Salvador
Jesus é o Salvador do mundo. Desde a manjedoura até a cruz e a ressurreição, toda a Escritura aponta para Aquele que veio buscar e salvar o que se havia perdido.
O Salvador nasceu
Na plenitude dos tempos, Deus enviou seu Filho ao mundo. O anjo declarou: 'Hoje vos nasceu um Salvador, que é Cristo, o Senhor.'
କାଇକେବଇଲେ, ଆଜିସେ ଦାଉଦ୍ ରାଜାର୍ ଜନମ୍ ନଅରେ ତମର୍ପାଇ ଗଟେକ୍ ଉଦାର୍କାରିଆ ଜନମ୍କଲା ଆଚେ, ସେ କିରିସ୍ଟ ମାପ୍ରୁ ।
ସେ ପର୍ମେସରର୍ ପାରା ସବୁ ରକାମ୍ ରଇଲେ ମିସା, ତାର୍ ସଙ୍ଗ୍ ସମାନ୍ଅଇ ରଇବା ଅଦିକାର୍ ନିଜର୍ପାଇ ଦାରିକରି ରଇବି ବଲି ମନ୍ କରେ ନାଇ ।
ତାର୍ ବାଦୁଲେ ସେ ନିଜେ ମନ୍କରି, ତାକେ ରଇଲା ସବୁଟା ଚାଡିଦେଇ ଗଟେକ୍ ଗତିଦାଙ୍ଗ୍ଡାର୍ ରୁପ୍ ଦାରିଆଇଲା । ନର୍ ଲକ୍ ପାରା ଅଇକରି ନର୍ ଲକର୍ ବାନିମୁର୍ତି ଦାରି ଜାତ୍ଅଇଲା ।
ନର୍ଲକ୍ ପାରା ଅଇ ଆଇଲାପଚେ, ସେ ପର୍ମେସରର୍ ଆଦେସ୍ ମାନିକରି, ନିଜ୍କେ ଆରି ଅଦିକ୍ ସାନ୍କଲା । ଲକ୍ମନ୍ ମରାଅତ୍ବଲି ସର୍ପାଇଅଇଲା । ଅବ୍କା ମର୍ବାକେ ନାଇ, ମାତର୍ କୁରୁସ୍ କାଟେ କୁଟିମାରାଇଅଇ ଚଗାଇଅଇବାକେ ମିସା ।
O sacrifício redentor
Jesus deu a própria vida por nós. Ele é a propiciação pelos nossos pecados e o autor da salvação eterna para todos os que lhe obedecem.
ଆମର୍ ବୁଲ୍ କାମର୍ପାଇ ଆମର୍ ବାଦୁଲେ ପର୍ମେସର୍ ଜିସୁକେ ଡଣ୍ଡ୍ ଦେଲା । ତାର୍ଲାଗି ଅବ୍କା ଆମର୍ ପାପ୍ସେ ନଏଁ ମାତର୍ ଗୁଲାଇଟାନେ ରଇବା ସବୁଲକର୍ ପାପ୍ ସେ କେମା କର୍ସି ।
ଏନ୍ତାରି ନଏଁଜେ, ଆମେ ପର୍ମେସର୍କେ ଆଲାଦ୍ କଲୁ, ମାତର୍ ସେ ଆମ୍କେ ଆଲାଦ୍ କଲା । ଆରି କୁରୁସ୍କାଟେ ମଲାର୍ପାଇ ଆମର୍ ଡଣ୍ଡ୍ ପାଇବାକେ ତାର୍ ପଅକେ ପାଟାଇଲା । ଏଟା ଅଇଲାନି ସତ୍ସଙ୍ଗ୍ ଆଲାଦ୍ କର୍ବାଟା ।
ଆମେ ପରମେସରର୍ ସତ୍ରୁ ରଇଲାବେଲେ ତାର୍ ପିଲା ଆମର୍ ପାଇ ଜିବନ୍ ଦେଲା । ତେଇଅନି ପରମେସର୍ ସଙ୍ଗ୍ ଆମେ ଆରିତରେକ୍ ଜଡିଅଇଲୁ । ତାର୍ ସଙ୍ଗ୍ ଆରିତରେକ୍ ଜଡିଅଇଲା ପଚେ, ଏବେ କିରିସ୍ଟର୍ ଜିବନର୍ ଲାଗି ଆମେ ରକିଆ ପାଇବାକେ କେତେକ୍ ଅଦିକ୍ ନ ପାଉ ?
ତମର୍ ଆନିଦାଦିମନର୍ ଟାନେଅନି ଲଡାକେ ନ ଆଇବା ରିତିନିତିଅନି ସେ କାଇ ମୁଲିଅ ଦେଇକରି ତମ୍କେ ମୁକ୍ଲାଇଆଚେ, ସେଟା ତମେ ଜାନିଆଚାସ୍ । ତମ୍କେ ମୁକ୍ଲାଇବାକେ ସେ ନସି ଜିବା ସୁନା କି ରୁପାର୍ ମୁଲିଅ ଦେଏ ନାଇ । ମାତର୍ ବେସି ମୁଲିଅ ରଇବା ଜିସୁକିରିସ୍ଟର୍ ବନି, ଜନ୍ଟା ସେ ତାର୍ ମରନେ ରକଇଦେଲା । କାଇ ଦସ୍ କି କାଇ ଅବାବ୍ ନ ରଇବା ମେଣ୍ଡାପିଲା ପାରା ବଲିଅଇଲା ।
କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ !
ପର୍ମେସରର୍ ପାଇ ବଁଚ୍ବାକେ ମକେ କିରିସଟର୍ ସଙ୍ଗ୍ କୁର୍ସେ ମରାଇଆଚେ । ଏବେ ମୁଇ ଜିଇକରି ରଇନାଇ । ମାତର୍ କିରିସ୍ଟ ମର୍ଟାନେ ଜିଇକରି ଆଚେ । ଏବେ ମର୍ ଗାଗଡ୍ ବିସ୍ବାସର୍ ଲାଗି ଜିବନ୍ ଆଚେ । ଜନ୍ଟା କି ପର୍ମେସରର୍ ପଅ ଜିସୁ କିରିସ୍ଟ ମକେ ଆଲାଦ୍ କରି ମର୍ପାଇ ସେ ନିଜେ ସର୍ପି ଅଇଲା । ତାକେ ବିସ୍ବାସ୍ କରି ମୁଇ ଜିଇଲି ଆଚି ।
O caminho da salvação
Jesus é o mediador da nova aliança. Ele vive para interceder por nós e pode salvar perfeitamente todos os que se achegam a Deus por meio dele.
ସେ ପର୍ମେସରର୍ କାତା ମାନ୍ଲାକେ ପୁରାପୁରୁନ୍ ସିଦ୍ ଅଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ କେବେ ନ ସାର୍ବା ମୁକ୍ତି ଦେବା ଲକ୍ ଅଇଲା ।
ସେଟାର୍ ପାଇ ଜନ୍ ଲକ୍ମନ୍ ତାକେ ବିସ୍ବାସ୍ କରି ଲଗେ ଆଇବାଇ, ସେମନ୍କେ ସବୁବେଲର୍ପାଇ ରକିଆ କରିପାର୍ସି । କାଇକେ ବଇଲେ ସେମନର୍ ପାଇ ପରମେସରର୍ ମୁଆଟେ ଗୁଆରି କର୍ବାକେ ସେ ଜୁଗ୍ ଜୁଗର୍ ପାଇ ଜିବନ୍ ଅଇକରି ଆଚେ ।
ଏଟାର୍ପାଇ କିରିସ୍ଟସେ ନୁଆ ନିୟମ୍ ସାଦନ୍ କଲାଆଚେ । ଜେନ୍ତାରି କି, ଜେତ୍କି ଲକ୍ମନ୍କେ ପରମେସର୍ ଡାକିଆଚେ, ସେମନ୍ ପରମେସର୍ ସପତ୍ କରି କଇରଇବା ନ ସାର୍ବା ଆସିର୍ବାଦ୍ ପାଇବାଇ । କିରିସ୍ଟ ମଲାର୍ପାଇ ଆଗର୍ ରାଜିନାମାତେଇ କରିରଇବା ସବୁ ପାପେଅନି ସେମନ୍ ମୁକଲ୍ଲାଇ ।
ଆମର୍ ଆଁକି ଜିସୁର୍ଟାନେ ସଙ୍ଗଉ । ତାକେ ଆମେ ଆରାମେ ଅନି ସାରାସାରି ଜାକ ବିସ୍ବାସ୍ କରିଆଚୁ । ଜନ୍ ସାର୍ଦା ତାର୍ ମୁଆଟେ ସଙ୍ଗଇରଇଲା, ସେ ସାର୍ଦାର୍ଲାଗି ରଇବା ଦୁକ୍କସ୍ଟ ମୁର୍ଚି କରି ରଇଲା । ଆରି ତେଇ ମର୍ବା ଲାଜର୍ ବିସଇ ମନେ ଦାରେନାଇ । ପର୍ମେସର୍ ଆଜି ଜନ୍ ଜାଗାଇ ବସ୍ଲାଆଚେ, ତାର୍ ଉଜାବାଟେ ସେ ମିସା ବସ୍ଲାଆଚେ ।
ସବୁ ଲକ୍ ପାପ୍ କଲାଇ ଆଚତ୍ ଆରି ପରମେସରର୍ ପୁରାପୁରୁନ୍ ମଇମାଇଅନି ଉନା ଅଇଗାଲାଇ ଆଚତ୍ । ମାତର୍ ପରମେସର୍ କିରିସ୍ଟ ଜିସୁର୍ତେଇଅନି ଇନାମେ ନ ସାର୍ବା ଜିବନ୍ ଦୁକାନି ଦାନ୍ କଲାଆଚେ । ଜନ୍ ଲକ୍ମନ୍ ସେଟା ମିଲାଇଆଚତ୍, ସେମନ୍କେ ମାପ୍ରୁ ଜିସୁ ମୁକ୍ତି ଦେଇସି । ସେମନ୍ ପରମେସରର୍ ମୁଆଟେ ଦରମ୍ ଲକ୍ ବଲାଇ ଅଇବାଇ ।
ମାତର୍ ପର୍ମେସର୍ ମକେ ଆଜିକେଜାକ ରକିଆ କଲାଆଚେ ଆରି ସେଟାର୍ପାଇଁ ଆଜି ସାନ୍ ବଡ୍ ସବୁ ଲକର୍ ଲଗେ ସମାନ୍ ଇସାବେ ମର୍ ସାକିଦେବାକେ ଟିଆକରାଇଆଚେ । ବବିସତ୍ବକ୍ତା ଆରି ମସା ଜାଇଟା ଗଟ୍ସି ବଲି କଇରଇଲାଇ, ଟିକ୍ ସେ କାତା ମୁଇ କଇଲିନି । ମସିଅ ଦୁକ୍ ପାଇସି ଆରି ମଲାଲକ୍ମନର୍ ବିତ୍ରେଅନି ସିଗ୍ ପର୍ତୁମେ ଉଟି, ଜିଉଦି ଆରି ଜିଉଦି ନଇଲା ଲକ୍ମନର୍ ଲଗେ ମୁକ୍ତିର୍ ଉଜଲ୍ ଦେକାଇସି ।"
ସରଗର୍ ଦୁତ୍ ମାଇଜିମନ୍କେ କଇଲା, "ଡରା ନାଇ । ମୁଇ ଜାନି, ତମେ କୁର୍ସେ ମରିରଇବା ଜିସୁକେ ଦେକ୍ବାର୍ ଆସିଆଚାସ୍ । ସେ ଇତି ନାଇ । ସେ କଇଲା ଇସାବେ ଆରି ତରେକ୍ ଉଟି ଆଚେ । ଆସି ଦେକା, ଇତି ତାର୍ ମଲା ଗାଗଡ୍ ସଙ୍ଗଇରଇଲାଇ ।"