Reconhecer
Reconhecer a Jesus como Senhor é o fundamento da fé cristã. A confissão de fé é o ato de declarar publicamente quem Jesus é e a quem pertencemos.
Confissão e salvação
Se confessarmos com a boca que Jesus é Senhor e crermos no coração que Deus o ressuscitou, seremos salvos.
ଜଦି ଉଁ, କିରିସ୍ଟସେ ମାପ୍ରୁ ବଲି କଇଲାସ୍ନି ଆରି ଉଁ, ପରମେସର୍ ତାକେ ମଲାତେଇଅନି ଉଟାଇଲା ଆଚେ ବଲି ମନେ ମନେ ବିସ୍ବାସ୍ କଲାସ୍ନି, ସେନ୍ତାର୍ ଆଲେ ତମେ ମୁକ୍ତି ପାଇସା ।
ଆମର୍ ବିସ୍ବାସର୍ ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ ବଲି ଏଜ୍ଲାନି । ଆରି ଟଣ୍ଡେ ଉଁ ବଲି ମାନିଆଇଲୁନିଜେ ଆମେ ମୁକ୍ତି ପାଇଆଚୁ ।
କାଇକେବଇଲେ ସାସ୍ତରେ ଲେକାଆଚେ,
"ମାପ୍ରୁ କଇଲାନି, ମୁଇ ଜିବନ୍ ରଇବା ପରମେସର୍, ତେବର୍ପାଇ ସବୁ ମୁନୁସ୍ଜାତି ମର୍ ମୁଆଟେ ମାଣ୍ଡିକୁଟା ଦେବାଇ ।
ମୁଇ ପରମେସର୍ ବଲି ସବୁ ଲକ୍ ନାମ୍ବାଇ ।"
ଆରି ସବୁ ଲକ୍ ଜିସୁକିରିସ୍ଟସେ ମାପ୍ରୁ ବଲି ମାନିଅଇବାଇ । ଏନ୍ତାରି ଅଇଲେ ବାବା ପର୍ମେସର୍ ଡାକ୍ପୁଟା ପାଇସି ।
Reconhecer a fé
Reconhecer a Jesus é um ato de coragem e compromisso. Quem o confessar diante dos homens, Ele confessará diante do Pai.
ଜେ ମିସା ଜିସୁକେ ପର୍ମେସରର୍ ପଅ ବଲି ନାମ୍ଲେ, ପର୍ମେସର୍ ସେ ଲକର୍ ସଙ୍ଗ୍ ମିସିରଇସି । ଆରି ସେ ମିସା ପର୍ମେସରର୍ ସଙ୍ଗ୍ ରଇସି ।
ଜେ ଜିତ୍ସି ସେ ଏ ରକାମ୍ ସୁକଲ୍ ବସ୍ତର୍ ପିନ୍ଦ୍ସି । ଆରି ମୁଇ ଜିବନ୍ ବଇଲଗେଅନି ଜେନ୍ତିଆଲେ ମିସା ତମର୍ ନାଉଁ ନ ଲିବାଇ । ମର୍ ବାବା ଆରି ତାର୍ ଦୁତ୍ମନର୍ ମୁଆଟେ ତମର୍ ନାଉଁ ମର୍ ଲକ୍ମନ୍ ବଲି ସର୍ପି ଦେବି ।
ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ ।
ଆମର୍ ଜନ୍ ଆସା ଉଁ, ବଲି ମାନିଆଇଲୁନି, ତାକେ ଡାଁଟ୍ କରୁ । ଆମେ ଅଇସି କି ନଏଁ ଆଲେ, ବଲି ନ ବାବୁ । କାଇକେବଇଲେ ପର୍ମେସର୍ ଜନ୍ ସପତ୍ କଲାଆଚେ, ସେଟା ସେ କର୍ସି ଆକା ।
Reconhecer o pecado e a bondade de Deus
Reconhecer nossos pecados é o caminho para o perdão. E reconhecer que o Senhor é nossa porção nos dá esperança inabalável.