Profecia
A profecia é a voz de Deus revelada ao seu povo. Através dos profetas, Deus comunicou seus planos, advertiu contra o pecado e anunciou a vinda do Messias.
Profecia e revelação divina
A profecia na Bíblia não é invenção humana, mas homens santos de Deus falaram movidos pelo Espírito Santo, revelando os mistérios divinos.
କାଇକେବଇଲେ, ସେମନ୍ କେବେମିସା ନିଜର୍ତେଇଅନି କାଇ ବବିସତ୍ କାତା କଅତ୍ ନାଇ । ମାତର୍ ପର୍ମେସର୍ଟାନେଅନି ଆଇଲା କାତା ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ କଇରଇଲାଇ ।
ଏଟା ସୁନି ସେମନ୍ ମାପ୍ରୁ ଜିସୁର୍ ନାଉଁ ଦାରି ଡୁବନ୍ ନେଲାଇ । ପାଉଲ୍ ସେମନର୍ ଉପ୍ରେ ଆତ୍ ଚିଇଲା ଆରି ସୁକଲ୍ ଆତ୍ମା ତାକର୍ଟାନେ ଉତର୍ଲା । ସେମନ୍ ବିନ୍ ବିନ୍ ବାସାଇ କାତା କଇଲାଇ ଆରି ପରମେସରର୍ ସୁବ୍ କବର୍ ଜାନାଇଲାଇ ।
Profecias messiânicas cumpridas
As profecias do Antigo Testamento sobre o Messias se cumpriram em Jesus. Seu nascimento, ministério e sacrifício foram anunciados séculos antes.
ସେଟାର୍ ପାଇଁ ସବୁବେଲର୍ ମାପ୍ରୁ ନିଜେ ତମ୍କେ ଗଟେକ୍ ଚିନ୍ ଦେଇସି; ଦେକା ଏ ଦାଙ୍ଗ୍ଡି ଗାଗ୍ଡେ ଅଇକରି ଗଟେକ୍ ପିଲା ଜନମ୍ ଦେଇସି ଆରି ତାର୍ ନାଉଁ ଇମାନୁଏଲ୍ ବଲିକରି ଦେଇସି ତାକେ ଆମର୍ ସଙ୍ଗେ ରଇବାକେ ପର୍ମେସର୍ ଚାଡ୍ସି।
ଆଇବା ଦିନ୍ମନ୍କେ କାଇଟା ଅଇସି ବଲି, ପର୍ମେସର୍ ଗଟେକ୍ ବବିସତ୍ବକ୍ତାକେ ପାଟାଇ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ ଅଇବାକେ ଏ ସବୁ ଅଇଲା । ଗଟେକ୍ ଦାଙ୍ଗ୍ଡି ଗାଗ୍ଡେ ଅଇ ପିଲା ଜନମ୍ କର୍ସି, ଆରି ସେ ପିଲା ଲକ୍ମନର୍ ଟାନେ ଇମାନୁଏଲ୍ ବଲି ନାମାଇ ଅଇସି, ଏ ନାଉଁର୍ ଅରତ୍ ଅଇଲାନି, ପର୍ମେସର୍ ଆମର୍ ସଙ୍ଗ୍ ଆଚେ ।
ବିସ୍ବାସ୍ କରି ଦରମ୍ ବଲାଇଅଇବାଟା
ମାତର୍ ଏବେ ଲକ୍ମନ୍ ତାର୍ ମୁଆଟେ ଦରମ୍ ବଲି ଏଜାଇ ଅଇବାକେ, ପରମେସର୍ ଜନ୍ଟା ଜଜ୍ନା କରି ରଇଲା, ସେଟା ସେ ଆମ୍କେ ଜାନାଇଦେଲାଆଚେ । ମାତର୍ ଏଟା ନିୟମ୍ ମାନ୍ଲାକେ ଅଏନାଇ । ଏ ଜଜ୍ନା ମସାର୍ ନିୟମେ ଆରି ବିନ୍ ବବିସତ୍ବକ୍ତାମନର୍ ଟାନେ ମିସା ରଇଲା । ଉଜେ ଜିସୁକିରିସ୍ଟକେ ବିସ୍ବାସ୍ କଲାକେ ଏବେ ଆମେ ପରମେସରର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇ ଅଇଆଚୁ । ପରମେସର୍ କେତେ ଲକ୍କେ ଆଲାଦ୍ କରି ଆରି କେତେକ୍ ଲକ୍କେ ଗିନ୍ କରେନାଇ । କିରିସ୍ଟକେ ବିସ୍ବାସ୍କର୍ବା ସବୁ ଲକ୍ମନ୍କେ ଏ ଅଦିକାର ଦେଲାଆଚେ ।
Discernimento profético
A Bíblia nos alerta para examinar tudo e reter o que é bom. Nem todo que profetiza fala da parte de Deus — devemos provar os espíritos.
ଆତ୍ମା ମନ୍କେ ଚିନା
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।
ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।
ସବୁ ବିସଇ ପରିକା କରି ଦେକା, ଜନ୍ଟା ସତ୍, ସେଟା ଚାଡାନାଇ । ସବୁ ରକାମର୍ କାରାପ୍ କାମେଅନି ଦୁରିକେ ରୁଆ ।
ଗଚ୍ ଆରି ତାର୍ ପଲ୍
"ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ ତେଇଅନି ଜାଗର୍ତା ଅଇରୁଆ, ସେମନ୍ ବାଇରେ ମେଣ୍ଡା ପାରା ଡିସ୍ବାଇ ମାତର୍ ତାକର୍ ମନ୍ ବିତ୍ରେ ବାଲିଆଡୁର୍କାମନର୍ ପାରା ।
"ତମର୍ ପାଇ ବିନ୍ ଲକ୍ମନ୍ ଜାଇଟା କରତ୍ ବଲି ମନ୍ କଲାସ୍ନି, ସେନ୍ତାରି ତମେ ବିନ୍ ଲକର୍ ପାଇ କରା । ଏଟା ଅଇଲାନି ମସା ଦେଇରଇବା ନିୟମ୍ ଆରି ବବିସତ୍ବକ୍ତାମନର୍ ସିକିଆର୍ ଅରତ୍ ।"
ସେନ୍ତାରି ମକେ ମାପ୍ରୁର୍ ବାକିଅ ବୁଜାଇବା ବପୁ ରଇଲେ ମିସା, କି ମୁଇ ସବୁ ବିସଇ ଜାନିରଇଲେ ମିସା, ଟିକି ନିକି ବିସଇ ବୁଜିରଇଲେ ମିସା ଆରି ମର୍ ବିସ୍ବାସ୍ ଏଡେକ୍ ଡାଟ୍ ଆଚେ ଜେ, ଡଙ୍ଗର୍ ଉଟ୍କାଇବା ପାରା ମର୍ ଡାଁଟର୍ ବିସ୍ବାସ୍ ରଇଲେ ମିସା ବାଇମନର୍ ପାଇ ଆଲାଦ୍ ନାଇ ବଇଲେ ମୁଇ ଚୁଚାଇସେ ।
ତେବର୍ ପାଇ ଏ ଜିଉଦି ନଇଲା ଲକ୍ମନ୍, ତମେ ଆରି ବିନ୍ ଦେସେ ବାସା ଅଇରଇବାଲକ୍ ନୁଆସ୍ । ଏବେ ପର୍ମେସରର୍ ଲକ୍ମନର୍ସଙ୍ଗ୍ ତମେମିସା ତାର୍ ରାଇଜେ ମିସ୍ବା ଲକ୍ ଆରି ତାର୍ ଜାତିର୍ କୁଟୁମର୍ ଲକ୍ । ତମେ ମିସା ପେରିତ୍ ସିସ୍ମନ୍ ଆରି ବବିସତ୍ବକ୍ତାମନ୍ କରିରଇବା କୁନାଦି ଉପ୍ରେ, ତିଆର୍ ଅଇଲା ଗର୍ ପାରା । ସେ ଗର୍ କନର୍ ମୁଲ୍ ପାକ୍ନା ଅଇଲାନି କିରିସ୍ଟ ଜିସୁ ।