Relacionamentos
Os relacionamentos são centrais na vida cristã. A Bíblia orienta sobre amizade, casamento, família e convivência, sempre tendo o amor como fundamento de toda relação.
Amor e amizade
O amigo ama em todo tempo. A Bíblia valoriza amizades verdadeiras que edificam, fortalecem e desafiam ao crescimento mútuo.
ସାଙ୍ଗ ସବୁବେଲେ ଲାଡ୍ କର୍ସି, ମାତର୍ ବାଇର୍ ଦୁକ୍ ବେଲେ ସାଇଜ କର୍ବାକେ ଜନମ୍ ଅଇ ରଇସି ।
ଜେନ୍ତିକି ଲୁଆ ଲୁଆକେ ଲାଗନ୍ କର୍ସି, ସେ ରକାମ୍ ଗଟେକ୍ ଲକ୍ ମଇତରର୍ ମୁଁକେ ଚଁଚଲ୍ କରାଇସି ।
ଗଟେକ୍ଲକର୍ ତେଇଅନି ଦୁଇଲକ୍ ନିକ, କାଇକେବଇଲେ ସେମନ୍ ନିଜର୍ ନିଜର୍ କସ୍ଟ କଲା ପଲ୍, ପାଇବାଇ।
ସେମନର୍ ବିତ୍ରେ ଗଟେକ୍ ଲକ୍ ଅସୁବିଦା ଅଇଲେ ମିସା ଆରି ଗଟେକ୍ ଲକ୍ ସାଇଜ କର୍ସି; ମାତର୍ ଜେ ଗଟେକ୍ ଲକ୍ସେ ରଇସି ତାକେ କାଇ ଅସୁବିଦା ଅଇଲେ ମିସା ସାଇଜ କର୍ବାଲକ୍ କେ ନ ରଅତ୍, ସେ ଗଟେକ୍ କସ୍ଟ ପାଇବା ଲକ୍ ।
କେବେ ଜଦି କେ ଏକ୍ଲା ରଇବା ଲକ୍କେ ମାର୍ସି ବଇଲେ ଦୁଇଲକ୍ ଅଇକରି ତାକେ ମାର୍ବାକେ ଚେସ୍ଟା କର୍ବାଇ; ଆରି ତିନ୍ଟା ମିସାଇ ବଁଅଁଲା ଡର୍ ନ ଚିଡେ ।
Casamento e família
O casamento é aliança sagrada. O marido deve amar a esposa como Cristo amou a Igreja, e ambos devem cultivar respeito e submissão mútua.
ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା । କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା ।
ସେନ୍ତାରିସେ ମୁନୁସ୍ମନ୍ ନିଜର୍ ଗାଗଡ୍କେ ଜତନ୍ କରି ଆଲାଦ୍ କଲାପାରା ନିଜର୍ ମାଇଜିମନ୍କେ ସେନ୍ତାରି କରା । ଜେ ନିଜର୍ ମାଇଜିକେ ଆଲାଦ୍ କର୍ସି, ସେ ନିଜ୍କେ ମିସା ଆଲାଦ୍ କର୍ସି ।
ସାରାସାରି ତମେ ଗଟେକ୍ ଗଟେକ୍ ଲକ୍ ନିଜେ ନିଜେ ଆଲାଦ୍ ଅଇଲାପାରା ନିଜର୍ ନିଜର୍ ମାଇଜିକେ ସେନ୍ତାରି କର୍ବାର୍ ଆଚେ । ଆରି ମାଇଜିମନ୍ ତାକର୍ ମୁନୁସ୍ମନ୍କେ ସନ୍ମାନ୍ ଦେବାର୍ ଆଚେ ।
ଏ ମାଇଜିମନ୍ ତମେ ଜେନ୍ତାର୍ ମାପ୍ରୁକେ ସର୍ପିଅଇ ଆଚାସ୍, ସେନ୍ତାରି ତମର୍ ନିଜର୍ ନିଜର୍ ମୁନୁସ୍କେ ମିସା ସର୍ପି ଉଆ । କାଇକେବଇଲେ କିରିସ୍ଟ ଜେ କି ତାର୍ ଗାଗଡ୍ପାରା ରଇବା ମଣ୍ଡଲିର୍ ନେତା ଆଚେ, ସେନ୍ତାରିସେ ମୁନୁସ୍ ମିସା ତାର୍ ମାଇଜିର୍ ନେତା ଆଚେ । କିରିସ୍ଟସେ ତାର୍ ମଣ୍ଡଲିକେ ରକିଆ କଲାଆଚେ ।
ନୁଆ ଜିବନର୍
ଏ ମାଇଜିମନ୍, ତମେ ନିଜର୍ ନିଜର୍ ମୁନୁସ୍ମନର୍ କାତା ମାନିକରି ରୁଆ । ଜିସୁ କିରିସ୍ଟର୍ ସଙ୍ଗ୍ ମିସିରଇଲାର୍ ପାଇ ଏନ୍ତାରି କର୍ବାଟା ନିକ ।
ଏ ମୁନୁସ୍ମନ୍, ତମେ ନିଜର୍ ନିଜର୍ ମାଇଜିମନ୍କେ ଆଲାଦ୍ କରି ଦରମ୍ ଉଆ ।
ତାର୍ପଚେ ସବୁବେଲର୍ ମାପ୍ରୁ ପର୍ମେସର୍ କଇଲା, ନର୍ଲକ୍ ଏକ୍ଲା ରଇବାଟା ଟିକ୍ ନାଇ, ମୁଇ ତାର୍ ପାଇଁ ସବୁବେଲେ ରଇ ଜିଇବା କାଇବାକେ ଗଟେକ୍ ମାଇଜି ଟକି ତିଆର୍ କର୍ବି ।
ଉଁ ସେଟା ସତ୍, ମାତର୍ ବେସି ଲକ୍ ବେବିଚାର୍ କାମେ ଚଲାଚଲ୍ତି କଲାଇନି । ମୁଇ କଇଲିନି ଗଟେକ୍ ଗଟେକ୍ ମୁନୁସ୍କେ ତାର୍ ନିଜର୍ ମାଇଜି ଆରି ଗଟେକ୍ ଗଟେକ୍ ମାଇଜିକେ ତାର୍ ନିଜର୍ ମୁନୁସ୍ ରଇବାର୍ ଆଚେ ।
ଗର୍ ଆରି ଦନ୍ ଆନିଦାଦିମନର୍ ଲଗେ ଅନି ପାଇବାର୍ ଅଦିକାର୍; ମାତର୍ ବୁଦି ମତି ମାଇଁଜି ମାପ୍ରୁର୍ ଲଗେ ଅନି ପାଇବାଇ ।
ଗୁନ୍ଚଲନ୍ ରଇବା ମାଇଁଜି
ଗୁନ୍ଚଲନ୍ ରଇଲା ମାଇଁଜି କେ ପାଇ ପାର୍ସି? ସେ ମତି ମୁକ୍ତାର୍ ତେଇଅନି ଅଦିକ୍ ମୁଲିଅର୍ ଦନ୍ ପାଇସି ।
Convivência saudável
Os relacionamentos florescem quando tratamos os outros como gostaríamos de ser tratados, com amor crescente e caráter maduro.
"ତମର୍ ପାଇ ବିନ୍ ଲକ୍ମନ୍ ଜାଇଟା କରତ୍ ବଲି ମନ୍ କଲାସ୍ନି, ସେନ୍ତାରି ତମେ ବିନ୍ ଲକର୍ ପାଇ କରା । ଏଟା ଅଇଲାନି ମସା ଦେଇରଇବା ନିୟମ୍ ଆରି ବବିସତ୍ବକ୍ତାମନର୍ ସିକିଆର୍ ଅରତ୍ ।"
ଆୟା ବାବାର୍ ସେବା କରା ଆରି ତମର୍ ପଡିସାର୍ ଲକ୍ମନ୍କେ ନିଜର୍ ପାରା ଆଲାଦ୍ କରା ।"
ଜେନ୍ତିକି ଆମର୍ ଆଲାଦ୍ ତମର୍ପାଇ ବଡିଆଇଲାନି, ସେନ୍ତାରିସେ ନିଜର୍ ନିଜର୍ ବିତ୍ରେ, ଆରି ସବୁ ଲକ୍ମନ୍କେ ମାପ୍ରୁ ଆଲାଦ୍ ବଡାଇକରି ଅଦିକ୍ କର ।
କେ ଜଦି, ତାର୍ ନିଜର୍ ଲକ୍ମନ୍କେ କି କୁଟୁମର୍ ଲକ୍ମନ୍କେ ଲଡାକେ ରଇବା ବିସଇ ନ ଦେଲେ, ସେ ଜନ୍ଟା ବିସ୍ବାସ୍ କଲିନି ବଲି କଇସି, ସେ ସତଇସେ ସେଟା ବିସ୍ବାସ୍ କରେନାଇ । ସେ ବିସ୍ବାସ୍ ନ କରିରଇବା ଲକର୍ଟାନେଅନି ଅଦିକ୍ ଇନ୍ ।
ବିସ୍ବାସ୍ ନ କଲା ଲକ୍ମନର୍ ଟାନେ ଜାଚାଇ ଉଆନାଇ
ତମେ ବିସ୍ବାସ୍ ନ କର୍ବା ଲକ୍ମନର୍ ସଙ୍ଗ୍ ମିସିକରି କାମ୍ କରାନାଇ । ସେ କାମ୍ କେବେମିସା ନ ଅଏ । କାଇକେବଇଲେ ସତ୍ ଆରି ମିଚ୍ ମିସାଇ ନ ଅଏ । ଉଜଲ୍ ଆରି ଆନ୍ଦାର୍ ନ ମିସତ୍ ।
ଏଟା ସୁନି ତମେ ମନେ ମନେ କାଇଟା ବାବ୍ଲାସ୍ନି ? ମୁଇ ଲକ୍ମନର୍ ମାନ୍ବାଟା ପାଇବାକେ ଚେସ୍ଟା କଲିନି କି ? ନାଇ, କେବେ ନାଇ । ମୁଇ ପରମେସରର୍ ମାନ୍ବାଟାସେ ମନ୍ କଲିନି । ମୁଇ କାଇ ଡାକ୍ପୁଟା ଅଇବି ବଲି ମନ୍ କଲିନି କି ? ମୁଇ ଜଦି ଏବେ ଜାକ ଡାକ୍ପୁଟା ଅଇବାକେ ମନ୍ କର୍ତି ବଇଲେ, ଆଜି କିରିସ୍ଟର୍ ସେବାକାରିଆ ନ ଅଇତି ।
ତେବେ କିରିସ୍ଟକେ ବିସ୍ବାସ୍ କଲାର୍ ପାଇ ନିକ ଚଲାଚଲ୍ତି କର୍ବାକେ ଚେସ୍ଟା କରା । ଏଟାର୍ ସଙ୍ଗ୍, ଗିଆନ୍ ସଙ୍ଗ୍ ଜିଉନାକାଉନା କର୍ବାକେ, ଜିଉନାକାଉନା ସଙ୍ଗ୍ ନିଜେ ଜାଗ୍ରତ୍ ଅଇରଇବାକେ, ଜାଗ୍ରତ୍ ରଇକରି ମୁର୍ଚି ରଇବାକେ, ମୁର୍ଚିକରି ରଇ ପର୍ମେସର୍କେ ସାର୍ଦା କର୍ବା ଗୁନ୍ଚଲନ୍ କର୍ବାକେ, ଗୁନ୍ଚଲନ୍ସଙ୍ଗ୍ ବାଇବଇନିକେ ଆଲାଦ୍ କର୍ବାକେ, ବାଇବଇନିକେ ଆଲାଦ୍ କରି ସବୁଲକ୍କେ ଆଲାଦ୍ କର୍ବାକେ ଚେସ୍ଟା କରା ।
ବେସି ଦନ୍ସଁପ୍ତି ବାଦୁଲେ ନାଉଁ ଅରଜ୍ବାଟା ନିକ, ଆରି ସୁନା ରୁପା ବାଦୁଲେ ଲାଡ୍ ମୁଆଁସ୍ ଆରି ଆସିର୍ବାଦ୍ ପାଇବାଟା ନିକ ।