Superação
Superar desafios, dificuldades e tentações faz parte da caminhada cristã. A Bíblia nos garante que, em Cristo, somos mais que vencedores em todas as circunstâncias.
Vitória em Cristo
Jesus já venceu o mundo. Nele temos coragem, paz e a certeza de que nenhuma adversidade poderá nos derrotar definitivamente.
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇଁ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।"
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇଁ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।"
ଜେ ଆମ୍କେ ଆଲାଦ୍ କଲାଇନି, ତାର୍ ସାଇଜ ସଙ୍ଗ୍ ଆମେ ଏ ସବୁର୍ ଉପ୍ରେ ଜିତି ଆଚୁ ।
ମାତର୍ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । କାଇକେବଇଲେ ଆମର୍ ମାପ୍ରୁ ଜିସୁ କିରିସ୍ଟ କଲା କାମେଅନି ପାପ୍କେ ଆରି ମରନ୍କେ ଆରାଇବା ବପୁ ସେ ଆମ୍କେ ଦେଲାଆଚେ ।
ମାତର୍ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । କାଇକେବଇଲେ ଆମର୍ ମାପ୍ରୁ ଜିସୁ କିରିସ୍ଟ କଲା କାମେଅନି ପାପ୍କେ ଆରି ମରନ୍କେ ଆରାଇବା ବପୁ ସେ ଆମ୍କେ ଦେଲାଆଚେ ।
କାଇକେବଇଲେ ପର୍ମେସରର୍ ସବୁ ପିଲା ଏ ଜଗତର୍ କାରାପ୍ ଚଲାଚଲ୍ତି ନିଚିକରି ଜିତିପାର୍ସି । ଆମର୍ ବିସ୍ବାସର୍ ଲାଗି ଆମେ ଜଗତ୍କେ ଜିତିଅଇସି ।
ଆମେ ଜଦି ସତଇସେ ପର୍ମେସର୍କେ ଆଲାଦ୍ କଲେ, ତାର୍ ଆଦେସ୍ ସବୁ ମାନ୍ବୁ । ସେ ଆମ୍କେ ତିଆର୍ଲା ବିସଇ ମାନ୍ବାକେ ଆମ୍କେ ଆବଡ୍ ନ ଲାଗେ । କାଇକେବଇଲେ ପର୍ମେସରର୍ ସବୁ ପିଲା ଏ ଜଗତର୍ କାରାପ୍ ଚଲାଚଲ୍ତି ନିଚିକରି ଜିତିପାର୍ସି । ଆମର୍ ବିସ୍ବାସର୍ ଲାଗି ଆମେ ଜଗତ୍କେ ଜିତିଅଇସି । ଏ ଜଗତ୍କେ କେ ଆରାଇପାର୍ସି ? ଜିସୁକେ ପର୍ମେସରର୍ ପଅ ବଲି ଜେ ବିସ୍ବାସ୍ କର୍ସି, ସେ ଏ ଜଗତ୍କେ ଆରାଇସି ।
ଏ ଜଗତ୍କେ କେ ଆରାଇପାର୍ସି ? ଜିସୁକେ ପର୍ମେସରର୍ ପଅ ବଲି ଜେ ବିସ୍ବାସ୍ କର୍ସି, ସେ ଏ ଜଗତ୍କେ ଆରାଇସି ।
ମେଣ୍ଡାପିଲାର୍ ବନିର୍ଲାଗି ଆରି ସେମନ୍ ଜାନାଇରଇବା ସତର୍ ଲାଗି ଆମର୍ ବାଇବଇନିମନ୍ ତାର୍ସଙ୍ଗ୍ ଜୁଇଦ୍ କରି ଜିତ୍ଲାଇ । ସେମନ୍ ମରିଜିବାଜାକ ଜାନିରଇଲେ ମିସା ବିସ୍ବାସ୍ କର୍ତେରଇଲାଇ ।
Superando o mal com o bem
O cristão vence o mal não com violência, mas com o bem. O amor, a fé e a perseverança são as armas da superação.
ମିଚ୍ କାମ୍ କରି ଆରିଜାଆ ନାଇ, ସବୁ ବିସଇ ସତ୍ ବାବେ କରି ଜିତିକରି ରୁଆ ।
ମିଚ୍ କାମ୍ କରି ଆରିଜାଆ ନାଇ, ସବୁ ବିସଇ ସତ୍ ବାବେ କରି ଜିତିକରି ରୁଆ ।
ସେ ଉଜଲ୍ ଆନ୍ଦାର୍ ବିତ୍ରେ ସବୁବେଲେ ଉଜଲ୍ ଦେଇସି । ଆନ୍ଦାର୍ କେବେ ମିସା ସେ ଉଜଲ୍ ଲିବାଇ ନାପାରେ ।
ମାତର୍ ପର୍ମେସର୍ ଦନିଅବାଦ୍ ପାଅ । କିରିସ୍ଟତେଇ ମିସିରଇଲାର୍ପାଇ ତାର୍ ଜିତ୍ଲା ଦଲର୍ ଦାଡିତେଇ ବନ୍ଦି ଲକର୍ ଇସାବେ ପର୍ମେସର୍ ଆମ୍କେ ସବୁବେଲେ ଡାକିନେଲାନି । ସବୁଲକ୍କେ କିରିସ୍ଟର୍ ବିସଇ ଜାନାଇବାକେ ସେ ଆମର୍ ଦେଇକରି କାମ୍ କଲାନି । ଜନ୍ଟା କି ଦୁପ୍ ପାରା ସବୁ ଜାଗାଇ ବାସ୍ନା ମାର୍ସି ।
ଜେଡେବେଲେ ମିସା ତମେ ସେ କରିରଇବା କାମର୍ ପାଇ ତାକେ କେମା କର୍ସା, ତେବେ ମୁଇମିସା ତାକେ କେମା କର୍ବି, ଜଦି କାଇଟା ମିସା ମୁଇ କର୍ବାର୍ ରଇଲା, ତମର୍ପାଇ ମୁଇ କିରିସ୍ଟର୍ ମୁଆଟେ ସେମନ୍କେ କେମା ଦେଇସାରାଇ ଆଚି । ଜେନ୍ତିକି ସଇତାନ୍, ଆମର୍ ଉପ୍ରେ ଜିତି ନାପାରେ, କାଇକେବଇଲେ, ସେ କରିରଇବା ସବୁ ଜଜ୍ନା ଆମେ ଜାନ୍ଲୁନି ।
ଜେ ଜିତ୍ସି ମର୍ ଲଗେ ତାକେ ବସାଇ ସାସନ୍ କର୍ବାକେ ଅଦିକାର୍ ଦେବି । ମୁଇ ଜିତ୍ଲି ଆରି ଏବେ ମର୍ ବାବାର୍ ଲଗେ ବସି ସାସନ୍ କଲିନି ।
ଜେ ଜିତ୍ସି ମର୍ ଲଗେ ତାକେ ବସାଇ ସାସନ୍ କର୍ବାକେ ଅଦିକାର୍ ଦେବି । ମୁଇ ଜିତ୍ଲି ଆରି ଏବେ ମର୍ ବାବାର୍ ଲଗେ ବସି ସାସନ୍ କଲିନି ।
ଜେ ଜିତ୍ସି ସେ ଏ ରକାମ୍ ସୁକଲ୍ ବସ୍ତର୍ ପିନ୍ଦ୍ସି । ଆରି ମୁଇ ଜିବନ୍ ବଇଲଗେଅନି ଜେନ୍ତିଆଲେ ମିସା ତମର୍ ନାଉଁ ନ ଲିବାଇ । ମର୍ ବାବା ଆରି ତାର୍ ଦୁତ୍ମନର୍ ମୁଆଟେ ତମର୍ ନାଉଁ ମର୍ ଲକ୍ମନ୍ ବଲି ସର୍ପି ଦେବି ।
Força e coragem divina
Deus é nosso escudo e fortaleza. Quando o medo tenta nos paralisar, a presença do Senhor nos fortalece e nos encoraja a prosseguir.
ଏ ମାପ୍ରୁ ଜାର୍ମନ୍ ତମର୍ ଲଗେ ରଇସି , ତମେ ତାକେ ପୁରାପୁରୁନ୍ ବାବ୍ରେ ସାନ୍ତି ସଙ୍ଗେ ସଙ୍ଗଇସା ; କାଇକେ ବଇଲେ ସେ ତମ୍କେ ଆସା କରି ଆଚେ ।
ଏ ସବୁ ଗଟ୍ନା ଆଇଲେ ମିସା ମୁଇ ମୁର୍ଚିକରି ରଇବାକେ ସିକ୍ଲିଆଚି । କାଇକେବଇଲେ, କିରିସ୍ଟ ମକେ ବପୁ ଦେଲାନି ।
ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।
ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।
Resistindo a tentação
A armadura de Deus nos protege contra as investidas do mal. Resistir ao diabo, vigiar e orar são essenciais para a superação espiritual.
ସାରାସାରି ପଚେ, ମାପ୍ରୁର୍ ଟାନେ ମିସିକରି ତାର୍ ବପୁପାଇକରି ଡାଟ୍ଅଇରୁଆ । ରମ୍ ରାଇଜର୍ ସଇନ
ପର୍ମେସର୍ ତମ୍କେ ଦେଇରଇବା ଜୁଇଦର୍ ସବୁ ରକାମ୍ ଆତ୍ ଆତିଆର୍ ସାଜାଡିକରି ରୁଆ । ଜେନ୍ତାରିକି ତମ୍କେ ସଇତାନ୍ ନାଡାଇବା ବେଲେ ତାକେ ବିରଦ୍ କରିପାରାସ୍ । କାଇକେବଇଲେ ଆମେ ଜଗତର୍ ଲକ୍ମନର୍ ବିରୁଦେ ଜୁଇଦ୍ କରୁନାଇ । ମାତର୍ କାରାପ୍ ଆତ୍ମାମନ୍କେ, ଆନ୍ଦାରେ ରଇବା ଜଗତର୍ ସାସନ୍କାରିଆମନ୍କେ, ଆରି ସର୍ଗେ କାରାପ୍ ବପୁ ପାଇରଇବା ଆତ୍ମାମନର୍ ବିରୁଦେ ଜୁଇଦ୍ କଲୁନି । ତେବର୍ପାଇ ପର୍ମେସର୍ ଦେଇରଇବା ସବୁରକାମ୍ ଜୁଜ୍ବା ଆତ୍ ଆତିଆର୍ ଗଟେକ୍ ସନିଅ ପିନ୍ଦ୍ଲାପାରା ପନ୍ଦିକରି ସାଜାଡା । ସେନ୍ତାର୍ ରଇଲେ ସଇତାନ୍ ଆରି ତାର୍ କାରାପ୍ ଆତ୍ମାମନ୍ ତମ୍କେ ଜୁଜ୍ଲାବେଲେ ସେମନ୍କେ ତମେ ବିରଦ୍ କରି ପାରାସ୍ । ଜୁଇଦର୍ପାଇ ସବୁ ରକାମ୍ଟା ସାଜାଡି ରଇଲେ ତମେ ପଚେ ନ ଗୁଚିକରି ଟିଆଅଇ ପାର୍ସା ।
ତେବେ ଜୁଇଦର୍ପାଇ ତମେ ଏନ୍ତାରି ଜାଗ୍ରତ୍ ଉଆ । ଜେନ୍ତାରି କି, ପର୍ମେସରର୍ ସତ୍ ଆଁଟାବେଡା, ଆଁଟାଇ ବାନ୍ଦିଅଇ, ତାର୍ ଦରମର୍ ସାଞ୍ଜୁ ଜଗାଡି ଅଇ, ସୁବ୍କବରେଅନି ଆଇବା ସାନ୍ତିର୍ ପାଣ୍ଡଇ ପିନ୍ଦି ସାଜାଡି ଉଆ । ଏ ସବୁର୍ ଉପ୍ରେ ବିସ୍ବାସର୍ ତେବାଇବା ଡାଲ୍ ଦାରିରୁଆ । ଏ ଡାଲ୍ସଙ୍ଗ୍ ସଇତାନ୍ ତମର୍ ମୁଆଟେ ବିନ୍ଦ୍ବା ଜଇର୍ କାଣ୍ଡ୍ ଅଟ୍କାଇ ପାର୍ସା ।
ଆରି ମାପ୍ରୁ ଦେଇରଇବା ମୁକ୍ତି, ଗଟେକ୍ ଟପିପାରା ମୁଣ୍ଡ୍ ରକିଆ କର୍ବାକେ ପିନ୍ଦିରୁଆ । ସୁକଲ୍ଆତ୍ମା ଦେଇରଇବା କାଣ୍ଡା ଦାରିରୁଆ । ସେ କାଣ୍ଡା ଅଇଲାନି ପର୍ମେସରର୍ ବାକିଅ ।
ଆଗ୍ତୁ ଜନ୍ ପୁର୍ନା ଚଲାଚଲ୍ତି କରି ତମେ ଜିଉନା କାଉନା କର୍ତେ ରଇଲାସ୍, ସେଟା ଚାଡ୍ବାକେ ତମ୍କେ ସିକାଇ ରଇଲାଇ । ତମର୍ ମନେ କାରାପ୍ ଚିନ୍ତା ଆଇବାଟା, ତମ୍କେ ନାଡାଇକରି ତମର୍ ଜିବନ୍ ନସାଇ ଦେଲାଇ । ତମେ ଚିନ୍ତା କର୍ବାଟା ପର୍ମେସର୍ ନୁଆକରି ବାଦ୍ଲାଇବାକେ ତାକେ ସର୍ପି ଦିଆସ୍ ବଲି ସିକାଇଲାଇ ଆଚତ୍ । ପର୍ମେସର୍ ତମ୍କେ ତାକର୍ ଗୁନ୍ଚଲନ୍ ପାରା ରଇବା ନୁଆ ଗୁନ୍ଚଲନ୍ ଦେଲାଆଚେ । ତେବର୍ପାଇ ସେ ରକାମ୍ ଚଲାଚଲ୍ତି କରା । ପୁରାପୁରୁନ୍ ଦରମ୍ ଅଇକରି ସୁକଲ୍ ଅଇରୁଆ ।
ଜେଡେବେଲେ ରିସା ଆଇଲେ, ସେଡେବେଲେ ପାପ୍କରା ନାଇ । ବେଲ୍ ନ ବୁଡ୍ତେ ତମର୍ ରିସା ଚାଡି ଦିଆସ୍ । ତମ୍କେ ପାପ୍ କରାଇବା ସଇତାନ୍କେ ଜାଗା ଦିଆସ୍ନାଇ ।
ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି । ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।
ମାପ୍ରୁର୍ ମୁଆଟେ ନିଜେ ନିଜେ ସର୍ପିଉଆ, ସେ ତମ୍କେ ଉଟାଇସି ।
ଜନ୍ ଲକ୍ମନ୍ ପରିକା ଆଇଲେ ମିସା ମୁର୍ଚି କରି ରଇବାଇ, ସେମନ୍ କେଡେକ୍ ନିକ କରମର୍ ଲକ୍ । କାଇକେବଇଲେ ସେ ସବୁ ପରିକାଇ ସେମନ୍ ଡାଁଟ୍ ସଙ୍ଗ୍ ଟିଆଅଇଲାପଚେ, ପୁରୁସ୍କାର୍ ପାଇବାଇ । ପର୍ମେସର୍ ତାର୍ ନିଜର୍ ଲକ୍ମନ୍କେ ଜନ୍ ଜିବନର୍ ମୁକୁଟ୍ ଦେବାକେ ସପତ୍ କଲାଆଚେ, ସେମନ୍ ସେଟା ପୁରୁସ୍କାର୍ ଇସାବେ ମିଲାଇବାଇ । କାକେ ମିସା ଦୁକ୍କସ୍ଟ ପାଇବା ପରିକା ଆଇଲେ, ଏ ପରିକା ପର୍ମେସର୍ ପାଟାଇଆଚେ ବଲିକରି କଇବାର୍ ନାଇ । କାଇକେବଇଲେ ପର୍ମେସର୍କେ କେ ମିସା ପରିକାକରି ନାପାରେ । ଆରି ସେ ନିଜେ କାକେ ପରିକା ନ କରେ । ମାତର୍ ଗଟେକ୍ ଲକର୍ କରାପ୍ ଗୁନ୍ଚଲନ୍ ତାକେ ପରିକା କରାଇ ଅଇବାକେ ଡାକିନେଇସି । ତାର୍ପଚେ ତାର୍ କାରାପ୍ ଗୁନ୍ଚଲନେଅନି ପାପ୍ ବାରଇସି । ଆରି ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ମରନ୍ ଆଇସି ।
ଆମ୍କେ ପରିକା ଜାଇ ପରିକା ଆଇସି, ସେଟା ନୁଆ ବିସଇ ନଏଁ । କାଇକେବଇଲେ ସବୁବେଲେ ଏନ୍ତାରି ଲକ୍ମନ୍କେ ପରିକା ଆଇତେରଇସି । ମାତର୍ ପର୍ମେସର୍ ତାର୍ କାତାଇ ଡାଟ୍ ଆଚେ । ଆମ୍କେ ମୁର୍ଚି ନାପାର୍ଲା ପାରା ପରିକା ଅଇବାକେ ସେ ନ ଦେଏ । ପରିକା ଆଇବାବେଲେ ସେ ଆମ୍କେ ବପୁ ମିସା ଦେଇସି ଆରି ତେଇ ଅନି ରକିଆ ପାଇବା ବାଟ୍ ଦେକାଇସି ।
ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ ।
କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
Perseverança até o fim
A corrida da fé exige perseverança. Devemos lançar fora todo peso e olhar para Jesus, o autor e consumador da nossa fé.
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।
ବାବିଦେକା, ସେ କେତେକ୍ ଦୁକ୍ କସ୍ଟ ପାଇଆଚେ । ସେ ପାପିମନର୍ ଟାନେଅନି କେତେକ୍ ଉଡା ସୁନିଆଚେ । ଜେନ୍ତାର୍କି ଆସା ନ କରି ଚାଡି ଦିଆସ୍ ନାଇ ।
ସେ ଦୁକ୍କସ୍ଟ ପାଇଲା ଆରି ପରିକା କରାଇ ଅଇଲା, ଏବେ ଆମେ ଜେତ୍କି ଲକ୍ ପରିକା କରାଇଅଇଲୁନି, ଆମ୍କେ ସବୁକେ ସାଇଜ କରିପାର୍ସି ।
ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି । ବିସ୍ବାସେ ଡାଟ୍ ରଇକରି ତାକେ ବିରଦ୍ କରା । ଗୁଲାଇ ଦୁନିଆଇ ରଇବା ତମର୍ ବିସ୍ବାସି ବାଇବଇନିମନ୍, ଏନ୍ତାରି ଦୁକ୍ କସ୍ଟ ପାଇ ମୁରଚ୍ଲାଇନି ବଲି ତମେ ଜାନିଆଚାସ୍ । ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କୁରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।
ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି ।
ସେନ୍ତାର୍ଆଲେ ତେବେ କେ ମିସା ଆମ୍କେ କିରିସ୍ଟର୍ ଆଲାଦେଅନି ବେଗ୍ଲାଇ ନାପାରତ୍ । ଦୁକେ ରଇଲେ ମିସା, କସ୍ଟ ପାଇକରି ରଇଲେ ମିସା, ନିନ୍ଦା ପାଇକରି ରଇଲେ ମିସା, କାକୁର୍ତି ଅଇକରି ରଇଲେ ମିସା, ବୁକେ ରଇଲେ ମିସା, ବିପଦେ ରଇଲେ ମିସା କି ମରାଇଲେ ମିସା ଏ ସବୁ ବେଗ୍ଲାଇ ନାପାରେ ।
ଜନ୍ ଲକ୍ମନ୍କେ ପରମେସର୍ ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଡାକ୍ଲାଆଚେ, ଆରି ସେମନ୍ ତାକେ ଆଲାଦ୍ କଲାଇନି, ସେମନର୍ ପାଇ ସେ ସବୁ ମଙ୍ଗଲର୍ ବିସଇ କରାଇଦେଇସି ।
ବିପଦେ ପାକାଇବା ସବୁ ଗଟ୍ନାଇଅନି ମାପ୍ରୁ ଜିସୁ ମକେ ରକିଆ କରି, ସର୍ଗେ ରଇବା ତାର୍ ରାଇଜେ କାଇଟା ନ ଅଇତେ ଡାକିନେଇସି । କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଆକା ଡାକ୍ପୁଟା ପାଅ । ଆମେନ୍ !
ମାତର୍ ମାପ୍ରୁ, କାତା ରକିଆକାରି । ସେ ତମ୍କେ କାରାପ୍ଟାନେଅନି ରକିଆ କରି ତବିର୍ କୁରାଇସି ।
Descanso e renovação
Jesus convida os cansados e sobrecarregados a descansar nele. Sua graça é suficiente para nos renovar em meio às tribulações.
"ବେସି ବଜ୍ ବଇକରି ତାକ୍ଲା ଲକ୍ମନ୍, ମର୍ ଲଗେ ଆସା । ମୁଇ ତମ୍କେ ପୁଣ୍ଡାଇବି ।
ଡାବୁ ଆସା ଅଇକରି ତାର୍ପଚେ ପାଲାଆ ନାଇ । କାଇକେବଇଲେ ପର୍ମେସର୍ କଇଲାଆଚେ, "ମୁଇ ତମ୍କେ କେବେ ନ ପାସ୍ରି କି ନ ଚାଡି ।"
କାଇକେବଇଲେ ପର୍ମେସରର୍ଟାନେ କାଇଟା ମିସା ନ ଅଇବା କାମ୍ ନାଇ, ବଲି କଇଲା ।
ତେଇ ସେମନ୍କେ କଇଲା, "ତମେ କାଇକେ ସଇଦେଇ ଆଚାସ୍ ? ଉଟା ପରିକାର୍ ପାନ୍ଦେ ନ ଲାଗାଇ ଅଇବାକେ ପାର୍ତନା କରା ।"
ଆରି ସେ ଜାଗାଇ କେଟିକରି ସିସ୍ମନ୍କେ କଇଲା, "ତମେ ପରିକାର୍ ପାନ୍ଦେ ନ ଲାଗାଇ ଅଇବାକେ ପାର୍ତନା କରା ।"
ଦେକା, ମୁଇ ତମ୍କେ ସାଁପ୍ ଆରି ବିସ୍କାକ୍ଡା ଉପ୍ରେ ଇଣ୍ଡ୍ବାକେ ବପୁ ଦେଲିଆଚି, ଆରି ସତ୍ରୁର୍ ଉପ୍ରେ ରଇବା ବପୁ ମିସା ଦେଲିଆଚି । ତମ୍କେ କେ ମିସା କାଇଟା କରିନାପାରତ୍ ।
ତମେ ଜେନ୍ତିକି ପରିକାର୍ ପାନ୍ଦେ ନ ଅଦର୍ବାପାଇ ଜାଗି ରଇକରି ପାର୍ତନା କରା । ମନ୍ କର୍ବି ବଲି ମନ୍ କଲାନି ମାତର୍ ଗାଗଡ୍ ନିଚ୍ଲାନି ।"
ମାତର୍ ପାପ୍କରି ଲାଗିରଇବା ଲକ୍ମନ୍ ସଇତାନର୍ । କାଇକେବଇଲେ କାଇଟା ତିଆର୍ ନଅଇବା ଆଗ୍ତୁ ସଇତାନ୍ ପାପ୍ କରିଆଇଲାନି । ସଇତାନ୍ କରିରଇବା କାମ୍ କୁରୁପ୍ନାସ୍ କର୍ବାକେ ପର୍ମେସରର୍ ପଅ ଏ ଜଗତେ ଆଇଲା ।
ଏ ଆଲାଦର୍ ପିଲାମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ କିରିସ୍ଟର୍ ଲାଗି ତମର୍ ପାପ୍ କେମା ଅଇଲାଆଚେ । ଏ ବଡ୍ଲକ୍ମନ୍, ମୁଇ ତମ୍କେ ଲେକ୍ଲିନି, କାଇକେବଇଲେ ତମେ କିରିସ୍ଟକେ ଜାନିଆଚାସ୍ । କାଇଟା ତିଆର୍ ନ ଅଇବା ଆଗ୍ତୁ ସେ ରଇଲା । ଏ ଦାଙ୍ଗ୍ଡାଦାଙ୍ଗ୍ଡିମନ୍ ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ସବୁ କାରାପ୍ କାମ୍ କରାଇବା ସଇତାନ୍କେ ତମେ ଆରାଇଆଚାସ୍ ।
ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ ବାବା ପର୍ମେସର୍କେ ଜାନିଆଚାସ୍ । ଏ ବଡ୍ ଲକ୍ମନ୍ ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ କିରିସ୍ଟକେ ଜାନ୍ବା ଲକ୍ ଅଇଆଚାସ୍ । କାଇଟା ତିଆର୍ ନ ଅଇବା ଆଗ୍ତୁ ସେ ରଇଲା । ଏ ଦାଙ୍ଗ୍ଡାମନ୍ ମୁଇ ତମ୍କେ ଲେକ୍ଲିନି, କାଇକେବଇଲେ ତମେ ବିସ୍ବାସେ ଡାଟ୍ ଅଇଆଚାସ୍ । ପର୍ମେସରର୍ ବାକିଅ ସବୁବେଲେ ତମର୍ ମନେ ଆଚେ । ଆରି ସବୁ ରକାମ୍ ପାପ୍ କାମ୍ କରାଇବା ସଇତାନ୍କେ ଆରାଇଆଚାସ୍ ।
ମୁଇ ତମ୍କେ କଇଲିନି ଏ ଜଗତର୍ ଚଲାଚଲ୍ତି ଆରି ତେଇରଇବା ସବୁ କାରାପ୍ ବିସଇ ଆଲାଦ୍ କରାନାଇ । କାଇକେବଇଲେ ଏ ଜଗତର୍ କାରାପ୍ ବିସଇର୍ ଆଲାଦ୍ କରି, ବାବା ପର୍ମେସର୍କେ ମିସା ଆଲାଦ୍ କରିନାପାରେ ।
ତମର୍ ଗାଗଡ୍ କିରିସ୍ଟର୍ ଗାଗ୍ଡେ ମିସିକରି ଆଚେ, ଏଟା କାଇ ତମେ ନାଜାନାସ୍ କି ? ତେବେ ମୁଇ କାଇ କିରିସ୍ଟର୍ ଗାଗଡର୍ ଗଟେକ୍ ବାଗ୍ ନେଇକରି ବେସିଆର୍ ଗାଗ୍ଡେ ମିସାଇବି କି ? ନାଇ, ସେନ୍ତାରି କେବେ ମିସା ନ ଅ । ମାତର୍ ଜେ ବେସିଆ ସଙ୍ଗ୍ ମିସ୍ସି, ସେ ତାର୍ ସଙ୍ଗ୍ ଗଟେକ୍ ଗାଗଡ୍ ଅଇସି । ଏଟା ତମେ ନାଜାନାସ୍ କି ? କାଇକେବଇଲେ ଲେକା ଅଇଆଚେ, ସେ ଦୁଇଲକ୍ ଜାକ ଗଟେକ୍ ଅଇବାଇ । ମାତର୍ ଜେ ମାପ୍ରୁର୍ ସଙ୍ଗ୍ ମିସ୍ସି, ତାର୍ ଆତ୍ମା ଆରି ମାପ୍ରୁର୍ ଆତ୍ମା ଗଟେକ୍ ଅଇଜାଇସି ।
ବେବିଚାର୍ କାମେଅନି ଦୁରିକେ ରୁଆ । ଲକ୍ମନ୍ କାଇ ବିନ୍ ପାପ୍ କଲେ ମିସା, ସେଟା ତାର୍ ଗାଗଡର୍ ବିରୁଦେ ନଏଁ । ମାତର୍ ଜେ ବେବିଚାର୍ କାମ୍ କର୍ସି, ସେ ନିଜର୍ ଗାଗଡ୍ ବିରୁଦେ ପାପ୍ କର୍ସି । ମନେ ରଅ, ତମର୍ ଗାଗଡ୍ ସୁକଲ୍ ଆତ୍ମା ରଇବା ମନ୍ଦିର୍, ଜନ୍ ଆତ୍ମା ତମର୍ ବିତ୍ରେ ବାସା ଅଇଲାଆଚେ, ସେଟା ପର୍ମେସରର୍ ଟାନେଅନି ମିଲାଇ ଆଚାସ୍ । ତମେ ନିଜେ, ନିଜର୍ ନୁଆସ୍ ମାତର୍ ପର୍ମେସରର୍ । କାଇକେବଇଲେ ପର୍ମେସର୍ ତମ୍କେ ଜବର୍ ଦାମ୍ ଦେଇକରି ଗେନିଆଚେ, ସେଟାର୍ ପାଇ ତମର୍ ଗାଗ୍ଡର୍ କାମ୍ ସଙ୍ଗ୍ ପର୍ମେସରର୍ ମଇମା କରା ।
ମର୍ କଇବା କାତା ଅଇଲାନି, କେନ୍ତି ଚଲାଚଲ୍ତି କର୍ବାର୍ ସେଟା ସୁକଲ୍ଆତ୍ମା ତମ୍କେ ସିକାଅ । ସେନ୍ତି ବଇଲେ, ତମେ ଆରି ଲକର୍ ଚଲନ୍ ଆରି ଲାଲ୍ସା ବାଟେ ନ ଜାଆସ୍ । ଲକର୍ ଚଲନ୍ ସୁକଲ୍ଆତ୍ମାର୍ ବିରଦି । ସେନ୍ତି ସେ ସୁକଲ୍ଆତ୍ମା ମନ୍ କର୍ବାଟା, ଲକର୍ ଚଲନର୍ ବିରଦି । ଏମନ୍ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସତ୍ରୁ । ସେଟାର୍ ପାଇ ତମେ କାଇଟା କର୍ବାକେ ମନ୍ କଲାସ୍ନି ସେଟା କରି ନାପାରାସ୍ ।