16 ଆରେକ୍ ଅଃମିମଃନାର୍ ଗିନେ ଇସ୍ୱରାର୍ ଜୁୟି ଲାଡ୍ ଆଚେ, ସେରି ଅଃମିମଃନ୍ ଜାଣି ଆଚୁ, ଆର୍ ବିସ୍ୱାସ୍ କଃରି ଆଚୁ । ଇସ୍ୱର୍ ତ ଲାଡ୍; ଜେ ଲାଳେ ରଃୟ୍ଦ୍ ସେ ଇସ୍ୱରାର୍ ତଃୟ୍ ରଃୟ୍ଦ୍ ଆର୍ ଇସ୍ୱର୍ ତାର୍ ତଃୟ୍ ରଃୟ୍ଦ୍ । 17 ଇସ୍ୱର୍କେ ମାନି ଜିବନ୍ କାଟ୍ତାର୍ ଗିନେ ଇସ୍ୱରାର୍ ଲାଡ୍ ଅଃମାର୍ ତଃୟ୍ ସିଦ୍ ଅୟିଆଚେ । ଇତି ଲାଡ୍ ଅଃମାର୍ ବିତ୍ରେ ହୁରା ଅୟିଆଚେ ଜେ, ବିଚାର୍ ଦିନ୍ ଅଃମିମଃନ୍ ସାସ୍ ହାଉନ୍ଦ୍ ବଃଲେକ୍ ସେ ଜଃନ୍କଃରି ଆଚେ, ଅଃମିମଃନ୍ ହେଁ ଇ ଜଃଗତେ ସେନ୍ କଃରିଆଚୁ । 18 ଲାଳେ ଡିର୍ ନଃରେୟ୍; ମଃତର୍ ହୁରା ଲାଡ୍ ଡିର୍କେ ଦୁର୍ କଃରେଦ୍, ବଃଲେକ୍ ଡିର୍ ସଃଙ୍ଗ୍ ଡଃଣ୍ଡ୍ ମିସିଆଚେ ଆର୍ ଜେ ଡିରେଦ୍, ସେ ଲାଡେ ହୁର୍ନ୍ ନାୟ୍ ।
Publicidade
Publicidade