9 ଇରି ହଃକା ଇସ୍ୱରାର୍ ଲାଡ୍ ଅଃମାର୍ ତଃୟ୍ ଜାଣା ହଃଳିଆଚେ ଜେ, ଇସ୍ୱର୍ ଅଃହ୍ଣାର୍ ଗଟେକ୍ବଃଲି ହୟ୍ସିକେ ଜଃଗତେ ହଃଟାୟ୍ଲା, ଜଃନ୍କଃରିକି ଅଃମିମଃନ୍ ଜିସୁର୍ ଗିନେ ଅଃମାର୍ ଜିବନ୍ ହାଉନ୍ଦ୍ । 10 ଅଃମିମଃନ୍ ଜେ, ଇସ୍ୱର୍କେ ଲାଡ୍ କଃଲୁ ସେରି ନଃୟ୍, ମଃତର୍ ସେ ଅଃମିମଃନ୍କେ ଲାଡ୍ କଃଲା, ଆରେକ୍ ଅଃହ୍ଣାର୍ ହୟ୍ସିକେ ଅଃମିମଃନାର୍ ହାହ୍ ବୟ୍ନେଉଁକେ ହଃଟାୟ୍ଲା ଇତି ଇସ୍ୱରାର୍ ଲାଡ୍ ଜାଣାହଃଳୁଲି ।
Publicidade
Publicidade