3 ଆର୍ ସୁନ୍ଦୁର୍କଃରି କସା ବାନ୍ଦ୍ତାର୍, ସନାର୍ ମାଳି, ସୁନ୍ଦୁର୍ ହଃଚ୍ୟା ହିନ୍ଦ୍ତାର୍, ଅଃନ୍କଃରି ଜୁୟି ହଃଦାର୍ ବେସ୍, ସେରି ତୁମିମଃନାର୍ ବେସ୍ ନଃଉଅ । 4 ମଃନ୍ ବିତ୍ରାର୍ ଜୁୟି କଃଉଁଣା ଆର୍ ସାନ୍ତି ରିଲା ଗୁପ୍ତ ମଃନ୍ବାବ୍ ଇସ୍ୱରାର୍ ଆକାୟ୍ ବଃଡେ ମଲ୍, ସେରି ହଃକା ତୁମିମଃନାର୍ ନଃସ୍ଟ୍ ନଃଉତା ବେସ୍ ଅଃଉଅ ।
Publicidade
Publicidade