Separação
A separação traz dor profunda, mas a Bíblia nos consola com a promessa de que Deus nunca nos abandona. Seja na perda, na distância ou no luto, Ele é nosso refúgio.
Deus está presente na dor
O Senhor está perto dos quebrantados de coração e promete nunca nos deixar órfãos. Na separação, Ele é nosso consolo mais íntimo.
ମୁଇ ଜେଡେବଲ୍ ଜିବି, ତମ୍କେ ଟୁରା ପିଲାମନର୍ ପାରା କରି ଚାଡି ନ ଜାଇ । ଆରିତରେକ୍ ତମର୍ ଲଗେ ବାଉଡି ଆଇବି ।
Esperança e conforto
A separação não é o fim. Deus transforma a dor em esperança, e o sofrimento presente produz uma glória eterna que supera toda aflição.
ଏ ବାଇବଇନିମନ୍, ଆସା ନ କର୍ବା ବିନ୍ ଲକ୍ମନର୍ ପାରା ଦୁକ୍ ଚିନ୍ତା ଅଇ ରୁଆନାଇ । ଏଟାର୍ପାଇ ତମେ ମରିଜାଇରଇବା ଲକ୍ମନର୍ ବିସଇ ଜାନିରୁଆ ।
ଜନ୍ ଡାକ୍ପୁଟାର୍ ଦିନେ ଆମେ ମିସ୍ବାକେ ଗାଲୁନି, ଦେକ୍ଲେସରି ଏ ଜିବନେ ଅଇବା ଆମର୍ ଦୁକ୍ କସ୍ଟ କିଚି ନାଇ ।
ସେ ଆମ୍କେ ସବୁ ଦୁକ୍ କସ୍ଟ ଆଇଲେ ସାଇଜ କର୍ସି । ସେନ୍ତାରିସେ ବିନ୍ ବିନ୍ ରକାମର୍ କସ୍ଟ ପାଇତେରଇବା ଲକ୍ମନ୍କେ ଆମେ ଜେନ୍ତି ଦୁକ୍ ସାରାଇବୁ । ପର୍ମେସର୍ ଟାନେଅନି ଜନ୍ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍ ଲାଗି, ଆମେ ମିସା ବିନ୍ ଲକ୍କେ ସାଇଜ କର୍ବୁ ।
ପର୍ମେସରର୍ ମନ୍ କଲାଟା ସାଦନ୍ କର୍ବାକେ ତମେ ମୁର୍ଚିକରି ରଇବାର୍ ଆଚେ ଆରି ସେ କାତା ଦେଇରଇବାଟା ତମେ ମିଲାଇସା ।
ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।
Amor que persevera
O amor verdadeiro é mais forte que a separação. A fé nos sustenta e nos dá a certeza de que o reencontro virá.
କାଇକେ ବଇଲେ ସେ କଇଲା, ଆମେ ଗଟେଲକ୍ ଆରି ଗଟେଲକର୍ ପାରା ଅଇଲେ, ସବୁବେଲର୍ ମାପ୍ରୁ ମର୍ ଆରି ତମର୍ ଜାଗୁଆଲ୍ ପାରା ଅଇ ରଇସି।
ମାତର୍ ଆଗେ ମୁଇ ଜେତ୍କି ସବୁ ବିସଇ ବେସି ମୁଲିଅ ଆଚେବଲି ବାବ୍ତେରଇଲି, ଏବେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ସେଟାମନ୍ ସବୁ ଚୁଚାଇସେ ବଲି ଜାନ୍ଲିନି । ସେତ୍କିସେ ନଏଁ ଆଗ୍ତୁ ଜେତ୍କି ସବୁ ବିସଇ ପର୍ମେସର୍କେ ସାର୍ଦା କରାଇବାକେ କର୍ତେରଇଲି, ଜିସୁ କିରିସ୍ଟକେ ମର୍ ମାପ୍ରୁ ବଲି ମାନ୍ଲାତେଇଅନି, ସେଟା ଚୁଚାଇସେ ବଲି ଜାନ୍ଲିନି । ତାର୍ପାଇ ମୁଇ ସବୁ ବିସଇ ଚାଡିଦେଲିଆଚି । କିରିସ୍ଟର୍ ସିସ୍ ଅଇବି ବଲିକରି ସେଟାମନ୍ ଚୁଚାଇସେ ବଲି ଏତ୍କଲିନି ।