10 ଅଃମିମଃନ୍ ଜେ, ଇସ୍ୱର୍କେ ଲାଡ୍ କଃଲୁ ସେରି ନଃୟ୍, ମଃତର୍ ସେ ଅଃମିମଃନ୍କେ ଲାଡ୍ କଃଲା, ଆରେକ୍ ଅଃହ୍ଣାର୍ ହୟ୍ସିକେ ଅଃମିମଃନାର୍ ହାହ୍ ବୟ୍ନେଉଁକେ ହଃଟାୟ୍ଲା ଇତି ଇସ୍ୱରାର୍ ଲାଡ୍ ଜାଣାହଃଳୁଲି ।
11 ଏ ଲାଡାର୍ ବାୟ୍ବେଣିମଃନ୍, ଇସ୍ୱର୍ ଜଦି ଅଃମିକ୍ ଇରଃକମ୍ ଲାଡ୍ କଃଲା, ତଃବେ ଅଃମି ହେଁ ଏକ୍ଆରେକ୍କେ ଲାଡ୍ କଃର୍ତା ଲଳା ଆଚେ । 12 ୪:୧୨ ଜହ ୧:୧୮.କେଏ ହେଁ କଃବେ ଇସ୍ୱର୍କେ ନଃଦେକେ; ଅଃମିମଃନ୍ ଜଦି ଏକ୍ଆରେକ୍କେ ଲାଡ୍ କଃରୁନ୍ଦ୍ ତଃନ୍ଅୟ୍ଲେକ୍ ଇସ୍ୱର୍ ଅଃମାର୍ ତଃୟ୍ ଆଚେ ଆର୍ ତାର୍ ଲାଡ୍ ଅଃମାର୍ ଟାଣେ ହୁରୁଣ୍ ଅୟିଆଚେ ।