O sangue de Jesus
O sangue de Jesus é o fundamento da redenção cristã. Através do seu sangue derramado na cruz, recebemos perdão, purificação e acesso à presença de Deus.
O poder redentor do sangue
O sangue de Cristo é o preço do nosso resgate. Sem derramamento de sangue não há remissão de pecados, e Cristo ofereceu o sacrifício perfeito e definitivo.
କାଇକେବଇଲେ ମସାର୍ ନିୟମ୍ ଇସାବେ ସବୁ ବିସଇ ସୁକଲ୍ କର୍ବାକେ, ବନି ଦର୍କାର୍ । ବନି ନ ଜରାଇଲେ ପାପ୍ କେମା ନ ଅଏ ।
ଆଗର୍ କାଲେ ଚେଲି ଆରି ବଲଦ୍ମନର୍ ବନି ଆରି ପଡାଇଲା ବାଚିପିଲାର୍ ଚାର୍ ଚିଚ୍ବାଟା, ଏସବୁ ଅସୁକଲ୍ ଅଇରଇବା ଲକ୍ମନର୍ ଗାଗଡ୍ ଦଇବା କାମ୍କେସେ ଆଇଲା । ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।
କାଇକେବଇଲେ ବଲଦ୍ମନର୍ ଆରି ଚେଲିମନର୍ ବନି କେବେ ମିସା ଆମର୍ ପାପ୍ ଦାରି ନ ନେଏ ।
ସେଟାସେ ଜିସୁକେ ଅଇରଇଲା । କାଇକେବଇଲେ, ତାକେ ନଅରର୍ ବାଇରେ ଲକ୍ମନ୍ ମରାଇରଇଲାଇ । ଆରି ତାର୍ ବନି ଗୁଲାଇ ମୁନୁସ୍ ଜାତିର୍ ପାପ୍ ଦଇଦେଲା ।
ଆରି ନୁଆ ରାଜିନାମା ତିଆର୍ କରିରଇବା ଜିସୁକିରିସ୍ଟର୍ ଲଗେ ଆଇଲୁଆଚୁ । ସେ ତାର୍ ବନି ଜରାଇରଇଲା । ସେଟା ଏବଲର୍ ବନିତେଇଅନି ନିକ ଆଚେ ।
Perdão e purificação
O sangue de Jesus nos purifica de todo pecado. Nele temos redenção e perdão, segundo as riquezas de sua graça.
ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି ।
କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ !
ଗଟେକ୍ ବେଲାଇ ଦୁରିକେ ରଇଲାସ୍ । ଏବେ ଜିସୁର୍ ସଙ୍ଗ୍ ମିସିକରି କିରିସ୍ଟ ବନି ଦେଇ ମଲାର୍ପାଇ ତାର୍ ଲଗେ ଅଇଆଚାସ୍ ।
ଏଟା ମର୍ ବନି । ମୁନୁସ୍ମନର୍ ପାପ୍କେମାର୍ ଲାଗି ମୁଇ ମର୍ ଜନ୍ ବନି ଡାଲି ଦେବି ବଲି ଗାଲିନି, ସେଟା ପର୍ମେସର୍ ନୁଆ ନିୟମ୍ ଟିକ୍ କର୍ସି ।
ଆରି ଜିସୁକିରିସ୍ଟ ଟାନେଅନି । ସେ ଆକା ପର୍ମେସରର୍ ବିସଇର୍ ସତ୍ ସାକି ଦେଇପାର୍ସି । ମଲା ଲକ୍ମନର୍ଟାନେଅନି ତାକେସେ ପର୍ତୁମ୍ ଉଟାଇରଇଲା । ଏ ଜଗତର୍ ସାସନ୍କାରିଆମନର୍ ଉପ୍ରେ ରଇବା ସାସନ୍କାରିଆ । ସେ ଆମ୍କେ ଆଲାଦ୍ କଲାନି । ଆମର୍ପାଇଁ ଗଟେକ୍ ବଲି ଇସାବେ ମଲାକେ ଆମର୍ ପାପେଅନି ସେ ଆମ୍କେ ମୁକ୍ଲାଇଆଚେ ।
ପରମେସର୍ ଜିସୁକେ ଦାନ୍କଲା, ଜେନ୍ତିକି ତାର୍ ମରନ୍, ତାକେ ବିସ୍ବାସ୍ କର୍ବା ଲକ୍ମନର୍ ପାପ୍ କେମାର୍ ବାଟ୍ ଦେକାଇସି । ସେ ନିଜର୍ ଦରମ୍ ଅଇଲାଟା ଦେକାଇବାକେ ଏଟା କଲା । ସେ ସବୁ ମୁର୍ଚିକରି ଲକ୍ମନ୍ ଆଗ୍ତୁ କରିରଇବା ପାପ୍ ଦାରେ ନାଇ ।
କିରିସ୍ଟର୍ ବନିର୍ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ କଲାଆଚେ । ସେନ୍ତି ଆଲେ ପରମେସରର୍ ବଡ୍ ରିସାଇଅନି ଆମ୍କେ ରକିଆ କର୍ବାକେ କିରିସ୍ଟ କେତେକ୍ ମନ୍ଦିଆନ୍ ନ ଦେଏ !
O sangue da aliança
Desde o Êxodo, o sangue é sinal de aliança entre Deus e seu povo. O sangue do Cordeiro pascal prefigurava o sacrifício supremo de Cristo.
ପର୍ତୁମ୍ ନିସ୍ତାର୍ ପରବ୍
ମସା ଇସ୍ରାଏଲ୍ ଦେସର୍ ସବୁ ନେତାମନ୍କେ ଡାକି କଇଲା, ନିସ୍ତାର୍ ପରବ୍କେ ନିଜର୍ ନିଜର୍ କୁଟୁମ୍ ଇସାବେ ଗଟେକ୍ ଗଟେକ୍ ମେଣ୍ଡା ନେଇ ବଲି ଦିଆସ୍ । ଆରି ଗଟେକ୍ କୁଡ୍କା ତେଇ ମେଣ୍ଡାର୍ ବନି ଜରାଇ ଦୁଆରର୍ ଦୁଇ ବନ୍ଦେ ଲାଗାଆ, ଆରି ସଞ୍ଜେ ଅନି ସାକାଲ୍ ପାଇବା ଜାକ କେ ବାରୁଆ ନାଇ । କାଇକେବଇଲେ ସବୁବେଲର୍ ମାପ୍ରୁ ମିସର୍ ଦେସର୍ ଲକ୍କେ ମାରବାକେ ସେ ବାଟ୍ ଦେଇ ଜାଇସି, ଜାର୍ ଦୁଆର୍ ବନ୍ଦେ ବନି ଲାଗି ରଇସି, ମାର୍ବାଲକ୍ ଗରେ ଚାଡି ଆରିଗଟେକ୍ ଗରେ ଜାଇସି, ତମର୍ ଗରେ ପୁରି କରି କାଇ ବିପଦ୍ ନ ଗଟାଏ ।
ମାତର୍ ତମେ ଜିବନ୍ ବନି ମିସି ରଇବା ମାଉଁସ୍ କାଆ ନାଇ । ଆରି ଆମେ ତମର୍ ଜିବନର୍ ବନିର୍ ବାଦ୍ଲା ନେବାଟା ନେବୁ ଆକା, ସବୁ ଜିବ୍ଜନ୍ତୁ ଲଗେ ଅନି ଅଅକି ନର୍ଲକର୍ ତେଇ ଅନି ଅଅ, ତାର୍ ବାଦ୍ଲା ନେବୁ, ଆମେ ସବୁ ନର୍ଲକର୍ ବାଇର୍ ତି ଅନି ନର୍ଲକର୍ ଜିବନର୍ ବାଦ୍ଲା ନେବି । ଜେ କି ନର୍ଲକ୍କେ ମାର୍ସି, ସେ ଲକର୍ ବାଦୁଲେ ତାକେ ମାରା ଅଇସି, କାଇକେ ବଇଲେ ପର୍ମେସର୍ ନିଜର୍ ବାନିମୁର୍ତି କରି ନର୍ ଲକ୍କେ ତିଆର୍ କଲା ଆଚେ ।
Vitória pelo sangue
Os cristãos vencem o acusador pelo sangue do Cordeiro e pela palavra do seu testemunho. O sangue comprou para Deus gente de toda tribo e língua.
ମେଣ୍ଡାପିଲାର୍ ବନିର୍ଲାଗି ଆରି ସେମନ୍ ଜାନାଇରଇବା ସତର୍ ଲାଗି ଆମର୍ ବାଇବଇନିମନ୍ ତାର୍ସଙ୍ଗ୍ ଜୁଇଦ୍ କରି ଜିତ୍ଲାଇ । ସେମନ୍ ମରିଜିବାଜାକ ଜାନିରଇଲେ ମିସା ବିସ୍ବାସ୍ କର୍ତେରଇଲାଇ ।
ତମର୍ ଆନିଦାଦିମନର୍ ଟାନେଅନି ଲଡାକେ ନ ଆଇବା ରିତିନିତିଅନି ସେ କାଇ ମୁଲିଅ ଦେଇକରି ତମ୍କେ ମୁକ୍ଲାଇଆଚେ, ସେଟା ତମେ ଜାନିଆଚାସ୍ । ତମ୍କେ ମୁକ୍ଲାଇବାକେ ସେ ନସି ଜିବା ସୁନା କି ରୁପାର୍ ମୁଲିଅ ଦେଏ ନାଇ । ମାତର୍ ବେସି ମୁଲିଅ ରଇବା ଜିସୁକିରିସ୍ଟର୍ ବନି, ଜନ୍ଟା ସେ ତାର୍ ମରନେ ରକଇଦେଲା । କାଇ ଦସ୍ କି କାଇ ଅବାବ୍ ନ ରଇବା ମେଣ୍ଡାପିଲା ପାରା ବଲିଅଇଲା ।
ତେବର୍ପାଇ ତମେ ନିଜର୍ ବିସଇ ଆରି ସୁକଲ୍ଆତ୍ମା ତାର୍ ସତ୍ ଗିଆନେ ଜନ୍ ବିସ୍ବାସି ମାନ୍ଦାକେ ଦେକାରକାପାଇ ଚାଡିଦେଇ ଆଚେ, ସେ ସବୁ ବିସଇଟାନେ ଜାଗ୍ରତ୍ ଉଆ । ମେଣ୍ଡା ଚାରାଉ ଗଉଡ୍ପାରା ପରମେସରର୍ ମଣ୍ଡଲିର୍ ଜତନ୍ ନିଆ । ସେ ମଣ୍ଡଲିକେ ପରମେସର୍ ତାର୍ ନିଜର୍ ବନିଦେଇ ଗେନିଆଚେ ।
ଜିସୁ ସେମନ୍କେ କଇଲା, "ମୁଇ ସତ୍କାତା କଇଲିନି, ପର୍ମେସର୍ ପାଟାଇ ରଇବା ନର୍ପିଲା ମୁଇ, ମର୍ ଗାଗଡ୍ ଆରି ବନି ନ କାଇଲେ, ଜିବନ୍ ମିଲାଇ ନାପାରାସ୍ । ମାତର୍ ଜନ୍ ଲକ୍ ମର୍ ଗାଗଡ୍ ଆରି ବନି କାଇସି ସେ ନ ସାର୍ବା ଜିବନ୍ ପାଇସି । ମୁଇ ସେ ଲକ୍କେ ସାରାସାରି ଦିନେ ମଲାଟାନେଅନି ଉଟାଇବି ।
ଜିସୁ କିରିସ୍ଟର୍ ଲାଗି ସାକି
ଜିସୁକିରିସ୍ଟ ପର୍ମେସରର୍ ପ ବଲିକରି, ଡୁବନ୍ ଦେଉ ଜଅନ୍ ତାକେ ପାନିତେଇ ଡୁବନ୍ ଦେଲା । ଆରି ସେ ମଲାବେଲେ ତାର୍ ବନି ରକଇଅଇଲା । ଏନ୍ତାରି ନଏଁ ଜେ ସେ ଅବ୍କା ପାନିସଙ୍ଗ୍ ଡୁବନ୍ ଅଇଲା, ମାତର୍ ତାର୍ ମରନେ ତାର୍ ବନି ରକଇଅଇଲା । ଏ ସବୁ ବିସଇ ସତ୍ ବଲି ସୁକଲ୍ଆତ୍ମା ଆମ୍କେ ସାକିଦେଲାନି । କାଇକେବଇଲେ ସେ ସତ୍ ଆତ୍ମା ।