Roupas
A Bíblia fala sobre roupas em sentido literal e espiritual. Deus vestiu Adão e Eva, nos veste de salvação e nos chama a revestir-nos de Cristo e de virtudes santas.
Deus provê as vestes
Desde o Éden, Deus cuidou das necessidades dos seus filhos. Ele nos veste de salvação e de justiça, cobrindo nossa vergonha com sua graça.
ତାର୍ପଚେ ସେମନର୍ ଆଁକି ଡିସ୍ଲାକେ, ସେମନ୍ ନିଜର୍ ଡୁମ୍ଣ୍ଡା ଆଚୁବଲି ଜାନିକରି ଡୁମ୍ରି ଗଚର୍ ପତର୍କେ ସିଇକରି ଗାଗ୍ରା ତିଆର୍କରି ପିନ୍ଦ୍ଲାଇ ।
ଆରି ସବୁବେଲର୍ ମାପ୍ରୁ ପର୍ମେସର୍ ପସୁର୍ ଚାମର୍ ବସ୍ତର୍ ତିଆର୍ କରି ଆଦମ୍କେ ଆରି ତାର୍ ମାଇଜିକେ ପିନ୍ଦାଇଲା ।
ମୁଇଁ ସବୁବେଲର୍ ମାପ୍ରୁର୍ ଲଗେ ବେସି ସାର୍ଦା କର୍ବି; ମର୍ ମନ୍ପରାନ୍ ମର୍ ପର୍ମେସରର୍ ଲଗେ ସାର୍ଦା ଅଇସି, କାଇକେ ବଇଲେ ବିବା ଦାଙ୍ଗ୍ଡା ଜେନ୍ତିକି ସାଜ୍ବାଜ୍ ଅଇସି, ଆରି କନିଆ ଦାଙ୍ଗ୍ଡା ଜେନ୍ତିକି ନିଜ୍କେ ବିବା ଅଇବାବେଲେ ସଜାଇ ଅଇସି, ସେ ରକାମ୍ ସେ ଉଦାର୍ କର୍ବା ବସ୍ତର୍ ସଙ୍ଗ୍ ମକେ ପିନ୍ଦାଇ ଆଚେ ଆରି ସୁକଲ୍ ରାଜ୍ ବସ୍ତର୍ ମକେ ଡାବାଇ ଆଚେ ।
Revestidos de Cristo
Pelo batismo, somos revestidos de Cristo. A Bíblia nos exorta a vestir compaixão, bondade, humildade, mansidão e paciência.
ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ । ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ ।
ତେବେ ପର୍ମେସର୍ ତମ୍କେ ତାର୍ ଲକ୍ ଅଇବାକେ ବାଚିରଇଲାର୍ ପାଇ ଆରି ତମ୍କେ ଆଲାଦ୍ କରି ସୁକଲ୍ ଲକ୍ ଅଇବାକେ ବେଗ୍ଲାଇଲାର୍ ପାଇ, ଦୟା ଦେକାଇବାକେ, ଦରମ୍ ଅଇବାକେ, ନିଚ୍ ଅଇବାକେ, ସୁଆଲ୍ ଅଇବାକେ, ମୁର୍ଚିକରି ରଇବାକେ ଜାଗ୍ରତ୍ ଉଆ ।
ଜେ ଜିତ୍ସି ସେ ଏ ରକାମ୍ ସୁକଲ୍ ବସ୍ତର୍ ପିନ୍ଦ୍ସି । ଆରି ମୁଇ ଜିବନ୍ ବଇଲଗେଅନି ଜେନ୍ତିଆଲେ ମିସା ତମର୍ ନାଉଁ ନ ଲିବାଇ । ମର୍ ବାବା ଆରି ତାର୍ ଦୁତ୍ମନର୍ ମୁଆଟେ ତମର୍ ନାଉଁ ମର୍ ଲକ୍ମନ୍ ବଲି ସର୍ପି ଦେବି ।
Modéstia e confiança
A beleza verdadeira não está no exterior. A Escritura valoriza o caráter interior acima de adornos e nos ensina a não nos preocupar excessivamente com roupas.
ସେନ୍ତାରିସେ ମାଇଜିମନ୍ ମିସା ଜାଗ୍ରତ୍ ରଇକରି ସୁଆଲ୍ସୁତର୍ ଉଆ । ମୁଣ୍ଡର୍ ଚେଣ୍ଡିତେଇ ଚିକ୍ଚାକ୍ ନ କରି, ସୁନା କି ମୁକ୍ତା କି ଅଦିକ୍ ଦାମ୍ ଦେଇରଇବା ଲୁଗା ନ ପିନ୍ଦିକରି, ନିକ ବୁଦିସଙ୍ଗ୍ ମର୍ଜିତା ସଙ୍ଗ୍ ନିଜ୍କେ ମାନ୍ଲାପାରା ତିଆର୍ ଉଆ । ତାର୍ ବାଦୁଲେ ବିନ୍ଲକ୍ମନ୍କେ ଦୟା ଦେକାଅତ୍ । ପର୍ମେସର୍କେ ଜୁଆର୍ କଲୁନି ବଲି କଇବା ମାଇଜିମନର୍ପାଇ ସେଟା ନିକ ଚଲାଚଲ୍ତି ଅଇସି ।
ବିନ୍ ମାଇଜିମନ୍ ଜେନ୍ତାରିକି, ପିନ୍ଦାଅଡା ଅଇକରି, ସୁନାବାନା ପିନ୍ଦିକରି, ଚେଣ୍ଡି ସାଜାଡିକରି, ନିଜେ ସୁନ୍ଦର୍ ଅଇବାଇ, ତମେ ସେନ୍ତାରି ଉଆନାଇ । ମାତର୍ ମନ୍ବିତ୍ରେ ସୁଆଲେ ରଇକରି ଆତ୍ମାଇ ସୁସାରେ ରଇବା ଗଟେକ୍ ମାଇଜି ପର୍ମେସର୍ ଦେକ୍ବା ଇସାବେ ସୁନ୍ଦର୍ । ସେନ୍ତାରି ସୁନ୍ଦର୍ ରଇବାଟା ବେସି ମୁଲିଅ ଆରି ସବୁଦିନର୍ପାଇ ରଇସି ।
ଏଟାର୍ପାଇ ମୁଇ ତମ୍କେ କଇଲିନି, ବଁଚ୍ବାକେ କାଇଟା କାଇବୁବେ ? ଆରି ଗାଗଡର୍ ପାଇ କାଇଟା ପିନ୍ଦ୍ବୁ ? ବଲି ବାବି ଚିନ୍ତା କରାନାଇ । କାଦିର୍ତେଇଅନି ଜିବନ୍, ଆରି ବସ୍ତର୍ ତେଇଅନି ଗାଗଡ୍ ମୁକିଅ ଆଚେ ।
କାଇକେବଇଲେ ଆମେ ଜନମ୍ ଅଇଲାବେଲେ ଚୁଚାଆତେ ଆଇଲୁ, ଆରି ଜେଡେବେଲେ ମର୍ବୁ, ଚୁଚା ଆତେସେ ଉଟିଜିବୁ । ତେବେ ଆମ୍କେ ଲଡାକେ ଆଇବା କାଦି ଆରି ପିନ୍ଦ୍ବାକେ ବସ୍ତର୍ ରଇଲେ ସେତ୍କିସଙ୍ଗ୍ ସୁସାରେ ରଇବାର୍ ଅଇସି ।
"ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ ତେଇଅନି ଜାଗର୍ତା ଅଇରୁଆ, ସେମନ୍ ବାଇରେ ମେଣ୍ଡା ପାରା ଡିସ୍ବାଇ ମାତର୍ ତାକର୍ ମନ୍ ବିତ୍ରେ ବାଲିଆଡୁର୍କାମନର୍ ପାରା ।
ଏତ୍କି ବିତ୍ରେ ଅଜାର୍ ଅଜାର୍ ଲକ୍ ଟୁଲ୍ଅଇକରି, ତାକର୍ ତାକର୍ ବିତ୍ରେ ମାଣ୍ଡାଚୁଣ୍ଡା ଅଇଜାଇତେ ରଇଲାଇ, ସେଡ୍କିବେଲେ ଜିସୁ ପର୍ତୁମ୍ ନିଜର୍ ସିସ୍ମନ୍କେ କଇବାର୍ ଦାର୍ଲା, "ପାରୁସିମନର୍ କମିର୍ ପାରା କପଟ୍ ତେଇଅନି ଜାଗ୍ରତ୍ ଅଇରୁଆ । ଡାବିଅଇରଇବା ସବୁ ବିସଇ ଜାନାପଡ୍ସି, ଆରି ଲୁଚିରଇବା ବିସଇ ସବୁ ଦେକାଅଇସି । ତେବର୍ପାଇ, ତମେମନ୍ ଜନ୍ ଜନ୍ଟା ଆନ୍ଦାରେ କଇଆଚାସ୍, ସେ ସବୁଜାକ ଉଜ୍ଲେ ସୁନ୍ବାଇ, ଆରି ଜନ୍ ଜନ୍ଟା ବିତର୍ଗରେ, କେ ନ ସୁନ୍ତେ କଇଆଚାସ୍, ସେଟା ଗରର୍ ଚାନିଉପ୍ରେ ଅନି ସୁନାଇଅଇସି ।"
"ମାତର୍ ତମେ ମର୍ ମଇତର୍, ତମ୍କେ ମୁଇ କଇଲିନି, ଜନ୍ ଲକ୍ମନ୍ ଗାଗଡ୍କେ ମରାଇବାଇ, ମାତର୍ ତାର୍ପଚେ ତମର୍ ଆତ୍ମାକେ କାଇଟା କରିନାପାରତ୍, ସେମନ୍କେ ଡରାନାଇ । ମାତର୍ କାକେ ଡର୍ସା, ସେଟା ମୁଇ ତମ୍କେ ଜାନାଇବି, ମରାଇଲାପଚେ ନର୍କେ ପିଙ୍ଗ୍ବାକେ ଜାର୍ ଅଦିକାର୍ ଆଚେ, ତାକେ ଡରା, ଉଁ ମୁଇ ତମ୍କେ ସତ୍ କଇଲିନି, ପର୍ମେସର୍କେ ଡରା ।
"ପାଁଚ୍ଟା ଚେଟିଆ ଚଡଇ କାଇ ଅଲପ୍ ଡାବୁକେ ବିକା ନଅଏ କି ? ଏଲେ ମିସା ସେମନର୍ ବିତ୍ରେଅନି ଗଟେକ୍କେ ମିସା ପର୍ମେସର୍ ନ ପାସ୍ରେ । ମାତର୍ ତମର୍ ମୁଣ୍ଡର୍ ସବୁ ଚେଣ୍ଡି ମିସା ଏଜା ଅଇଲାଆଚେ । ଡରାନାଇ, ତମେମନ୍ କେତେକ୍ କେତେକ୍ ଚେଟିଆ ଚଡଇର୍ ଟାନେଅନି ମୁକିଅ ।"
"ଆରି ମୁଇ ତମ୍କେ କଇଲିନି, ଜେ ଜଦି ମକେ ଲକ୍ମନର୍ ମୁଆଟେ ନାମ୍ସି ଆରି ବିସ୍ବାସ୍ କର୍ସି, ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ମିସା ପର୍ମେସରର୍ ଦୁତ୍ମନର୍ ମୁଆଟେ ତାକେ ନାମ୍ବି । ମାତର୍ ଜେ ଲକ୍ମନର୍ ମୁଆଟେ ମକେ ନ ନାମି, ବିସ୍ବାସ୍ ନ କରେ, ତାକେ ପର୍ମେସରର୍ ଦୁତ୍ମନର୍ ମୁଆଟେ ମୁଇ ଇନ୍ କର୍ବି ।"
"ଆରି ଜେ ପର୍ମେସର୍ ପାଟାଇରଇବା ନର୍ପିଲାର୍ ବିରୁଦେ କଇଲେ, ତାକେ କେମା ଦିଆଅଇସି, ମାତର୍ ଜେ ସୁକଲ୍ ଆତ୍ମାର୍ ବିରୁଦେ କଇସି, ତାକେ କେମା ନ ଦିଆଅଏ ।
"ଆରି ଜେଡେବେଲେ ସେମନ୍ ତମ୍କେ ଜିଉଦି ଲକ୍ମନର୍ ପାର୍ତନା ଗରେ, ସାସନ୍ କର୍ବା ଲକ୍ମନର୍ଟାନେ କି ବିନ୍ ବିନ୍ ଅଦିକାରି ମନର୍ଟାନେ ବାନ୍ଦିନେଲେ, ସେଡ୍କିବେଲେ କାଇଟାବଲି କଇସା, ସେ ବିସଇ ନେଇକରି ଚିନ୍ତା କରାନାଇ । କାଇକେବଇଲେ କାଇଟା କଇବାକେ ଅଇସି, ସେବେଲାଇ ସୁକଲ୍ଆତ୍ମା ତମ୍କେ ସିକାଇସି ।"
ଲକ୍ମନର୍ ଗଅଲି ବିତ୍ରେଅନି ଗଟେକ୍ ଲକ୍ ଜିସୁକେ କଇଲା, "ଏ ଗୁରୁ, ମର୍ ବାବାର୍ ସଁପତି ବାଗ୍ବାଟା କର୍ବାକେ ମର୍ ବାଇକେ କୁଆ ।" ଏଟା ସୁନି ଜିସୁ ତାକେ କଇଲା, "ଏ ମଇତର୍, ତମର୍ ବିତ୍ରେ ନିଆଇ କର୍ବାକେ ଆରି ଦନ୍ସଁପତି ବାଗ୍ବାଟା କରିଦେବାକେ ମକେ କେ ଅଦିକାର୍ ଦେଲାଆଚେ ?" ଆରି ଜିସୁ ସେମନ୍କେ କଇଲା, "ଜାଗର୍ତା, ସବୁରକାମର୍ ଲବ୍ କର୍ବାଟାନେଅନି ନିଜେ ନିଜେ ଦୁରେ ରୁଆ । କାଇକେବଇଲେ ଗଟେକ୍ ଲକର୍ ଜିବନ୍ଟାନେଅନି ଦନ୍ସଁପତି ବଡ୍ ବିସଇ ନଏ ।"
ଆରି ସେ ଲକ୍ମନ୍କେ ଗଟେକ୍ ଉଦାଅରନ୍ ଦେଇ କଇଲା, ଗଟେକ୍ ସାଉକାର୍କେ ତାର୍ ଜମିଟାନେଅନି ବେସି ତାସ୍ ପାଚ୍ଲା । ସେ ଲକ୍ ମନେ ମନେ ବାବ୍ନାକରି କଇଲା, "କାଇଟା କର୍ବି ? ମର୍ କାଦି ଆନି ସଙ୍ଗଇବାକେ ଜାଗାନାଇ ।" ଆରି ସେ କଇଲା, "ଏନ୍ତାରି କର୍ବି, ମର୍ କାଦି ସଙ୍ଗଇବା ଗରର୍ କତି ବାଙ୍ଗାଇକରି ବଡ୍ ବଡ୍ କରି ତିଆର୍କର୍ବି ଆରି ତେଇ ମର୍ ସବୁ କାଦିକଣ୍ଡା ଜାଗ୍ରତ୍ କରି ସଙ୍ଗଇବି । ଆରି ମର୍ ଜିବନ୍କେ କଇବି, ର ଜିବନ୍, ତର୍ପାଇବଲି ବେସି ବରସର୍ କାଦିକଣ୍ଡା ସଙ୍ଗଇ ଅଇଲାଆଚେ, ପୁଣ୍ଡ୍, କାଆ ଆରି ଆରାମ୍ସଙ୍ଗ୍ ର ।" ମାତର୍ ପର୍ମେସର୍ ତାକେ କଇଲା, "ଏରେ ବକୁଆ ଜଦି ଆଜି ରାତି ପର୍ମେସର୍ ତର୍ ଜିବନ୍ ମାଙ୍ଗ୍ସି ବଇଲେ, ତୁଇ ତର୍ପାଇ ଜେତ୍କି ସଙ୍ଗଇଆଚୁସ୍, ସେ ସବୁ କାର୍ଟା ଅଇସି ? ଜେ ନିଜର୍ପାଇ ଦନ୍ ଜତନ୍ କରି ସଙ୍ଗଇସି, ସେ ପର୍ମେସରର୍ ମୁଆଟେ ସାଉକାର୍ ନଏଁ, ତାର୍ପାଇ ଏନ୍ତାରି ଗଟ୍ସି ।"
ଜିସୁ ନିଜର୍ ସିସ୍ମନ୍କେ କଇଲା, "ଏଟାର୍ପାଇ ମୁଇ ତମ୍କେ କଇଲିନି, କାଇଟା କାଇକରି ଜିବନ୍ ବଁଚାଉ ଆରି ଗାଗଡର୍ପାଇ କାଇଟା ପିନ୍ଦ୍ବୁ ବଲି ଚିନ୍ତା କରାନାଇ । କାଇକେବଇଲେ କାଦିଟାନେଅନି ଜିବନ୍ ଆରି ବସ୍ତର୍ଟାନେଅନି ଗାଗଡ୍ ଆକା ମୁକିଅ । ଚଡଇମନର୍ ବିସଇନେଇକରି ବାବିଦେକା, ସେମନ୍ ନ ବୁନତ୍ କି ନ କାଟତ୍, ଆରି ସେମନର୍ ବାଣ୍ଡାର୍ଗର୍ କି କାଦି ସଙ୍ଗଇବା ଆମାର୍ ଗର୍ ନାଇ । ଅଇଲେ ମିସା ମାପ୍ରୁ ସେମନ୍କେ କାଦି ଜାଗାଇଦେଇସି । ତମେ ଚଡଇମନର୍ ଟାନେଅନି କେତେକ୍ ଅଦିକାରର୍ ଲକ୍ । ତମର୍ ବିତ୍ରେ ଏନ୍ତାରିଲକ୍ ନ ରଅତ୍, ଜେ କି ଚିନ୍ତାକରି ତାର୍ କଣ୍ଡେକ୍ ମିସା ଆଇସ୍ ବଡାଇ ପାର୍ସି । ତେବର୍ପାଇ ତମେମନ୍ ଗଟେକ୍ ସାନ୍ ବିସଇ ମିସା କରିନାପାର୍ଲାସ୍ନି ବଇଲେ ବଡ୍ ବଡ୍ ବିସଇ କାଇକେ ଚିନ୍ତା କଲାସ୍ନି ? ପୁଲ୍ମନର୍ ବିସଇ ବାବିଦେକା, ସେମନ୍ କେନ୍ତି ପୁଟ୍ଲାଇନି, ସୁତା ନ କାଟତ୍ କି ଲୁଗା ନ ବୁନତ୍ । ଏଲେମିସା ମୁଇ ତମ୍କେ କଇଲିନି, ସବୁର୍ଟାନେଅନି ମଆନ୍ ଆରି ଦନି ରାଜା ସଲ୍ମନ୍ ମିସା ସେ ପୁଲ୍ମନର୍ ବିତ୍ରେଅନି ଗଟେକ୍ ପୁଲର୍ ଏତ୍କି ସଜାଇ ନ ଅଇରଇଲା । ଆଜି ଜନ୍ ଗାଁସ୍ ପଦାଇ ଆଚେ, କାଲିକେ ସେଟା ରୁଣ୍ଡାଇ ଜଇ ଲାଗାଇବାଇ । ସେଟାକେ ପର୍ମେସର୍ ଏନ୍ତାରି ବେସ୍ ଦେଲାନି ବଇଲେ, ଏ ଅଲପ୍ ବିସ୍ବାସ୍ କର୍ବା ଲକ୍ମନ୍, ସେ ତମ୍କେ ପିନ୍ଦ୍ବାକେ କେତେକ୍ ଅଦିକ୍ ଦେଇସି !"
"ଆରି କାଇଟା କାଇବୁ ? ବଲି ଚିନ୍ତାକରି ଲାଗିରୁଆନାଇ, କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ ବିସଇ କଜିବୁଲ୍ବାଇ । ମାତର୍ ଏ ସବୁ ବିସଇ ତମ୍କେ ଦର୍କାର୍, ସେଟା ତମର୍ ବାବା ଜାନିରଇସି । ମୁଇ କଇଲିନି ତମେ ପର୍ମେସରର୍ ସରଗ୍ ରାଇଜ୍ କଜା, ଆରି ଏ ସବୁ ବିସଇ ସେ ତମ୍କେ ଦେଇସି ।"
ଏ ଉନା ମେଣ୍ଡାରାସି, ଡରାନାଇ, କାଇକେବଇଲେ ତମର୍ ବାବା ତମ୍କେ ତାର୍ ରାଇଜ୍ ଦେବାକେ ମନ୍କଲାଆଚେ । ତମ୍କେ ଜନ୍ ଜନ୍ଟା ଆଚେ, ସେଟା ବିକିଦେଇ ଗରିବ୍ମନ୍କେ ଦାନ୍ କରା । ଜନ୍ଟା କି କେବେ ନ ସାରେ, ନିଜର୍ ନିଜର୍ପାଇ ଏନ୍ତାରି କାଣା ନ ଅଇବା ବେସ୍ନି ତିଆର୍କରା । ଜନ୍ଟାନେ ଚର୍ ନ ଆସେ କି କିଡାମନ୍ ମିସା ନ ନସାଅତ୍ । ସର୍ଗେ ଏନ୍ତାରି ନ ସାର୍ବା ଦନ୍ ସଙ୍ଗଇରୁଆ । କାଇକେବଇଲେ ଜନ୍ଟାନେ ତମର୍ ଦନ୍, ତେଇସେ ତମର୍ ମନ୍ ।
"ତମର୍ ଆଟର୍ ତୁଆଲ୍ ବାନ୍ଦିଅଇ ସେବା କର୍ବାକେ ଜାଗିରୁଆ, ଆରି ବତି ଲାଗ୍ତେରଅ । ମାପ୍ରୁ ବିବା ବଜିଟାନେଅନି ବାଉଡିଆସି କାପାଟେ ବାଜାଉ ବାଜାଉ ଜନ୍ଲକ୍ମନ୍ ଦାପ୍ରେ କାପାଟ୍ ଉଗାଡ୍ବାକେ ଜାଗିରଇବାଇ, ତମେ ସେମନର୍ପାରା ଅଇରୁଆ । ମାପ୍ରୁ ଆସି ଜନ୍ ଦାଙ୍ଗ୍ଡାମନ୍କେ ଜାଗ୍ରତ୍ ରଇବାଟା ଦେକ୍ସି, ସେମନ୍ କେଡେ ନିକ କରମର୍ ଲକ୍ । ମୁଇ ତମ୍କେ ସତ୍ କଇଲିନି, ସେ ନିଜର୍ ଆଁଟାଇ ତୁଆଲ୍ ବାନ୍ଦିକରି, ସେମନ୍କେ କାଇବାକେ ବସାଇ, ତାକର୍ଲଗେ ଜାଇ ସେବାକର୍ସି । ଆରି ସେ ଜଦି ମଜାରାତି କି କୁକ୍ଡାଡାକେ ମିସା ଆସି ସେମନ୍କେ, ସେନ୍ତାରି ରଇବାଟା ଦେକ୍ସି, ସେନ୍ତାର୍ଆଲେ ସେ ଦାଙ୍ଗ୍ଡାମନ୍ କେଡେ ନିକ କରମର୍ ଲକ୍ । ମାତର୍ ଏଟା ଜାନିରୁଆ, କେଡେବେଲେ ଚର୍ ଆଇସି, ଏଟା ଗରର୍ ସାଉକାର୍ ଜେବେ ଜାନ୍ସି, ସେନ୍ତାର୍ଆଲେ ସେ ନିଜର୍ ଗରର୍ ପେଡି ବାଙ୍ଗାଇବାକେ ନ ଦେଏ । ତମେ ମିସା ଜାଗ୍ରତ୍ଅଇ ରୁଆ, କାଇକେବଇଲେ, କେବେ ତମେ ବାବି ନ ରୁଆସ୍, ସେ ବେଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ଆଇବି ।"
ସେଟାସୁନି ପିତର୍ କଇଲା, "ଏ ମାପ୍ରୁ ତମେ ଆମ୍କେସେ କି ସବୁଲକ୍କେ ଏନ୍ତାରି କାତା ଦେକାଇ କଇଲାସ୍ନି ?"
ଜିସୁ କଇଲା, "ବିସ୍ବାସେ ରଇବା ଲକ୍ ଆରି ବୁଦିମାନ୍ ଲକ୍ କେ ଆଚତ୍ ? ତାକେ ସେ ସାଉକାର୍ ଗର୍ ଚାଲାଇବା ଦାଇତ୍ ଦେଇସି । ସେ ସମାନ୍ ବେଲାଇ ବିନ୍ ଦାଙ୍ଗ୍ଡାମନ୍କେ କାଦି ଜାଗାଇ ଦେଇସି । ସାଉକାର୍ ଆସି, ତାର୍ ନିଜର୍ ଦାଙ୍ଗ୍ଡା ଏନ୍ତାର୍ କର୍ବାଟା ଦେକ୍ସି ବଇଲେ ସେ କେଡେ ନିକ କରମର୍ ଲକ୍ । ମୁଇ ତମ୍କେ ସତ୍ କଇଲିନି, ସେ ତାକେ ନିଜର୍ ସବୁର୍ ଉପ୍ରେ ଅଦିକାର୍ ଦେଇସି । ଜଦି ସେ ଦାଙ୍ଗ୍ଡା, ମର୍ ସାଉକାର୍ ଆଇବାଟା ଅଲ୍ସମ୍ ଅଇସି ବଲି ମନେକରି, ମାତୁଆଲ୍ ଅଇ ବିନ୍ ଦାଙ୍ଗ୍ଡାମନ୍କେ ଲାଗ୍ମାର୍ କର୍ବାର୍ ଆରାମ୍ କର୍ସି, ସେନ୍ତାର୍ଆଲେ ଜନ୍ ଦିନେ ସେ ଜାଗି ନ ରଏ, ଆରି ସେ କେଡେବେଲେ ଆଇବାଟା ଜାନି ନ ରଏ, ସେ ସାଉକାର୍ ଆସି ତାକେ ବେସି ବଡ୍ ଡଣ୍ଡ୍ ଦେଇସି । ଆରି ବିସ୍ବାସ୍ ନ କର୍ବା ଲକର୍ ସଙ୍ଗ୍ ମିସାଇ ଦେଇସି ।"
"ଆରି ଜନ୍ ଦାଙ୍ଗ୍ଡା ନିଜର୍ ସାଉକାରର୍ ମନ୍ ଜାନିକରି ଜାଗରତ୍ ନ ଅଇରଏ, କି ସାଉକାରର୍ ମନ୍କଲା ଇସାବେ ପାଇଟି ନ କରେ, ତାକେ କର୍ଡା ସଙ୍ଗ୍ ଅପର୍ବଲ୍ ମାଡ୍ ଅଇସି । ମାତର୍ ଜେ ତାର୍ ମନ୍କଲାଟା ନାଜାନିକରି, ଡଣ୍ଡ୍ମିଲ୍ବା କାମ୍ କର୍ବାର୍ ଦାର୍ସି, ତାକେ ଅଲପ୍ ମାଡ୍ ଅଇସି । ଜନ୍ ଲକ୍କେ ଅଦିକ୍ ଦିଆଅଇରଇସି, ତାକେ ଅଦିକ୍ ଦାବି କରାଅଇସି । ଆରି ଲକ୍ମନ୍ ତାକେ ଜାର୍ଲଗେ ଅଦିକ୍ ସର୍ପି ଦେଲାଇଆଚତ୍, ଅଦିକ୍ ଅଦିକ୍ ଦାବି କର୍ବାଇ ।"
ଜିସୁ କଇଲା, "ମୁଇ ଏ ଦୁନିଆଇ ଜଇ ଲାଗାଇବାର୍ ଆଇଲିଆଚି । ସେଟା ଜଦି ଲାଗ୍ବାକେ ଆରାମ୍ ଅଇଲାନି, ସେନ୍ତାର୍ଆଲେ ମୁଇ ମନ୍କଲାଟା ପୁରାପୁରୁନ୍ ଅଇଗାଲାବେ । ମାତର୍ ମକେ ଆରି ଗଟେକ୍ ଡୁବନେ ଡୁବନ୍ ନେବାକେ ପଡ୍ସି, ଆରି ସେଟା ନ ସାର୍ବାଜାକ, ମର୍ ମନ୍ବିତ୍ରେ କେନ୍ତି କସ୍ଟ ଲାଗ୍ଲାନି । ଜଗତେ ସାନ୍ତି ଦେବାକେ ଆସିଆଚେ ବଲି ତମେ କାଇ ମକେ ବାବ୍ଲାସ୍ନି କି ? ନାଇ ମୁଇ ସାନ୍ତି ଆନ୍ବାକେ ନାଇ, ମାତର୍ ବିଚାର୍ନା କର୍ବାକେ ଆସିଆଚି । ଏବେଅନି ଗଟେକ୍ ଗରେ ପାଁଚ୍ ଲକ୍ ରଇଲେ, ଦୁଇଲକର୍ ବିରୁଦେ ତିନ୍ଲକ୍ ଆରି ତିନ୍ଲକର୍ ବିତ୍ରେ ଦୁଇ ଲକ୍ ବାଗ୍ ଅଇବାଇ । ପଅର୍ ବିରୁଦେ ବାବା, ବାବାର୍ ବିରୁଦେ ପଅ, ଜିଇର୍ ବିରୁଦେ ମା, ମାଆର୍ ବିରୁଦେ ଜିଇ, ବୁଆରିର୍ ବିରୁଦେ ସାତ୍ରି, ସାତ୍ରିର୍ ବିରୁଦେ ବୁଆରି ବିନେ ଅଇବାଇ ।"
ଆରି ଜିସୁ ଲକ୍ମନ୍କେ କଇଲା, "ବୁଡ୍ତି ଦିଗେ ବାଦଲ୍ ଚଗ୍ବାଟା ଦେକ୍ଲେ, ପାନି ଆଇସିବେ ବଲି କଇସା । ଆରି ସେନ୍ତାରି ସେ ଅଇସି । ଆରି ଦକିଣ୍ଦିଗ୍ ବାଟେଅନି ପବନ୍ ମାର୍ବାଟା ଜାନ୍ଲେ କାରା ଅଇସି ବଲି କଇସା । ଆରି ସେଟା ସେନ୍ତାରି ଅଇସି । ଏ କୁଟିଆଲ୍ମନ୍, ତମେ ଜଗତର୍ ଆରି ସରଗର୍ କାତା ଜାନି ପାଗ୍ କେନ୍ତି ଅଇସି ବଲି ଆଗ୍ତୁ କଇଲାସ୍ନି, ମାତର୍ ଏବେ କାଇଟା ଗଟ୍ସି, ସେଟା କାଇକେ ନାଜାନ୍ଲାସ୍ନି ?"
"ଆରି ନିଜେ ନିଜେ କାଇକେ ଟିକ୍ ବିଚାର୍ କରାସ୍ ନାଇ ? ଜଦି ତମର୍ ବିରଦିସଙ୍ଗ୍ ବିଚାର୍କାରିଆର୍ଲଗେ ଗାଲାସ୍ନି, ମଜାବାଟେ ତାର୍ସଙ୍ଗ୍ ବୁଜାମାନା ଅଇବାକେ ଚେସ୍ଟା କରା । ନଇଲେ କେଡେବେଲେ ସେ ତମ୍କେ ବିଚାର୍କାରିଆର୍ ଟାନେ ଜିକିନେଇସି, ବିଚାର୍କାରିଆ ସନିଅମନର୍ ଆତେ ସର୍ପିଦେଇସି, ସନିଅମନ୍ ତମ୍କେ ବନ୍ଦି ଗରେ ନେଇ ପୁରାଇଦେବାଇ ।" ମୁଇ ତମ୍କେ କଇଲିନି, "କେନ୍ତିକଲେ ମିସା ସବୁ ଡାବୁ ନ ସୁଜ୍ବାଜାକ ସେ ଜାଗାଇଅନି ବାରଇ ଆସିନାପାରାସ୍ ।"
ଜଅନ୍ ପିନ୍ଦ୍ବାଟା ଉଁଟ୍ ଚାମ୍ ସଙ୍ଗ୍ ତିଆର୍ ଅଇ ରଇଲା । ଆରି ଚାମର୍ ଆଁଟାବେଡା ବାନ୍ଦିଅଇତେ ରଇଲା । ସେ ଚିଟ୍କା ଆରି ବନେ ରଇବା ମୁଉ କାଇତେରଇଲା ।