Ser de confiança
A confiabilidade é uma marca do caráter cristão. A Bíblia exalta aqueles que são fiéis em suas palavras, compromissos e na missão que Deus lhes confiou.
Fidelidade como vocação
Ser de confiança é refletir o caráter de Deus, que é fiel em todas as suas promessas. A fidelidade se prova nas pequenas e grandes coisas.
କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ;
ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
"ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ?
ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Integridade e verdade
O cristão confiável fala a verdade, cumpre suas promessas e persevera até o fim, mesmo quando o caminho é difícil.
କିନ୍ତୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ; ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।
ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।