10 versículos sobre fé para fortalecer a confiança em Deus
Existem momentos de fraqueza, onde nós abalamos nossa fé. Ou nos vemos nos questionando sobre a mesma. Mas faz parte, somos humanos e é natural que desvios aconteçam, desde que lembremos que Deus está sempre de braços abertos para nos receber e acolher.
Sabendo disso, é fato que a fé é o grande alicerce da vida cristã e para te ajudar a se reconectar ou fortalecer sua confiança em Deus, preparamos neste artigo 10 versículos poderosos que fortalecerão sua confiança em nosso Senhor.
Lista de versículos:
1. Hebreus 11:1
ତେବେ ବିସ୍ବାସ୍ ଆଲେ କାଇଟା ? ଜନ୍ ବିସଇର୍ ପାଇ ଆମେ ଆସା କଲୁନି, ସେଟା ସିଦ୍ ଅଇସି ଆକା ବଲି ଆମର୍ ମନେ ଜାନ୍ବାଟା ଅଇଲାନି ବିସ୍ବାସ୍ । ଆରି ଜନ୍ଟା ଆମେ ଦେକି ନାପାରୁ, ସତଇସେ ଆଚେ ବଲି ଜାନ୍ବାଟା, ମିସା ବିସ୍ବାସ୍ ।
2. Marcos 11:24
ସେଟାର୍ପାଇଁ ମୁଇ ତମ୍କେ କଇଲିନି, ତମେ ପାର୍ତନାଇ ଜନ୍ଟା ମିଲ୍ସି ବଲି ବିସ୍ବାସ୍ କରି ମାଙ୍ଗ୍ଲେ, ସେଟା ତମ୍କେ ମିଲ୍ସି ।
3. 2 Coríntios 5:7
ଏ ଜଗତେ ରଇବା ଆମର୍ ଜିବନ୍, ପର୍ମେସର୍ଟାନେ ବିସ୍ବାସ୍ କରି ରଇଲୁନି । କାଇକେବଇଲେ ଜନ୍ ଜାଗାଇ ଆମେ ବାସା ଅଇବାକେ ଗାଲୁନି, ସେ ଜାଗା ଏବେଜାକ ଆମେ ଦେକୁ ନାଇତା ।
4. Romanos 10:17
ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
5. Salmos 37:5
6. Tiago 1:6
ମାତର୍ ସେ ଅଇସି କି ନ ଅଏ ବଲିକରି ନ ବାବି, ବିସ୍ବାସର୍ ସଙ୍ଗ୍ ପାର୍ତନା କର୍ବାର୍ଆଚେ । କାଇକେ ବଇଲେ ଜେ ଅଇସି କି ନ ଅଏ ବଲିକରି ବାବ୍ସି, ସେ ପବନ୍ସଙ୍ଗ୍ ଇଣ୍ଡ୍ତେ ରଇବା ସମ୍ଦୁରର୍ ଉଲ୍କା ପାନି ପାରା ଗଟେକ୍ ଲକ୍ ।
7. Mateus 21:22
ତମେ ବିସ୍ବାସ୍ କରି ପାର୍ତନାଇ ଜନ୍ଟା ମାଙ୍ଗ୍ସା, ସେଟା ମିଲ୍ସି ।"
8. João 20:29
ଜିସୁ ତାକେ କଇଲା, "ତୁଇ ମକେ ଦେକିକରି ବିସ୍ବାସ୍ କଲୁସ୍ନି କି ? ମାତର୍ ଜନ୍ ଲକ୍ମନ୍ ମକେ ନ ଦେକିକରି ମିସା ବିସ୍ବାସ୍ କଲାଇନି, ସେମନ୍ କେତେ ସାର୍ଦା ପାଇବାଇ ! "
9. Efésios 2:8
କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇଲାର୍ପାଇ, ତମେ ମୁକ୍ତି ପାଇ ଆଚୁସ୍, ସେଟା ତମେ ବିସ୍ବାସ୍ କଲାର୍ ଲାଗି,। ତମେ କରିରଇବା କାଇ ନିକ କାମର୍ ଲାଗି ନାଇ, ସେଟା ପର୍ମେସରର୍ ଦାନ୍ ।
10. Gálatas 2:20
ପର୍ମେସରର୍ ପାଇ ବଁଚ୍ବାକେ ମକେ କିରିସଟର୍ ସଙ୍ଗ୍ କୁର୍ସେ ମରାଇଆଚେ । ଏବେ ମୁଇ ଜିଇକରି ରଇନାଇ । ମାତର୍ କିରିସ୍ଟ ମର୍ଟାନେ ଜିଇକରି ଆଚେ । ଏବେ ମର୍ ଗାଗଡ୍ ବିସ୍ବାସର୍ ଲାଗି ଜିବନ୍ ଆଚେ । ଜନ୍ଟା କି ପର୍ମେସରର୍ ପଅ ଜିସୁ କିରିସ୍ଟ ମକେ ଆଲାଦ୍ କରି ମର୍ପାଇ ସେ ନିଜେ ସର୍ପି ଅଇଲା । ତାକେ ବିସ୍ବାସ୍ କରି ମୁଇ ଜିଇଲି ଆଚି ।
Compartilhe esses versículos sobre fé e ajude a fortalecer a confiança dos seus irmãos no Senhor. Que este artigo também tenha sido ponte para que você engrandeça ainda mais sua fé em Deus.
Deus abençoe!