Vaso
A metáfora do vaso é uma das mais belas da Bíblia. Assim como o oleiro molda o barro, Deus nos forma segundo seus propósitos, fazendo de nós vasos úteis para sua glória.
Nas mãos do oleiro
Deus é o Oleiro e nós somos o barro. Ele tem autoridade e sabedoria para nos moldar conforme sua vontade perfeita, e não devemos questionar sua obra.
ମାତର୍ ଏବେ ଏ ସବୁବେଲର୍ ମାପ୍ରୁ, ତୁଇ ଆମର୍ ବାବା; ଆମେ ମାଟି, ତୁଇ ଆମର୍ କୁମାର୍; ଆରି, ଆମେ ସବୁଲକ୍ ତର୍ ଆତ୍ସଙ୍ଗ୍ ତିଆର୍ ଅଇଲା ଆଣ୍ଡିପାରା।
ମାତର୍ ମୁଇ ତମ୍କେ କଇବି, "ଏ ମଇତର୍ ପରମେସରର୍ କାତା ନାଇ ବଲ୍ବାକେ ତମେ କେ ?" ଗଟେକ୍ ଆଣ୍ଡି ମକେ କାଇକେ ଏନ୍ତିକରି ଗଡ୍ଲୁସ୍ ବଲି କୁମାର୍କେ ପାଚାରି ନାପାରେ । ନିଜର୍ ମନ୍ କଲା ଇସାବେ ମାଟି ଚକ୍ଟିକରି ଆଣ୍ଡି ଗଟେକ୍ ତିଆର୍ କର୍ବାକେ କୁମାରର୍ ସବୁ ଅଦିକାର୍ ଆଚେ । ଗଟେକ୍ ଚକଟ୍ଲା ମାଟି ବେଲାଇଅନି ଦୁଇ ରକାମର୍ ଆଣ୍ଡି ତିଆର୍ କର୍ସି । ତେଇଅନି ଗଟେକ୍କେ ପରବ୍ ଦିନ୍ମନ୍କେ ବାଇବାଇ । ଆରି ଗଟେକ୍ ଉଜର୍ ଦିନ୍ମନ୍କେ ବାଇବାଇ । ତେଇ ତାର୍ ସବୁ ଅଦିକାର୍ ଆଚେ ।
ଜେ ସୁସ୍ଟି କାରିଆ ସଙ୍ଗେ ବିରଦ୍ କର୍ସି, ସେ ଅବିସାପ୍ ପାଇବା ଲକ୍! ପୁର୍ତିବିର୍ ଜିକ୍ରା ତେଇ ଅନି କଣ୍ଡେକ୍ ଜିକ୍ରା ମାତର୍! ମାଟି କାଇ ତାର୍ କୁମାର୍କେ କଇସି, ତମେ କାଇଟା ତିଆର୍ କଲାସ୍ନି? ଆରି ତମର୍ କାମ୍ କାଇଟା, ତାର୍ ଆତ୍ ନାଇଁ?
ତମେ ଏ ବିସଇକେ ଉଲ୍ଟାଇ ପାକାଇ ଲାସ୍ନି! କୁମାର୍ କାଇ ମାଟି ସଙ୍ଗେ ଏଜି ଅଇସି; ଏ ଲକ୍ ଆମ୍କେ ଗଡେନାଇ , ଗଡି ରଇବା ଜିନିସ୍ ତିଆର୍ କରୁର୍ ବିସଇରେ ଏନ୍ତାର୍ ବଲିକରି କଇସି ? କି ତାକେ ଅଲପ୍ ମିସା ବୁଦି ନାଇଁ , ଗଡି ରଇବା ଜିନିସ୍ କାଇ ଗଡ୍ବା ଲକର୍ ବିସଇରେ ଏନ୍ତାରି ବଲିକରି କଇସି ?
Vasos para honra
O cristão é chamado a ser um vaso de honra, purificado e preparado para toda boa obra. Nosso valor está em quem nos formou e no que carregamos.
ଗଟେକ୍ ରାଜାର୍ ଗରେ କେତେ ରକାମର୍ ଗିନାକୁଡ୍କା ରଇସି, କେତେଟା ସୁନା ରୁପା ସଙ୍ଗ୍ ତିଆର୍ ଅଇଲାଟା, କେତେଟା ଗଚ୍ ଆରି ଚିକଟ୍ ମାଟିସଙ୍ଗ୍ ତିଆର୍ ଅଇଲା, କେତେଟା ବିବା ବଜି ବେଲର୍ପାଇ ଆରି କେତେଟା ଦିନ୍କେ ବାଇବାକେ ରଇସି । ଜେ ନିଜ୍କେ ସବୁ ରକାମର୍ ପାପେଅନି ଜାଗ୍ରତ୍ କରିରଇସି, ମାପ୍ରୁ ସେମନ୍କେ ନିକ କାମର୍ପାଇ ବାଇସି । କାଇକେବଇଲେ, ସେ ଦେକ୍ବା ଇସାବେ, ସେମନ୍ ନିକ ଲକ୍ ଆରି ସବୁ ରକାମର୍ ଦରମ୍ କାମର୍ପାଇ ନିଜେ ସର୍ପି ଅଇଲାଇ ଆଚତ୍ ।
ଆମେ ଗଟେକ୍ ମାଟି ଆଣ୍ଡି ପାରା । କାଇକେବଇଲେ ଆମ୍କେ ବପୁ ନ ରଇଲେ ମିସା ପର୍ମେସର୍ ତାର୍ ବେସି ମୁଲିଅ ରଇବା ବାକିଅ ଆମ୍କେ ସର୍ପି ଦେଲାଆଚେ । ଜେନ୍ତାରି କି ଆମ୍କେ ବପୁ ନ ରଇକରି ପର୍ମେସର୍କେସେ ବେସି ବପୁ ଆଚେ ବଲି ଲକ୍ମନ୍ ଜାନ୍ବାଇ ।
Moldados pela graça
Mesmo quando nos sentimos frágeis e imperfeitos, o poder de Deus se aperfeiçoa em nossa fraqueza. Ele nos restaura e nos renova continuamente.
ଉପ୍ରେ ସୁଆଦ୍ ମୁଦୁର୍ କାତା କଇସି ମାତର୍ ମନ୍ବିତ୍ରେ କାରାପ୍ ବାବ୍ନା ବାବ୍ଟା ଜେନ୍ତି, ରୁପା ଟାନେ ଲାଗାଇ ରଇବା ମାଟି ଆଣ୍ଡି ସେ ସେମ୍ତି।