Vizinho
Amar o próximo é um dos mandamentos centrais do evangelho. A Bíblia nos ensina que nossos vizinhos são aqueles a quem devemos servir, apoiar e encorajar com amor genuíno.
O mandamento do amor ao próximo
Jesus resume a Lei no amor a Deus e ao próximo. Amar o vizinho como a si mesmo é cumprir toda a Lei.
ଆରି ପଚର୍ ମୁକିଅ ଆଦେସ୍ ଅଇଲାନି, ତମେ ନିଜ୍କେ ଆଲାଦ୍ କଲାପାରା ପଡିସାର୍ ଲକ୍କେ ମିସା ଆଲାଦ୍ କରା । ଏ ଦୁଇଟା ଆଦେସ୍ ଚାଡିକରି ଆରି କାଇ ମିସା ମୁକିଅ ଆଦେସ୍ ନାଇ" ବଲି କଇଲା ।
କାଇକେ ବଇଲେ ସବୁ ନିୟମ୍ ଏ ଗଟେକ୍ ବାକିଅତେଇ ସିଦ୍ ଅଇସି, ତମେ ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍କେ ଆଲାଦ୍ କରା ।
ନିୟମ୍ତେଇ ଲେକାଅଇଲା ଆଚେ, "ବେସିଆ କାମ୍ କର୍ବାର୍ ନାଇ, ନର୍ ମାର୍ବାର୍ ନାଇ, ଚରାଇବାର୍ ନାଇ, ବିନ୍ ଲକର୍ ଦିନ୍ସୁ ଲବାଇବାର୍ ନାଇ ।" ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ଏ ଗଟେକ୍ ଆଦେସ୍ ଜଦି ତମେ ମାନ୍ସା, ନିୟମେ ରଇବା ସବୁ ଆଦେସ୍ ମାନ୍ଲାପାରା ଅଇସି ।
କାଇକେବଇଲେ ତମେ ଗଟେକ୍ ଲକ୍କେ ଆଲାଦ୍ କର୍ତେ ରଇଲେ, କେବେ ମିସା ତାକେ ଅନିଆଇ ନ କରାସ୍ । ଆରି ତମେ ଜଦି ସେମନ୍କେ ଆଲାଦ୍ କର୍ସାବଇଲେ, ସବୁ ନିୟମ୍ ମାନିକରିଆଚାସ୍ ।
"ତମର୍ ପାଇ ବିନ୍ ଲକ୍ମନ୍ ଜାଇଟା କରତ୍ ବଲି ମନ୍ କଲାସ୍ନି, ସେନ୍ତାରି ତମେ ବିନ୍ ଲକର୍ ପାଇ କରା । ଏଟା ଅଇଲାନି ମସା ଦେଇରଇବା ନିୟମ୍ ଆରି ବବିସତ୍ବକ୍ତାମନର୍ ସିକିଆର୍ ଅରତ୍ ।"
Amor em ação
O amor verdadeiro se mostra em ações concretas: hospitalidade, generosidade e cuidado com os necessitados ao nosso redor.
ପର୍ମେସର୍କେ ସନ୍ତୁସ୍କରୁ
କିରିସ୍ଟଟାନେ ମିସିବିଡି ରଇବା ବିସ୍ବାସି ବାଇବଇନି ପାରା ଆଲାଦ୍ କରାକରି ଅଇ ରୁଆ । ନ ଚିନ୍ଲା ଲକ୍ମନ୍କେ ମିସା ତମର୍ ଗର୍ମନ୍କେ ଡାକିନିଆ । କାଇକେବଇଲେ କେତେଲକ୍ ନାଜାନିକରି ସେନ୍ତାରି ଦୁତ୍ମନ୍କେ ଡାକିନେଲାଇ ।
ପର୍ମେସର୍ ଦେକ୍ବା ଇସାବେ ଜନ୍ ରିତିନିତି ସତ୍ ଆରି ନିକ, ସେଟା ଅଇଲାନି ଦୁକେ ରଇବା ଟୁରାଟୁରି ପିଲାମନ୍ ଆରି ରାଣ୍ଡିଜୁଣ୍ଡିମନର୍ ଜତନ୍ କର୍ବାଟା । ପଚେ ଜଗତର୍ ଜଞ୍ଜାଲେଅନି ମୁକଲ୍ବାଟା, ଜେନ୍ତାରିକି ସେ ସବୁ ତାକେ ନ ନସାଏ ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ତମର୍ ତମର୍ ବିତ୍ରେ ଆଲାଦ୍ କରାକରି ଅଇବାଟା । କାଇକେବଇଲେ, ସେନ୍ତାରି ଆଲାଦ୍ କଲେ, ତମର୍ ତମର୍ ପାପ୍ ବିସଇ ଚିନ୍ତା ନ କରି ମୁର୍ଚିକରି କେମା ଦିଆଦିଇ ଅଇସା ।
ସେନ୍ତି ବଇଲେ ଜେତେକ୍ ତର୍ ବେଲା ପାଇଲୁନି, ସବୁବେଲା ସବୁର୍ସଙ୍ଗ୍, ଜନ୍ଲକ୍ମନ୍ ଆମର୍ ବିସ୍ବାସି କୁଟୁମେ ମିସ୍ଲାଇ ଆଚତ୍, ସେମନର୍ ପାଇ ନିମାନ୍ କର୍ବାର୍ ଆମର୍ ଦାଇତ୍ ।
ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରା
ଏ କବର୍ ତମେ ଆଗ୍ତୁଅନି ସୁନିଆସିଆଚାସ୍ । ସେଟା ଅଇଲାନି, ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ ।
ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ ।
Edificação e encorajamento mútuo
Somos chamados a encorajar uns aos outros, carregar os fardos alheios e buscar o bem do próximo acima do próprio interesse.
ତେବେ ତମେ ଜେନ୍ତାରି କଲାସ୍ନି, ସେନ୍ତାରି ନିଜର୍ ଲକ୍ମନ୍କେ ଦୁକ୍ ସାରାଆ । ଆରି ସାଇଜ କର୍ତେରୁଆ ।
ତମର୍ ତମର୍ ବିତ୍ରେ, ଜିବନେ ଆଇବା ବଜ୍ ବିସଇ ବଇବାକେ ସାଇଜ କରାକରି ଉଆ । ଏନ୍ତାରି କଲେ ତମେ କିରିସ୍ଟର୍ ଆଦେସ୍ ମାନ୍ସା ।
ମାତର୍ ଆମର୍ ବାଇବଇନିମନ୍କେ ସାର୍ଦା କରାଇବାକେ ଆରି ସେମନର୍ ବିସ୍ବାସ୍ ଡାଟ୍ କର୍ବାକେ ତାକର୍ ପାଇ ନିକ ବିସଇ କର୍ବାର୍ ଆଚେ ।
କେ ମିସା ଅବ୍କା ନିଜର୍ ପାଇ କାଇଟା ନିକ ଅଇସି ବଲି ଚିନ୍ତା ନ କରି, ନିଜର୍ ବାଇମନର୍ ମଙ୍ଗଲ୍ ବିସଇ ମିସା ଚିନ୍ତା କରା ।
ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା ।
ଜେନ୍ତିକି ଆମର୍ ଆଲାଦ୍ ତମର୍ପାଇ ବଡିଆଇଲାନି, ସେନ୍ତାରିସେ ନିଜର୍ ନିଜର୍ ବିତ୍ରେ, ଆରି ସବୁ ଲକ୍ମନ୍କେ ମାପ୍ରୁ ଆଲାଦ୍ ବଡାଇକରି ଅଦିକ୍ କର ।
Humildade, perdão e convivência
O relacionamento com o próximo exige humildade, paciência e disposição para perdoar. Não devemos julgar, mas acolher com compaixão.
ବିନ୍ ଲକ୍ମନର୍ ଟାନେଅନି ନିଜେ ବଡ୍ ଅଇବାକେ ଚେସ୍ଟା କରାନାଇ । ଅବ୍କା ବଡ୍ପନ୍ କାତା କଇବାକେ କାଇ ବିସଇ ମିସା କରାନାଇ । ତାର୍ ବାଦୁଲେ ନିଜ୍କେ ସାନ୍ କରା । ବିନ୍ ଲକର୍ ଟାନେଅନି, ନିଜେ ମୁଇ ବଡ୍ ବଲି ବାବାନାଇ ।
ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ ।
ବାଇକେ ନସ୍ଟ ଅଇବାକେ ନ ଦିଆସ୍
ସେଟାର୍ ପାଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ବିଚାର୍ କରାନାଇ । ତାର୍ ବାଦୁଲେ ଆମର୍ ବାଇମନର୍ ଚଲାଚଲ୍ତିତେଇ ବିନ୍ ଲକ୍କେ ପାପ୍ କରାଇବା କାଇମିସା ବିସଇ ଆଚେ କି ନାଇ, ସେଟା ଆମେ ନିଜେ ଦେକ୍ବାର୍ ଆଚେ ।
ପରମେସରର୍ ସତ୍ ଦରମର୍ ବିଚାର୍
ତେବେ ଏ ମର୍ ମଇତର୍ମନ୍, ତମେ କାଇ ବିନ୍ ଲକର୍ ବିଚାର୍ କଲାସ୍ନି କି ? ତମେ ଜେ ଅଇରଇଲେ ମିସା, ଏନ୍ତି କର୍ବାଟା ଟିକ୍ ନଏଁ । ବିନ୍ ଲକର୍ ଦସ୍ଦାରି ତମେ ଜଦି ନିଜେ ସେ ଦସ୍ କର୍ତେ ରଇସା ବଇଲେ, ତମେ ନିଜେ, ନିଜ୍କେ ଦସି ବଲାଇ ଅଇଲାସ୍ନି ।
ନିମାନ୍ କାମ୍ପାଇ ଦୁକ୍କସ୍ଟ
ସାରାସାରି ତମର୍ ସବୁଲକର୍ ମନ୍ ଗଟେକ୍ ଅ । ଦୁକ୍ସୁକ୍ ବେଲେ ତମର୍ ତମର୍ ବିତ୍ରେ ମିସିବିଡି ରୁଆ । ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ସୁଆଲେ ରୁଆ ।
ସେନ୍ତାରିସେ, ବିନ୍ଦିନ୍ ମନର୍ଟାନେଅନି କନ୍ଆଲେ ଗଟେକ୍ଦିନ୍ ସୁବ୍ଦିନ୍ ବଲି କେତେ ଲକ୍ ବାବ୍ବାଇ । ବିନ୍ ଲକ୍ମନ୍ ସବୁଦିନ୍ ସମାନ୍ ବଲି ବାବ୍ବାଇ । କନ୍ଟା ଟିକ୍ ରଇସି ବଲି ଲକ୍ମନ୍ ନିଜେ ନିଜେ ବିଚାର୍ କର୍ବାର୍ ଆଚେ ।