Valioso
Cada ser humano é precioso aos olhos de Deus. As Escrituras revelam que fomos criados à imagem divina, resgatados por alto preço e chamados para um propósito eterno.
O valor que Deus nos dá
Nosso valor não vem de conquistas ou aparências, mas do fato de sermos amados pelo Criador. Deus cuida até dos passarinhos — quanto mais de nós!
ଡାବୁଦେଇ ଦୁଇଟା ଚେଟିଆ ଚଡଇ ଗେନିପାରାସ୍, ମାତର୍ ତମର୍ ବାବା ପର୍ମେସର୍ ନାଜାନ୍ତେ ସେ ଚଡଇମନର୍ତେଇଅନି ଗଟେକ୍ ମିସା ନ ମରତ୍ । ଆରି ପର୍ମେସର୍ ତମର୍ ମୁଣ୍ଡର୍ ଚେଣ୍ଡି ମିସା ଗଟେକ୍ ଗଟେକ୍ କରି ଏଜିଆଚେ । ଡରାନାଇ, ବେସି ଚେଟିଆ ଚଡଇମନର୍ ତେଇ ଅନି ତମର୍ ଦାମ୍ ଅଦିକ୍ ।"
ମେଣ୍ଡାର୍ତେଇ ଅନି ଗଟେକ୍ ଲକର୍ ମୁଲିଅ କେତେକ୍ ଅଦିକ୍ । ସେଟାର୍ ପାଇ ଆମେ ବିସ୍ରାମ୍ବାରେ ବିନ୍ ଲକ୍କେ ସାଇଜ କର୍ବାଟା ସାସ୍ତରେ ରଇବା ରିତିନିତିର୍ ବିରଦ୍ ଅଇବା କାମ୍ ନଏଁ ।"
"ପାଁଚ୍ଟା ଚେଟିଆ ଚଡଇ କାଇ ଅଲପ୍ ଡାବୁକେ ବିକା ନଅଏ କି ? ଏଲେ ମିସା ସେମନର୍ ବିତ୍ରେଅନି ଗଟେକ୍କେ ମିସା ପର୍ମେସର୍ ନ ପାସ୍ରେ । ମାତର୍ ତମର୍ ମୁଣ୍ଡର୍ ସବୁ ଚେଣ୍ଡି ମିସା ଏଜା ଅଇଲାଆଚେ । ଡରାନାଇ, ତମେମନ୍ କେତେକ୍ କେତେକ୍ ଚେଟିଆ ଚଡଇର୍ ଟାନେଅନି ମୁକିଅ ।"
ଚଡଇମନ୍କେ ଦେକା, ସେମନ୍ ନ ବୁନତ୍ କି ନ କାଟତ୍, କି କଲ୍କିତେଇ ନ ସଙ୍ଗଅତ୍, ଅଇଲେ ମିସା ସରଗର୍ ବାବା ସେମନ୍କେ କାଇବାପାଇ ଜାଗାଇଲାନି । ତମେ କାଇ ସେମନର୍ତେଇଅନି ମୁକିଅ ନୁଆସ୍ କି ?
Preciosos aos olhos de Deus
O Senhor declara que somos preciosos e valiosos aos seus olhos. Ele nos chama de propriedade exclusiva e nos reveste de glória.
ତମେ ମର୍ ମୁଆଟେ ବେସି ନିମାନ୍ ଲକ୍ ଆରି ବେସି ବପୁ ଅଇ ଆଚୁସ୍ ଆରି ମୁଇ ତକେ ଆଲାଦ୍ କଲିନି; ସେଟାର୍ପାଇଁ ମୁଇ ତମର୍ ବାଦୁଲେ ନର୍ମନ୍କେ ଆରି ତମର୍ ପରାନ୍ ବାଦୁଲେ ସର୍ତେ କୁଟୁମ୍କେ ଦେବି।
ଏବେ ଜଦି ଆମର୍ କାତାକେ ମନ୍ ଦେଇସା ବଇଲେ ଆରି ଆମର୍ ନିଅମ୍ ପାଲନ୍ କର୍ସା, ବଇଲେ ଆମର୍ ନିଜେ ଅରଜ୍ଲା ଦନ୍ ପାଇସା, ପୁର୍ତିବି ଜାକର୍ ଦନ୍ ଆମର୍ଟା ।
ଉଟା, ଉଜଲ୍ ଉଆ, କାଇକେ ବଇଲେ ତମର୍ ଉଜଲ୍ କେଟ୍ଲା ଆରି ସବୁବେଲର୍ ମାପ୍ରୁର୍ ଉଜଲ୍ ତମର୍ ଲଗେ ଆଇଲା ଆଚେ ।
O verdadeiro valor
A Bíblia nos ensina que a fé, a integridade e o caráter são mais valiosos que ouro ou prata. O que tem valor eterno transcende o material.
କାଇକେବଇଲେ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଜିଇଲେ କାଇଲେ, ସୁନତ୍ ଅଇବାଟା କି ସୁନତ୍ ନ ଅଇବାଟା କାଇଟା ମିସା ନାଇ । ଏକାଇ ଗଟେକ୍ସେ ଦର୍କାର୍ ରଇଲା ବିସଇ । ସେଟା ଅଇଲାନି, ବିସ୍ବାସେ ଡାଟ୍ ରଇ ଆଲାଦ୍ ସଙ୍ଗ୍ ଦାଇତେ ରଇବା କାମ୍ କର୍ବାର୍ ।
ଦୟା ଆରି ସତ୍ ତମ୍କେ ଚାଡି ନ ଦେଅ; ନିଜର୍ କଁଟେ ମିସ୍ତେ ବାନ୍ଦା ଆରି ନିଜର୍ ମନର୍ ପାଟା ଲଗେ ଲେକା । ସେନ୍ତି କଲେ, ତମେ ପର୍ମେସରର୍ ଆରି ନର୍ଲକର୍ ଆଁକି ଲଗେ ଅନି ଆସିର୍ବାଦ୍ ପାଇସା ଆରି ନିମାନ୍ ବିଚାର୍ କର୍ସା ।
ଦରମ୍ଲକର୍ ଜିବ୍ ନିମାନ୍ ରୁପା ପାରା, ମାତର୍ ଦୁସ୍ଟ ଲକର୍ ମନ୍ ମୁଲିଅ ନାଇଁ ।
ଗୁନ୍ଚଲନ୍ ରଇଲା ମାଇଁଜି କେ ପାଇ ପାର୍ସି? ସେ ମତି ମୁକ୍ତାର୍ ତେଇଅନି ଅଦିକ୍ ମୁଲିଅର୍ ଦନ୍ ପାଇସି ।
ମର୍ ନିଜର୍ ଜିବନ୍, ମର୍ ପାଇ, ମୁଇ ଇନ୍ କଲିନି । ପର୍ମେସରର୍ ଜିବନ୍ ଦୁକାଇଲା ବିସଇ ଆରି ମାପ୍ରୁ ଜିସୁ ଜନ୍ କାତା ଜାନାଇବାକେ ମକେ ଦାଇତ୍ ଦେଲାଆଚେ, ସେଟା ସାରାଇବି ଆରି ସୁବ୍ କବର୍ ଜାନାଇବାଟା ପୁରାପୁରୁନ୍ କର୍ବି । ଏତ୍କି ସେ ମୁଇ ମନ୍ କଲିନି ।