8 ଅଃମିମଃନାର୍ ହାହ୍ ନାୟ୍ ଇରି ଜଦି କଃଉନ୍ଦ୍ ତଃନ୍ଅୟ୍ଲେକ୍ ଅଃହ୍ଣା ଅଃହ୍ଣାକ୍ ଜଃଟୁଲୁ । ଆରେକ୍ ଅଃମାର୍ ତଃୟ୍ ସଃତ୍ ନାୟ୍ । 9 ଜଦି ଅଃମିମଃନ୍ ଇସ୍ୱରାର୍ ତଃୟ୍ ନିଜ୍ନିଜ୍କେ ହାହି ବଃଲି କଃଉନ୍ଦ୍ ତଃବେ ସେ ଅଃମାର୍ ହାହ୍ କେମା କଃରୁକେ ଆର୍ ସଃବୁ ଅଃଦଃର୍ମେ ହୁଣି ଅଃମିମଃନ୍କେ ନିର୍ମୁଳ୍ କଃରୁକେ ବିସ୍ୱାସାର୍ ଜୟ୍ଗ୍ ଆର୍ ନ୍ୟାୟ୍ବାନ୍ ।
Publicidade
Publicidade