Vida eterna
A vida eterna é a promessa central do evangelho. Não se trata apenas de duração infinita, mas de qualidade de vida em comunhão com Deus, começando aqui e se estendendo pela eternidade.
O dom gratuito da vida eterna
A vida eterna é um presente de Deus, não resultado de obras humanas. É dada gratuitamente a quem crê em Jesus Cristo.
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।
ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।
A certeza para quem crê
Quem está em Cristo tem a certeza de que passou da morte para a vida. Nada pode arrebatar o crente da mão de Deus.
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
ଆଉ, ମୋହର ପ୍ରେରଣକର୍ତ୍ତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଂ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା। କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ। ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ। ମୁଁ ଓ ପିତା ଏକ।
ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।
ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
O caminho para a eternidade
Jesus é o caminho para a vida eterna. Crer nele, segui-lo e perseverar na fé são os passos que nos conduzem à eternidade com Deus.
କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।"
କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ବର ମୁଦ୍ରାଙ୍କିତ କଲେ।"
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ବରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ଈଶ୍ବର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ବରଙ୍କ କାର୍ଯ୍ୟ ଅଟେ।"
ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ। ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ। ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।"
ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।"
ଯୀଶୁ କହିଲେ, "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି, ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।
ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? ସେଥିରେ ଯୀଶୁ ତାହାଙ୍କୁ କହିଲେ, "ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?" ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। ସେଥିରେ ଯୀଶୁ ତାହାଙ୍କୁ କହିଲେ, "ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।"
ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।
ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।
Perseverança e glória futura
A vida eterna exige perseverança. Os sofrimentos presentes não se comparam com a glória que será revelada. Deus nos guardará até o fim.
ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।
କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।
କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।
ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ। ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର, ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।
A eternidade com Deus
A Bíblia descreve a plenitude da vida eterna: sem dor, sem lágrimas, em perfeita comunhão com Deus para sempre.
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ, ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
"ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ," ସେହି ପ୍ରଭୁ ଈଶ୍ବର କହନ୍ତି, "ଆମ୍ଭେ ଆରମ୍ଭ ଓ ଶେଷ।"
ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ। ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି
ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ;
ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି;
ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ;
ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;
ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ,
ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ।
ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ
ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।
ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।