Resistir
Resistir ao diabo e às forças do mal é um imperativo bíblico. Deus nos deu autoridade, armas espirituais e poder para enfrentar e vencer toda investida do inimigo.
Autoridade em Cristo
Jesus deu aos seus discípulos autoridade sobre todo o poder do inimigo. Em seu nome, temos domínio sobre as trevas.
ଦେକା, ମୁଇ ତମ୍କେ ସାଁପ୍ ଆରି ବିସ୍କାକ୍ଡା ଉପ୍ରେ ଇଣ୍ଡ୍ବାକେ ବପୁ ଦେଲିଆଚି, ଆରି ସତ୍ରୁର୍ ଉପ୍ରେ ରଇବା ବପୁ ମିସା ଦେଲିଆଚି । ତମ୍କେ କେ ମିସା କାଇଟା କରିନାପାରତ୍ ।
ତାର୍ପଚେ ସେ ସତୁରି ଲକ୍ ବାଉଡି ଆଇଲାଇ ଆରି ସାର୍ଦାଅଇକରି କଇଲାଇ, "ମାପ୍ରୁ, ତମର୍ ନାଉଁ ଦାରି ଆଦେସ୍ ଦେଲେ ଡୁମାମନ୍ମିସା ଆମର୍ କାତା ମାନ୍ଲାଇନି ।"
ପଚେ ଜିସୁ ବାର୍ଟା ସିସ୍ମନ୍କେ ରୁଣ୍ଡାଇକରି, ସେମନ୍କେ ସବୁ ଡୁମା ଚାଡାଇବାକେ, ରଗ୍ ନିକ କର୍ବାକେ ବପୁ ଆରି ଅଦିକାର୍ ଦେଲା ।
ଜିସୁ ତାର୍ ବାର୍ଟା ପେରିତ୍ମନ୍କେ ଲଗେ ଡାକି ଡୁମା କେଦ୍ବାକେ, ସବୁ ରକାମର୍ ରଗ୍ ଆରି ଜର୍ଦୁକା ନିମାନ୍ କର୍ବାକେ ଅଦିକାର୍ ଦେଲା ।
"ମୁଇ ତକେ ସରଗ୍ ରାଇଜର୍ କୁଚିକାଡି ଦେବି । ତୁଇ ଜାଇଟା ଜଗତେ ନାଇ ବଲ୍ସୁ, ସେଟା ସରଗେ ମିସା ନାଇ ଅଇସି । ତୁଇ ଜଗତେ ଜାଇଟା କରା ବଲି କଇସୁ ସେଟା ସର୍ଗେ ମିସା କରାଅଇସି ।"
A armadura de Deus
Somos chamados a revestir a armadura completa de Deus para resistir às ciladas do diabo e permanecer firmes na batalha espiritual.
ସାରାସାରି ପଚେ, ମାପ୍ରୁର୍ ଟାନେ ମିସିକରି ତାର୍ ବପୁପାଇକରି ଡାଟ୍ଅଇରୁଆ । ରମ୍ ରାଇଜର୍ ସଇନ
ପର୍ମେସର୍ ତମ୍କେ ଦେଇରଇବା ଜୁଇଦର୍ ସବୁ ରକାମ୍ ଆତ୍ ଆତିଆର୍ ସାଜାଡିକରି ରୁଆ । ଜେନ୍ତାରିକି ତମ୍କେ ସଇତାନ୍ ନାଡାଇବା ବେଲେ ତାକେ ବିରଦ୍ କରିପାରାସ୍ ।
ତମ୍କେ ପାପ୍ କରାଇବା ସଇତାନ୍କେ ଜାଗା ଦିଆସ୍ନାଇ ।
ଜନ୍ ଆତ୍ ଆତିଆର୍ ସଙ୍ଗ୍ ଆମେ ଜୁଜ୍ଲୁନି, ସେଟା ଲକ୍ମନର୍ଟାନେଅନି ଆସେନାଇ, ମାତର୍ ସେଟା ବେସି ବପୁର୍ ସଙ୍ଗ୍ ରଇବା ପର୍ମେସରର୍ ଟାନେଅନି ଆଇସି । ଏ ବପୁ ସଙ୍ଗ୍ ପର୍ମେସରର୍ ବିରୁଦେ ତାର୍ ସତ୍ରୁମନ୍ ଉଟାଇରଇବା ଡାଁଟର୍ କତି ଜାକ ଆରି ଲକ୍ମନର୍ ମନ୍ ବିତ୍ରେ ଦଦାପେଲା ଅଇବା ଚିନ୍ତା ସବୁ ଆମେ ଆରାଇପାର୍ବୁ । ବଡ୍ପନ୍ ଅଇବା ଲକ୍ମନ୍ ପର୍ମେସରର୍ ବିରୁଦେ ନିଜ୍କେ ଉଟାଇବାଟା ଆରି ଜେତ୍କି ସବୁ ଚିନ୍ତା ପର୍ମେସରର୍ ଗିଆନ୍ ଉପ୍ରେ ଉଟ୍ସି, ସେଟା ସବୁ ଜାକ ଆମେ ବାନ୍ଦିକରି କିରିସ୍ଟକେ ମାନତ୍ ବଲି ସର୍ପାଇବୁ ।
Firmes na resistência
Resistir ao diabo é um ato de fé ativa. A Bíblia nos garante que quando resistimos, ele foge, e que maior é o que está em nós do que o que está no mundo.
ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି । ବିସ୍ବାସେ ଡାଟ୍ ରଇକରି ତାକେ ବିରଦ୍ କରା । ଗୁଲାଇ ଦୁନିଆଇ ରଇବା ତମର୍ ବିସ୍ବାସି ବାଇବଇନିମନ୍, ଏନ୍ତାରି ଦୁକ୍ କସ୍ଟ ପାଇ ମୁରଚ୍ଲାଇନି ବଲି ତମେ ଜାନିଆଚାସ୍ ।
ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।
ମାତର୍ ପାପ୍କରି ଲାଗିରଇବା ଲକ୍ମନ୍ ସଇତାନର୍ । କାଇକେବଇଲେ କାଇଟା ତିଆର୍ ନଅଇବା ଆଗ୍ତୁ ସଇତାନ୍ ପାପ୍ କରିଆଇଲାନି । ସଇତାନ୍ କରିରଇବା କାମ୍ କୁରୁପ୍ନାସ୍ କର୍ବାକେ ପର୍ମେସରର୍ ପଅ ଏ ଜଗତେ ଆଇଲା ।
ଜିସୁ ପିଟିବାଟେ ପାସ୍ଲି ତାର୍ ସିସ୍ମନ୍କେ ଦେକ୍ଲା ଆରି ପିତର୍କେ କଇଲାଇ, "ତୁଇ ଏ କାତା ସଇତାନେଅନି କଇଲୁସ୍ନି, ତୁଇ ମର୍ଟାନେଅନି ଉଟି ଜା । ତୁଇ ପର୍ମେସର୍ ପାରା ଚିନ୍ତା ନ କରି ଲକ୍ମନର୍ ପାରା ଚିନ୍ତା କଲୁସ୍ନି ।" ବଲି କଇଲାଇ ।
ତାର୍ପଚେ ଲକ୍ମନ୍ ପସ୍ଚିମ୍ ଦିଗ୍ ଲଗେଅନି ସବୁବେଲର୍ ମାପ୍ରୁକେ ଆରି ବେଲ୍ ବୁଡ୍ଲା ଜାଗାଇ ଅନି ଲକ୍ମନ୍ ତାର୍ ମଇମାକେ ଡର୍ବାଇ; କାଇକେ ବଇଲେ ସବୁବେଲର୍ ମାପ୍ରୁର୍ ପୁଣ୍ଡାସଙ୍ଗ୍ ବଇଆଇବା, ବେସି ପାନି ଚାପି ଆଇଲା ପାରା ସତ୍ରୁ ମନ୍ ଆଇବାଇ ।