12 versículos bíblicos para tomar decisões difíceis
Redação Bíblia Online Publicado em
Quando a dúvida paralisa e falta sabedoria
Decidir no escuro cansa a mente e aperta o peito. Estes versículos trazem chão firme e clareza para a escolha que você precisa fazer hoje:
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।(ଯାକୁବ 1:5)
Tira o peso de ter que saber tudo sozinho e dá a certeza de que Deus acolhe a sua dúvida sem repreender.
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର
ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର;
ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।(ହିତୋପଦେଶ 3:5,6)
Alivia a pressão de tentar controlar todas as variáveis; você faz a sua parte e deixa a rota com Deus.
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି;
ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।(ଗୀତସଂହିତା 32:8)
Dá a segurança de que você não caminha às cegas — Deus se compromete a apontar o próximo passo no tempo certo.
ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ
ଓ ମୋʼ ପଥ ପାଇଁ ଆଲୁଅ ଅଟେ।(ଗୀତସଂହିତା 119:105)
Traz clareza para a escolha de hoje, sem exigir que você enxergue o horizonte inteiro de uma vez só.
Este artigo faz parte de Versículos por Tema Sabedoria e Caráter
Quando você precisa ouvir conselho e evitar o impulso
ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ;
ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।(ହିତୋପଦେଶ 15:22)
Livra da solidão da escolha e lembra que abrir a dúvida com quem é maduro poupa você de tropeços evitáveis.
ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ,
ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।(ହିତୋପଦେଶ 19:20)
Protege da precipitação e ajuda você a respirar antes de dar um passo movido pela urgência do momento.
ପୁଣି, ଦକ୍ଷିଣରେ କିମ୍ବା ବାମରେ ଫେରିବା ବେଳେ ତୁମ୍ଭର କର୍ଣ୍ଣ ତୁମ୍ଭ ପଛଆଡ଼ୁ ଏହି କଥା ଶୁଣିବ,
"ପଥ ଏହି, ଏଥିରେ ହିଁ ତୁମ୍ଭେମାନେ ଗମନ କର।"(ଯିଶାଇୟ 30:21)
Acalma o medo de errar a curva, garantindo que Deus ajusta a rota durante a sua caminhada.
Quando a ansiedade aperta e você precisa de paz
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।(କଲସୀୟ 3:15)
Funciona como bússola interior: se uma alternativa rouba a paz de Cristo no seu coração, é sinal para parar e reavaliar.
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।(ଫିଲିପ୍ପୀୟ 4:6,7)
Troca o desgaste de tentar resolver tudo agora pelo descanso emocional enquanto a resposta amadurece.
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।(ରୋମୀୟ 12:2)
Corta o barulho das cobranças de fora para que você consiga enxergar o que realmente tem propósito diante de Deus.
Quando a escolha está feita e é hora de seguir em frente
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର,
ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।(ହିତୋପଦେଶ 16:3)
Desloca o peso do resultado das suas costas no instante em que você coloca a decisão nas mãos de Deus.
ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।(ଯାକୁବ 4:15)
Traz serenidade ao lembrar que o controle do amanhã nunca foi seu, mas sempre esteve seguro nas mãos dele.
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.