Reino
O Reino de Deus é o tema central da pregação de Jesus. Desde o início de seu ministério, Ele proclamou: 'Arrependei-vos, porque é chegado o Reino dos céus.'
O anúncio do Reino
Jesus inaugurou seu ministério proclamando a chegada do Reino. Ele convida todos ao arrependimento e à fé nessa nova realidade.
ସେ ବେଲାଇ ଅନି ଜିସୁ କଇବାର୍ ଆରାମ୍ କରି ଜାନାଇବାର୍ ଦାର୍ଲା । ପାପ୍ କର୍ବାତେଇଅନି ମନ୍ ବଦ୍ଲାଆ, ସରଗ୍ ରାଇଜ୍ ଲଗେ କେଟ୍ଲା ।
"ସମାନ୍ ବେଲା ଆଇଲା, ପର୍ମେସରର୍ ରାଇଜ୍ ଲଗେ କେଟ୍ଲା ଆଚେ । ତମେ ପାପେ ଅନି ମନ୍ ବାଉଡାଇକରି ନିମାନ୍ କାତାଇ ବିସ୍ବାସ୍ କରା ।"
ସେ ଜାଗାଇ ଜର୍ ଦୁକା ଅଇରଇଲା ଲକ୍ମନ୍କେ ନିକ କରା, ଆରି ସେମନ୍କେ କୁଆ ପର୍ମେସରର୍ ରାଇଜ୍ ତମର୍ଲଗେ ସେ ।
ଜନ୍ ଲକ୍ ସୁବ୍ କବର୍ ବିସଇରେ ଆନ୍ଲାଇନି, ଜନ୍ ଲକ୍ ସାନ୍ତି ବିସଇରେ ଜାନାଇଲାନି , ଜନ୍ ଲକ୍ ମଙ୍ଗଲର୍ ବିସଇରେ ସୁବ୍ କବର୍ ଆନ୍ଲାନି , ଜନ୍ ଲକ୍ ଉଦାର୍ କର୍ବା ବିସଇରେ କଇଲାନି, ଜେ ସିଅନ୍ ଦେସ୍କେ ପର୍ମେସରର୍ ରାଇଜ୍ ବିସଇରେ କଇଲାନି , ତାର୍ ପାଦ୍ ଡଙ୍ଗର୍ ଉପ୍ରେ କେନ୍ତି ସୁନ୍ଦର୍ ଡିସ୍ସି
A natureza do Reino
O Reino de Deus é governo soberano do Senhor sobre todas as coisas. Ele é o Rei eterno, imortal e invisível.
ଜନ୍ ରାଜା କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି, ଆରି ଜାକେ କି କେ ଦେକି ନାପାରତ୍, ସେ ଆକା ଗଟେକ୍ ପର୍ମେସର୍ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ସନ୍ମାନ୍ ପାଅ । ଆମେନ୍ !
କାଇକେବଇଲେ ସବୁବେଲର୍ ମାପ୍ରୁ ଆମର୍ ବିଚାର୍ କାରିଆ, ସବୁବେଲର୍ ମାପ୍ରୁ ଆମର୍ ବାକିଅ କାରି, ସବୁବେଲର୍ ମାପ୍ରୁ ଆମର୍ ରାଜା, ସେ ଆମ୍କେ ଉଦାର୍ କର୍ସି ।
Entrar no Reino
Para entrar no Reino é preciso nascer de novo, tornar-se como criança e buscar primeiro a justiça de Deus acima de tudo.
ଜିସୁ ତାକେ କଇଲା, "ମୁଇ ତକେ ସତ୍ କାତା କଇଲିନି, ଆରିତରେକ୍ ଜନମ୍ ନ ଅଇଲେ କେ ମିସା ପର୍ମେସରର୍ ରାଇଜ୍ ଦେକି ନାପାରତ୍ ।"
ଜିସୁ ତାକେ କଇଲା, "ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ ।
ମାତର୍ ତମେ ତାର୍ ରାଇଜ୍ ଆରି ସେ ତମର୍ଟାନେଅନି କାଇଟା ମନ୍ କଲାନି, ସେ ବିସଇ କଜା । ସେନ୍ତାର୍ କଲେ, ସେ ତମ୍କେ ଲଡାକେ ଆଇବା ସବୁ ବିସଇ ଜାଗାଇ ଦେଇସି ।
ମାତର୍ ଜିସୁ କଇଲା, "ସାନ୍ ପିଲାମନ୍କେ ମର୍ ଲଗେ ଆଇବାକେ ବାଟ୍ ଦିଆସ୍ । ସେମନ୍କେ ମନା କରା ନାଇ । କାଇକେ ବଇଲେ ଏମନ୍ ଆକା ସରଗ୍ ରାଇଜେ ରଇବା ଲକ୍ ।"
ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କରି ଦୁକ୍ କସ୍ଟ ପାଇବାଇ, ସେମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।
"ମୁଇ ତକେ ସରଗ୍ ରାଇଜର୍ କୁଚିକାଡି ଦେବି । ତୁଇ ଜାଇଟା ଜଗତେ ନାଇ ବଲ୍ସୁ, ସେଟା ସରଗେ ମିସା ନାଇ ଅଇସି । ତୁଇ ଜଗତେ ଜାଇଟା କରା ବଲି କଇସୁ ସେଟା ସର୍ଗେ ମିସା କରାଅଇସି ।"
Cidadãos do Reino
Os cristãos são concidadãos dos santos e membros da família de Deus, chamados a viver dignamente do Reino que receberam.
ତେବର୍ ପାଇ ଏ ଜିଉଦି ନଇଲା ଲକ୍ମନ୍, ତମେ ଆରି ବିନ୍ ଦେସେ ବାସା ଅଇରଇବାଲକ୍ ନୁଆସ୍ । ଏବେ ପର୍ମେସରର୍ ଲକ୍ମନର୍ସଙ୍ଗ୍ ତମେମିସା ତାର୍ ରାଇଜେ ମିସ୍ବା ଲକ୍ ଆରି ତାର୍ ଜାତିର୍ କୁଟୁମର୍ ଲକ୍ । ତମେ ମିସା ପେରିତ୍ ସିସ୍ମନ୍ ଆରି ବବିସତ୍ବକ୍ତାମନ୍ କରିରଇବା କୁନାଦି ଉପ୍ରେ, ତିଆର୍ ଅଇଲା ଗର୍ ପାରା । ସେ ଗର୍ କନର୍ ମୁଲ୍ ପାକ୍ନା ଅଇଲାନି କିରିସ୍ଟ ଜିସୁ ।
ସରଗ୍ ରାଇଜେ ଦନ୍
ଏ ଉନା ମେଣ୍ଡାରାସି, ଡରାନାଇ, କାଇକେବଇଲେ ତମର୍ ବାବା ତମ୍କେ ତାର୍ ରାଇଜ୍ ଦେବାକେ ମନ୍କଲାଆଚେ ।
ମଲାତେଇଅନି ପର୍ତମେ ଜେତ୍କି ଲକ୍କେ ଉଟାଇରଇଲାଇ, ସେମନ୍ କେଡେକ୍ କରମର୍ ଲକ୍ । ପଚର୍ ମରନ୍ ତାକର୍ ଉପ୍ରେ ସାସନ୍ ନ କରେ । ସେମନ୍ ପର୍ମେସରର୍ ଆରି କିରିସ୍ଟର୍ ପୁଜାରି ଅଇବାଇ । ସେମନ୍ ତାକର୍ ସଙ୍ଗ୍ ଅଜାର୍ବରସ୍ ଜାକ ସାସନ୍ କର୍ବାଇ ।
ମନେରଅ ଜନ୍ ଲକ୍ମନ୍ ପାପେରଇକରି ବଁଚ୍ବାଇ ସେମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ । ନିଜେ ନାଡାଇ ଉଆନାଇ । ଜନ୍ ଲକ୍ମନ୍ ନିୟମ୍ ବିରୁଦେ ଚଲାଚଲ୍ତି କଲାଇନି କି ମୁର୍ତି ପୁଜା କଲାଇନି କି ବେବିଚାର୍ କାମ୍ କଲାଇନି କି ମନସ୍ ମନସ୍ ବିତ୍ରେ ଆରି ମାଇଜି ମାଇଜି ବିତ୍ରେ ଅଇବା କାରାପ୍ କାମ୍ କଲାଇନି, ବେସିଆ କାମ୍ କଲାଇନି, ଚର୍ନା ଅଇଲାନି, କି ଦନ୍ ଲବ୍ରା ଅଇଲାନି, ମାତୁଆଲ୍ କି ନିନ୍ଦା କର୍ବାଲକ୍ ଅଇଲାନି କି ଅଲ୍ଗା ଲକର୍ ଜିନିସ୍ ଚରାଇବା ଲକ୍ ଅଇଲାନି, ଏମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ ।