22 ଅଃବେ ତୁମିମଃନ୍ ସେତାର୍ ହଃଚେ ଜାତା ଲକ୍ ଅୟ୍ରିଲାକ୍, ନିଜ୍ ନିଜ୍କେ ନିର୍ମୁଳ୍ କଃରି ଆଚାସ୍, ତୁମିମଃନ୍ ସଃତ୍ ମାନିକଃରି ହେଟ୍କପଟିଆ ନଃୟ୍କଃରି ବାୟ୍ମଃନ୍କେ ଲାଡ୍ କଃର୍ତାର୍ ଗିନେ ଅଃହ୍ଣା ଅଃହ୍ଣାର୍ ଆତ୍ମାକେ ନିର୍ମୁଳ୍ କଃରି ରିଲାକେ ମଃନ୍ ଦେୟ୍କଃରି ଏକ୍ମଃନେ ତୁମାର୍ ତୁମାର୍ ବିତ୍ରେ ଲାଡ୍ କଃରା ।
Publicidade
Publicidade