Tudo posso naquele que me fortalece
Filipenses 4:13 é um dos versículos mais conhecidos da Bíblia. Essa declaração de Paulo não é sobre capacidade humana, mas sobre a suficiência de Cristo que nos fortalece em toda circunstância.
Fortalecidos em Cristo
Nossa capacidade vem de Deus, não de nós mesmos. Paulo aprendeu que em qualquer situação — abundância ou necessidade — Cristo é a fonte inesgotável de poder.
ଏ ସବୁ ଗଟ୍ନା ଆଇଲେ ମିସା ମୁଇ ମୁର୍ଚିକରି ରଇବାକେ ସିକ୍ଲିଆଚି । କାଇକେବଇଲେ, କିରିସ୍ଟ ମକେ ବପୁ ଦେଲାନି ।
ମକେ ଲଡାକେ ଲାଗ୍ବା ବିସଇ ମର୍ଲଗେ ନ ରଇଲାକେ ବଲି ଏନ୍ତାରି କଇନାଇ । କାଇକେବଇଲେ ମର୍ ଜିବନର୍ କାଇ ରକାମର୍ ଗଟ୍ନା ଆଇଲେ ମିସା, ସାର୍ଦା ସଙ୍ଗ୍ ରଇବାକେ ସିକ୍ଲିଆଚି । ଅଲପ୍କେ ମିସା ସାର୍ଦାସଙ୍ଗ୍ ରଇବାକେ, କି ବୁତେକ୍ ରଇଲେ ମିସା ସାର୍ଦା ସଙ୍ଗ୍ ରଇବାକେ ସିକ୍ଲିଆଚି । ପେଟ୍ ପୁର୍ତେ କାଇଲେମିସା, କି ବୁକେ ରଇଲେ ମିସା, ଲଡାକେ ଆଇବା ସବୁ ବିସଇ ରଇଲେ ମିସା, ନ ରଇଲେ ମିସା, ସାର୍ଦାସଙ୍ଗ୍ ରଇବାକେ ମୁଇ ଜାନି । ଏ ସବୁ ଗଟ୍ନା ଆଇଲେ ମିସା ମୁଇ ମୁର୍ଚିକରି ରଇବାକେ ସିକ୍ଲିଆଚି । କାଇକେବଇଲେ, କିରିସ୍ଟ ମକେ ବପୁ ଦେଲାନି ।
ଜିସୁକିରିସ୍ଟ କରି ରଇବା କାମର୍ ଲାଗି, ବେସି ରଇବା ତାର୍ ଦନ୍ସଁପତି ଟାନେଅନି ସେ ତକେ ଲଡାକେ ଆଇବା ସବୁ ବିସଇ ଦେଇସି ।
Coragem e poder divino
Deus nos dá espírito de poder, amor e moderação. Nele somos mais que vencedores e podemos enfrentar qualquer adversidade.
କାଇକେବଇଲେ ଜନ୍ ଆତ୍ମା ପର୍ମେସର୍ ଆମ୍କେ ଦେଲାଆଚେ, ସେଟା ଆମ୍କେ ଡର୍ବାକେ ନ ଦେଏ । ତାର୍ ବାଦୁଲେ ଆତ୍ମାଇ ବପୁ ଦେଇସି, ବିନ୍ ଲକ୍ମନ୍କେ ଆଲାଦ୍ କର୍ବାକେ ସିକାଇସି ଆରି ନିଜ୍କେ ଜାଗରତ୍ ରଇବାକେ ସିକାଇସି ।
ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।
Confiança e vitória
Quando lançamos nossas ansiedades sobre Deus e resistimos ao inimigo pela fé, experimentamos a renovação e a transformação que vêm do Senhor.
ତମର୍ ସବୁଜାକ ଚିନ୍ତା କର୍ବାଟା ପର୍ମେସର୍କେ ସର୍ପି ଦିଆସ୍, କାଇକେବଇଲେ, ସେ ତମ୍କେ ଜତନ୍ କଲାନି ।
ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କୁରାଇସି, ସେଟା ଜାନି ପାର୍ସା ।