Vida eterna
A vida eterna é a promessa central do evangelho. Não se trata apenas de duração infinita, mas de qualidade de vida em comunhão com Deus, começando aqui e se estendendo pela eternidade.
O dom gratuito da vida eterna
A vida eterna é um presente de Deus, não resultado de obras humanas. É dada gratuitamente a quem crê em Jesus Cristo.
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।
ପାପ୍ କାମର୍ ବୁତି ଅଇଲାନି ମରନ୍, ମାତର୍ ପରମେସର୍ ଜାଚାଇକରି ଦାନ୍ ଦେଇଆଚେ । ସେଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ମିଲାଇରଇବା ନ ସାର୍ବା ଜିବନ୍ ।
ପାପ୍ କାମର୍ ବୁତି ଅଇଲାନି ମରନ୍, ମାତର୍ ପରମେସର୍ ଜାଚାଇକରି ଦାନ୍ ଦେଇଆଚେ । ସେଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ମିଲାଇରଇବା ନ ସାର୍ବା ଜିବନ୍ ।
ପାପ୍ କାମର୍ ବୁତି ଅଇଲାନି ମରନ୍, ମାତର୍ ପରମେସର୍ ଜାଚାଇକରି ଦାନ୍ ଦେଇଆଚେ । ସେଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ମିଲାଇରଇବା ନ ସାର୍ବା ଜିବନ୍ ।
ତମେସେ ଗଟେକ୍ ପର୍ମେସର୍, ତମ୍କେ ଆରି ତମେ ପାଟାଇରଇବା ଜିସୁ କିରିସ୍ଟକେ ଜାନ୍ବାଟା ଅଇଲାନି ନ ସାର୍ବା ଜିବନ୍ ।
ତମେସେ ଗଟେକ୍ ପର୍ମେସର୍, ତମ୍କେ ଆରି ତମେ ପାଟାଇରଇବା ଜିସୁ କିରିସ୍ଟକେ ଜାନ୍ବାଟା ଅଇଲାନି ନ ସାର୍ବା ଜିବନ୍ ।
ସେ ସାକିଅ ଏଟା ସେ । ପର୍ମେସର୍ ଆମ୍କେ ନ ସାର୍ବା ଜିବନ୍ ଦେଲାଆଚେ । ଏ ଜିବନ୍ ଆମେ ତାର୍ ପଅର୍ଲାଗି ମିଲାଇଆଚୁ ।
କିରିସ୍ଟ ନିଜେ ଆମ୍କେ ନ ସାର୍ବା ଜିବନ୍ ଦେବି ବଲି ସପତ୍ କଲା ଆଚେ ।
ଏଲେମିସା ଏଟାର୍ପାଇ ମକେ କିରିସ୍ଟ ଦୟା ଦେକାଇଲା । ସେ ମକେ କେମା କଲାକେ କେତେକ୍ ମୁର୍ଚିକରି ଆଚେ ବଲି ଦେକାଇବାକେ ସେ ମନ୍ କଲା । ବିନ୍ ଲକର୍ଟାନେଅନି ମୁଇ ଅଦିକ୍ ପାପ୍ କଲିଆଚି । ଏଟା ଏନ୍ତାରି ଅଇଲା । ଜେନ୍ତିକି ଦିନେକ୍ ଜେତ୍କି ଲକ୍ସବୁ ତାକେ ବିସ୍ବାସ୍ କରି ସବୁଦିନର୍ପାଇ ମୁକ୍ତି ପାଇବାଇ ସେମନର୍ପାଇ ମୁଇ ଗଟେକ୍ ସାକି ଇସାବେ ରଇବି ।
A certeza para quem crê
Quem está em Cristo tem a certeza de que passou da morte para a vida. Nada pode arrebatar o crente da mão de Deus.
"ମୁଇ ତମ୍କେ ସତ୍ କଇଲିନି, ଜେ ମର୍ କାତା ସୁନି ମକେ ପାଟାଇଲା ପର୍ମେସର୍କେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ଆରି ସେ ବିଚାର୍ନା କରାଇ ନ ଅଏ । କାଇକେବଇଲେ ସେ ମରନ୍କେ ଜିତି କରି ଜିବନ୍ ପାଇଆଚେ । ମୁଇ ତମ୍କେ ସତ୍ କଇଲିନି ଏନ୍ତି ଗଟେକ୍ ବେଲା ଆଇଲାନି, ସେ ବେଲା ଏବେ କେଟିଆଚେ । ଜେଡେବେଲା ମଲା ଲକ୍ମନ୍ ପର୍ମେସରର୍ ପିଲା ମର୍ କଁଟର୍ ସର୍ ସୁନ୍ବାଇ, ସେମନ୍ ଜିବନ୍ ଅଇ ଉଟ୍ବାଇ ।
ଆରି କେ ପର୍ମେସରର୍ ପିଲାକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ମାତର୍ ଜେ ପର୍ମେସରର୍ ପିଲାକେ ନାମେ ନାଇ, ସେ ନ ସାର୍ବା ଜିବନ୍ ନ ପାଏ । ଆରି ପର୍ମେସରର୍ ଡଣ୍ଡ୍ ପାଇବାକେ ସେ ରଇସି । "
ଆରି କେ ପର୍ମେସରର୍ ପିଲାକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି । ମାତର୍ ଜେ ପର୍ମେସରର୍ ପିଲାକେ ନାମେ ନାଇ, ସେ ନ ସାର୍ବା ଜିବନ୍ ନ ପାଏ । ଆରି ପର୍ମେସରର୍ ଡଣ୍ଡ୍ ପାଇବାକେ ସେ ରଇସି । "
ଜନ୍ ଲକ୍ମନ୍କେ ସେ ମକେ ଦେଲାଆଚେ, ସେମନର୍ ବିତ୍ରେଅନି ମୁଇ ଗଟେକ୍ ଲକ୍କେ ମିସା ନ ଆଜାଇ । ସାରାସାରି ଦିନେ ସେ ସବୁ ଲକ୍କେ ଆରିତରେକ୍ ଜିବନ୍ କରି ଉଟାଇବି । ଏଟା ଆକା ସେ ମନ୍ କର୍ବାଟା । ପର୍ମେସରର୍ ପିଲା ମୁଇ କେ କେ ମକେ ଦେକ୍ବାଇ ଆରି ବିସ୍ବାସ୍ କର୍ବାଇ, ସେମନ୍ ନ ସାର୍ବା ଜିବନ୍ ପାଇବାର୍ ଆଚେ ବଲି ପର୍ମେସର୍ ମନ୍ କଲାନି । ଆରି ମୁଇ ସେମନ୍କେ ସାରାସାରି ଦିନେ ମଲାଟାନେଅନି ଜିବନ୍ ଅଇକରି ଉଟାଇ ଦେବାର୍ ଆଚେ ବଲି ମିସା ପର୍ମେସର୍ ମନ୍ କଲାନି" ବଲି କଇଲା ।
ମୁଇ ତମ୍କେ ସତ୍ କଇଲିନି, ଜନ୍ ଲକ୍ ମକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି ।
ମର୍ ସବୁ ମେଣ୍ଡାମନ୍ ମୁଇ ଡାକ୍ବାଟା ସୁନ୍ବାଇ, ମୁଇ ସେମନ୍କେ ଜାନି, ଆରି ସେମନ୍ ମର୍ ପଚେ ପଚେ ଆଇବାଇ । ଆରି ମୁଇ ସେମନ୍କେ ନ ସାର୍ବା ଜିବନ୍ ଦେବି । ସେମନ୍ କେବେମିସା ନସ୍ଟ ନ ଅଅତ୍ । ସେମନ୍କେ ମର୍ ଆତେଅନି କେ ମିସା ଚାଡାଇ ନେଇ ନାପାରତ୍ ।
ଆରି ମୁଇ ସେମନ୍କେ ନ ସାର୍ବା ଜିବନ୍ ଦେବି । ସେମନ୍ କେବେମିସା ନସ୍ଟ ନ ଅଅତ୍ । ସେମନ୍କେ ମର୍ ଆତେଅନି କେ ମିସା ଚାଡାଇ ନେଇ ନାପାରତ୍ । ମର୍ ବାବା ମକେ ଜନ୍ଟା ଦେଲାଆଚେ, ସେଟା ସବୁର୍ଟାନେଅନି ଅଦିକ୍ ମୁଲିଅ । ବାବାର୍ ଆତେଅନି ସେଟା କେ ମିସା ଚାଡାଇ ନେଇ ନାପାରତ୍ । ବାବା ଆରି ମୁଇ ଗଟେକ୍ ସେ ।"
ସେ ସାକିଅ ଏଟା ସେ । ପର୍ମେସର୍ ଆମ୍କେ ନ ସାର୍ବା ଜିବନ୍ ଦେଲାଆଚେ । ଏ ଜିବନ୍ ଆମେ ତାର୍ ପଅର୍ଲାଗି ମିଲାଇଆଚୁ । ତାର୍ ପଅସଙ୍ଗ୍ ଜେ ମିସା ମିସିରଇବାଇ, ସେମନ୍ ଏ ନ ସାର୍ବା ଜିବନ୍ ପାଇବାଇ । ଆରି ଜେ ତାର୍ ପଅର୍ସଙ୍ଗ୍ ମିସେନାଇ ସେ ଏ ଜିବନ୍ ମିସା ପାଏନାଇ ।
ତମେ ଜେତ୍କି ଲକ୍ ପର୍ମେସରର୍ ପଅକେ ବିସ୍ବାସ୍ କଲାସ୍ନି, ତମ୍କେ ଏ ଚିଟି ଲେକ୍ଲିନି । ଜେନ୍ତାରିକି ଆମ୍କେ ନ ସାର୍ବା ଜିବନ୍ ଆଚେ ବଲି ତମେ ଜାନାସ୍ ।
ତମେ ଜେତ୍କି ଲକ୍ ପର୍ମେସରର୍ ପଅକେ ବିସ୍ବାସ୍ କଲାସ୍ନି, ତମ୍କେ ଏ ଚିଟି ଲେକ୍ଲିନି । ଜେନ୍ତାରିକି ଆମ୍କେ ନ ସାର୍ବା ଜିବନ୍ ଆଚେ ବଲି ତମେ ଜାନାସ୍ ।
O caminho para a eternidade
Jesus é o caminho para a vida eterna. Crer nele, segui-lo e perseverar na fé são os passos que nos conduzem à eternidade com Deus.
ମାତର୍ ମୁଇ ଜନ୍ ପାନି ଦେବି, ସେ ପାନି ଜେ କାଇସି ବଇଲେ, ତାକେ କେବେ ମିସା ସସ୍ ନ ଲାଗେ । ମୁଇ ଜନ୍ ପାନି ଦେବି, ସେଟା ଜିବନ୍ ଦେବା ପାନି ପାରା ଉଚ୍ଲି ଜାଇତେରଇସି । ତେଇ ଅନି ଜେ କାଇଲେ, ସେ ନ ସାର୍ବା ଜିବନ୍ ପାଇସି ।"
ଜନ୍ କାଦି ନସିଜାଇସି, ସେ କାଦିର୍ ପାଇ ଏତେକ୍ କସ୍ଟ କରାନାଇ, ମାତର୍ ଜନ୍ଟା ନ ନସେ, ସେଟା ନ ସାର୍ବା ଜିବନ୍ ଦେଇସି, ସେଟାର୍ ପାଇ କସ୍ଟ କରା । ଏ କାଦି ନର୍ପିଲା ମୁଇ ଦେବି । କାଇକେ ବଇଲେ, ସେଟାର୍ପାଇଁ ବାବା ପର୍ମେସର୍ ମକେ ଅଦିକାର୍ ଦେଲାଆଚେ ।
ସେବେଲେ ଲକ୍ମନ୍ ଜିସୁକେ ପାଚାର୍ଲାଇ, "ଜନ୍ଟା ପର୍ମେସର୍ ମନ୍ କଲାନି, ସେଟା ଆମେ କର୍ବାର୍ ଆଲେ କାଇଟା କର୍ବାର୍ ଆଚେ ?"
ଜିସୁ ସେମନ୍କେ କଇଲା, "ଜାକେ ପର୍ମେସର୍ ପାଟାଇଲା ଆଚେ, ତାକେ ତମେ ବିସ୍ବାସ୍ କଲେ ସେଟା କରିପାରାସ୍ ।"
ସିମନ୍ ପିତର୍ ତାକେ କଇଲା, "ମାପ୍ରୁ ତମ୍କେ ଚାଡି ଆମେ କାର୍ଲଗେ ଜିବୁ ? ତମର୍ଟାନେତା ନ ସାର୍ବା ଜିବନର୍ ବାକିଅ ଆଚେ ।
"ଚିପଙ୍ଗା ଦୁଆର୍ ବାଟେ ଜାଆ । କାଇକେବଇଲେ ବିନାସ୍ କର୍ବାକେ ନେବା ନର୍କେ ଜିବା ବାଟ୍ ଅସାର୍ ଆରି ସୁବିଦାର୍ଟା । କେତେ କେତେ ଲକ୍ ସେ ବାଟେ ଜିବାଇ । ମାତର୍ ନ ସାର୍ବା ଜିବନେ ମିସି ରଇଲା ବାଟ୍, ଚିପଙ୍ଗା ଆରି ଜିବାଟା ବେସି କସ୍ଟ । ଉନା ଲକ୍ ସେ ବାଟ୍ କଜି କଜି ମିଲାଇବାଇ ।"
"ଚିପଙ୍ଗା ଦୁଆର୍ ବାଟେ ଜାଆ । କାଇକେବଇଲେ ବିନାସ୍ କର୍ବାକେ ନେବା ନର୍କେ ଜିବା ବାଟ୍ ଅସାର୍ ଆରି ସୁବିଦାର୍ଟା । କେତେ କେତେ ଲକ୍ ସେ ବାଟେ ଜିବାଇ । ମାତର୍ ନ ସାର୍ବା ଜିବନେ ମିସି ରଇଲା ବାଟ୍, ଚିପଙ୍ଗା ଆରି ଜିବାଟା ବେସି କସ୍ଟ । ଉନା ଲକ୍ ସେ ବାଟ୍ କଜି କଜି ମିଲାଇବାଇ ।"
ଜନ୍ଲକ୍ ନିଜର୍ ଜିବନ୍ ରକିଆ କର୍ବାକେ ଚେସ୍ଟା କର୍ସି ବଇଲେ ସେ ସେଟା ଆରାଇସି । ମାତର୍ ଜେ ମର୍ ଲାଗି ତାର୍ ଜିବନ୍ ଆରାଇସି ବଇଲେ, ସେ ସତଇସେ ସେଟା ରକିଆ କର୍ସି ।"
ଏନ୍ତାରି ଲକ୍ମନ୍କେ ସବୁ ଦିନର୍ ପାଇ ଡଣ୍ଡ୍ ମିଲ୍ସି ଆରି ଦରମ୍ ଲକ୍ମନ୍ ନ ସାର୍ବା ଜିବନ୍ ପାଇବାଇ ।"
ଜିସୁ ସେମନ୍କେ କଇଲା, "ମୁଇ ତମ୍କେ ସତ୍ କାତା କଇଲିନି, ଜେ ମର୍ ସଙ୍ଗ୍ ଆଇବାକେ ଆରି ପର୍ମେସରର୍ ନିମାନ୍ କାତା ଜାନାଇବାକେ ଗର୍ ଦୁଆର୍, ବାଇ ବଇନି, ମା ବାବା, ପିଲାଟକି ଆରି ଜମିବାଡି ଚାଡିକରି ଆଚେ, ସେ ସତ୍ସେ, ନିଜର୍ ଚାଡିରଇଲା ସବୁ ବିସଇତେଇଅନି ସଏ ବାଗ୍ ଅଦିକ୍ ଏ ଜୁଗେ ପାଇସି । ଗର୍ ଦୁଆର୍, ବାଇ ବଇନି, ମାଆ ବାବା, ପିଲାଟକି ଆରି ଜମିବାଡି ଏ ସବୁ ଦିନ୍ସୁ ଅଦିକ୍ ପାଇସି ଆରି ତାର୍ ସଙ୍ଗ୍ ଗେଞ୍ଜ୍ନା ମିସା ପାଇସି । ମାତର୍ ଆଇବା ଜୁଗେ ପର୍ମେସରର୍ ରାଇଜେ, ସେ ନ ସାର୍ବା ଜିବନ୍ ପାଇସି ।
ତାର୍ପଚେ ଗଟେକ୍ ଦରମ୍ ସାସ୍ତର୍ ସିକାଉ ତାକେ ପରିକାକରି ପାଚାର୍ଲା, "ଏ ଗୁରୁ କେବେ ନ ସାର୍ବା ଜିବନ୍ ମିଲାଇବାକେ ଆଲେ ମୁଇ କାଇଟା କର୍ବାର୍ ଆଚେ ?"
ଜିସୁ ତାକେ କଇଲା, "ନିୟମ୍ ସାସ୍ତରେ କାଇଟା ଲେକାଆଚେ ? ତୁଇ କେନ୍ତାରି ପଡ୍ଲୁସ୍ନି ?"
ସେ କଇଲା, "ତମେ ନିଜର୍ ସବୁ ଗାଗଡ୍, ମନ୍, ଆତ୍ମା ଆରି ବପୁ ଦେଇ ପର୍ମେସର୍କେ ଆଲାଦ୍ କରା । ଆରି ପଡିସାର୍ ଲକ୍ମନ୍କେ ନିଜର୍ ସମାନ୍ ଆଲାଦ୍ କରା ।"
ତାର୍ପଚେ ଜିସୁ ତାକେ କଇଲା, "ତମେ ଟିକ୍ କଇଲାସ୍ । ଏନ୍ତାର୍ କର୍, ତେବେ ଜିବନ୍ ମିଲାଇସୁ ।"
ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ ।
ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ ।
Perseverança e glória futura
A vida eterna exige perseverança. Os sofrimentos presentes não se comparam com a glória que será revelada. Deus nos guardará até o fim.
ଜନ୍ ଲକ୍ମନ୍ ଡାକ୍ପୁଟା, ସନ୍ମାନ୍ ଆରି ଅମର୍ ଅଇବା ଆସାଇ ମୁର୍ଚିକରି ସତ୍କାମ୍ କରିଜିବାଇ, ସେମନ୍କେ ପରମେସର୍ ନ ସାର୍ବା ଜିବନ୍ ଦେଇସି ।
ପାପ୍ ଜେନ୍ତିକି ସବୁର୍ପାଇ ମରନର୍ ଡଣ୍ଡ୍ ଆନିରଇଲା, ସେନ୍ତି ପରମେସରର୍ ଜିବନ୍ଦୁକାନି ମାପ୍ରୁ ଜିସୁ କିରିସ୍ଟର୍ ସାଇଜେ ଅନି ଆମ୍କେ ଦରମ୍ ବାଟେ ଡାକିନେଇ ନ ସାର୍ବା ଜିବନ୍ ଦେଇସି ।
ଜନ୍ ଡାକ୍ପୁଟାର୍ ଦିନେ ଆମେ ମିସ୍ବାକେ ଗାଲୁନି, ଦେକ୍ଲେସରି ଏ ଜିବନେ ଅଇବା ଆମର୍ ଦୁକ୍ କସ୍ଟ କିଚି ନାଇ ।
କାଇକେ ବଇଲେ ଆମର୍ ଦୁକ୍ କସ୍ଟ ସବୁ ଉନା ଅଇକରି ଚନେକର୍ପାଇ । ମାତର୍ ସେଟା ଆମ୍କେ ନ ସର୍ବା ସବୁଦିନର୍ ମଇମା ଆନ୍ସି । ସେଟା ଆମର୍ ଦୁକ୍ କସ୍ଟ ଟାନେଅନି ବଡ୍ ରଇସି ।
ତେବର୍ ପାଇ ଆମେ ଏ ଜଗତେ ଡିସ୍ବା ବିସଇ ଆସା ନ କରି ନ ଡିସ୍ବା ବିସଇ ଆସା କଲୁନି । କାଇକେବଇଲେ ଦେକ୍ବା ବିସଇ ସବୁଦିନ୍ ନ ରଏ, ମାତର୍ ନ ଦେକ୍ବା ବିସଇ ସବୁ ଦିନର୍ପାଇ ରଇସି ।
ପରମେସର୍ ନାଡାଇ ନ ଅଏ, ନିଜେ ନାଡାଇ ଉଆ ନାଇ । ଜେ ଜନ୍ଟା ବୁନିରଇସି, ସେ ସମାନ୍ଟା ଆକା କାଟ୍ସି । ଜେ ନିଜର୍ ଗାଗଡର୍ ଗୁନ୍ଚଲନ୍ ଇସାବେ ବୁନ୍ସି, ସେ ଗାଗ୍ଡେଅନି ବାରଇବା ମରନର୍ କେତ୍ କାଟ୍ସି । ମାତର୍ ଜେ ଆତ୍ମାର୍ ଇସାବେ ବୁନ୍ସି, ସେ ଆତ୍ମାଇଅନି ବାରଇଲା ନ ସାର୍ବା ଜିବନ୍ପାରା କେତ୍ କାଟ୍ସି ।
ଜେ ନିଜର୍ ଗାଗଡର୍ ଗୁନ୍ଚଲନ୍ ଇସାବେ ବୁନ୍ସି, ସେ ଗାଗ୍ଡେଅନି ବାରଇବା ମରନର୍ କେତ୍ କାଟ୍ସି । ମାତର୍ ଜେ ଆତ୍ମାର୍ ଇସାବେ ବୁନ୍ସି, ସେ ଆତ୍ମାଇଅନି ବାରଇଲା ନ ସାର୍ବା ଜିବନ୍ପାରା କେତ୍ କାଟ୍ସି ।
ସେଟାର୍ ପାଇ ଜନ୍ ଲକ୍ମନ୍ ତାକେ ବିସ୍ବାସ୍ କରି ଲଗେ ଆଇବାଇ, ସେମନ୍କେ ସବୁବେଲର୍ପାଇ ରକିଆ କରିପାର୍ସି । କାଇକେ ବଇଲେ ସେମନର୍ ପାଇ ପରମେସରର୍ ମୁଆଟେ ଗୁଆରି କର୍ବାକେ ସେ ଜୁଗ୍ ଜୁଗର୍ ପାଇ ଜିବନ୍ ଅଇକରି ଆଚେ ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କୁରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।
ମାତର୍ ତମେ ମର୍ ଆଲାଦର୍ ମଇତର୍ମନ୍, ଆମର୍ ବେସି ସୁକଲ୍ ରଇବା ବିସ୍ବାସେ ନିଜେ ଡାଟ୍ ଅଇତେରୁଆ । ସୁକଲ୍ଆତ୍ମାର୍ ସାଇଜ ନେଇ ପାର୍ତନା କର୍ତେରୁଆ । ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଦିନ୍କେ ଜାଗ୍ତେରୁଆ ଆରି ପର୍ମେସରର୍ ଆଲାଦେ ବଡିଆସା । ସେନ୍ତାର୍ଆଲେ ତମେ ତାର୍ସଙ୍ଗ୍ କାଲ୍କାଲ୍ ଜୁଗ୍ଜୁଗ୍ ରଇସା । କାଇକେବଇଲେ ସେ ଆମ୍କେ ଦୟା ଦେକାଇଲା ଆଚେ ।
A eternidade com Deus
A Bíblia descreve a plenitude da vida eterna: sem dor, sem lágrimas, em perfeita comunhão com Deus para sempre.
ବସ୍ବା ଜାଗାଇଅନି ଗଟେକ୍ ବଡ୍ ସବଦ୍ କାତାଅଇବାଟା ମୁଇ ସୁନ୍ଲି "ସାରାସାରି ବେଲେ ପର୍ମେସର୍ ମୁନୁସ୍ଜାତି ସଙ୍ଗ୍ ବାସା ଅଇବାକେ ଆଇଲାଆଚେ । ସେ ତାକର୍ ସଙ୍ଗ୍ ବାସା ଅଇସି । ଆରି ସେମନ୍ ତାର୍ ଲକ୍ ଅଇବାଇ । ପର୍ମେସର୍ ନିଜେ ତାକର୍ ସଙ୍ଗ୍ ରଇସି । ଆରି ସେ ତାକର୍ ପର୍ମେସର୍ ଅଇସି ।" ସେ ତାକର୍ ଆଁସୁ ପୁଚିଦେଇସି । କେ ଆରି ନ ମରତ୍ । କାନ୍ଦାବୁବା, ଦୁକାସୁକା ନ ରଏ । ପୁର୍ନା ବିସଇ ଆରି ନ ଡିସେ ।
ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଅଦିକ୍ ବପୁର୍ଟା । ସେ ଏବେ ମିସା ଆଚେ । ସେ ଆଗ୍ତୁ ରଇଲା । ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ କଇଲାଆଚେ "ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ, ଆରି ସାରାଇବା ଲକ୍ ମିସା ମୁଇସେ ।"
ଆରି, ପୁର୍ତିବିର୍ ମାଟି ତେଇ ଜନ୍ ଲକ୍ମନ୍ ମରିଆଚତ୍, ସେ ଲକର୍ ବିତ୍ରେ ଅନି କେତେକ୍ ଲକ୍ ଉଟ୍ବାଇ; କେତେକ୍ ଲକ୍ ନ ମର୍ବା ଜିବନ୍ ସଙ୍ଗେ ଉଟ୍ବାଇ ଆରି କେତେକ୍ ଲକ୍ ଲାଜ୍ ସରମ୍ ସଙ୍ଗେ ଆରି ସାରାସାରି ଜାକ ଦୁକ୍ ପାଇବାକେ ଉଟ୍ବାଇ । ଆରି, ଜେ କି ଗିଆନର୍ ଲକ୍, ସେମନ୍ ବାଦଲର୍ ତାରା ପାରା ଆରି ଜନ୍ ଲକ୍ମନ୍ ଦରମ୍ ବାଟେ କାଡାଇ ଆନ୍ବାଇ, ସେମନ୍ ତାରା ମନର୍ ପାରା ସାରାସାରି ଜାକ ଉଜଲ୍ ଅଇ ରଇବାଇ ।
କାଇକେବଇଲେ ଜେ ମକେ ପାଇସି, ସେ ଜିବନ୍ ପାଇସି ଆରି ସବୁବେଲର୍ ମାପ୍ରୁର୍ ଆସିର୍ବାଦ୍ ପାଇସି ।
ଏ କାରାପ୍ ଜଗତ୍ ଆରି ତେଇର୍ ସବୁ ରକାମ୍ ଚଲାଚଲ୍ତି ଦାପ୍ରେ ଉଟିଜାଇସି । ମାତର୍ ଜେ ପର୍ମେସର୍କେ ମାନ୍ସି, ସେ ନ ସାର୍ବା ଜିବନ୍ ପାଇସି ।