରାଇବାଟା ଆମେ ମିଲାଇଆଚୁ, ତେଇଅନି ଆମର୍ ଆସା ବଡ୍ସି ।
ଉଁ, ନର୍ଲକ୍ ବୁଜ୍ବା ତେଇଅନି ଅଦିକ୍ କିରିସ୍ଟ ଆମ୍କେ ଆଲାଦ୍ କଲା ଆଚେ, ସେ ଆଲାଦ୍ ତମେ ଜାନା ବଲି ମୁଇ ପାର୍ତନା କଲିନି । ଜେନ୍ତାରିକି ତମର୍ ଚାଲାଚାଲ୍ତି ପରମେସରର୍ ପାରା ଅଇ ଆଇସି ।
ଲକ୍ମନର୍ ପାଇ ଏନ୍ତାରି ପାର୍ତନା କର୍ବାର୍ ଦର୍କାର୍ ଆକା । କାଇକେବଇଲେ ଏ ରକାମର୍ ପାର୍ତନା ଆମର୍ ଉଦାର୍କାରିଆ ପର୍ମେସର୍କେ ସାର୍ଦା କୁରାଇସି । ସବୁଲକ୍ ଜେନ୍ତାର୍ କି ରକିଆ ପାଅତ୍ ଆରି ସତ୍ ବିସଇ ଜାନତ୍ ବଲି ପର୍ମେସର୍ ମନ୍ କଲାନି ।