Santa ceia
A Santa Ceia é uma das ordenanças mais sagradas da igreja cristã. Instituída por Jesus na última noite antes da crucificação, ela celebra seu sacrifício e proclama sua morte até que Ele volte.
A instituição por Jesus
Na noite em que foi traído, Jesus tomou o pão e o cálice, deu graças e os compartilhou com os discípulos, dizendo: 'Fazei isto em memória de mim.'
ସେମନ୍ କାଇବା ବେଲେ ଜିସୁ ଗଟେକ୍ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି ସେଟା ବାଙ୍ଗାଇ ସିସ୍ମନ୍କେ ଦେଇ କଇଲା, "ଏଟା ମର୍ ଗାଗଡ୍ । ନିଆ ଆରି କାଆ ।"
ତାର୍ପଚେ ଅଙ୍ଗୁର୍ରସ୍ ରଇଲା ମୁତା ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତାର୍ ସିସ୍ମନ୍କେ କଇଲା, "ତମେ ସବୁ ଲକ୍ ଏ ମୁତାର୍ଟା କାଆ । ଏଟା ମର୍ ବନି । ମୁନୁସ୍ମନର୍ ପାପ୍କେମାର୍ ଲାଗି ମୁଇ ମର୍ ଜନ୍ ବନି ଡାଲି ଦେବି ବଲି ଗାଲିନି, ସେଟା ପର୍ମେସର୍ ନୁଆ ନିୟମ୍ ଟିକ୍ କର୍ସି ।
ସିସ୍ମନ୍ କାଇବାକେ ବସ୍ଲାବେଲେ, ଜିସୁ ରୁଟିଦାରିକରି ପର୍ମେସର୍କେ ଜୁଆର୍କଲା ଆରି ସେଟା ବାଙ୍ଗାଇ ସେମନ୍କେ ଦେଇକରି କଇଲା, " ନିଆ ଏଟା ମର୍ ଗାଗଡ୍ ।"
ତାର୍ପଚେ ଅଙ୍ଗୁର୍ ରସ୍ ଦାରି ପର୍ମେସର୍କେ ଜୁଆର୍ କରି ସବୁ ଲକ୍କେ କାଇବାକେ ଦେଲାଜେ ସେମନ୍ କାଇଲାଇ । ଆରି ସେ ତାର୍ ସିସ୍ମନ୍କେ କଇଲା, ଏଟା ଅଇଲାନି ବେସି ଲକର୍ପାଇ ଜରାଇଲା ମର୍ ବନି । ଏ ବନି ସଙ୍ଗ୍ ପର୍ମେସର୍ ଲକ୍ମନର୍ ସଙ୍ଗ୍ ରାଜିନାମା କଲାନି । ମୁଇ ତମ୍କେ ସତ୍ କାତା କଇଲିନି, "ମୁଇ ପର୍ମେସରର୍ ରାଇଜେ ନୁଆ ଅଙ୍ଗୁର୍ ରସ୍ କାଇବା ଦିନ୍ ନ ଆଇବାଜାକ, ଏଟା ଆରି କେବେ ମିସା ନ କାଇ ।"
ଆରି ରୁଟି ଦାରିକରି ପର୍ମେସର୍କେ ଦନିଅବାଦ୍ଦେଇ ବାଙ୍ଗାଇ ସେମନ୍କେ ଦେଇକରି କଇଲା, "ଏଟା ମର୍ ଗାଗଡ୍, ଜନ୍ଟା ତମର୍ ପାଇ ଦିଆଅଇଲା ଆଚେ । ମକେ ଏତାଇବା ପାଇ ଏଟା କରା ।" ସେନ୍ତାରିସେ କାଇଲା ପଚେ ସେ ମୁତାଇ ଅଙ୍ଗୁର୍ ରସ୍ ଦାରି କଇଲା, "ଏ ମୁତା ମର୍ ବନିତେଇ, ପର୍ମେସର୍ ଲକ୍ମନର୍ ସଙ୍ଗ୍ କଲା ନୁଆ ରାଜିନାମା । ଏଟା ତମର୍ପାଇ ଜର୍ଲା ମର୍ ବନି ।"
O significado espiritual
A Ceia é participação no corpo e no sangue de Cristo. Jesus ensinou que quem come de sua carne e bebe de seu sangue tem a vida eterna.
ମୁଇସେ ସର୍ଗେଅନି ଆଇଲା ଜିବନ୍ ଦେବା କାଦି । ଏ କାଦି କାଇଲା ଲକ୍ମନ୍ ସବୁ ଦିନର୍ ପାଇ ବଁଚି ରଇବାଇ । ଏ କାଦି ଅଇଲାନି ମର୍ ଗାଗଡ୍ । ଏ ଦୁନିଆର୍ ଲକ୍ମନ୍ କାଲ୍କାଲ୍ ଜୁଗ୍ଜୁଗ୍ ବଁଚି ରଇବାକେ ମର୍ଗାଗଡ୍ ଦେବି ବଲି କଇଲା ।
ଜିସୁ ସେମନ୍କେ କଇଲା, "ମୁଇ ସତ୍କାତା କଇଲିନି, ପର୍ମେସର୍ ପାଟାଇ ରଇବା ନର୍ପିଲା ମୁଇ, ମର୍ ଗାଗଡ୍ ଆରି ବନି ନ କାଇଲେ, ଜିବନ୍ ମିଲାଇ ନାପାରାସ୍ । ମାତର୍ ଜନ୍ ଲକ୍ ମର୍ ଗାଗଡ୍ ଆରି ବନି କାଇସି ସେ ନ ସାର୍ବା ଜିବନ୍ ପାଇସି । ମୁଇ ସେ ଲକ୍କେ ସାରାସାରି ଦିନେ ମଲାଟାନେଅନି ଉଟାଇବି । କାଇକେବଇଲେ, ମର୍ ଗାଗଡ୍ ଅଇଲାନି ସତ୍ କାଦି ଆରି ମର୍ ବନି ଅଇଲାନି ସତ୍ ପାନି । ଜନ୍ ଲକ୍ ମର୍ ଗାଗଡ୍ ଆରି ବନି କାଇସି, ସେ ମର୍ଟାନେ ରଇସି ଆରି ମୁଇ ତାର୍ଟାନେ ରଇବି । ଜିବନ୍ ରଇବା ବାବା ମକେ ପାଟାଇଆଚେ, ଆରି ତାର୍ଲାଗି ମୁଇ ବଁଚିଆଚି । ସେନ୍ତାରିସେ ଜେ ମକେ କାଇସି, ମର୍ଲାଗି ବଁଚିରଇସି । ଏଟାସେ ସର୍ଗେଅନି ଆସିରଇବା କାଦି । ଜନ୍ କାଦି ତମର୍ ଆନିଦାଦିମନ୍ କାଇକରି ପଚେ ମଲାଇ, ଏଟା ସେନ୍ତାରି କାଦି ନଏଁ । ଏ କାଦି ଜେ କାଇସି ସେ କାଲ୍କାଲ୍ ଜୁଗ୍ଜୁଗ୍ ବଁଚିରଇସି ।"
ଏଟା ତମର୍ ପାଇ ବଲିଅଇରଇବା ମର୍ ଗାଗଡ୍, ମକେ ଏତାଇବାକେ ଏନ୍ତାର୍ କରା । ସେନ୍ତାରିସେ କାଇଲା ପଚେ, ସେ ମୁତା ଦାରିକରି କଇଲା "ଏ ମୁତା ପର୍ମେସରର୍ ନୁଆ ରାଜିନାମା, ଜନ୍ଟା କି ମର୍ ନିଜର୍ ବନି ଦେଲାକେ, ଟିକ୍ ଅଇଲା ।"
ଆମର୍ ମାପ୍ରୁ ଜିସୁ ବାଅଡ୍ବାଜାକ, ଜେତ୍କିତର୍ ରୁଟି କାଇସା କି ଏ ମୁତାଇ ଅନି ଡୁକ୍ସା, ତମେ ମାପ୍ରୁର୍ ମରନ୍ ବିସଇର୍ କବର୍ ଜାନାଇସା । ଏଟାର୍ ଅରତ୍ ଅଇଲାନି, ଜେ ଜଦି ମାପ୍ରୁକେ ସନ୍ମାନ୍ ନ ଦେଇ, ଏ ରୁଟି କାଇସି କି ମୁତାଇ ଅନି ଡୁକ୍ସି, ସେ ମାପ୍ରୁର୍ ଗାଗଡ୍ ଆରି ବନିର୍ ବିରୁଦେ ପାପ୍ କଲାନି । ସେଟାର୍ପାଇଁ ତମେ ନିଜ୍କେ ପରିକା କରି ଦେକ୍ବାର୍ଆଚେ, ଦେକି ସାରାଇ ଏ ରୁଟି କାଇଅଇସି ଆରି ମୁତାଇଅନି ଡୁକି ଅଇସି ।
ଆମର୍ ମାପ୍ରୁ ଜିସୁ ବାଅଡ୍ବାଜାକ, ଜେତ୍କିତର୍ ରୁଟି କାଇସା କି ଏ ମୁତାଇ ଅନି ଡୁକ୍ସା, ତମେ ମାପ୍ରୁର୍ ମରନ୍ ବିସଇର୍ କବର୍ ଜାନାଇସା ।
A prática da Igreja
Desde os primeiros cristãos, a Ceia do Senhor é parte fundamental da vida comunitária da Igreja, celebrada com reverência e exame de consciência.
ସେମନ୍ ପେରିତ୍ମନ୍ ସିକାଇଲା ବିସଇ ମାନ୍ଲାଇ । ମିସିବିଡି ରଇବାକେ, ମିସିକରି କାଇବାକେ, ଆରି ପାର୍ତନା କର୍ବାକେ ।
ଆଟର୍ ପର୍ତୁମ୍ ଦିନର୍ ସଞ୍ଜ୍ବେଲାଇ ଆମେ ସବୁଲକ୍ ମିସି କାଇବାକେ ରୁଣ୍ଡ୍ଲୁ । ପାଉଲ୍ ଲକ୍ମନ୍କେ ମଜାରାତି ଜାକ ଉପ୍ଦେସ୍ ଦେଲା । କାଇକେବଇଲେ ତାର୍ ଆର୍କର୍ ଦିନେ ସେ ଜାଗା ଚାଡି ଜିବାର୍ ରଇଲା ।
ଆରି ସେମନର୍ ସଙ୍ଗ୍ କାଇବାକେ ବସ୍ଲା । ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଇକରି ସେଟା ବାଙ୍ଗାଇକରି ସେମନ୍କେ ଦେଲା ।
ଏଟାର୍ ଅରତ୍ ଅଇଲାନି, ଜେ ଜଦି ମାପ୍ରୁକେ ସନ୍ମାନ୍ ନ ଦେଇ, ଏ ରୁଟି କାଇସି କି ମୁତାଇ ଅନି ଡୁକ୍ସି, ସେ ମାପ୍ରୁର୍ ଗାଗଡ୍ ଆରି ବନିର୍ ବିରୁଦେ ପାପ୍ କଲାନି । ସେଟାର୍ପାଇଁ ତମେ ନିଜ୍କେ ପରିକା କରି ଦେକ୍ବାର୍ଆଚେ, ଦେକି ସାରାଇ ଏ ରୁଟି କାଇଅଇସି ଆରି ମୁତାଇଅନି ଡୁକି ଅଇସି । କାଇକେବଇଲେ ଜଦି ସେ ରୁଟି କାଇଲାବେଲେ ଜେ ମାପ୍ରୁର୍ ଗାଗଡ୍ ଆରି ମୁତାଇଅନି ଡୁକ୍ଲାବେଲେ ସତ୍ବିସଇ ନ ବୁଜତ୍, ସେମନ୍ ନିଜେ ନିଜର୍ ଉପ୍ରେ ପର୍ମେସରର୍ ଡଣ୍ଡ୍ ଡାକି ଆନ୍ଲାଇନି ।